Tag Archives: Home Middle

ପୁଣି ଯୁଦ୍ଧ, ତାଇଓ୍ବାନ ଉପରେ ଆକ୍ରମଣ କରିପାରେ ଚାଇନା, ଜେନେରାଲଙ୍କ ଅଡ଼ିଓ ଲିକ୍‌…

ବେଜିଂ, ୨୩।୫ : ରୁଷିଆ ୟୁକ୍ରେନ୍‌ ମଧ୍ୟରେ ଯୁଦ୍ଧ ଜାରି ରହିଛି। ଏପରିସ୍ଥଳେ ପୁଣି ନୂଆ ଯୁଦ୍ଧ ହେବାକୁ ଯାଉଛି। ଚାଇନା ଶୀଘ୍ର ତାଇୱାନ ଉପରେ ଆକ୍ରମଣ କରିବାକୁ ଯାଉଛି।  ଚାଇନା ତାଇଓ୍ବାନ ଉପରେ ଆକ୍ରମଣ କରିବା ନେଇ ଏକ...

ଫିନ୍‌ଲାଣ୍ଡ ଉପରେ ଆକ୍ରମଣ କରିବ ରୁଷିଆ

ମସ୍କୋ,୨୩ା୫: ରୁଷିଆ-ୟୁକ୍ରେନ ମଧ୍ୟରେ ଯୁଦ୍ଧ ହେବାର ୪ ମାସ ବିତିଲାଣି। ଏହି ସମୟରେ ରୁଷିଆ ଏବଂ ଫିନ୍‌ଲାଣ୍ଡ ମଧ୍ୟରେ ତିକ୍ତତା ବୃଦ୍ଧି ପାଇଛି। ପ୍ରକୃତରେ ରୁଷିଆ ଫିନ୍‌ଲାଣ୍ଡ ଏବଂ ସ୍ବିଡେନର ନାଟୋର ସଦସ୍ୟତା ଉପରେ ଆକ୍ରମଣାତ୍ମକ ଆଭିମୁଖ୍ୟ ଗ୍ରହଣ କରିଛି।...

ଦରଦାମ୍‌ କମାଇବା ପାଇଁ ସରକାର ଅତିରିକ୍ତ ଭାବେ ଖର୍ଚ୍ଚ କରିବେ ୨ ଲକ୍ଷ କୋଟି…

ନୂଆଦିଲ୍ଲୀ, ୨୩।୫ : କରୋନାରୁ ପୁନରୁଦ୍ଧାର ହୋଇଥିବା ଅର୍ଥନୀତି ପାଇଁ ମୁଦ୍ରାସ୍ଫୀତି ଏକ ନୂତନ ଆହ୍ବାନ ପାଲଟିଛି । ଏହାକୁ ରୋକିବା ପାଇଁ ସରକାର ନୂତନ ପଦକ୍ଷେପ ନେଉଛନ୍ତି। ଏହି କ୍ରମରେ ଅର୍ଥମନ୍ତ୍ରୀ ନିର୍ମଳାସୀତାରମଣ ପେଟ୍ରୋଲ ଏବଂ ଡିଜେଲ ଉପରେ...

ସମୁଦ୍ର ମଝିରେ ବୋଟ୍‌ରେ ଲାଗିଲା ନିଆଁ, ୭ ମୃତ

ମାନିଲା,୨୩ା୫: ଫିଲିପାଇନ୍ସରେ ଏକ ବଡ଼ ଦୁର୍ଘଟଣା ଘଟିଛି। ସୋମବାର ଉତ୍ତର-ପୂର୍ବ ଫିଲିପାଇନ୍ସ ନିକଟରେ ୧୨୦ରୁ ଅଧିକ ଲୋକଙ୍କୁ ନେଇ ଯାଉଥିବା ଏକ ବୋଟ୍‌ରେ ନିଆଁ ଲାଗିଯାଇଥିଲା। ନିଆଁ ଲାଗିବା ପରେ ତୁରନ୍ତ ୧୦୫ ଯାତ୍ରୀଙ୍କୁ ଉଦ୍ଧାର କରାଯାଇଥିଲା ବୋଲି କୋଷ୍ଟଗାର୍ଡ...

ରୁହ ସତର୍କ, ଏବେ ବି ଶେଷ ହୋଇନି କରୋନା…

ଜେନେଭା, ୨୩।୫ : ବିଶ୍ୱ ସୱାସ୍ଥ୍ୟ ସଂଗଠନ ମୁଖ୍ୟ ଚେତାବନୀ ଦେଇଛନ୍ତି ଯେ କରୋନା ସଂକ୍ରମଣ ହ୍ରାସ ପାଇବା ପରେ ବି ମହାମାରୀ ଏପର୍ଯ୍ୟନ୍ତ ଶେଷ ହୋଇନାହିଁ। ସେ ପୃଥିବୀର ବିଭିନ୍ନ ଦେଶର ସରକାରମାନଙ୍କୁ ସତର୍କ ରହିବାକ ପରାମର୍ଶ ଦେଇଛନ୍ତି।...

ସୌଦିକୁ ଫେରିଲା କରୋନା, ଭାରତ ସମେତ ୧୬ ଦେଶ ଯାତ୍ରା ଉପରେ କଟକଣା…

ଦୁବାଇ, ୨୩।୫ : ସୌଦି ଆରବକୁ ପୁଣି କରୋନା ଫେରିଛି। ଗତ କିଛି ସପ୍ତାହ ମଧ୍ୟରେ ସୌଦିରେ ଦୈନିକ ସଂକ୍ରମଣ ଦ୍ରୁତ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ସୃଷ୍ଟିରେ ରଖି  ସୌଦି ଆରବ ଏହାର ନାଗରିକମାନଙ୍କୁ ଭାରତ ସମେତ ୧୬...

ଦୈନିକ ମୃତ୍ୟୁ ସଂଖ୍ୟା ସଂକ୍ରମଣରେ ବ୍ରେକ୍‌…

ନୂଆଦିଲ୍ଲୀ, ୨୩।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ...

ବିଶ୍ୱ ସ୍ବାସ୍ଥ୍ୟ ସଂଗଠନକୁ କରୋନା ମୃତ୍ୟୁର ହିସାବ ମାଗିବ ଭାରତ…

ନୂଆଦିଲ୍ଲୀ/ଡାଭୋସ, ୨୩।୫ : ଭାରତରେ ଅଧିକ କରୋନା ମୃତ୍ୟୁହାର ନେଇ ସ୍ବିଜରଲାଣ୍ଡର ଡାଭୋସରେ ଚାଲିଥିବା ବିଶ୍ୱ ଅଥନୈତିକ ଫୋରମରେ କେନ୍ଦ୍ରୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ପ୍ରତିନିଧୀଙ୍କ ସହ ଏନୌପଚାରିକ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି। କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ...

ଶପଥ ନେଲେ ଆନ୍ଥୋନୀ, କ୍ୱାଡ୍‌ ସମ୍ମିଳନୀରେ ଯୋଗ ଦେବେ…

ମେଲବୋର୍ନ, ୨୩।୫ : ଟୋକିଓରେ ଅନୁଷ୍ଠିତ କ୍ୱାଡ ସମ୍ମିଳନୀ ପୂର୍ବରୁ ଅଷ୍ଟ୍ରେଲିଆର ଲେବର ପାର୍ଟିର ନେତା ଆନ୍ଥୋନୀ ଆଲବାନେସ ଅଷ୍ଟ୍ରେଲିଆର ନୂତନ ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ଆନ୍ଥୋନୀ ଅଷ୍ଟ୍ରେଲିଆର ୩୧ତମ ପ୍ରଧାନମନ୍ତ୍ରୀ ହୋଇଛନ୍ତି। ଆନ୍ଥୋନୀ ଆଲବାନିସ ଟୁଇଟରରେ...

୫ ବର୍ଷରେ ମଲେଣି ୪୦୯ ହାତୀ

ଭୁବନେଶ୍ୱର,୨୩ା୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ବଢ଼ି ଚାଲିଛି ହାତୀ ମୃତ୍ୟୁ। କେତେବେଳେ ବିଦ୍ୟୁତ ତାର ଲାଗି ହାତୀଙ୍କ ମୃତ୍ୟୁ ଘଟୁଛି ତ ଆଉ କେତେବେଳେ ବିଷ ଖାଇ, ଟ୍ରେନ ଧକ୍କାରେ, ଶିକାରୀଙ୍କ ଗୁଳି ଓ ରୋଗରେ ଜୀବନ ଯାଉଛି। ଓଡ଼ିଶା...

କରୋନା ଯୋଗୁ ପ୍ରତି ୩୩ ଘଣ୍ଟାରେ ୧୦ ଲକ୍ଷ ଗରିବ, ୩୦ ଘଣ୍ଟାରେ ଜଣେ ନୂଆ ବିଲିୟନେୟାର…

ଡାଭୋସ, ୨୩।୫ : ସ୍ବିଜରଲାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମର ବାର୍ଷିକ ବୈଠକ ପାଇଁ ସମଗ୍ର ବିଶ୍ୱରୁ ଧନୀ ଏବଂ ଶକ୍ତିଶାଳୀ ବ୍ୟକ୍ତିମାନେ ଏଠାରେ ପହଞ୍ଚିଛନ୍ତି। ଏହି ଅବସରରେ ଓକ୍ସଫାମ ଇଣ୍ଟରନ୍ୟାଶନାଲ ସୋମବାର କହିଛି ଯେ କରୋନା ମହାମାରୀ ସମୟରେ...

ଜାପାନରେ ପ୍ରଧାନମନ୍ତ୍ରୀ, ଜୟ ଶ୍ରୀ ରାମ ସ୍ଲୋଗାନ…

ଟୋକିଓ, ୨୩।୫ : କ୍ୱାଡ ସମ୍ମିଳନୀରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାପାନରେ ପହଞ୍ଚିଛନ୍ତି। ଏହି ସମୟ ମଧ୍ୟରେ ଟୋକିଓରେ ପ୍ରବାସୀ ଭାରତୀୟଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କୁ ସ୍ବାଗତ କରାଯାଇଛି। କ୍ୱାଡ ସମ୍ମିନଳୀରେ ଅଂଶଗ୍ରହଣ କରିବା ବ୍ୟତୀତ ପ୍ରଧାନମନ୍ତ୍ରୀ ଦୁଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri