Tag Archives: Home Middle

ମୁଦ୍ରାସ୍ଫୀତି, ୟୁକ୍ରେନ୍‌ ସମସ୍ୟା ପ୍ରମୁଖ ପ୍ରସଙ୍ଗ

ଡାଭୋସ୍‌, ୨୩ା୫: କରୋନା ମହାମାରୀ ଯୋଗୁ ପ୍ରାୟ ଅଢ଼େଇ ବର୍ଷର ବ୍ୟବଧାନ ପରେ ସୁଇଜରଲାଣ୍ଡର ଡାଭୋସ୍‌ ସହରରେ ବିଶ୍ୱ ଅର୍ଥନୈତିକ ଫୋରମ(ଡବ୍ଲ୍ୟୁଇଏଫ୍‌) ସମ୍ମିଳନୀ ରବିବାର ଆରମ୍ଭ ହୋଇଛି। ୫ ଦିନ ଧରି ଚାଲିବାକୁ ଥିବା ଏହି ବୈଠକର ଥିମ୍‌ ରହିଛି...

ସରକାର ବଦଳାଇପାରିବେ ଚାଷୀ

ଚଣ୍ଡିଗଡ଼,୨୩।୫: ଚାଷୀମାନେ ଚାହିଁଲେ ସରକାର ବଦଳାଇପାରିବେ। ଫସଲ ଉପରେ ସହାୟକ ମୂଲ୍ୟର ସାମ୍ବିଧାନିକ ଗ୍ୟାରେଣ୍ଟି ନ ପାଇବା ପର୍ଯ୍ୟନ୍ତ ଦେଶବ୍ୟାପୀ ଆନ୍ଦୋଳନ ଜାରି ରଖିବାକୁ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ (କେସିଆର୍‌) କୃଷକମାନଙ୍କୁ ଆହ୍ବାନ ଦେଇଛନ୍ତି। ଗଲଓ୍ବାନ ଉପତ୍ୟକା...

ମଧ୍ୟପ୍ରଦେଶରେ ଦିନକୁ ୨୯ ପିଲା ନିଖୋଜ

ନୂଆଦିଲ୍ଲୀ, ୨୩ା୫: ଦେଶରେ ଶିଶୁ ନିଖୋଜ ମାମଲା ଉଦ୍‌ବେଗଜନକ ସ୍ଥିତିରେ ରହିଛି। ବିଶେଷକରି ଉତ୍ତର ଭାରତର ୪ ପ୍ରମୁଖ ରାଜ୍ୟରେ ବହୁ ସଂଖ୍ୟାରେ ଶିଶୁ ଗାଏବ ହେଉଥିବା ଶିଶୁ ଅଧିକାର ଏନ୍‌ଜିଓ ଚାଇଲ୍ଡ ରାଇଟ୍ସ ଆଣ୍ଡ୍‌ ୟୁ (କ୍ରାଏ) ପକ୍ଷରୁ...

ମୁହଁ ଢାଙ୍କିବାକୁ ବାଧ୍ୟହେଲୁ

କାବୁଲ, ୨୩ା୫ : ତାଲିବାନୀ କଟକଣା ଆଗରେ ଶେଷରେ ହାର ମାନିଛନ୍ତି ଆଫଗାନ୍‌ ମହିଳା। ଗତବର୍ଷ ଅଗଷ୍ଟ ୧୫ରେ ଦୁର୍ଦ୍ଧର୍ଷ ଆତଙ୍କବାଦୀ ସଙ୍ଗଠନ ତାଲିବାନ୍‌ କାବୁଲ ଦଖଲ କରିଥିବାବେଳେ ମହିଳାମାନେ ପ୍ରଥମେ ଦୃଢ଼ ବିରୋଧ କରିଥିଲେ। ନିକଟରେ ତାଲିବାନୀ ଶାସକ...

ଦୁଇଦିନ ଝଡ଼ତୋଫାନ

ଭୁବନେଶ୍ୱର,୨୩।୫(ବ୍ୟୁରୋ) : ତାତିରୁ ଆଶ୍ୱସ୍ତି ଦେଇଛି କାଳବୈଶାଖୀ ବର୍ଷା। ଶନିବାରଠାରୁ ରବିବାର ସକାଳ ଯାଏ ରାଜ୍ୟର ବିଭିନ୍ନ ଜିଲାରେ ଝଡ଼ତୋଫାନ ସହ ବର୍ଷା ହୋଇଥିଲା। ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ସୂଚନାନୁସାରେ କେନ୍ଦୁଝର ଘସିପୁରାରେ ସର୍ବାଧିକ ୬୨.୧ ମିମି ବର୍ଷା ହୋଇଥିବାବେଳେ...

ବିଦେଶୀ ପିଲାଙ୍କ ପାଇଁ ଆଇଆଇଟି-ଜେଇଇ

ନୂଆଦିଲ୍ଲୀ,୨୩।୫: ଆମେରିକା, ଭିଏତ୍‌ନାମ ସମେତ ୨୫ ଦେଶରେ ଏକସଙ୍ଗେ ଆଇଆଇଟି-ଜେଇଇ (ଆଇଆଇଟି ଯୁଗ୍ମ ପ୍ରବେଶିକା ପରୀକ୍ଷା) କରାଇବାକୁ ଭାରତ ସରକାର ଯୋଜନା କରିଛନ୍ତି। ଫଳରେ ବିଦେଶୀ ଛାତ୍ରୀଛାତ୍ର ଭାରତୀୟ ଶିକ୍ଷାନୁଷ୍ଠାନଗୁଡ଼ିକରେ ଶିକ୍ଷାଗ୍ରହଣ କରିବାର ସୁଯୋଗ ପାଇବେ। ଗତବର୍ଷ କୁଆଲାଲମ୍ପୁର ଏବଂ...

କେନ୍ଦ୍ର ହ୍ରାସ ରାଜ୍ୟକୁ ଚାପ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୩।୫ : କେନ୍ଦ୍ର ସରକାର ଶନିବାର ରାତିରେ ପେଟ୍ରୋଲ୍‌ ଓ ଡିଜେଲ ଉପରୁ ଏକ୍ସାଇଜ ଡ୍ୟୁଟି (ଉତ୍ପାଦ ଶୁଳ୍କ) ଯଥାକ୍ରମେ ୮ଟଙ୍କା ଏବଂ ୭ଟଙ୍କା ହ୍ରାସ କରିଛନ୍ତି। ତାହାର ପ୍ରଭାବରେ ରବିବାର ସକାଳ ୬ଟାରୁ ପେଟ୍ରୋଲ ୯.୫୦ଟଙ୍କା ଏବଂ ଡିଜେଲ...

ଦୌଡ଼ରେ ସିବଲ, ଆନନ୍ଦ ଶର୍ମା, ଚିଦାମ୍ବରମ

ନୂଆଦିଲ୍ଲୀ,୨୩।୫: ରାଜ୍ୟ ସଭାରେ ଖାଲି ପଡ଼ିଥିବା ଆସନ ଲାଗି ଆସନ୍ତା ମାସରେ ନିର୍ବାଚନ ହେବାକୁ ଥିବାବେଳେ କଂଗ୍ରେସରୁ ବରିଷ୍ଠ ନେତା କପିଲ ସିବଲ, ଆନନ୍ଦ ଶର୍ମା ଏବଂ ପି. ଚିଦାମ୍ବରମ ଉଚ୍ଚ ସଦନକୁ ଯିବା ଲାଗି ଦୌଡ଼ରେ ଥିବା ଜଣାପଡ଼ିଛି।...

ଏଏସ୍‌ଆଇ ଅଜାଣତରେ ଜିପିଆର୍‌ଏସ୍‌

ପୁରୀ ଅଫିସ,୨୩।୫: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ନିର୍ମାଣ ଓ ଖନନ କାର୍ଯ୍ୟ ପୂର୍ବରୁ ଗ୍ରାଉଣ୍ଡ ପେନିଟ୍ରେଟିଂ ରାଡାର୍‌ ସର୍ଭେ (ଜିପିଆର୍‌ଏସ୍‌) ହୋଇ ନ ଥିଲା। ଦୋଷ ଘୋଡ଼ାଇବା ପାଇଁ ପ୍ରଶାସନ ଶନିବାର ରାତିଅଧରେ ଲୁଚିଛପି ଜିପିଆରଏସ୍‌ ସର୍ଭେ କରୁଥିବା...

ଭାଜପାକୁ ବଡ଼ ଝଟ୍‌କା

କୋଲକତା,୨୨।୫: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ପଶ୍ଚିମବଙ୍ଗ ଗସ୍ତର ଏକ ମାସ ମଧ୍ୟରେ ଭାରତୀୟ ଜନତା ପାର୍ଟିକୁ ରାଜ୍ୟରେ ଆଉ ଏକ ଝଟ୍‌କା ଲାଗିଛି। କୋଲକତାରେ ଦଳର ସାଧାରଣ ସମ୍ପାଦକ ଅଭିଷେକ ବାନାର୍ଜୀଙ୍କ ଉପସ୍ଥିତିରେ ଭାଜପାର ଲୋକ ସଭା...

୨୦୩୦ ସୁଦ୍ଧା ଭାରତରେ ସର୍ବାଧିକ ହୃଦ୍‌ଘାତ ଜନିତ ମୃତ୍ୟୁ ହେବ, ଏହାର କାରଣ କହିଲେ ବିଶେଷଜ୍ଞ

ବେଙ୍ଗାଲୁରୁ,୨୨ା୫: ଜଣାଶୁଣା ହୃଦ୍‌ରୋଗ ବିଶେଷଜ୍ଞ ଡକ୍ଟର ସିଏନ ମଞ୍ଜୁନାଥ ଚେତାବନୀ ଦେଇଛନ୍ତି ଯେ, ଭାରତରେ ୨୦୩୦ ସୁଦ୍ଧା ବିଶ୍ୱରେ ସର୍ବାଧିକ ହୃଦ୍‌ଘାତ ଜନିତ ମୃତ୍ୟୁ ରେକର୍ଡ କରିବ। ଜୟଦେବ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ କାର୍ଡିଓ ଭାସ୍କୁଲାର୍‌ ସାଇନ୍ସ ଏବଂ ରିସର୍ଚ୍ଚ ହେଲ୍‌ଥ...

‘ୟୁକ୍ରେନକୁ ବଞ୍ଚାଇବା ପାଇଁ ସବୁକିଛି କରିବୁ’

କିଭ୍‌,୨୨ା୫: ରୁଷିଆ-ୟୁକ୍ରେନ ମଧ୍ୟରେ ଯୁଦ୍ଧକୁ ବର୍ତ୍ତମାନ ୪ମାସ ବିତିଗଲାଣି। ତଥାପି ଦୁଇ ଦେଶ ମଧ୍ୟରେ କୌଣସି ସମନ୍ବୟ ଦେଖାଯାଉ ନାହିଁ। ଉଭୟ ଦେଶ ପରସ୍ପର ଉପରେ ଘୋର ଆକ୍ରମଣ କରୁଛନ୍ତି। ଏଥି ସହିତ ରୁଷିଆ ଦାବି କରିଛି, ୟୁକ୍ରେନର ମାରିଉପୋଲ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri