Tag Archives: Home Middle

ସ୍ବାମୀଙ୍କ ସମ୍ପର୍କୀୟ ଦର୍ଶାଇ କାହାକୁ ଅଭିଯୁକ୍ତ କରାଯାଇ ପାରିବ ନାହିଁ, କୋର୍ଟଙ୍କ ରାୟ…

ନୂଆଦିଲ୍ଲୀ, ୨୨।୫ : ପାରିବାରିକ ହିଂସା ମାମଲାରେ ଦିଲ୍ଲୀର ଏକ କୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରିଛନ୍ତି। ଅଦାଲତ କହିଛନ୍ତି ଯେ ଘରୋଇ ହିଂସା ମାମଲାରେ କୌଣସି ମହିଳା ଅତୀତ କିମ୍ବା ବର୍ତ୍ତମାନ ତାଙ୍କ ସହ ଗୋଟିଏ ଛାତ ତଳେ...

ବାଂଲାଦେଶ ଭୋଟର ତାଲିକାରେ ତୃଣମୂଳ କଂଗ୍ରେସ ନେତ୍ରୀଙ୍କ ନାମ…

କୋଲକାତା, ୨୨।୫ : ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ ନେତ୍ରୀଙ୍କ ନାଗରିକତ୍ୱ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି। ୨୦୨୧ରେ ପଶ୍ଚିମବଙ୍ଗରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ବାଂଲାଦେଶୀ ମହିଳା ଆଲୋ ରାନୀ ସରକାରଙ୍କୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଟିକେଟ ଦେଇଥିଲେ। ବର୍ତ୍ତମାନ...

ଦୈନିକ ମୃତ୍ୟୁ ସଂଖ୍ୟା ୬୫, ସକ୍ରିୟ ମାମଲା ୧୫ ହଜାର ତଳେ…

ନୂଆଦିଲ୍ଲୀ, ୨୨।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ...

ଚାପରେ କମିଲା ତେଲ ଦର

ଭାରତରେ ଆକାଶଛୁଅଆଁ ତେଲ ଦର ଅତ୍ୟାବଶ୍ୟକ ସାମଗ୍ରୀଗୁଡ଼ିକର ମୂଲ୍ୟବୃଦ୍ଧି ଘଟାଇଛି। ଏହାକୁ ନେଇ ସାରା ଦେଶରେ ଜନ ଅସନ୍ତୋଷ ଦେଖାଦେଇଥିବାବେଳେ ରାଜନୀତି ମଧ୍ୟ ସରଗରମ ହୋଇଛି। ଏଭଳି ସ୍ଥିତିରେ ଶନିବାର କେନ୍ଦ୍ର ସରକାର ତେଲ ଉପରୁ ଉତ୍ପାଦ ଶୁଳ୍କ ହ୍ରାସ...

ଏମ୍‌ଆଇ ବିଜୟୀ…

ମୁମ୍ବାଇ, ୨୧।୫ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୬୯ ତମ ମ୍ୟାଚରେ ଶନିବାର ଦିଲ୍ଲୀ କ୍ୟାପିଟାଲ୍ସ୍‌‌ (ଡିସି) ବିପକ୍ଷରେ ମୁମ୍ବାଇ ଇଣ୍ଡିଆନ୍ସ୍‌(ଏମ୍‌ଆଇ) ବିଜୟ ହାସଲ କରିଛି ।  ଧାର୍ଯ୍ୟ ୧୬୦ ରନ୍ ଲକ୍ଷ୍ୟର ପିଛା କରି  ଏମଆଇ ୧୯.୧...

ଏମ୍‌ଆଇ ପାଇଁ ବିଜୟ ଲକ୍ଷ୍ୟ ୧୬୦…

ମୁମ୍ବାଇ, ୨୧।୫ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୬୯ ତମ ମ୍ୟାଚରେ ଶନିବାର ଦିଲ୍ଲୀ କ୍ୟାପିଟାଲ୍ସ୍‌୍‌ (ଡିସି) ବିପକ୍ଷରେ ମୁମ୍ବାଇ ଇଣ୍ଡିଆନ୍ସ୍‌(ଏମ୍‌ଆଇ) ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ମହାରାଷ୍ଟ୍ର ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମ୍‌ରେ ଖେଳାଯାଉଥିବା...

ରାଜ୍ୟରେ ଲେଉଟିଲା ତାତି: ସବୁଠୁ ଉତ୍ତପ୍ତ ସହର ସୋନପୁର

ଭୁବନେଶ୍ୱର,୨୧ା୫(ବ୍ୟୁରୋ): କିଛିଦିନର ବ୍ୟବଧାନ ପରେ ରାଜ୍ୟକୁ ତାତି ଫେରିଛି। ଅନେକ ସହରର ତାପମାତ୍ରା ୪୦ ଡିଗ୍ରୀ ଟପିଛି। ଶନିବାର ରାଜ୍ୟର ୧୮ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀରୁ ଅଧିକ ରହିଥିବା ରେକର୍ଡ କରାଯାଇଛି। ତେବେ ସୋନପୁର ଆଜି ସବୁଠୁ ଉତ୍ତପ୍ତ...

ଶସ୍ତା ହେବ ପେଟ୍ରୋଲ-ଡିଜେଲ

ନୂଆଦିଲ୍ଲୀ,୨୧।୫: କମିଲା ତୈଳ ଦର। କେନ୍ଦ୍ର ସରକାରଙ୍କ ପକ୍ଷରୁ ପେଟ୍ରୋଲ ଲିଟର ପିଛା ୯.୫୦ ଟଙ୍କା ଓ ଡିଜେଲ ଲିଟର ପିଛା ୭ ଟଙ୍କା ହ୍ରାସ କରାଯାଇଛି। ଏନେଇ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଟୁଇଟ୍‌ କରି ସୂଚନା ଦେଇଛନ୍ତି।...

ଆନ୍ଥୋନୀ ଅଷ୍ଟ୍ରେଲିଆର ନୂଆ ପ୍ରଧାନମନ୍ତ୍ରୀ…

ମେଲବୋର୍ନ, ୨୧।୫ : ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ସ୍କଟ ମୋରିସନ ନିର୍ବାଚନରେ ପରାଜିତ ହୋଇଛନ୍ତି। ଅଷ୍ଟ୍ରେଲିଆ ଖବରକାଗଜ ଅନୁସାରେ ୫୩ ପ୍ରତିଶତ ସମର୍ଥନ ସହ ଲେବର ପାର୍ଟି ଆଗୁଆ ରହିଛି। ଅପରପକ୍ଷରେ ସ୍କଟ ମୋରିସନ ନିର୍ବାଚନରେ ପରାଜୟ ଗ୍ରହଣ କରିଛନ୍ତି ଏବଂ...

ଆଧାରରେ ଯୋଡ଼ି ହେବ ପରିବାର କାର୍ଡ, ଜଣଙ୍କୁ ଚାକିରି…

ଲକ୍ଷ୍ନୌ, ୨୧।୫ : ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ଲୋକଙ୍କ ସାମାଜିକ ତଥା ଅର୍ଥନୈତିକ ସ୍ଥିତିର ସଠିକ ମୂଲ୍ୟାଙ୍କନ ପାଇଁ ପରିବାର କାର୍ଡ ପ୍ରସ୍ତୁତ କରିବାକୁ ଯାଉଛନ୍ତି। ଏହି କାର୍ଡ ଆଧାର ସହିତ ଲିଙ୍କ ହେବ। ଗୋଟିଏ ପରିବାରର...

ଉଜ୍ୱଳା ଯୋଜନାରେ ମିଳିବ ୨୦୦ ଟଙ୍କା ସବସିଡି , ୯ କୋଟି ହିତାଧିକାରୀ ହେବେ ଉପକୃତ…

ନୂଆଦିଲ୍ଲୀ, ୨୧।୫ : ଗ୍ୟାସ୍‌ ସିଲିଣ୍ଡର ପେଟ୍ରୋଲ ଏବଂ ଡିଜେଲର ବଢୁଥିବା ଦାମ ନେଇ ଦେଶର ଲୋକେ ହଇରାଣ ହେଉଥିବାବେଳେ କେନ୍ଦ୍ର ସରକାର ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ଅର୍ଥମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ଉଜ୍ୱଳା...

ହାତୀ ମୃତ୍ୟୁ ଘଟଣାରେ ରିପୋର୍ଟ ତଲବ

କେନ୍ଦୁଝର,୨୧ା୫(ସ୍ବ.ପ୍ର.): ଚମ୍ପୁଆ ରେଞ୍ଜ ଅନ୍ତର୍ଗତ ଯୋଡ଼ା ସେକ୍ସନ ଅଧିନସ୍ଥ ବାଂଶପାଣି ବେହେରା ହାଟିଂ ନିକଟରେ ଗୁରୁବାର ରାତିରେ ମାଲବାହୀ ଟ୍ରେନ୍‌ ଧକ୍କାରେ ଦୁଇ ଛୁଆ ହାତୀ ସମେତ ତିନି ହାତୀର ମୃତ୍ୟୁ ଘଟଣାର ଯାଞ୍ଚ ପାଇଁ ପିସିସିଏଫ୍‌ (ବନ୍ୟପ୍ରାଣୀ) ଶଶୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri