Tag Archives: Home Middle

ପାଶ୍ଚାତ୍ୟ ଦେଶ କରୁଛନ୍ତି ସାଇବର ଆକ୍ରମଣ…

ମସ୍କୋ, ୨୧।୫ : ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ କହିଛନ୍ତି ଯେ ୟୁକ୍ରେନ ଉପରେ ସାମରିକ କାର୍ଯ୍ୟାନୁଷ୍ଠାନ ପରେ ତାଙ୍କ ଦେଶ ପାଶ୍ଚାତ୍ୟ ଦେଶରୁ ସାଇବର ଆକ୍ରମଣର ସମ୍ମୁଖୀନ ହେଉଛି। ଏହି ଆକ୍ରମଣ ସଫଳତାର ସହ ରୋକାଯାଉଛି ବୋଲି ସେ...

ଶୂନ କୋଭିଡ ନୀତି ନେଇ ଜିନ୍‌ପିଙ୍ଗ୍‌ଙ୍କ କଡ଼ା କଟକଣା, ପାଲଟିଛି ସମ୍ମାନର ପ୍ରଶ୍ନ…

ବେଜିଂ, ୨୧।୫ : କରୋନାର ଓମିକ୍ରନ ଭାରିଆଣ୍ଟ୍‌ ଯୋଗୁ ଚାଇନାରେ ଆତଙ୍କ ସୃଷ୍ଟି ହୋଇଛି। ସାଂଘାଇ ସହର ଏବେ ଏନେଇ ସଙ୍କଟ ଦେଇ ଗତି କରୁଛି। ଏପରିସ୍ଥଳେ ଚାଇନାରେ ଶୂନ କୋଭିଡ ନୀତି ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗଙ୍କ ପାଇଁ ଏକ...

ଯୋଗୀ ସରକାରଙ୍କୁ କେନ୍ଦ୍ରର ଚେତାବନୀ, ବକେୟା ନଦେଲେ ବିଦ୍ୟୁତ୍‌ କଟାଯିବ…

ନୂଆଦିଲ୍ଲୀ, ୨୧।୫ : ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ କଡ଼ ାଚେତାବନୀ ଦିଆଯାଇଛି। ରାଜ୍ୟ ସରକାର 9692 କୋଟି ଟଙ୍କାର ଶକ୍ତି ଉତ୍ପାଦନକାରୀ କମ୍ପାନୀ (ଜେନକୋ) ଏବଂ କୋଇଲା ଇଣ୍ଡିଆର ବକେୟା ୯୬୯୨ କୋଟି...

ସକ୍ରିୟ ମାମଲା ୧୫ ହଜାର ତଳେ, ଦୈନିକ ମୃତ୍ୟୁ ସଂଖ୍ୟା ୨୫…

ନୂଆଦିଲ୍ଲୀ, ୨୧।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ...

ବିଶ୍ୱବିଦ୍ୟାଳୟ ସଂଶୋଧିତ ଆଇନ ଉପରେ ରୋକ୍‌

ଭୁବନେଶ୍ୱର, ୨୧।୫(ବ୍ୟୁରୋ): ଓଡ଼ିଶା ବିଶ୍ୱବିଦ୍ୟାଳୟ (ସଂଶୋଧନ) ଅଧିନିୟମ-୨୦୨୦ ଉପରେ ରୋକ୍‌ ଲଗାଇଛନ୍ତି ସୁପ୍ରିମକୋର୍ଟ। ଶୁକ୍ରବାର ଏ ସମ୍ପର୍କିତ ମାମଲାର ଶୁଣାଣି କରି ଓଡ଼ିଶା ହାଇକୋର୍ଟଙ୍କ ରାୟ ଉପରେ ୩ ମାସ ପାଇଁ ରହିତାଦେଶ ଦେବା ସହ ୪ ସପ୍ତାହ ମଧ୍ୟରେ...

ଘୁଞ୍ଚିଲା ଯୁକ୍ତ ୨ ପରୀକ୍ଷା

ଭୁବନେଶ୍ୱର,୨୦।୫(ବ୍ୟୁରୋ): ରାଜ୍ୟରେ ଏପ୍ରିଲ ୨୮ରୁ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହୋଇଥିବା ବେଳେ ଏହା ମେ’ ୩୧ରେ ଶେଷ ହେବାର ଥିଲା। ହେଲେ ମେ’ ୩୧ରେ ହେବାକୁ ଥିବା ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଉକ୍ତ ଦିନ ହେବାକୁ ଥିବା ପରୀକ୍ଷା...

ବାରାଣସୀ କୋର୍ଟକୁ ଗଲା ଜ୍ଞାନବ୍ୟାପୀ ମସଜିଦ୍‌ ମାମଲା

ନୂଆଦିଲ୍ଲୀ,୨୦।୫: ସୁପ୍ରିମକୋର୍ଟରେ ଜ୍ଞାନବ୍ୟାପୀ ମସଜିଦ୍‌ ମାମଲାର ଶୁକ୍ରବାର ଶୁଣାଣି ହେବା ନେଇ ଦିନ ଧାର୍ଯ୍ୟ ହୋଇଥିଲା। ଏନେଇ ଗଣମାଧ୍ୟମଠାରୁ ଆରମ୍ଭ କରି ଦେଶବାସୀ ପର୍ଯ୍ୟନ୍ତ ସମସ୍ତଙ୍କ ନଜର କୋର୍ଟଙ୍କ ଉପରେ ରହିଥିଲା। ହେଲେ ସୁପ୍ରିମକୋର୍ଟ ଏହି ମାମଲାକୁ ବାରାଣସୀର ଜିଲା...

କୋର୍ଟରେ ଆତ୍ମସମର୍ପଣ କଲେ ସିଦ୍ଧୁ

ଚଣ୍ଡିଗଡ଼,୨୦।୫: ପଞ୍ଜାବ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ତଥା ନେତା ନବଜୋତ ସିଂହ ସିଦ୍ଧୁ ପଟିଆଲା ସେଶନ କୋର୍ଟରେ ଶୁକ୍ରବାର ଆତ୍ମସମର୍ପଣ କରିଛନ୍ତି। ବର୍ତ୍ତମାନ ତାଙ୍କୁ ଏକ ବର୍ଷ ଯାଏଁ ଜେଲ୍‌ରେ ବିତାଇବାକୁ ପଡ଼ିବ। ସୂଚନାଯୋଗ୍ୟ, ସୁପ୍ରିମକୋର୍ଟ ୩୪ବର୍ଷ ପୁରୁଣା ରୋଡ...

ହାଇଦ୍ରାବାଦରେ ମିଳିଲା ଦେଶର ପ୍ରଥମ ଓମିକ୍ରନ୍ ସବ ଭାରିଏଣ୍ଟ ବିଏ.୪ ସଂକ୍ରମିତ

ହାଇଦ୍ରାବାଦ,୨୦ ।୫: ଭାରତରେ କରୋନାର ନୂଆ ଭାରିଏଣ୍ଟ ମିଳିଛି । ଏହା ଓମିକ୍ରନ୍‌ର ସବ୍ ଭାରିଏଣ୍ଟ ବିଏ.୪ ର ପ୍ରଥମ ସଂକ୍ରମଣ ବୋଲି କୁହାଯାଉଛି । ଆଫ୍ରିକାରୁ ଫେରିଥିବା ଜଣେ ବ୍ୟକ୍ତିଙ୍କ ନିକଟରେ ଏହି ଭାରିଏଣ୍ଟ ଦେଖାଦେଇଛି । କୋଭିଡ-୧୯...

୯ କ୍ୟାବିନେଟ୍‌ ମନ୍ତ୍ରୀଙ୍କୁ ଶପଥପାଠ କରାଇଲେ ରାଷ୍ଟ୍ରପତି

କଲମ୍ବୋ,୨୦ା୫: ଆର୍ଥିକ ସଙ୍କଟ ଏବଂ ଋଣଗ୍ରସ୍ତ ଶ୍ରୀଲଙ୍କାରେ ରାଜନୈତିକ ଅସ୍ଥିରତା ଧିରେ ଧିରେ ଦୂର ହେବାକୁ ଯାଉଛି। ଦେଶରେ ସମ୍ପୂର୍ଣ୍ଣ କ୍ୟାବିନେଟ୍‌ ଗଠନ ପର୍ଯ୍ୟନ୍ତ ସ୍ଥିରତା ସୁନିଶ୍ଚିତ କରିବାକୁ ଶୁକ୍ରବାର ୯ ଜଣ ନୂଆ କ୍ୟାବିନେଟ ମନ୍ତ୍ରୀ ନିଯୁକ୍ତ ହୋଇଛନ୍ତି।...

୨୪ ଘଣ୍ଟାରେ କାଳବୈଶାଖୀ: ଏସବୁ ଜିଲାକୁ ସତର୍କ ଜାରି

ଭୁବନେଶ୍ୱର,୨୦ା୫(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ସହ ବର୍ଷା ହେବା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏନେଇ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, ମାଲକାନଗିରି, କୋରାପୁଟ,...

ଟ୍ରେନ୍‌ ଧକ୍କାରେ ଗଲା ୩ ହାତୀଙ୍କ ଜୀବନ

ଯୋଡ଼ା/କେନ୍ଦୁଝର,୧୯ା୫(ଡି.ଏନ.ଏ/ସ୍ବ.ପ୍ର.): ଟ୍ରେନ ଧକ୍କାରେ ୩ ହାତୀଙ୍କ ଜୀବନ ଯାଇଛି। ଗୁରୁବାର ସନ୍ଧ୍ୟାରେ କେନ୍ଦୁଝର ଜିଲା ଯୋଡ଼ା ନିକଟବର୍ତ୍ତୀ ବେହେରା ହଟିଂ ନିକଟରେ ଏହି ଦୁର୍ଘଟଣା ଘଟିଥିଲା। ଏଥିରେ ଗୋଟିଏ ମାଈ ହାତୀ ସମେତ ୨ ଛୁଆ ହାତୀ ଗୁରୁତର ହୋଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri