Tag Archives: Home Middle

ମଥୁରା ଶାହି ଇଦ୍‌ଗାହା ମାମଲା, ଆବେଦନ ଗ୍ରହଣ କଲେ ଜିଲା କୋର୍ଟ,ସିଭିଲ କୋର୍ଟରେ ଶୁଣାଣି…

ମଥୁରା, ୧୯।୫ : କାଶୀର ଜ୍ଞାନବ୍ୟାପି ମସଜିଦ ପରେ ବର୍ତ୍ତମାନ ମଥୁରାରେ ଶ୍ରୀକୃଷ୍ଣ ଜନ୍ମଭୂମି ପ୍ରସଙ୍ଗରେ ବିବାଦ ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ମଥୁରାର ଜିଲା ଜଜ କୋର୍ଟ ଗୁରୁବାର ଶ୍ରୀକୃଷ୍ଣ ଜନ୍ମଭୂମି ଏବଂ ଶାହି ଇଦ୍‌ଗାହାଙ୍କ ମାମଲାର ଶୁଣାଣି...

ପୃଥିବୀର ୨୭ କୋଟିରୁ ଅଧିକ ଲୋକ ଭୋକିଲା ରହିବା ଆଶଙ୍କା, ଚିନ୍ତା ବ୍ୟକ୍ତ କଲେ ଜାତିସଂଘ ମହାସଚିବ…

ନ୍ୟୁୟର୍କ, ୧୯।୫ : ଜାତିସଂଘର ସେକ୍ରେଟେରୀ ଜେନେରାଲ ଆଣ୍ଟୋନିଓ ଗୁଟେରସ କହିଛନ୍ତି ଯେ ସାରା ବିଶ୍ୱରେ କ୍ଷୁଧା ସ୍ତର ଏକ ନୂତନ ସ୍ଥାନରେ ପହଞ୍ଚିଛି। ଏହା ବିରୋଧରେ ଲଢ଼ିିବାକୁ ସେ ବିଶ୍ୱବାସୀକୁ ଆହ୍ବାନ ଦେଇଛନ୍ତି। ନ୍ୟୁୟର୍କରେ ଆମେରିକାର ବୈଦେଶିକ ସଚିବ...

ଏଥର ଭକ୍ତଙ୍କ ଗହଣରେ ହେବ ମହାପ୍ରଭୁଙ୍କ ସ୍ନାନଯାତ୍ରା

ପୁରୀ ଅଫିସ,୧୯ା୫: ଏଥର ଭକ୍ତଙ୍କ ଗହଣରେ ହେବ ମହାପ୍ରଭୁଙ୍କ ସ୍ନାନଯାତ୍ରା। ଦୀର୍ଘ ଦୁଇ ବର୍ଷ ପରେ ଭକ୍ତମାନେ ସିଧାସଳଖ ସ୍ନାନଯାତ୍ରାରେ ସାମିଲ ହେବେ। ଶ୍ରୀଜିଉଙ୍କ ହାତୀ ବେଶ ପୂର୍ବରୁ ସ୍ନାନ ମଣ୍ଡପ ତଳେ ଓ ବେଶ ପରେ ଦୁଇ ଘଣ୍ଟା...

ରେଭେନ୍ସା ଛାତ୍ରସଂଘ-କର୍ତ୍ତୃପକ୍ଷ ମୁହାଁମୁହିଁ

କଟକ ଅଫିସ,୧୯ା୫: ଗେଟ୍‌ ବିବାଦକୁ ନେଇ ରେଭେନ୍ସାରେ ଛାତ୍ରସଂଘ ଏବଂ କର୍ତ୍ତୃପକ୍ଷ ମୁହାଁମୁହିଁ ହୋଇଛନ୍ତି। ବହୁଥର ଆଲୋଚନା ପରେ କର୍ତ୍ତୃପକ୍ଷ ଦାବିକୁ ମାନି ନ ନେବାରୁ ପୁଣି ଆନ୍ଦୋଳନକୁ ଓହ୍ଲାଇଛି ଛାତ୍ରସଂଘ। ବୁଧବାର ସନ୍ଧ୍ୟାରୁ ମହାବିଦ୍ୟାଳୟ ୨ ନଂ ମୁଖ୍ୟ...

ଜ୍ଞାନବ୍ୟାପି ମାମଲାର ଶୁଣାଣି ଶୁକ୍ରବାର, ନିମ୍ନ ଅଦାଲତଙ୍କ ପ୍ରକ୍ରିୟା ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ…

ନୂଆଦିଲ୍ଲୀ/ବାରାଣସୀ, ୧୯।୫ : ବାରାଣସୀର କାଶୀ ବିଶ୍ୱନାଥ ମନ୍ଦିର କମ୍ପ୍ଲେକ୍ସରେ ଅବସ୍ଥିତ ଜ୍ଞାନବ୍ୟାପି ମସଜିଦରେ ଶିବଲିଙ୍ଗଙ୍କ ଦାବିକୁ ନେଇ ବିବାଦ ଜାରି ରହିଛି। ଅପରପକ୍ଷରେ ଜ୍ଞାନବ୍ୟାପି ମସଜିଦ-ଶୃଙ୍ଗାର ଗୌରୀ ବିବାଦ ମାମଲାର ଶୁଣାଣି ଗୁରୁବାର ଦିନ ସୁପ୍ରିମକୋର୍ଟରେ ଅନୁଷ୍ଠିତ ହୋଇଥିଲା।...

ଧାର୍ମିକସ୍ଥଳରୁ ହଟାଯାଇଥିବା ଲାଉଡ୍‌ସ୍ପିକର ସ୍କୁଲରେ ଲଗାଯିବ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ…

ଲକ୍ଷ୍ନୌ, ୧୯।୫ : ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କହିଛନ୍ତି ଯେ ଅନାବଶ୍ୟକ ଲାଉଡ ସ୍ପିକର ହଟାଇବାରେ ସରକାର ସଫଳ ହୋଇଛନ୍ତି। ଯଦି ଅନାବଶ୍ୟକ ଲାଉଡ ସ୍ପିକର ସ୍ଥାପନ / ଉଚ୍ଚ ସ୍ବରରେ ବାଜିବା ବିଷୟରେ ପୁନର୍ବାର ଅଭିଯୋଗ ଆସେ,...

ଭାରତ ପାକିସ୍ତାନ ଲଢୁଛନ୍ତି ସମାନ ଲଢ଼େଇ, ତାତି ହେଉଛି ଅସହ୍ୟ…

ଲଣ୍ଡନ, ୧୯।୫ : ଭାରତ ଏବଂ ପାକିସ୍ତାନ ସମାନ ଲଢ଼େଇ ଲଡୁଛନ୍ତି। ଦୁଇ ଦେଶରେ ଅସହ୍ୟ ତାତି ହେଉଛି। ଏପ୍ରିଲ ଏବଂ ମେ ମାସରେ ଉତ୍ତର-ପଶ୍ଚିମ ଭାରତ ଏବଂ ପାକିସ୍ତାନରେ ତାତି ରେକର୍ଡ ଭାଙ୍ଗିଛି। ଏହାଯୋଗୁ ସମଗ୍ର ପ୍ରାଣୀ ଜଗତ...

କରୋନା ପରେ ଏବେ ମଙ୍କିପକ୍ସ, ଦେଖାଦିଏ ଏସବୁ ଲକ୍ଷଣ

ଓ୍ବାଶିଂଟନ,୧୯ା୫: କରୋନା ମହାମାରୀରୁ ବିଶ୍ୱ ସମ୍ପୂର୍ଣ୍ଣ ମୁକୁଳି ପାରି ନ ଥିବା ବେଳେ ଏବେ ଆଉ ଏକ ଭୂତାଣୁ ଭୟଭୀତ କଲାଣି। ମଙ୍କିପକ୍ସ ନାମକ ଏକ ନୂଆ ଭୂତାଣୁ ଚିହ୍ନଟ ହୋଇଛି। ନିକଟରେ ବ୍ରିଟେନରୁ ମଙ୍କିପକ୍ସରେ ୭ ଜଣ ଆକ୍ରାନ୍ତଙ୍କୁ...

ଜ୍ଞାନବ୍ୟାପି ମାମଲା, ୧୦୦୦ ଫଟୋ-ଭିଡ଼ିଓ ସହିତ ୧୨ ପୃଷ୍ଠାର ରିପୋର୍ଟ ଦାଖଲ…

ବାରାଣସୀ, ୧୯।୫ : ଜ୍ଞାନବ୍ୟାପି ମସଜିଦ୍‌ ମାମଲାରେ କମିଶନର କୋର୍ଟରେ ୧୦୦୦ ଫଟୋ, ଭିଡ଼ିଓ ସହିତ ୧୨ ପୃଷ୍ଠାର ରିପୋର୍ଟ ଦାଖଲ କରିଛନ୍ତି। ଗୁରୁବାର କମିଶନର ବାରାଣସର କୋର୍ଟରେ ସର୍ଭେର ରିପୋର୍ଟ ଦାଖଲ କରିବାକୁ ପୂର୍ବରୁ ଦୁଇ ଦିନ ସମୟ...

ମମତାଙ୍କ ଚେତାବନୀ, ଦୁର୍ନୀତିରୁ ଦୂରେଇ ରୁହ…

କୋଲକାତା, ୧୯।୫ : କଡ଼ା ଆଭିମୁଖ୍ୟ ଗ୍ରହଣ କରି ତୃଣମୂଳ କଂଗ୍ରେସ(ଟିଏମସି) ଅଧ୍ୟକ୍ଷା ତଥା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଦଳର ନେତାମାନଙ୍କୁ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି ଯେ କୌଣସି ଦୁର୍ନୀତିକୁ ସହ୍ୟ କରାଯିବ ନାହିଁ । ଦୁର୍ନୀତିରେ ଲିପ୍ତ...

ନିଶ୍ଚିତ ରୋଜଗାର ଯୋଜନା ଆରମ୍ଭ କରନ୍ତୁ ସରକାର, ଇଏସିର ପରାମର୍ଶ…

ନୂଆଦିଲ୍ଲୀ, ୧୯।୫ : ଦେଶରେ ବେରୋଜଗାରୀ ବଢ଼ିବାରେ ଲାଗିଛି। ଏପରିସ୍ଥଳେ ପ୍ରଧାନମନ୍ତ୍ରୀଙ୍କ ଅର୍ଥନୈତିକ ପରାମର୍ଶଦାତା କମିଟି (ଇଏସି) ସହରୀ ନିଶ୍ଚତ ରୋଜଗାର ଯୋଜନା ଆରମ୍ଭ କରିବାକୁ ପରାମର୍ଶ ଦେଇଛି। ଏହା ସହିତ ଆୟର ବ୍ୟବଧାନକୁ ହ୍ରାସ କରିବା ପାଇଁ ୟୁନିଭର୍ସାଲ...

ଜଳବାୟୁ ପରିବର୍ତ୍ତନର ୪ ମୁଖ୍ୟ କାରଣ, ଜାତିସଂଘ ଜାରି କଲା ରିପୋର୍ଟ…

ଜେନେଭା, ୧୯।୫ : କେଉଁ କେଉଁ କାରଣରୁ ଜଳବାୟୁ ପରିବର୍ତ୍ତନ ହେଉଛି ସେ ନେଇ ଜାତିସଂଘର ଏକ ସଂଗଠନ ୱାଲର୍‌ଡ ମେଟେରୋଲୋଜିକାଲ ଅର୍ଗାନାଇଜେସନ (ଡବ୍ଲ୍ୟୁଏମ୍‌ଓ) ପକ୍ଷରୁ ଏକ ରିପୋର୍ଟ ଜାରି ହୋଇଛି। ୨୦୨୧ରେ ଜଳବାୟୁ ପରିବର୍ତ୍ତନ ଉପରେ ଏକ ରିପୋର୍ଟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri