Tag Archives: Home Middle

ଦୈନିକ ମୃତ୍ୟୁ ସଂଖ୍ୟା ୧୦…

ନୂଆଦିଲ୍ଲୀ, ୧୯।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ...

ଚନ୍ଦ୍ରର ଖଣିଜ ପଦାର୍ଥ ପ୍ରତି ଆମେରିକା-ଚାଇନାର ଲୋଭ…

ଓ୍ବାଶିଂଟନ/ବେଜିଂ, ୧୯।୫ : ନିକଟରେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଏକ ବିବୃତ୍ତି ଦେଇଛନ୍ତି ଯେ ୟୁକ୍ରେନ ଏବଂ ରୁଷିଆ ମଧ୍ୟରେ ଯୁଦ୍ଧ ଯୋଗୁ ପୃଥିବୀର ଭୂ-ରାଜନୀତି ପ୍ରଭାବିତ ହେଉଛି। ଏହାର ପ୍ରଭାବ ପୃଥିବୀ ବାହାରେ ମଧ୍ୟ ଦେଖାଯିବ। ଏହି...

୧୦୦୦ ୟୁକ୍ରେନ୍‌ ସୈନ୍ୟ କରିଛନ୍ତି ଆତ୍ମସମର୍ପଣ, ରୁଷିଆର ଦାବି…

ମସ୍କୋ, ୧୯।୫ : ରୁଷିଆର ପ୍ରତିରକ୍ଷା ମନ୍ତ୍ରଣାଳୟ କହିଛି ଯେ ଚଳିତ ସପ୍ତାହରେ ମାରିଓପୋଲର ଆଜୋଭଷ୍ଟାଲ ପ୍ଲାଣ୍ଟରେ ପ୍ରାୟ ୧୦୦୦ ୟୁକ୍ରେନ ସୈନ୍ୟ ଆତ୍ମସମର୍ପଣ କରିଛନ୍ତି। ୧୯ ଏପ୍ରିଲରେ ରୁଷିଆର ସୈନ୍ୟମାନେ ପ୍ଲାଣ୍ଟ ଉପରେ ଆକ୍ରମଣ କରି ଏହାର ବଡ଼...

ମାତୃଗର୍ଭରେ ଥିବା ଶିଶୁର ଭାରତୀୟ ନାଗରିକତ୍ୱର ଅଧିକାର ରହିଛି, ହାଇକୋର୍ଟଙ୍କ ରାୟ…

ଚେନ୍ନାଇ, ୧୯।୫ : ମାତା ପିତାମାନେ ସେମାନଙ୍କର ଭାରତୀୟ ନାଗରିକତ୍ୱ ତ୍ୟାଗ କରି ଅନ୍ୟ ଦେଶର ନାଗରିକତ୍ୱ ଗ୍ରହଣ କଲେ ମଧ୍ୟ ତ୍ୟାଗ ସମୟରେ ମାତୃଗର୍ଭରେ ଥିବା ସେମାନଙ୍କର ସନ୍ତାନଙ୍କର ଭାରତୀୟ ନାଗରିକତ୍ୱ ଦାବି କରିବାର ଅଧିକାର ରହିଛି ବୋଲି...

ପୃଥିବୀର ଖାଦ୍ୟ ସୁରକ୍ଷା ନେଇ ଚିନ୍ତା ବ୍ୟକ୍ତ କଲା ଭାରତ…

ନୂଆଦିଲ୍ଲୀ/ନ୍ୟୁୟର୍କ, ୧୯।୫ : ଭାରତ ପୃଥିବୀର ଖାଦ୍ୟ ସୁରକ୍ଷା ନେଇ ଚିନ୍ତା ବ୍ୟକ୍ତ କରିଛି। କେନ୍ଦ୍ରୀୟ ବହିର୍ବ୍ୟାପାର ରାଷ୍ଟ୍ର ମନ୍ତ୍ରୀ ଭି ମୁରଲୀଧରନ ବୁଧବାର ନ୍ୟୁୟର୍କରେ ’ଗ୍ଲୋବାଲ ଫୁଡ ସିକ୍ୟୁରିଟି-କଲ ଟୁ ଆକ୍ସନ’ ଉପରେ ଏକ ଉଚ୍ଚ ସ୍ତରୀୟ ମନ୍ତ୍ରୀସ୍ତରୀୟ...

ପୁଣି ବଢିଲା ଏଲପିଜି ସିଲିଣ୍ଡର ଦାମ

ନୂଆଦିଲ୍ଲୀ,୧୯ ।୫: ଦେଶରେ ଲଗାତାର ଭାବେ ଘରୋଇ ଏଲପିଜି ସିଲିଣ୍ଡରର ଦାମ ବଢିବାରେ ଲାଗିଛି । ପୁଣିଥରେ ରୋଷେଇ ଗ୍ୟାସ ସିଲିଣ୍ଡର ଦାମ ବୃଦ୍ଧି ଲୋକଙ୍କୁ ଚିନ୍ତାରେ ପକାଇଲାଣି । ଏବେ ସାରା ଦେଶରେ ଘରୋଇ ଏଲପିଜି ସିଲିଣ୍ଡର ଦାମ...

ଉଠିବ କି ଆଉ ଏକ ଝଡ଼

ନୂଆଦିଲ୍ଲୀ,୧୯ା୫: ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ହତ୍ୟାକାଣ୍ଡର ତଦନ୍ତ କରୁଥିବା ଜୈନ କମିଶନ ୧୯୯୭ ଅଗଷ୍ଟ ୨୮ରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ଇନ୍ଦ୍ର କୁମାର ଗୁଜରାଲଙ୍କ ସରକାରଙ୍କ ନିକଟରେ ଅନ୍ତରୀଣ ରିପୋର୍ଟ ଦାଖଲ କରିଥିଲେ। କମିଶନ ଅଧ୍ୟକ୍ଷ ଜଷ୍ଟିସ୍‌ ମିଲାପ ଜୈନ...

ଦିଲ୍ଲୀ ଉପରାଜ୍ୟପାଳଙ୍କ ଇସ୍ତଫା

ନୂଆଦିଲ୍ଲୀ,୧୯ା୫: ଦିଲ୍ଲୀ ଊପରାଜ୍ୟପାଳ (ଏଲ୍‌ଜି) ଅନିଲ ବୈଜାଲ ବୁଧବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ସେ ବ୍ୟକ୍ତିଗତ କାରଣ ଦର୍ଶାଇ ପଦ ଛାଡ଼ିଥିବା ବିଷୟ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ନିକଟକୁ ପଠାଇଥିବା ଇସ୍ତଫାପତ୍ରରେ ଉଲ୍ଲେଖ କରିଛନ୍ତି। ୨୦୧୬ ଡିସେମ୍ବର ୨୮ରେ...

ପୁଟିନ୍‌ଙ୍କ ଅସ୍ତ୍ରୋପଚାର

ମସ୍କୋ, ୧୯ା୫: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ରକ୍ତ କର୍କଟରେ ପୀଡ଼ିତ ଥିବା ନେଇ ଚର୍ଚ୍ଚା ଲାଗି ରହିଥିବାବେଳେ ତାଙ୍କ ଶରୀରରେ ଅସ୍ତ୍ରୋପଚାର କରାଯାଇଥିବା ନେଇ ରିପୋର୍ଟ ପ୍ରକାଶ ପାଇଛି। ଗତ ୧୨ ତାରିଖ ରାତିରେ ପୁଟିନ୍‌ଙ୍କ ଅସ୍ତ୍ରୋପଚାର ହୋଇଥିବା...

ପ୍ରଦୂଷଣ ବର୍ଷକରେ ନେଇଛି ୯୦ ଲକ୍ଷ ଜୀବନ

ନୂଆଦିଲ୍ଲୀ, ୧୯ା୫: ସାରା ବିଶ୍ୱରେ ପ୍ରଦୂଷଣ ମୃତ୍ୟୁର ଏକ ପ୍ରମୁଖ କାରଣ ହୋଇ ଉଭାହୋଇଛି। କେବଳ ୨୦୧୯ରେ ପ୍ରଦୂଷଣ ଯୋଗୁ ୯୦ ଲକ୍ଷ ଲୋକ ମୃତ୍ୟୁମୁଖରେ ପଡ଼ିଛନ୍ତି। ସେଥିମଧ୍ୟରୁ କେବଳ ବାୟୁ ପ୍ରଦୂଷଣ ୬୬.୭ ଲକ୍ଷଙ୍କ ଜୀବନ ନେଇଛି ବୋଲି...

୬ ଦୋଷୀଙ୍କ ମୁକ୍ତି ପଥ ଫିଟିପାରେ

ନୂଆଦିଲ୍ଲୀ/ଚେନ୍ନାଇ, ୧୯ା୫: ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ହତ୍ୟା ମାମଲାରେ ଏ.ଜି. ପେରାରିଭଲନ୍‌ ମୁକୁଳିବା ପରେ ଦୋଷୀ ସାବ୍ୟସ୍ତ ହୋଇ ଜେଲଦଣ୍ଡ ଭୋଗୁଥିବା ସନ୍ଥନ, ମୁରୁଗାନ, ନଳିନୀ, ରବର୍ଟ ପାୟସ୍‌, ଜୟକୁମାର ଓ ରବୀନ୍ଦ୍ରନ୍‌ଙ୍କ ମୁକ୍ତି ପଥ ପରିଷ୍କାର ହୋଇଛି।...

ବିଦାୟ ନେଲା କେକେଆର୍‌

ମୁମ୍ବାଇ,୧୮।୫: ଆଇପିଏଲ ୨୦୨୨ର ଏକ ରୋମାଞ୍ଚକ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସକୁ ୨ ରନ୍‌ରେ ପରାସ୍ତ କରିଛି ଲକ୍ଷ୍ନୌ ସୁପର ଜିଆଣ୍ଟସ। ଲକ୍ଷ୍ନୌର ୨୧୧ ରନ୍‌ର ବିଜୟ ଲକ୍ଷ୍ୟକୁ ପିଛା କରି କୋଲକତା ନିର୍ଦ୍ଧାରିତ ଓଭରରେ ୮ ଉଇକେଟ ହରାଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri