Tag Archives: Home Middle

ରାଜୀବ ଗାନ୍ଧୀଙ୍କ ହତ୍ୟାକାଣ୍ଡ ଦୋଷୀ ପେରାରିଭାଲାନଙ୍କୁ ମୁକ୍ତି ପାଇଁ ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶ…

ନୂଆଦିଲ୍ଲୀ, ୧୮।୫ : ଦେଶରେ ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ହତ୍ୟା ମାମଲାରେ ବୁଧବାର ସୁପ୍ରିମକୋର୍ଟ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏହି ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଦୋଷୀମାନଙ୍କ ମଧ୍ୟରୁ ଏଜି ପେରାରିଭାଲାନଙ୍କୁ ମୁକ୍ତ କରିବାକୁ ସର୍ବୋଚ୍ଚ ଅଦାଲତ...

ମିଶନ-୨୦୨୪, ଲୋକ ସଭା-ବିଧାନସଭା ନିର୍ବାଚନମଣ୍ଡଳୀରେ ସ୍ଥାୟୀ ନେତା ନିଯୁକ୍ତ କରିବ କଂଗ୍ରେସ…

ନୂଆଦିଲ୍ଲୀ, ୧୮।୫ : ଦେଶର ପ୍ରତ୍ୟେକ ଲୋକ ସଭା ତଥା ବିଧାନସଭା ନିର୍ବାଚନମଣ୍ଡଳୀରେ ସ୍ଥିତି ଉପରେ ନଜର ରଖିବା ପାଇଁ କଂଗ୍ରେସ ପୂର୍ଣ୍ଣକାଳୀନ ନେତାଙ୍କ ସ୍ଥାୟୀ ନିଯୁକ୍ତି କରିବ। ମିଶନ-୨୦୨୪ ଅନ୍ତର୍ଗତ ଏଭଳି ରଣନୀତି କଂଗ୍ରେସ ପକ୍ଷରୁ ଗ୍ରହଣ କରାଯାଇଛି।...

ଆସନ୍ତା ମାସ ସୁଦ୍ଧା ଭାରତ ମୁତୟନ କରିବ ଏସ୍‌-୪୦୦ କ୍ଷେପଣାସ୍ତ୍ର ପ୍ରତିରକ୍ଷା ପ୍ରଣାଳୀ, ପେଣ୍ଟାଗନର ସୂଚନା…

ନୂଆଦିଲ୍ଲୀ/ଓ୍ବାଶିଂଟନ, ୧୮।୫ : ଆମେରିକୀୟ ପ୍ରତିରକ୍ଷା ପ୍ରତିଷ୍ଠାନ (ପେଣ୍ଟାଗନ) ଭାରତ ବିଷୟରେ ଏକ ବଡ଼ ଦାବି କରିଛି। ପେଣ୍ଟାଗର ଜଣେ ବରିଷ୍ଠ ଅଧିକାରୀ ଆମେରିକାର ସାଂସଦଙ୍କୁ କହିଛନ୍ତି ଯେ ଭାରତ ୨୦୨୨ ଜୁନ ସୁଦ୍ଧା ରୁଷିଆରୁ କିଣାଯାଇଥିବା ଏସ୍‌-୪୦୦ କ୍ଷେପଣାସ୍ତ୍ର...

କେଇ ଘଣ୍ଟା ବର୍ଷାରେ ମେଟ୍ରୋ ଅବସ୍ଥା ବେହାଲ…

ବେଙ୍ଗାଲୁରୁ, ୧୮।୫ : ଉତ୍ତର ଭାରତରେ, ପ୍ରବଳ ତାତି ଯୋଗୁ ଅବସ୍ଥା ଖରାପ ହୋଇଥିବାବେଳେ ଆସାମରେ ପ୍ରବଳ ବର୍ଷା ବନ୍ୟା ପରିସ୍ଥିତି ସୃଷ୍ଟି କରିଛି। ଏଭଳି ସ୍ଥଳେ କର୍ନାଟକର ବେଙ୍ଗାଲୁରୁରେ ମଧ୍ୟ ସମାନ ଅବସ୍ଥା ଦେଖିବାକୁ ମିଳିଛି। କିଛି ଘଣ୍ଟା...

ଧୂଳିଝଡ଼ ନେଇ ହାହାକାର, ୪ ହଜାରରୁ ଅଧିକ ହସ୍ପିଟାଲରେ ଭର୍ତ୍ତି, ସ୍କୁଲ-କଲେଜ-ଅଫିସ ବନ୍ଦ…

ବାଗ୍‌ଦାଦ, ୧୮।୫ : ଇରାକରେ ଭୟଙ୍କର ଧୂଳିଝଡ଼ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ନିଶ୍ୱାସ ନେବାରେ ଅସୁବିଧା ହେବାରୁୁ ୪ ହଜାରରୁ ଅଧିକ ଲୋକଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିବାକୁ ପଡିଛି। ସୋମବାର ଘଟିଥିବା ଧୂଳିଝଡ଼ ଯୋଗୁ ସମଗ୍ର...

ଦୈନିକ ମୃତ୍ୟୁ ସଂଖ୍ୟା ୩୩…

ନୂଆଦିଲ୍ଲୀ, ୧୮।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ...

ଜାଣିଶୁଣି କରାଯାଇଥିଲା ଚାଇନା ବିମାନ ଦୁର୍ଘଟଣା, ବ୍ଲାକ ବକ୍ସ ଡାଟାରୁ ମିଳିଲା ତଥ୍ୟ

ବେଜିଂ,୧୮ ।୫: ଚଳିତ ବର୍ଷ ଆରମ୍ଭରେ ଚାଇନାରେ ହୋଇଥିବା ଏକ ବିମାନ ଦୁର୍ଘଟଣାକୁ ନେଇ ଚମକାଇବା ଭଳି ଖବର ସାମ୍ନାକୁ ଆସିଛି । ୱାଲ ଷ୍ଟ୍ରିଟ ଜର୍ନାଲର ରିପୋର୍ଟ ଅନୁଯାୟୀ, ଦୁର୍ଘଟଣାର ଶିକାର ହୋଇଥିବା ଚାଇନାର ଇଷ୍ଟର୍ନ ଜେଟକୁ ଜାଣିଶୁଣି...

ୟୁଏଫ୍‌ଓ ବାସ୍ତବ, ତଦନ୍ତ ଜରୁରୀ

ଓ୍ବାଶିଂଟନ୍‌, ୧୮ା୫:ଏଲିଅନ୍‌ ଏବଂ ଅନ୍‌ଆଇଡେଣ୍ଟିଫାଏଡ୍‌ ଫ୍ଲାଇଂ ଅବ୍‌ଜେକ୍ଟ(ୟୁଏଫ୍‌ଓ) ବାବଦରେ କାହିଁକେବେଠୁ ନାନା ଚର୍ଚ୍ଚା ଲାଗିରହିଛି। ଅନେକ ସମୟରେ ଲୋକଙ୍କ ମୋବାଇଲ କ୍ୟାମେରାରେ କଏଦ ୟୁଏଫ୍‌ଓ ଫଟୋ ଓ ଭିଡିଓ ସୋସିଆଲ ମିଡିଆରେ ଦେଖିବାକୁ ମିଳିଥାଏ। ଏହି ଅଜଣା ଉଡ଼ନ୍ତା ବସ୍ତୁ...

ଏସ୍‌ଆର୍‌ଏଚ୍‌  ବିଜୟୀ…

ମୁମ୍ବାଇ, ୧୭।୫ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୬୫ ତମ ମ୍ୟାଚରେ ମଙ୍ଗଳବାର ମୁମ୍ବାଇ ଇଣ୍ଡିଆନ୍ସ୍‌(ଏମ୍‌ଆଇ) ବିପକ୍ଷରେ ସନ୍‌ ରାଇଜର୍ସ ହାଇଦ୍ରାବାଦ୍‌ (ଏସ୍‌ଆର୍‌ଏଚ୍‌) ବିଜୟ ହାସଲ କରିଛି ।  ଧାର୍ଯ୍ୟ ୧୯୪ ରନ୍ ଲକ୍ଷ୍ୟର ପିଛା କରି  ଏମ୍‌ଆଇ ...

ଚାଇନା ଗୁପ୍ତଚରୀ ଏଜେନ୍ସି ଟାର୍ଗେଟରେ ଅବସରପ୍ରାପ୍ତ ନେପାଳୀ ଅଫିସର…

ବେଜିଂ, ୧୭।୫ : ଚାଇନାର ଗୁପ୍ତଚର ଏଜେନ୍ସି ନେପାଳର ସେନାର ପୂର୍ବତନ ଅଧିକାରୀମାନଙ୍କୁ ଏହାର ଟାର୍ଗେଟରେ ରଖିଛି। ନେପାଳର ବହୁ ଅବସରପ୍ରାପ୍ତ ବରିଷ୍ଠ ସେନା ଅଧିକାରୀ ଚାଇନା ଦୂତାବାସ ସହିତ ସିଧାସଳଖ ଯୋଗାଯୋଗରେ ଅଛନ୍ତି। ଗୁପ୍ତଚର ରିପୋର୍ଟରୁ ଏହି ସୂଚନା...

କୋଇଲା ଅଭାବ, ରେଲଓ୍ବେ ପକ୍ଷରୁ ଚଳାଚଳ କରୁଛି ୩ କିଲୋମିଟର ଲମ୍ବ ଡ୍ରାଗନ ର଼୍ୟାକ…

ନୂଆଦିଲ୍ଲୀ, ୧୭।୫ : ଦେଶରେ ତାତି ବଢ଼ିବା ସହିତ ବିଦ୍ୟୁତ୍‌ ସଙ୍କଟ ଦେଖାଦେଇଛି। ତେବେ ରେଳଓ୍ବେ ପକ୍ଷରୁ ଉତ୍ତର ଭାରତରେ ବିଦ୍ୟୁତ୍‌ ସଙ୍କଟର ମୁକାବିଲା ପାଇଁ ନୂତନ ପରୀକ୍ଷଣ କରୁଛି। ନୂତନ ରେଳ ଚଳାଚଳ ଠାରୁ ଆରମ୍ଭ କରି କ୍ଷମତା...

ଏମ୍‌ଆଇ ପାଇଁ ବିଜୟ ଲକ୍ଷ୍ୟ ୧୯୪…

ମୁମ୍ବାଇ, ୧୭।୫ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୬୫ ତମ ମ୍ୟାଚରେ ମଙ୍ଗଳବାର ସନ୍‌ ରାଇଜର୍ସ ହାଇଦ୍ରାବାଦ୍‌ (ଏସ୍‌ଆର୍‌ଏଚ୍‌) ବିପକ୍ଷରେ ମୁମ୍ବାଇ ଇଣ୍ଡିଆନ୍ସ୍‌(ଏମ୍‌ଆଇ) ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ମହାରାଷ୍ଟ୍ର ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମ୍‌ରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri