Tag Archives: Home Middle

ରାଜ୍ୟ ସଭା ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୧୨ା୫(ବ୍ୟୁରୋ): ରାଜ୍ୟ ସଭା ନିର୍ବାଚନ ପାଇଁ ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଓଡ଼ିଶାର ୩ଟି ଆସନରେ ଜୁନ୍‌ ୧୦ରେ ଏହି ନିର୍ବାଚନ ଅନୁଷ୍ଠିତ ହେବ। ଏନ୍‌ ଭାସ୍କର ରାଓ, ପ୍ରସନ୍ନ ଆଚାର୍ଯ୍ୟ ଏବଂ ସସ୍ମିତ ପାତ୍ରଙ୍କ କାର୍ଯ୍ୟକାଳ ସରୁଥିବାରୁ ଏହି...

ଜ୍ଞାନବାପି ମସଜିଦ୍‌ ମାମଲା, ବଦଳିବେନି କମିଶନର, ୧୭ ମେ’ ପୂର୍ବରୁ ପୁଣି ସର୍ଭେ…

ଆହ୍ଲାବାଦ୍‌, ୧୨।୫ : ତିନି ଦିନ ଧରି ସମସ୍ତ ଦଳର ବିତର୍କ ପରେ କାଶୀ ବିଶ୍ୱନାଥ ଧାମ-ଜ୍ଞାନବାପିରେ ଅବସ୍ଥିତ ମା ଶୃଙ୍ଗାର ଗୌରୀ ଏବଂ ଅନ୍ୟାନ୍ୟ ଦେବତାଙ୍କ ସର୍ଭେ ପ୍ରସଙ୍ଗ ଶେଷ ହୋଇଛି। ଦୁଇ ଘଣ୍ଟା ଧରି ଚାଲିଥିବା ଯୁକ୍ତି...

ପିଆଇଏଲ୍‌ର ଅପବ୍ୟବହାର ନହେଉ, ତାଜମହଲ ୨୨ ବନ୍ଦ କୋଠରୀର ରହସ୍ୟ ନେଇ କହିଲେ ହାଇକୋର୍ଟ…

ଆଗ୍ରା, ୧୨।୫ : ତାଜମହଲର ୨୨ ବନ୍ଦ କୋଠରୀର ରହସ୍ୟ ଖୋଲିବା ନେଇ କରାଯାଇଥିବା ଆବେଦନର ଶୁଣାଣି ସମୟରେ ଆହ୍ଲାବାଦ ହାଇକୋର୍ଟ ଜନସ୍ବାର୍ଥ ମାମଲା(ପିଆଇଏଲ୍‌)ବ୍ୟବସ୍ଥାର ଅପବ୍ୟବହାର ନ କରିବାକୁ କହିଛନ୍ତି। ଏହା ସହିତ କୋର୍ଟ ଏହାର ଶୂଣାଣି ଶୁକ୍ରବାର ପର୍ଯ୍ୟନ୍ତ...

ସ୍ବିଡେନ ପ୍ରଧାନମନ୍ତ୍ରୀଙ୍କ ପାଇଁ ବୋରିସ ଜନ୍‌ସନ୍‌ ଚଳାଇଲେ ଡଙ୍ଗା

ଲଣ୍ଡନ,୧୨ା୫: ୟୁକ୍ରେନ ସଙ୍କଟ ମଧ୍ୟରେ ସ୍ବିଡେନ ଏବଂ ଫିନଲାଣ୍ଡ ଭବିଷ୍ୟତରେ ବିପଦକୁ ଦୃଷ୍ଟିରେ ରଖି ନାଟୋରେ ଯୋଗଦେବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ଏହି ସମୟରେ ବ୍ରିଟେନର ପ୍ରଧାନମନ୍ତ୍ରୀ ବୋରିସ ଜନ୍‌ସନ୍‌ର ରୁଷିଆର ଆକ୍ରମଣ ଘଟଣାରେ ସ୍ବିଡେନ ଏବଂ ଫିନଲାଣ୍ଡକୁ ସହାୟତା...

ବିପର୍ଯ୍ୟୟ ପରିଚାଳନା ପାଠ ପଢ଼ିବେ ପିଲା

ଭୁବନେଶ୍ୱର,୧୨ା୫(ବ୍ୟୁରୋ): ଆସନ୍ତା ଶିକ୍ଷାବର୍ଷ ଅର୍ଥାତ ୨୦୨୩ରୁ ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ପାଇବ ବିପର୍ଯ୍ୟୟ ପରିଚାଳନା କୋର୍ସ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ତା’ର ପାଠ୍ୟକ୍ରମ ପ୍ରସ୍ତୁତ କରୁଛନ୍ତି। ୨୦୨୩ ପାଇଁ ଯେଉଁ ବହି ପ୍ରିଣ୍ଟ ହେଉଛି, ସେଥିରେ ଏହି ପାଠ୍ୟକ୍ରମ...

ଗଣେଶ ମନ୍ଦିର ଉପରେ ଆକ୍ରମଣ, ୨୨ଙ୍କୁ ଦଣ୍ଡାଦେଶ, ୬୨ ଅଭିଯୁକ୍ତ ଖଲାସ …

ଇସଲାମାବାଦ, ୧୨।୫ : ଗତ ବର୍ଷ ପଞ୍ଜାବ ପ୍ରଦେଶର ଏକ ଗଣେଶ ମନ୍ଦିର ଉପରେ ହୋଇ୍‌ଥିବା ଆକ୍ରମଣ ମାମଲାରେ ପାକିସ୍ତାନର ଆତଙ୍କବାଦ ବିରୋଧୀ କୋର୍ଟ ୨୨ ଜଣଙ୍କୁ ପାଞ୍ଚ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ଅପରପକ୍ଷରେ ୬୨ ଜଣ ଅଭିଯୁକ୍ତଙ୍କୁ...

୧୭୦ ବିଲ୍ଡିଂର ସୁରକ୍ଷା ଦାୟିତ୍ୱ ୨୦୦୦ ଯବାନଙ୍କ ହାତରେ…

ଚଣ୍ଡିଗଡ଼, ୧୨।୫ : ମୋହାଲିରେ ଆତଙ୍କବାଦୀ ଆକ୍ରମଣ ପରେ ବର୍ତ୍ତମାନ ପଞ୍ଜାବ ସରକାର ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ବିଲ୍ଡିଂର ସୁରକ୍ଷା ପାଇଁ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରିବା ଆରମ୍ଭ କରିଛନ୍ତି। ଏହି ଆକ୍ରମଣର ତଦନ୍ତ ମଧ୍ୟରେ ପୋଲିସ ପ୍ରଶାସନ ରାଜ୍ୟରେ ଗୁରୁତ୍ୱପୂର୍ଣ୍ଣ...

ଦେଶରେ ୮୦-୮୨ ପ୍ରତିଶତ ହିନ୍ଦୁ, ଭାଜପାକୁ ମିଳୁଛି କେବଳ ୪୦ ପ୍ରତିଶତ ଭୋଟ…

ନୂଆଦିଲ୍ଲୀ, ୧୨।୫ : ଦେଶର ଜନସଂଖ୍ୟାର ୮୦ ରୁ ୮୨ ପ୍ରତିଶତ ହିନ୍ଦୁ। କିନ୍ତୁ ଭାଜପା ଏପର୍ଯ୍ୟନ୍ତ ପ୍ରାୟ ୪୦ ପ୍ରତିଶତ ଭୋଟ ପାଇଛି। ଏଭଳି ପରିସ୍ଥିତିରେ ପୋଲାରାଇଜେଶନ ଆଧାରରେ ଏହି ଦଳ ନିର୍ବାଚନରେ ଜିତୁଥିବା କହିବା ସମ୍ପୂର୍ଣ୍ଣ ଭୁଲ...

ଭାରତୀୟ ରାଜନୀତିରେ ଭାଜପାର ପ୍ରଭାବ ୨୦ରୁ ୩୦ ବର୍ଷ ରହିବା ସମ୍ଭାବନା…

ନୂଆଦିଲ୍ଲୀ, ୧୨।୫ : ଆସନ୍ତା ୨୦ରୁ ୩୦ ବର୍ଷ ପର୍ଯ୍ୟନ୍ତ ଭାରତୀୟ ରାଜନୀତିରେ ଭାଜପାର ପ୍ରଭାବ ରହିବ। ଭାରତୀୟ ରାଜନୀତିର ରଣନୀତିଜ୍ଞ ଭାବରେ ଜଣାଶୁଣା ପ୍ରଶାନ୍ତ କିଶୋର (ପିକେ) ଏଭଳି କହିଛନ୍ତି। ଏହି ସମୟ ମଧ୍ୟରେ ଭାଜପା ରାଜନୀତିର କେନ୍ଦ୍ରରେ...

ସବୁ ବନ୍ଦରରୁ ହଟିଲା ବାତ୍ୟା ବିପଦ ସଙ୍କେତ

ଭୁବନେଶ୍ୱର,୧୨ା୫(ବ୍ୟୁରୋ): ‘ଅସାନି’ ବାତ୍ୟା ସ୍ଥଳଭାଗ ଛୁଇଁ ସାରିଥିବାରୁ ଓଡ଼ିଶାର ସବୁ ବନ୍ଦରରୁ ବିପଦ ସଙ୍କେତ ଉଠାଇ ଦିଆଯାଇଛି। ଫଳରେ ମତ୍ସ୍ୟଜୀବୀମାନେ ସମୁଦ୍ରକୁ ଯିବାର ସମ୍ଭାବନା ରହିଛି। ଗୁରୁବାରଠାରୁ ରାଜ୍ୟରେ ପାଣିପାଗ ବଦଳିବ। ମେଘମୁକ୍ତ ଆକାଶ ସହ ତାପମାତ୍ରା ମଧ୍ୟ ବୃଦ୍ଧି...

ପିକେଙ୍କ ପରାମର୍ଶ, ବିରୋଧୀ ଦଳଙ୍କ ଭଳି ଆଚରଣ ଶିକ୍ଷାଲାଭ କରୁ କଂଗ୍ରେସ…

ନୂଆଦିଲ୍ଲୀ, ୧୨।୫ : ଭାରତୀୟ ରାଜନୀତିର ରଣନୀତିଜ୍ଞ ଭାବରେ ଜଣାଶୁଣା ପ୍ରଶାନ୍ତ କିଶୋର (ପିକେ) କଂଗ୍ରେସକୁ ପରାମର୍ଶ ଦେଇଛନ୍ତି। ସେ ଏକ କାର୍ଯ୍ୟକ୍ରମରେ ଯୋଗଦେଇ କହିଛନ୍ତି ଯେ କଂଗ୍ରେସ ବିରୋଧୀ ଦଳ ଭଳି ଆଚରଣ ଶିକ୍ଷାଲାଭ କରିବା ଆବଶ୍ୟକ। ଇଣ୍ଡିଆନ...

୩୦ ତଳେ ଦୈନିକ ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ, ୧୨।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri