Tag Archives: Home Middle

ତାଲିବାନ୍‌ ଶାସନରେ ୯ ଲକ୍ଷରୁ ଅଧିକ ହରାଇଲେଣି ଚାକିରି…

କାବୁଲ, ୧୧।୫ : ଆଫଗାନିସ୍ତାନରେ ତାଲିବାନ୍‌ ଶାସନ ଫେରିବା ପରଠାରୁ ଦେଶର ଆର୍ଥିକ ସ୍ଥିତି ଖରାପ ହେବାରେ ଲାଗିଛି। ରିପୋର୍ଟ ଅନୁଯାୟୀ ଗତ ଅଗଷ୍ଟରେ ତାଲିବାନ ଦେଶରେ ଶାସନ ଭାର ଗ୍ରହଣ କରିବା ପରେ ନଅ ଲକ୍ଷ ଆଫଗାନିସ୍ତାନୀ ଚାକିରି...

ପୁଣି ବଢ଼ିଲା ମୃତ୍ୟୁ ସଂଖ୍ୟା, ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୧୧।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ...

ପୁଟିନ୍‌ଙ୍କ ସ୍ବତନ୍ତ୍ର ବୋଟ୍‌କୁ ଧ୍ୱଂସ କଲା ୟୁକ୍ରେନ୍‌, ଲେଜର ଗାଇଡେଡ୍‌ ବୋମାମାଡ଼…

ମସ୍କୋ/କ୍ୱିଭ୍‌, ୧୧।୫ : ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସ୍ବତନ୍ତ୍ର ବୋଟ୍‌କୁ ୟୁକ୍ରେନ ଧ୍ୱଂସ କରିଛି। ବୋଟକୁ ପୁଟିନ୍‌ ଖାସ୍ତୋପୋଲ ଏବଂ ସେଣ୍ଟ ପିଟର୍ସବର୍ଗର ସମୁଦ୍ରରେ ଅବସ୍ଥିତ ତାଙ୍କ ଯୁଦ୍ଧ ଜାହାଜର ଯାଞ୍ଚ୍‌ ଏବଂ ଭାଷଣ ଦେବା ପାଇଁ ବ୍ୟବହାର...

ଜିଟିର ସହଜ ବିଜୟ…

ମୁମ୍ବାଇ, ୧୦।୫ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୫୭ତମ ମ୍ୟାଚ୍‌ରେ ମଙ୍ଗଳବାର ଗୁଜରାଟ ଟାଇଟନ୍ସ(ଜିଟି) ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ୍‌(ଏଲ୍‌ଏସ୍‌ଜି) ବିପକ୍ଷରେ ସହଜ ବିଜୟ ହାସଲ କରିଛି ।  ଧାର୍ଯ୍ୟ ୧୪୫ ରନ୍ ଲକ୍ଷ୍ୟର ପିଛା କରି  ଏଲଏସଜି ୧୩.୫...

୨୦୨୨ ରୁ ୨୦୨୬ ମଧ୍ୟରେ ରେକର୍ଡ ଭାଙ୍ଗିବ ତାତି…

ଲଣ୍ଡନ, ୧୦।୫ : ଗ୍ଲୋବାଲ ୱାର୍ମିଂ ଉପରେ ଅନେକ ବିଶେଷଜ୍ଞ ତାପମାତ୍ରା ବୃଦ୍ଧି ଉପରେ ରୋକ ଲଗାଇବାକୁ ବିଶ୍ୱ ନେତାମାନଙ୍କୁ ନିବେଦନ କରୁଛନ୍ତି। ପୃଥିବୀର ତାପମାତ୍ରାକୁ ୧.୫ ଡିଗ୍ରୀ ସେଲସିୟସ୍‌ ପର୍ଯ୍ୟନ୍ତ ରୋକିବା ପାଇଁ ତୁରନ୍ତ ପଦକ୍ଷେପ ନେବାକୁ ବିଶେଷଜ୍ଞମାନେ...

କୁତବ୍‌ ମିନାର ନେଇ ବିବାଦ ଘନେଇଲା, ୨୭ ହିନ୍ଦୁ- ଜୈନ ମନ୍ଦିର ଅବଶେଷରେ ହୋଇଛି ନିର୍ମିତ…

ନୂଆଦିଲ୍ଲୀ, ୧୦।୫ : ଅଯୋଧ୍ୟା ପରେ କାଶୀ, ମଥୁରା, ତାଜମହଲ ଏବଂ ବର୍ତ୍ତମାନ ଦିଲ୍ଲୀର କୁତବ୍‌ ମିନାରକୁ ନେଇ ବିବାଦ ଘନେଇବାରେ ଲାଗିଛି। ହିନ୍ଦୁ ସଂଗଠନର ନେତାମାନେ ମଙ୍ଗଳବାର ମିନାରରେ ହନୁମାନ ଚଲିସା ପାଠ କରିବାକୁ ଘୋଷଣା କରିଥିଲେ। ତେବେ...

କାକିନାଡ଼ା, ବିଶାଖାପାଟଣା ଛୁଇଁବ ବାତ୍ୟା ‘ଅସାନି’: ଉପକୂଳରେ ୫୦ କି.ମି. ବେଗରେ ବହିବ ପବନ

ଭୁବନେଶ୍ୱର,୧୦ା୫(ବ୍ୟୁରୋ)-ବାତ୍ୟା ‘ଅସାନି’ ସ୍ଥଳଭାଗ ଛୁଇଁପାରେ। ବୁଧବାର ପୂର୍ବାହ୍ନ ୧୧ଟା ସୁଦ୍ଧା ଏହି ସାମୁଦ୍ରିକ ଝଡ଼ କାକିନାଡ଼ା, ବିଶାଖାପାଟଣା ମଧ୍ୟଦେଇ ସ୍ଥଳଭାଗ ଛୁଇଁବା ସମ୍ଭାବନା ରହିଛି। ବାତ୍ୟା ଗୋପାଳପୁରଠାରୁ ଦକ୍ଷିଣ-ଦକ୍ଷିଣ ପଶ୍ଚିମରେ ୬୦୦ କିଲୋମିଟର ଏବଂ ପୁରୀଠାରୁ ଦକ୍ଷିଣ-ପଶ୍ଚିମ ଦିଗରେ ୫୭୦...

ଗିଲ୍‌ଙ୍କ ବିସ୍ଫୋରକ ବ୍ୟାଟିଂ,ଏଲ୍‌ଏସ୍‌ଜି ପାଇଁ ବିଜୟ ଲକ୍ଷ୍ୟ ୧୪୫ …

ମୁମ୍ବାଇ, ୧୦।୫ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୫୭ତମ ମ୍ୟାଚ୍‌ରେ ମଙ୍ଗଳବାର ଗୁଜରାଟ ଟାଇଟନ୍ସ(ଜିଟି) ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ୍‌(ଏଲ୍‌ଏସ୍‌ଜି) ବିପକ୍ଷରେ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ମହାରାଷ୍ଟ୍ରର ପୁଣେ ସ୍ଥିତ ମହାରାଷ୍ଟ୍ର କ୍ରିକେଟ୍‌ ଆସୋସିଏଶନ...

ମିଳିତ ସୁରକ୍ଷାକର୍ମୀଙ୍କୁ ସଫଳତା, ୨ ଆତଙ୍କବାଦୀ ନିହତ, ୪ ଗିରଫ…

ଶ୍ରୀନଗର, ୧୦।୫ : ଜମ୍ମୁ-କଶ୍ମୀରରେ ମିଳିତ ସୁରକ୍ଷାକର୍ମୀଙ୍କୁ ଆତଙ୍କବାଦ ବିରୋଧୀ ଅପରେଶନ୍‌ରେ ବଡ଼ ସଫଳତା ମିଳିଛି। ମଙ୍ଗଳବାର ଶ୍ରୀନଗରର ବେମିନା ଅଞ୍ଚଳରେ ଅପରେଶନ୍‌ ସମୟରେ ୪ ଆତଙ୍କବଦୀଙ୍କୁ ଗିରଫ କରାଯାଇଛି। ସେମାନଙ୍କଠାରୁ ବହୁ ଅସ୍ତ୍ରଶସ୍ତ୍ର ଜବତ ହୋଇଛି। ଅପରପକ୍ଷରେ ଅନନ୍ତନାଗରେ...

ଟସ୍‌ ଜିତିଲା ଜିଟି, ବ୍ୟାଟିଂ ନିଷ୍ପତ୍ତି…

ମୁମ୍ବାଇ, ୧୦।୫ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୫୭ତମ ମ୍ୟାଚ୍‌ରେ ମଙ୍ଗଳବାର ଗୁଜରାଟ ଟାଇଟନ୍ସ(ଜିଟି) ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ୍‌(ଏଲ୍‌ଏସ୍‌ଜି) ବିପକ୍ଷରେ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ମହାରାଷ୍ଟ୍ରର ପୁଣେ ସ୍ଥିତ ମହାରାଷ୍ଟ୍ର କ୍ରିକେଟ୍‌ ଆସୋସିଏଶନ...

ଭାରତ ମହାସାଗରରେ ୨ ବାତ୍ୟା, ଗୋଟିଏ ଅସାନି, ଅନ୍ୟଟି କରିମ୍‌…

ନୂଆଦିଲ୍ଲୀ, ୧୦।୫ : ବଙ୍ଗୋପସାଗରର ଦକ୍ଷିଣପୂର୍ବ ଉପକୂଳରୁ ଉଠିଥିବା ବାତ୍ୟା  ଆସାନି ର ପ୍ରଭାବ ଅନୁଭୁତ ହେବା ଆରମ୍ଭ ହୋଇଛି। ଆନ୍ଧ୍ରପ୍ରଦେଶ, ଓଡିଶା, ତେଲେଙ୍ଗାନା ଏବଂ ତାମିଲନାଡୁରେ ପବନ ସହିତ ବର୍ଷା ଆରମ୍ଭ ହୋଇଛି। ଏହି ସମୟରେ ଏକ ଉପଗ୍ରହ...

୧୦ ରାଜ୍ୟରେ ହିନ୍ଦୁଙ୍କୁ ସଂଖ୍ୟାଲଘୁ ମାନ୍ୟତା, ସୁପ୍ରିମ୍‌କୋର୍ଟରେ କେନ୍ଦ୍ର ସରକାର…

ନୂଆଦିଲ୍ଲୀ, ୧୦।୫ : ଦେଶର ୧୦ଟି ରାଜ୍ୟରେ ହିନ୍ଦୁମାନଙ୍କୁ ସଂଖ୍ୟାଲଘୁ ମାନ୍ୟତା ଦେବା ପ୍ରସଙ୍ଗରେ କେନ୍ଦ୍ର ସରକାର ସୁପ୍ରିମକୋର୍ଟଙ୍କଠାରୁ ଅଧିକ ସମୟ ମାଗିଛନ୍ତି। ସୋମବାର କେନ୍ଦ୍ର ସରକାର ସୁପ୍ରିମକୋର୍ଟରେ ଏକ ନୂତନ ସତ୍ୟପାଠ ଦାଖଲ କରିଛନ୍ତି ଯେ ଏହି ପ୍ରସଙ୍ଗରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri