Tag Archives: Home Middle

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ: ନିର୍ମାଣ ପାଇଁ ନ ଥିଲା ଅନୁମତି

କଟକ ଅଫିସ, ୯।୫: ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନେଇ ସୋମବାର ହାଇକୋର୍ଟରେ ଶୁଣାଣି ଶେଷ ହୋଇଛି। ଏ ନେଇ ଏଏସ୍‌ଆଇ ପକ୍ଷରୁ ହାଇକୋର୍ଟରେ ସତ୍ୟପାଠ ଦାଖଲ ହୋଇଛି। ଏଏସ୍‌ଆଇ ପକ୍ଷରୁ ପ୍ରକଳ୍ପ ନିର୍ମାଣ ପାଇଁ କୌଣସି ଅନୁମତି ଦିଆଯାଇ...

୩୦ ମାସ ପରେ ମାତ୍ର ୨ ଦିନ ପାଇଁ ପୂର୍ଣ୍ଣ କ୍ଷମତାରେ କାର୍ଯ୍ୟ କରିବେ ଶୀର୍ଷକୋର୍ଟ…

ନୂଆଦିଲ୍ଲୀ, ୯।୫ : ସୋମବାର ସୁପ୍ରିମକୋର୍ଟର ବିଚାରପତି ଭାବେ ଜଷ୍ଟିସ ସୁଦର୍ଶନ ଧୁଲିଆ ଏବଂ ଜଷ୍ଟିସ ଜାମସେଦ ବି ପାରଦୀୱାଲା ଶପଥ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି ଏନ୍‌.ଭି. ରମନା ସେମାନେଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି।...

ପ୍ରମୋଦିନୀ ରାଉଳ ଏସିଡ୍‌ ଆକ୍ରମଣ ଘଟଣା, ଦୀର୍ଘବର୍ଷ ପରେ ରାୟ ଶୁଣାଇଲେ କୋର୍ଟ

ଜଗତସିଂହପୁର ଅଫିସ,୯ା୫: ଦୀର୍ଘବର୍ଷ ପରେ ପ୍ରମୋଦିନୀ ରାଉଳ ଏସିଡ୍‌ ଆକ୍ରମଣ ଘଟଣାରେ ରାୟ ଶୁଣାଇଛନ୍ତି ଜଗତସିଂହପୁର ସହକାରୀ ଦୌରାଜଜ୍‌ ତଥା ମହିଳା କୋର୍ଟ ବିଚାରପତି ରଶ୍ମିତା ସାହୁ। ଅଭିଯୁକ୍ତ ସନ୍ତୋଷ ବେଦାନ୍ତ ଓ ଅନିଲ ଓରଫ୍‌ ବିଶ୍ୱଜିତ୍‌ ଦଳସିଂରାୟଙ୍କୁ ୧୪...

ବ୍ରଜରାଜନଗର ଉପନିର୍ବାଚନ: ଅଳକା ମହାନ୍ତିଙ୍କୁ ପ୍ରାର୍ଥୀ କଲା ବିଜେଡି

ଭୁବନେଶ୍ୱର,୯ା୫(ବ୍ୟୁରୋ): ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ପାଇଁ ସୋମବାର ବିଜେଡି ତା’ର ପ୍ରାର୍ଥୀ ଘୋଷଣା କରିଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବ୍ରଜରାଜନଗର ଉପନିର୍ବାଚନ ପାଇଁ ଦିବଂଗତ ବିଧାୟକ କିଶୋର କୁମାର ମହାନ୍ତିଙ୍କ ସ୍ତ୍ରୀ ଶ୍ରୀମତୀ ଅଳକା ମହାନ୍ତିଙ୍କୁ ପ୍ରାର୍ଥୀ ଭାବେ...

ଶାହିନ ବାଗରେ ବୁଲଡୋଜର, ଭାଜପାକୁ ଘେରିଲା କଂଗ୍ରେସ…

ନୂଆଦିଲ୍ଲୀ, ୯।୫ : ଶାହିନ ବାଗରେ ଅତିକ୍ରମଣ ହଟାଇବା କାର୍ଯ୍ୟ ସୋମବାର ଜାରି ରହିଛି। ଏନେଇ କଂଗ୍ରେସ ଭାଜପାକୁ ଘେରିବା ଆରମ୍ଭ କରିଛି। ଭାଜପା ନିର୍ଦ୍ଦେଶରେ ଏହା କରାଯାଉଥିବା କଂଗ୍ରେସ ଅଭିଯୋଗ କରିଛି। କଂଗ୍ରେସ ନେତା ଓ କର୍ମୀମାନେ ବୁଲଡୋଜର...

ଏଲପିଜି ସିଲିଣ୍ଡର ଦାମ୍‌ ବୃଦ୍ଧି, ସୋସିଆଲ ମିଡ଼ିଆରେ ମୋଦିଙ୍କ ପୁରୁଣା ଭିଡ଼ିଓ ଭାଇରାଲ…

ନୂଆଦିଲ୍ଲୀ, ୯।୫ : ଦେଶରେ ଦରଦାମ୍‌ ବୃଦ୍ଧି ଯୋଗୁ ସାଧାରଣ ଲୋକଙ୍କ ସମସ୍ୟା ବୃଦ୍ଧି ପାଇବାରେ ଲାଗିଛି। ପେଟ୍ରୋଲ ଏବଂ ଡିଜେଲ ପରେ ଏବେ ଘରୋଇ ଏଲପିଜି ସିଲିଣ୍ଡରର ମୂଲ୍ୟ ବୃଦ୍ଧି ସାଧାରଣ ଲୋକଙ୍କ ପକେଟକୁ ଖାଲକରିି ଦେଇଛି। ରୋଷେଇ...

ବିରୋଧୀ ଏକତାକୁ ବଡ଼ ଝଟ୍‌କା,୨୦୨୪ରେ ମହାମେଣ୍ଟରେ ସାମିଲ୍‌ ହେବାକୁ ମନା କଲେ କେଜ୍ରିଓ୍ବାଲ …

ନୂଆଦିଲ୍ଲୀ, ୯।୫ : ବିରୋଧୀ ଏକତାକୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି (ଏଏପି)ର ଜାତୀୟ ସଂଯୋଜକ ଅରବିନ୍ଦ କେଜ୍ରିୱାଲ ଏକ ବଡ଼ ଝଟକା ଦେଇଛନ୍ତି। ଏଏପି ୨୦୨୪ ଲୋକସଭା ନିର୍ବାଚନରେ କୌଣସି ମହାମେଣ୍ଟରେ ଯୋଗ ଦେବ ନାହିଁ...

ଡ୍ରୋନ୍‌ରେ ସୀମା ପାର୍‌ ହେରୋଇନ୍‌ ଚୋରା ଚାଲାଣ, ବିଏସ୍‌ଏଫ୍‌ ଗୁଳି କରି ଖସାଇଲା …

ଅମୃତସର, ୯।୫ : ପାକିସ୍ତାନ ଭାରତ ବିରୋଧରେ ଷଡ଼ଯନ୍ତ୍ର ଜାରି ରହିଛି। ଡ୍ରୋନ୍‌ ମାଧ୍ୟମରେ ସୀମାବର୍ତ୍ତୀ ଅଞ୍ଚଳକୁ ଅସ୍ତ୍ରଶସ୍ତ୍ରଠାରୁ ଆରମ୍ଭ କରି ବିଭିନ୍ନ ନିଶାଦ୍ରବ୍ୟ ଚୋରା ଚାଲାଣ ପାକିସ୍ତାନ ଇଶାରାରେ କରାଯାଉଛି। ରବିବାର ରାତିରେ ବିଏସ୍‌ଏଫ୍‌ ଅମୃତସର ସେକ୍ଟରରେ ଏକ...

ୟୁକ୍ରେନ୍‌ ବ୍ରହ୍ମାସ୍ତ୍ର ମାଡ଼ରେ ରୁଷିଆ ଯୁଦ୍ଧପୋତ ଜଳିଗଲା…

କ୍ୱିଭ୍‌, ୯।୫ : ଗତ ୭୪ ଦିନ ଧରି ରୁଷିଆ-ୟୁକ୍ରେନ ଯୁଦ୍ଧ ଚାଲିଛି। ୟୁକ୍ରେନ ଦାବି କରିଛି ଯେ କୃଷ୍ଣସାଗରରେ ଆଉ ଏକ ରୁଷିଆ ଯୁଦ୍ଧପୋତକୁ ଯୁଦ୍ଧ ଜାହାଜକୁ ଧ୍ୱଂସ କରିଦେଇଛି। ୟୁକ୍ରେନ୍‌ର ବ୍ରହ୍ମାସ୍ତ୍ର ମାଡ଼ରେ ୟୁକ୍ରେନ ଏଭଳି ଘଟିଛି।...

ଦାଉଦ୍‌ଙ୍କ ସହଯୋଗୀଙ୍କ ଘରେ ଏନ୍‌ଆଇଏ ଚଢ଼ାଉ…

ମୁମ୍ବାଇ, ୯।୫ : ନ୍ୟାଶନାଲ ଇନଭେଷ୍ଟିଗେଶନ ଏଜେନ୍ସି (ଏନ୍‌ଆଇଏ) ପକ୍ଷରୁ ଅଣ୍ଡରୱାଲର୍‌ଡ ଡନ ଡାଉଦ୍‌ ଇବ୍ରାହିମଙ୍କ ସହଯୋଗୀଙ୍କ ଉପରେ ଏକ ବଡ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏନ୍‌ଆଇଏ ପକ୍ଷରୁ ତାଙ୍କର ଘନିଷ୍ଠ ସହଯୋଗୀଙ୍କର ୨୦ରୁ ଅଧିକ ସ୍ଥାନ ଉପରେ ସୋମବାର...

ମୃତ୍ୟୁ ସଂଖ୍ୟା ୩୦ ତଳେ…

ନୂଆଦିଲ୍ଲୀ, ୯।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ...

ବିଜୟ ଦିବସରେ ପୁଟିନ୍‌ଙ୍କ ଘୋଷଣା, ହିଟଲରଙ୍କ ପରି ପରାଜିତ ହେବ ୟୁକ୍ରେନ୍‌…

ମସ୍କୋ, ୯।୫ : ବିଜୟ ଦିବସ ପାଳନ ପୂର୍ବରୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପ୍ରତିଶ୍ରୁତି ଦେଇଛନ୍ତି ଯେ ଦ୍ୱିତୀୟ ବିଶ୍ୱଯୁଦ୍ଧରେ ହିଟଲରଙ୍କ ନାଜି ସୈନ୍ୟବାହିନୀ ଭଳି ୟୁକ୍ରେନକୁ ମଧ୍ୟ ଆମେ ପରାଜିତ କରିବୁ ଯୁଦ୍ଧରେ ଆମେ ଜିତିବୁ। ୟୁକ୍ରେନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri