Tag Archives: Home Middle

ଯେତେ ବଳ ଗୋଟାଇଲେ ବି ଉପକୂଳ ଛୁଇଁବନି ବାତ୍ୟା

ଭୁବନେଶ୍ୱର,୯ା୫(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ବାତ୍ୟା ‘ଅସାନି’ ବର୍ତ୍ତମାନ ଭୀଷଣ ବାତ୍ୟାରେ ପରିଣତ ହୋଇଛି। ଏବେ ଏହା ପୁରୀଠାରୁ ୭୪୦ କିଲୋମିଟର ଦୂର ଉତ୍ତର, ଉତ୍ତର-ପୂର୍ବ ଦିଗରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଛି। ଏହି ଭୀଷଣ ବାତ୍ୟା ଗତ ୬...

ଜି-୭ ହେଲେ ଏକଜୁଟ, ରୁଷିଆରୁ ତେଲ ଆମଦାନୀ ବନ୍ଦ ନିଷ୍ପତ୍ତି…

ଲଣ୍ଡନ, ୯।୫ : ୟୁକ୍ରେନ ବିରୁଦ୍ଧରେ ରୁଷିଆର ଆକ୍ରମଣ ଜାରି ରହିଛି। ଅପରପକ୍ଷରେ, ଆମେରିକା, ଜର୍ମାନୀ ସମେତ ଅନେକ ଦେଶ ରୁଷିଆ ଯୁଦ୍ଧ ଶେଷ ନକରିବାରୁ କ୍ରୋଧିତ ହୋଇ ପ୍ରତିବନ୍ଧକ ଲଗାଇଛନ୍ତି। ଏପରିସ୍ଥଳେ ଜି -୭ଦେଶର ନେତାମାନେ ରବିବାର ରୁଷିଆରୁ...

ରାଷ୍ଟ୍ରପତି ନିର୍ବାଚନ, ଏମ୍‌ପିଙ୍କ ଭୋଟ ମୂଲ୍ୟ ୭୦୮ରୁ ୭୦୦କୁ ହ୍ରାସ…

ନୂଆଦିଲ୍ଲୀ, ୯।୫ : ଜୁଲାଇରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନ ପାଇଁ ଏମ୍‌ପିଙ୍କ ଭୋଟର ମୂଲ୍ୟ ୭୦୮ରୁ ୭୦୦ କୁ ହ୍ରାସ ପାଇବାର ଆଶଙ୍କା ଦେଖାଦେଇଛି। ଏହାର କାରଣ ହେଉଛି ଜମ୍ମୁ-କଶ୍ମୀର ବିଧାନସଭା ଭଙ୍ଗ। ରାଜ୍ୟର ବିଧାୟକଙ୍କ ଭୋଟର ମୂଲ୍ୟ...

ରାସ୍ତାରେ ଧର୍ମୀୟ ଉତ୍ସବକୁ ମିଳିବନି ଅନୁମତି

ଝାନ୍ସି,୯।୫: ରାସ୍ତାରେ ଧର୍ମୀୟ କାର୍ଯ୍ୟକ୍ରମ ଆୟୋଜନକୁ ଅନୁମତି ନ ଦେବା ଲାଗି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପ୍ରଶାସନିକ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଭଳି କାର୍ଯ୍ୟକ୍ରମ କେବଳ ଧର୍ମସ୍ଥଳୀ ପରିସରରେ କରାଯିବା ଆବଶ୍ୟକ ବୋଲି ଜଣେ ସରକାରୀ ମୁଖପାତ୍ର କହିଛନ୍ତି।...

ଦେଶଦ୍ରୋହ ଆଇନର ବୈଧତା ଯାଞ୍ଚ ଅନାବଶ୍ୟକ: କେନ୍ଦ୍ର

ନୂଆଦିଲ୍ଲୀ,୯।୫: ଦେଶଦ୍ରୋହ ଆଇନ ଉଚ୍ଛେଦକୁ କେନ୍ଦ୍ର ସରକାର ବିରୋଧ କରିଛନ୍ତି। ଉକ୍ତ ଆଇନ ଆଧାରରେ ଦିଆଯାଇଥିବା ରାୟର ପୁନଃ ସମୀକ୍ଷା ଆବଶ୍ୟକ ନାହିଁ। ସର୍ବୋଚ୍ଚ ଅଦାଲତଙ୍କ ୬ ଦଶନ୍ଧି ତଳର ରାୟରେ ଧାରା ୧୨୪ଏର ବୈଧତାକୁ କାଏମ ରଖାଯାଇଥିଲା। ଏହା...

୩୦% ମହିଳା ଶାରୀରିକ ହିଂସାର ଶିକାର

ନୂଆଦିଲ୍ଲୀ,୯।୫: ଭାରତର ପ୍ରାୟ ଏକତୃତୀୟାଂଶ ମହିଳା ଶାରୀରିକ ଏବଂ ଯୌନହିଂସାର ଶିକାର ହୋଇଥାନ୍ତି। ଜାତୀୟ ପରିବାର ସ୍ବାସ୍ଥ୍ୟ ସର୍ଭେ-୫ (ଏନ୍‌ଏଫ୍‌ଏଚ୍‌ଏସ୍‌-୫) ରିପୋର୍ଟରେ ଏହା କୁହାଯାଇଛି। ଦେଶରେ ମହିଳାମାନଙ୍କ ପ୍ରତି ଘରୋଇ ହିଂସା ୩୧.୨ ପ୍ରତିଶତରୁ ୨୯.୩ ପ୍ରତିଶତକୁ ହ୍ରାସ ପାଇଛି।...

ବେଜିଂ ଅନୁଗତ ହଂକଂ ନେତା

ହଂକଂ,୯ା୫: ଚାଇନା ସମର୍ଥତ୍ତ ପ୍ରାର୍ଥୀ ଜନ୍‌ ଲି ନିର୍ଦ୍ୱନ୍ଦ୍ୱରେ ହଂକଂର ନୂଆ ନେତା ନିର୍ବାଚିତ ହୋଇଛନ୍ତି। ସେ କେରି ଲାମ୍‌ଙ୍କ ସ୍ଥାନରେ ଦାୟିତ୍ୱ ତୁଲାଇବେ ବୋଲି ରବିବାର ହଂକଂ ପ୍ରଶାସନ ପକ୍ଷରୁ ଆନୁଷ୍ଠାନିକ ଭାବେ ଘୋଷଣା କରାଯାଇଛି। ଏହି ଗୁରୁତ୍ୱପୂର୍ଣ୍ଣ...

ବାତ୍ୟା ପାଇଁ ଟିପିସିଓଡିଏଲ୍‌ର ବ୍ୟାପକ ପ୍ରସ୍ତୁତି

ଭୁବନେଶ୍ୱର,୯।୫: ଆଇଏମ୍‌ଡିର ରିପୋର୍ଟ ଅନୁଯାୟୀ ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ଆଖପାଖରେ ସୃଷ୍ଟି ହୋଇଥିବା ଏକ ଲଘୁଚାପ ରବିବାର ସୁଦ୍ଧା ଏକ ସାମୁଦ୍ରିକ ବାତ୍ୟାରେ ରୂପାନ୍ତରିତ ହେବାର ଆଶା କରାଯାଉଛି। ବାତ୍ୟା ସ୍ଥିତି ଉପତ୍ନ୍ନ ହେଲେ ଏହାର ମୁକାବିଲା...

ଏଫ୍‌ପିଆଇ ମାଲିକାନା ୧୯.୫%କୁ ହ୍ରାସ

ନୂଆଦିଲ୍ଲୀ,୯ା୫: ଘରୋଇ ଶେୟାର ବଜାରରେ ବିଦେଶୀ ପୋର୍ଟଫୋଲିଓ ନିବେଶକ (ଏଫ୍‌ପିଆଇ)ର ମାଲିକାନା ଗତ ମାର୍ଚ୍ଚରେ ୧୯.୫%କୁ ହ୍ରାସ ପାଇ ୬୧୯ ବିଲିୟନ ଡଲାରରେ ପହଞ୍ଚିଛି। ନ୍ୟାଶନାଲ୍‌ ଷ୍ଟକ୍‌ ଏକ୍ସଚେଞ୍ଜ୍‌ (ଏନ୍‌ଏସ୍‌ଇ)-୫୦୦ କମ୍ପାନୀଗୁଡ଼ିକର ବିଶ୍ଲେଷଣ ପରେ ବ୍ରୋକରେଜ୍‌ ଫାର୍ମ ବ୍ୟାଙ୍କ୍‌ ଅଫ୍‌...

‘ମାଗ ନାହିଁ, ପଡ଼ି ରହିଥିବା ଅର୍ଥ ଉପଯୋଗ କର’

ଭୁବନେଶ୍ୱର,୯।୫(ବ୍ୟୁରୋ): ଭିତ୍ତିଭୂମି ବିକାଶ ପାଇଁ ଓଡ଼ିଶା ମାଇନିଂ କର୍ପୋରେଶନ(ଓଏମ୍‌ସି)କୁ ଆର୍ଥିକ ସହାୟତା ମାଗିଛନ୍ତି ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ। ଏହାକୁ ନେଇ ବିଶ୍ୱବିଦ୍ୟାଳୟ ଉପରେ ଅସନ୍ତୋଷ ପ୍ରକାଶ କରିବା ସହ ତାଗିଦ କରିଛି ଉଚ୍ଚ ଶିକ୍ଷା ବିଭାଗ। ଅଧିକ ସହାୟତା ନ...

ନିର୍ବାଚନ ପ୍ରତିଶ୍ରୁତି କେତେ ପାଳିଛ ରିପୋର୍ଟ ଦିଅ

ଭୁବନେଶ୍ୱର,୯ା୫(ବ୍ୟୁରୋ): ୨୦୧୯ ସାଧାରଣ ନିର୍ବାଚନରେ ଶାସକ ବିଜେଡି ରାଜ୍ୟବାସୀଙ୍କୁ ଦେଇଥିବା ନିର୍ବାଚନୀ ପ୍ରତିଶ୍ରୁତି(ଇସ୍ତାହାର)କିଭଳି କାର୍ଯ୍ୟକାରୀ ହୋଇଛି ତା’ର ରିପୋର୍ଟ ଦେଖାଯିବ। ଏହାଛଡା ସେସବୁ କାର୍ଯ୍ୟକାରୀ କରିବା ଦିଗରେ ବିଭିନ୍ନ ବିଭାଗ ଗତ ୩ ବର୍ଷ ମଧ୍ୟରେ କ’ଣ ସବୁ ପଦକ୍ଷେପ...

ପଦ୍ମଶ୍ରୀ ରଜତ କରଙ୍କ ପରଲୋକ

ଭୁବନେଶ୍ୱର,୮।୫(ବ୍ୟୁରୋ): ବିଶିଷ୍ଟ ସାହିତ୍ୟିକ ତଥା ପଦ୍ମଶ୍ରୀ ରଜତ କରଙ୍କ ପରଲୋକ। ହୃଦ୍‌ଘାତରେ ରାଜଧାନୀର ଏକ ଘରୋଇ ହସ୍ପିଟାଲ୍‌ରେ ତାଙ୍କର ପରଲୋକ ଘଟିଛି। ଏନେଇ ତାଙ୍କ ପୁଅ ରଞ୍ଜିତ କର ସୂଚନା ଦେଇଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୮ ବର୍ଷ ବୟସ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri