Tag Archives: Home Middle

ଆଜି ଶେଷ ପର୍ଯ୍ୟାୟ ଭୋଟ

ଭୁବନେଶ୍ୱର,୧ା୬(ଅନିଲ ଦାସ): ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ଭୋଟ୍‌ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଏହି ପର୍ଯ୍ୟାୟରେ ରାଜ୍ୟର ୬ ସଂସଦୀୟ କ୍ଷେତ୍ର ଓ ୪୨ ବିଧାନସଭା ଆସନରେ ଶନିବାର ମତଦାନ ହେବ। ସକାଳ ୭ଟାରୁ ସା...

ଶେଷ ପର୍ଯ୍ୟାୟ ମତଦାନ ପାଇଁ ୩୬ ହଜାର ପୋଲିସ

ଭୁବନେଶ୍ୱର,୧।୬(ସତ୍ୟଜିତ ରାଉତ): ରାଜ୍ୟରେ ଶନିବାର ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ମତଦାନ ହେବ। ଏଥିପାଇଁ ପୋଲିସ ବିଭାଗ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଶୃଙ୍ଖଳିତ ତଥା ସୁରକ୍ଷିତ ନିର୍ବାଚନ କରିବାକୁ ବିଭିନ୍ନ ର଼୍ୟାଙ୍କ୍‌ର ୩୬ ହଜାର ପୋଲିସ କର୍ମଚାରୀଙ୍କୁ ନିୟୋଜିତ...

ପ୍ରଚାରରୁ ଫୁରସତ୍‌ ମିଳିବା ପରେ ମୁଖ୍ୟମନ୍ତ୍ରୀଙ୍କ ବହି କିଣା, ପିଲାଙ୍କ ସହ ସେଲ୍‌ଫି ନେଇ ଫେରିଲେ…

ଭୁବନେଶ୍ୱର,୩୧ା୫(ଅନିଲ ଦାସ)-ମାସେ କାଳ ନିର୍ବାଚନ ପ୍ରଚାରରେ ବ୍ୟସ୍ତ ରହିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଫୁର୍‌ସତ୍‌ ପାଇଛନ୍ତି। ଶୁକ୍ରବାର ସନ୍ଧ୍ୟା ୭ଟା ୩୦ ମିନିଟରେ ସେ ବହି କିଣିବାକୁ ମାଷ୍ଟରକ୍ୟାଣ୍ଟିନସ୍ଥିତ ମଡର୍ନ ବୁକ୍‌ ଡିପୋରେ ପହଞ୍ଚିଥିଲେ । ସାଙ୍ଗରେ ଥିଲେ...

ଏକ୍‌ଜିଟ୍‌ ପୋଲ୍‌ ଏବଂ ଓପିନିଅନ୍‌ ପୋଲ୍‌ ମଧ୍ୟରେ ଫରକ କ’ଣ? କେଉଁଭଳି ଭାବେ ଏକାଠି କରାଯାଏ ଡାଟା, ଜାଣନ୍ତୁ ସବିଶେଷ 

ନୂଆଦିଲ୍ଲୀ,୩୧।୫: ଲୋକ ସଭା ନିର୍ବାଚନ ଏବେ ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି। ଜୁନ ପହିଲା ଅପରାହ୍ନ ୬ଟାରେ ମତଦାନ ସମାପ୍ତ ହୋଇଯିବ। ଜୁନ୍‌ ୪ରେ ନିର୍ବାଚନ ଫଳାଫଳ ପ୍ରକାଶ ପାଇବ। ହେଲେ ନିର୍ବାଚନରେ କିଏ ବିଜେତା ହେବା ଜାଣିବା ପୂର୍ବରୁ ସମସ୍ତଙ୍କ...

ଆଉ ରାତିରେ ହେବନି ଚେକିଂ, ଚାଲାଣ କାଟିବନି ପୋଲିସ, ସିଟ୍‌ ବେଲ୍ଟ ନ ଲଗାଇଲେ ବି ହେବନି ଅସୁବିଧା

ନୂଆଦିଲ୍ଲୀ,୩୧।୫: ଏବେ ରାତିରେ ଚାରିଆଡେ ପୋଲିସ ଗାଡି ଚେକିଂ କରୁଛି। ଗାଡି ଚେକିଂ ସମୟରେ ପୋଲିସ ବାବୁମାନେ ଅଯଥା ଲୋକଙ୍କୁ ହଇରାଣ ମଧ୍ୟ କରୁଛନ୍ତି। ବାରମ୍ବାର ଏପରି ଅଭିଯୋଗ ଆସିବା ପରେ ଡିସିପି(ଟ୍ରାଫିକ) ବଡ଼ ନିର୍ଦ୍ଦେଶ ଦେଇଛନ୍ତି। ଏଣିକି ରାତିବେଳା...

ଭାରତର ପ୍ରଥମ ଏକଜିଟ ପୋଲ, ଯେଉଁଥିରେ ଭାଜପା ଜିତିବ ବୋଲି ହୋଇଥିଲା ପୂର୍ବାନୁମାନ, ରେଜଲ୍ଟରେ ତାଜୁବ ହୋଇଯାଇଥିଲା ସାରା ଦୁନିଆ

ନୂଆଦିଲ୍ଲୀ,୩୧।୫: ଭାରତରେ ଗଣତନ୍ତ୍ରର ଏହି ବଡ଼ ପ୍ରତିଯୋଗିତା ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଜୁନ ୧ରେ ଲୋକ ସଭା ନିର୍ବାଚନର ସପ୍ତମ ପର୍ଯ୍ୟାୟର ମତଦାନ ଅନୁଷ୍ଠିତ ହେବ ଏବଂ ଜୁନ ୪ରେ ଏହାର ରେଜଲ୍ଟ ପ୍ରକାଶ ପାଇବ। ତେବେ ଆସନ୍ତାକାଲି ଅର୍ଥାତ୍‌...

ଖରାରେ କାମ କରାଇଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ, ସତର୍କ କଲେ ଏସ୍‌ଆରସି

ଭୁବନେଶ୍ୱର,୩୧।୫: ହିଟ୍‌ୱେଭ ନେଇ ସତର୍କ କଲେ ଏସ୍‌ଆରସି ସତ୍ୟବ୍ରତ ସାହୁ। ପାଣିପାଗ ବିଭାଗର ଆକଳନ ଅନୁସାରେ ଆଗାମୀ ୩ ଦିନ ହିଟ୍‌ୱେଭ ଜାରି ରହିବ। ହିଟ୍‌ୱେଭ ପାଇଁ ପିକ ଆୱାରରେ ବାହାରକୁ ବାହାରନ୍ତୁ ନାହିଁ ବୋଲି ପରାମର୍ଶ ଦିଆଯାଇଛି। ଏପରିକି...

‘ମୁଁ ଜେଲ୍‌ ଯାଉଛି, ମୋର ମାତାପିତାଙ୍କ ଧ୍ୟାନ ରଖିବେ’; ଆତ୍ମସମର୍ପଣ ପୂର୍ବରୁ ଭାବପ୍ରବଣ ହେଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୩୧।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଶୁକ୍ରବାର ଦିଲ୍ଲୀବାସୀଙ୍କୁ ଏକ ଭାବପ୍ରବଣ ବାର୍ତ୍ତା ଦେଇଛନ୍ତି। ଜୁନ ୨ରେ ସୁପ୍ରିମକୋର୍ଟରେ ଆତ୍ମସମର୍ପଣ କରିବାକୁ ଯାଉଛନ୍ତି କେଜରିୱାଲ। ଏହା ପୂର୍ବରୁ ଏକ ଭାବପ୍ରବଣ ବାର୍ତ୍ତା ଜାରି କରି ସେ କହିଛନ୍ତି, ମୁଁ ଦେଶକୁ...

ସିମ୍‌ଲାରେ ଅଟକିଲା ଟ୍ରେନ୍‌

ସିମ୍‌ଲା,୩୧ା୫: ହିମାଚଳ ପ୍ରଦେଶର ଜଙ୍ଗଲରେ ନିଆଁ ଲାଗି ଲକ୍ଷଲକ୍ଷ ବନ୍ୟଜନ୍ତୁଙ୍କର ମୃତ୍ୟୁ ଘଟିଛି। ରାଜ୍ୟର ଶିମଲା, ମଣ୍ଡି, ବିଳାସପୁର ଏବଂ ସୋଲାନ ଜିଲାରେ ସବୁଜ ବନାନୀ ଲଗାତର ଜଳୁଛି। ବନ ବିଭାଗ କେତେକ ଅଞ୍ଚଳରେ ନିଆଁ ଲିଭାଇବାରେ ନିୟୋଜିତ ଅଛି,...

ମୋଦି ଧ୍ୟାନରେ ବସିଥିବାର ପ୍ରଥମ ଫଟୋ ସାମ୍ନାକୁ ଆସିଲା: ହାତରେ ଧରିଛନ୍ତି…

କନ୍ୟାକୁମାରୀ,୩୧ା୫: ଲୋକ ସଭା ନିର୍ବାଚନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ମାସ ହେଲା ଜୋର୍‌ଦାର ପ୍ରଚାର କରିବା ପରେ ତାମିଲନାଡୁର କନ୍ୟାକୁମାରୀରେ ପହଞ୍ଚତ୍ ପ୍ରସିଦ୍ଧ ବିବେକାନନ୍ଦ ରକ୍‌ ମେମୋରିଆଲରେ ୪୫ ଘଣ୍ଟିଆ ଧ୍ୟାନ ଆରମ୍ଭ କରିଛନ୍ତି। ମୋଦି ଧ୍ୟାନରେ...

ଏୟାର ଇଣ୍ଡିଆ ଫ୍ଲାଇଟରେ ୮ଘଣ୍ଟା ବନ୍ଦ ରହିଲେ ଯାତ୍ରୀ! ଏସି ବନ୍ଦ…ଏହାପରେ ଯା’ହେଲା…

ନୂଆଦିଲ୍ଲୀ,୩୧।୦୫: ଏୟାର ଇଣ୍ଡିଆରେ ଯାତ୍ରା କରିବାକୁଥିବା ଅନେକ ଯାତ୍ରୀ ହଠାତ୍‌ ବେହୋସ ହେବାକୁ ଲାଗିଲେ। ଘଟଣାହେଲା ଏୟାର ଇଣ୍ଡିଆର ଫ୍ଲାଇଟ ଏଆଇ ୧୮୩ ଗୁରୁବାର ମେ ୩୦ ଠିକ ୩ଟା ୨୦ ମିନିଟରେ ଦିଲ୍ଲୀରୁ ସାନ ଫ୍ରାନ୍ସିସକୋ ଅଭିମୁଖେ ଯାତ୍ରା...

ପ୍ରଜ୍ୱଳ ରେବନ୍ନା କିଏ? ଜାଣନ୍ତୁ ତାଙ୍କର ପୂରା କାରନାମା

ବେଙ୍ଗାଲୁରୁ,୩୧ା୫: ଜେଡିଏସ୍‌ ଏମ୍‌ପି ପ୍ରଜ୍ୱଳ ରେବନ୍ନାଙ୍କୁ ବେଙ୍ଗାଲୁରୁର କେମ୍ପାଗୋଡ଼ା ଅନ୍ତର୍ଜାତୀୟ ବିମାନବନ୍ଦରରୁ ଶୁକ୍ରବାର କର୍ନାଟକ ପୋଲିସର ଏସ୍‌ଆଇଟି ଗିରଫ କରିଛି। ୩୬ଦିନ ପରେ ଜର୍ମାନୀରୁ ଫେରିଥିବା ପ୍ରଜ୍ୱଳଙ୍କୁ ଆଜି କୋର୍ଟରେ ହାଜର କରାଯିବ। ଏସ୍‌ଆଇଟି ରେବନ୍ନାଙ୍କୁ ବେଙ୍ଗାଲୁରୁର ସିଆଇଡି କାର୍ଯ୍ୟାଳୟକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri