Tag Archives: Home Middle

ଶ୍ରୀଲଙ୍କାକୁ ଫସାଇବା ପାଇଁ ଚାଇନାର ଚାଲ୍‌

କଲମ୍ବୋ,୭ା୫: ଋଣ ପରିଶୋଧରୁ ମୁକ୍ତି ପାଇବାକୁ ଚେଷ୍ଟା କରୁଥିବା ଶ୍ରୀଲଙ୍କା ଉପରେ ଚାଇନା ପୁଣି ଥରେ ଚାଲ୍‌ ଆରମ୍ଭ କରିଛି। ଏକ ରିପୋର୍ଟ ଅନୁଯାୟୀ, ଚାଇନା ସାହାଯ୍ୟ ନାମରେ ଅଧିକ ଋଣ ପ୍ରଦାନ କରି ଏକ ଅଦ୍ୱିତୀୟ ଅର୍ଥନୈତିକ ସଙ୍କଟ...

ଅବପାତରେ ପରିଣତ ହେଲା ଲଘୁଚାପ

ଭୁବନେଶ୍ୱର,୭।୫(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଶନିବାର ଅବପାତରେ ପରିଣତ ହୋଇଛି। ଏହା ପୁରୀ ଠାରୁ ପ୍ରାୟ ୧୩୦୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହୋଇଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହା ରବିବାର...

ଟସ୍‌ ଜିତିଲା କେକେଆର, ବୋଲିଂ ନିଷ୍ପତ୍ତି…

ମୁମ୍ବାଇ, ୭।୫: ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୫୩ ତମ ମ୍ୟାଚ୍‌ରେ ଶନିବାର କୋଲକାତା ନାଇଟ୍‌ ରାଇଡର୍ସ୍‌(କେକେଆର) ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ୍‌(ଏଲ୍‌ଏସ୍‌ଜି) ବିପକ୍ଷରେ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ମହାରାଷ୍ଟ୍ର ପୁଣେର କ୍ରିକେଟ ଆସୋସିଏଶନ ଷ୍ଟାଡିୟମ୍‌ରେ...

ଆର୍‌ଆର୍‌ର ସହଜ ବିଜୟ…

ମୁମ୍ବାଇ, ୭।୫ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୫୨ତମ ମ୍ୟାଚ୍‌ରେ ଶନିବାର ରାଜସ୍ଥାନ ରୟାଲର୍‌ସ(ଆର୍‌ଆର୍‌) ପଞ୍ଜାବ କିଙ୍ଗସ(ପିବିକେଏସ୍‌) ବିପକ୍ଷରେ ସହଜ ବିଜୟ ହାସଲ କରିଛି। ୧୯୦ ରନ୍‌ର ପିଛା କରି ଆର୍‌ଆର୍‌ ୧୯.୪ ଓଭରରେ ୪ ଓ୍ବିକେଟ ହରାଇ...

ଏଲ୍‌ଓସି ନିକଟ ଲଞ୍ଚପ୍ୟାଡ୍‌ରେ ୨୦୦ ଆତଙ୍କବାଦୀ ଅନୁପ୍ରବେଶ ସୁଯୋଗ ଅପେକ୍ଷାରେ…

ନୂଆଦିଲ୍ଲୀ, ୭।୫ : ପାକିସ୍ତାନରେ ସରକାରା ପରିବର୍ତ୍ତନ ସତ୍ତ୍ୱେ ଏହାର ଭାରତ ବିରୋଧୀ ମନୋବୃତ୍ତିରେ ସାମାନ୍ୟ ପରିବର୍ତ୍ତନ ହୋଇନାହିଁ। ଯଦିଓ ପାକିସ୍ତାନୀ ସେନା ମୁଖ୍ୟ ଜେନେରାଲ କମର ଜାଭେଦ ବାଜୱା ଏବଂ ନୂଆ ପ୍ରଧାନମନ୍ତ୍ରୀ ଶହବାଜ ସରିଫ ନିଜ ନିଜ...

୮୮ ବର୍ଷ ପରେ କୋସି ନଦୀ ଉପରେ ଟ୍ରେନ୍‌ ଚଳାଚଳ ଆରମ୍ଭ …

ପାଟନା, ୭।୫ : ବିହାରର ଉତ୍ତର-ପୂର୍ବ ଭାଗକୁ ମିଥିଲାଞ୍ଚଳରେ କୋସି ନଦୀ ସବୁଠାରୁ ବିନାଶକାରୀ ନଦୀ ଭାବରେ ଜଣାଶୁଣା । କୋସିକୁ ବିହାରର ଦୁଃଖ ବୋଲି ମଧ୍ୟ କୁହାଯାଏ। ଏବେ କୋସି ନଦୀ ଉପରେ ପୁଣି ୮୮ ବର୍ଷ ପରେ...

ଆର୍‌ଆର୍‌ ପାଇଁ ବିଜୟ ଲକ୍ଷ୍ୟ ୧୯୦…

ମୁମ୍ବାଇ, ୭।୫ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୫୨ତମ ମ୍ୟାଚ୍‌ରେ ଶନିବାର ରାଜସ୍ଥାନ ରୟାଲର୍‌ସ (ଆର୍‌ଆର୍‌) ବିପକ୍ଷରେ ପଞ୍ଜାବ କିଙ୍ଗସ(ପିବିକେଏସ୍‌) ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ମହାରାଷ୍ଟ୍ର ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ...

ଦଳର ଭାବମୂର୍ତ୍ତି ନଷ୍ଟ କରୁଥିବା ବ୍ୟକ୍ତିଙ୍କୁ ସହ୍ୟ କରାଯିବ ନାହିଁ…

ହାଇଦ୍ରାବାଦ୍‌, ୭।୫ : କଂଗ୍ରେସ ନେତା ରାହୁଲ ଗାନ୍ଧୀ ପାର୍ଟିର ଆଭ୍ୟନ୍ତରୀଣ ମାମଲାକୁ ଜନସାଧାରଣଙ୍କ ନିକଟକୁ ନ ନେବାକୁ ଦଳର ନେତାମାନଙ୍କୁ ଚେତାବନୀ ଦେଇଛନ୍ତି। ହାଇଦ୍ରାବାଦରେ ତେଲେଙ୍ଗାନା ପ୍ରଦେଶ କଂଗ୍ରେସ କମିଟି ବୈଠକକୁ ସମ୍ବୋଧିତ କରି ରାହୁଲ ଗାନ୍ଧୀ କହିଛନ୍ତି,...

କିମ୍‌ ପୁଣି କଲେ ଆଣବିକ ପରୀକ୍ଷଣ…

ସିଓଲ, ୭।୫ : ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ ଉନ୍‌ ଆଣବିକ ନିରସ୍ତ୍ରିକରଣ ଚୁକ୍ତିକୁ ବେଖାତିର କରି ପୁଣି ସମୁଦ୍ରରରେ ଏକ ଅଜ୍ଞାତ କ୍ଷେପଣାସ୍ତ୍ର ପରୀକ୍ଷଣ କରିଛନ୍ତି। ଦକ୍ଷିଣ କୋରିଆର ସୈନ୍ୟ ବାହିନୀ ଦାବି କରିଛନ୍ତି ଯେ...

ଶୂନ-କୋଭିଡ ନୀତି ପାଳନ ନ କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ରାଷ୍ଟ୍ରପତିଙ୍କ ଚେତାବନୀ…

ବେଜିଂ, ୭।୫ : ଚାଇନାରେ ଶୂନ-କୋଭିଡ ନୀତି ଜାରି ଯୋଗୁ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ସାଂଘାଇ ଏବଂ ଦେଶର ଅନ୍ୟାନ୍ୟ ଅଞ୍ଚଳରେ ସାଧାରଣ ନାଗରିକଙ୍କ ଏହା ପାଳନ କରିବାକୁ ରାଷ୍ଟ୍ରପତି ଶି ଜିନପିଙ୍ଗ କଡା ଚେତାବନୀ ଦେଇଛନ୍ତି। ଜିନପିଙ୍ଗ...

ଲ୍ୟାଣ୍ଡଫଲ କରିବ ନାହିଁ ବାତ୍ୟା

ଭୁବନେଶ୍ୱର,୭।୫(ବ୍ୟୁରୋ): ସ୍ଥଳଭାଗ ଛୁଇଁବ ନାହିଁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ସମ୍ଭାବ୍ୟ ବାତ୍ୟା। ଏନେଇ ଆଇଏମ୍‌ଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ସମ୍ଭାବ୍ୟ ବାତ୍ୟା ଲ୍ୟାଣ୍ଡଫଲ କରିବନି। ବରଂ ୧୦ ତାରିଖ ସନ୍ଧ୍ୟା ପରେ ବାତ୍ୟା...

ବେଲୁଚିସ୍ତାନରେ ଭୂକମ୍ପ ଝଟ୍‌କା: ୨୦୦ ପରିବାର ବାସହୀନ

ଇସଲାମାବାଦ,୭ା୫: ପାକିସ୍ତାନର ବେଲୁଚିସ୍ତାନରେ ବଡ଼ ଧରଣର ଭୂକମ୍ପ ହୋଇଛି। ଭୂକମ୍ପ ପରେ ଖୁଜଦାର ଜିଲାରେ ଅତି କମ୍‌ରେ ୮୦ଟି ଘର ଭୁଶୁଡ଼ି ପଡ଼ିବାରୁ ୨୦୦ରୁ ଅଧିକ ପରିବାର ବାସହୀନ ହୋଇପଡ଼ିଛନ୍ତି। ପାଣିପାଗ ବିଭାଗ ଅନୁଯାୟୀ, ଭୂକମ୍ପର କେନ୍ଦ୍ରସ୍ଥଳ ଔରନାଜୀ ନିକଟରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri