Tag Archives: Home Middle

ଟୁଇଟର ଡିଲ୍‌ରେ ନୂଆ ପ୍ରତିବନ୍ଧକ, ଏଲୋନ ମସ୍କଙ୍କ ବିରୋଧରେ ମାମଲା, ୨୦୨୫ ପର୍ଯ୍ୟନ୍ତ ରୋକ ଦାବି …

ଓ୍ବାଶିଂଟନ୍‌, ୭।୫ : ସୋସିଆଲ ମିଡିଆ ପ୍ଲାଟଫର୍ମ ଟୁଇଟର କ୍ରୟ ଘୋଷଣା କରିଥିବା ଏଲୋନ ମସ୍କଙ୍କ ଅସୁବିଧା ବଢ଼ିବାରେ ଲାଗିଛି। ଫ୍ଲୋରିଡା ପେନ୍‌ସନ ଫଣ୍ଡ୍‌ ଏହି ଡିଲକୁ ବନ୍ଦ କରିବା ପାଇଁ ମସ୍କ ଏବଂ ଟୂଇଟର ବିରୋଧରେ ମାମଲା ରୁଜୁ...

ପିବିକେଏସ୍‌ ଜିତିଲା ଟସ୍‌, ପ୍ରଥମେ ବ୍ୟାଟିଂ…

ମୁମ୍ବାଇ, ୭।୫ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୫୨ତମ ମ୍ୟାଚ୍‌ରେ ଶନିବାର ରାଜସ୍ଥାନ ରୟାଲର୍‌ସ (ଆର୍‌ଆର୍‌) ବିପକ୍ଷରେ ପଞ୍ଜାବ କିଙ୍ଗସ(ପିବିକେଏସ୍‌) ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ମହାରାଷ୍ଟ୍ର ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ...

୩୦ ତଳେ ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ, ୭।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ...

ମହଙ୍ଗା ମାଡ: ପୁଣି ବଢିଲା ଘରୋଇ ରୋଷେଇ ଗ୍ୟାସ ସିଲିଣ୍ଡର ଦାମ

ନୂଆଦିଲ୍ଲୀ,୭ ।୫: ପୁଣିଥରେ ରୋଷେଇ ଘରେ ହୋଇଛି ମଡଙ୍ଗା ମାଡ। ଘରୋଇ ଏଲପିଜି ସିଲିଣ୍ଡରର ଦାମ ୫୦ ଟଙ୍କା ବୃଦ୍ଧି ହୋଇଛି। ୧୪.୨ କିଲୋ ଘରୋଇ ରୋଷେଇ ଗ୍ୟାସର ଦାମ ୫୦ଟଙ୍କା ବୃଦ୍ଧି ହେବା ଫଳରେ ଏବେ ଗୋଟିଏ ସିଲିଣ୍ଡରର...

ଇନ୍ଦୋରରେ ଦୁଇ ମହଲା ଘରେ ଲାଗିଲା ନିଆଁ: ୭ ଜୀବନ୍ତ ଦଗ୍ଧ

ଇନ୍ଦୋର,୭ ।୫: ମଧ୍ୟପ୍ରଦେଶ ଇନ୍ଦୋରର ସ୍ୱର୍ଣ୍ଣବାଗ କଲୋନୀରେ ଶନିବାର ଭିଷଣ ନିଆଁ ଲାଗିଥିବା ଜଣାପଡିଛି । ଏକ ଦୁଇ ମହଲା କୋଠାରେ ନିଆଁ ଲାଗିଯିବା ଫଳରେ ୭ ଜଣ ଜୀବନ୍ତ ଦଗ୍ଧ ହୋଇଯାଇଥିବା ସୂଚନା ମିଳିଛି । ନିଆଁ ଲାଗିବାର...

ଆଗରେ ଅନେକ ଆହ୍ବାନ

ମାନିଲା,୭ା୫: ଦକ୍ଷିଣପୂର୍ବ ଏସୀୟ ରାଷ୍ଟ୍ର ଫିଲିପାଇନ୍ସ ମେ’ ୯ରେ ନୂଆ ରାଷ୍ଟ୍ରପତି ବାଛିବ। ୧୯୩୫ ମସିହାରୁ ଚାଲିଥିବା ସାଧାରଣ ନିର୍ବାଚନରେ ଏଥର ସପ୍ତଦଶ ରାଷ୍ଟ୍ରପତି ଓ ଷୋଡ଼ଶ ଉପରାଷ୍ଟ୍ରପତି ନିର୍ବାଚିତ ହେବେ। ୧୯୮୭ରେ ପ୍ରଣୀତ ଫିଲିପାଇନ୍ସ ସମ୍ବିଧାନ ଅନୁସାରେ ବର୍ତ୍ତମାନର...

ମୁମ୍ବାଇର ଅବିଶ୍ୱସନୀୟ ବିଜୟ

ମୁମ୍ବାଇ,୬।୫: ଶେଷ ଓଭରରେ ୯ ରନ କରିପାରିଲାନି ଗୁଜରାଟ ଟାଇଟାନ୍ସ। ଡେଥ୍‌ ଓଭରରେ ଡାନିଏଲ୍‌ ସାମ୍ସ ଚମତ୍କାର ବୋଲିଂ କରି ମାତ୍ର ୩ ରନ ବ୍ୟୟ କରି ମୁମ୍ବାଇ ଇଣ୍ଡିଆନ୍ସକୁ ଅବିଶ୍ୱସନୀୟ ବିଜୟ ଭେଟିଦେଲେ। ଫଳରେ ୧୯ତମ ଓଭର ପର୍ଯ୍ୟନ୍ତ...

ଜରୁରୀକାଳୀନ ପରିସ୍ଥିତି ଘୋଷଣା କଲା ଶ୍ରୀଲଙ୍କା

କଲମ୍ବୋ,୬।୫: ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ଶ୍ରୀଲଙ୍କା ଜରୁରୀକାଳୀନ ପରିସ୍ଥିତି ଲାଗୁ କରିଛି। ରାଷ୍ଟ୍ରପତି ଗୋଟାବାୟା ରାଜାପାକ୍ସେ ଶୁକ୍ରବାର ଏନେଇ ଘୋଷଣା କରିଛନ୍ତି। ଶୁକ୍ରବାର ମଧ୍ୟରାତ୍ରିରୁ ଏହି ଜରୁରୀକାଳୀନ ପରିସ୍ଥିତି ଲାଗୁ କରାଯିବ ବୋଲି ଜଣେ ଅଧିକାରୀ ସୂଚନା...

ଶନିବାର ସୁଦ୍ଧା ସ୍ପଷ୍ଟ ହେବ ଚିତ୍ର, ମୁକାବିଲା ଲାଗି ରାଜ୍ୟ ସରକାର ପ୍ରସ୍ତୁତ: ଏସ୍‌ଆର୍‌ସି

ଭୁବନେଶ୍ୱର,୬।୫(ବ୍ୟୁରୋ): ଆଣ୍ଡାମାନ ସାଗରରେ ସୃଷ୍ଟ ଘୁର୍ଣ୍ଣିବଳୟ ବାତ୍ୟାର ରୂପ ନେବ କି ନାହିଁ ଏଯାଏ ସ୍ପଷ୍ଟ ହୋଇନାହିଁ। ଏହା ଏବେ ଲଘୁଚାପରେ ପରିଣତ ହୋଇଥିବା ବେଳେ ବଙ୍ଗୋପସାଗର ଆଡ଼କୁ ମୁହାଁଇଛି, ଯାହା ଶନିବାର ସୁଦ୍ଧା ଅବପାତର ରୂପ ନେବା ପରେ...

ରବିବାର ବାତ୍ୟା

ଭୁବନେଶ୍ୱର,୬।୫(ବ୍ୟୁରୋ): ଦକ୍ଷିଣ-ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରୁଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ୭ ତାରିଖରେ...

ସାମ୍ଭାବ୍ୟ ବାତ୍ୟା: ଅଗ୍ନିଶମ ବିଭାଗ କର୍ମଚାରୀଙ୍କ ଛୁଟି ବାତିଲ

ଭୁବନେଶ୍ୱର,୬।୫(ବ୍ୟୁରୋ): ଦକ୍ଷିଣ ଆଣ୍ଡାମାନ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ୪୮ ଘଣ୍ଟା ମଧ୍ୟରେ ଅବପାତର ରୂପ ନେଇ ଅଧିକ ଘନୀଭୂତ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର କୁହାଯାଇଛି। ତେବେ ଏହାର ପ୍ରଭାବରେ ହେବାକୁ ଥିବା...

ରୁଷିଆ-ୟୁକ୍ରେନ ଯୁଦ୍ଧ ଯୋଗୁ ବଢୁଛି ତୈଳ ଦର

ନ୍ୟୁୟର୍କ,୬ା୫: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଦୁଇ ମାସରୁ ଅଧିକ ସମୟ ଧରି ଯୁଦ୍ଧ ଲାଗିରହିଛି। ଦୁଇ ଦେଶ ମଧ୍ୟରେ ଯୁଦ୍ଧ ଯୋଗୁ ଖାଦ୍ୟ ଏବଂ ଶକ୍ତିର ଅଭାବ ପରିଲକ୍ଷିତ ହେଉଛି। ରୁଷିଆ-ୟୁକ୍ରେନ ଯୁଦ୍ଧକୁ ନେଇ ମିଳିତ ଜାତିସଂଘ ସୁରକ୍ଷା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri