Tag Archives: Home Middle

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

ଭୁବନେଶ୍ୱର,୬ା୫(ବ୍ୟୁରୋ): ଦକ୍ଷିଣ ଆଣ୍ଡାମାନ ସାଗର ଓ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଶୁକ୍ରବାର ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ୪୮ ଘଣ୍ଟା ଭିତରେ ଏହା ଅଧିକ ଘନୀଭୂତ ହୋଇ ଅବପାତ ରୂପ ନେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଟୁଇଟ୍‌...

ଆଜି ବି ଜାରି ରହିବ କାଳବୈଶାଖୀ ତାଣ୍ଡବ

ଭୁବନେଶ୍ୱର,୬ା୫(ବ୍ୟୁରୋ): ଶୁକ୍ରବାର ୨୨ଟି ଜିଲାରେ କାଳବୈଶାଖୀ ପ୍ରଭାବରେ ବର୍ଷା ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। କାଳବୈଶାଖୀ ପ୍ରଭାବରେ ଅନେକ ସ୍ଥାନରେ ୩୦ରୁ ୪୦ କିଲୋମିଟର ବେଗରେ ପବନ...

ମୁଖ୍ୟମନ୍ତ୍ରୀ, ୫-ଟି ସଚିବଙ୍କୁ ପ୍ରଶଂସା କଲେ ମଧ୍ୟପ୍ରଦେଶ ସରକାର

ପିପିଲି,୬।୫(ସ୍ବ.ପ୍ର.): ରାଜ୍ୟର ସମସ୍ତ ବ୍ଲକରେ ୫-ଟି ରୂପାନ୍ତରିତ ସ୍କୁଲ କାର୍ଯ୍ୟ ଚାଲୁ ରହିଛି। ତେବେ ପିପିଲିରେ ୫-ଟି ସ୍କୁଲ କିଭଳି ଚାଲିଛି ତାହା ଜାଣିବା ପାଇଁ ୟୁନିସେଫ ପକ୍ଷରୁ ଗୁରୁବାର ମଧ୍ୟପ୍ରଦେଶ ସରକାରଙ୍କ ପଞ୍ଚାୟତିରାଜ ଏବଂ ପାନୀୟ ଜଳଯୋଗାଣର ଏକ...

ଅଙ୍ଗାରକାମ୍ଳ ଗ୍ୟାସ୍‌ ଲିକ୍‌: ଲୋକେ ଅଣନିଃଶ୍ୱାସୀ

ନୟାଗଡ଼ ଅଫିସ/ରଣପୁର,୬ା୫(ସ୍ବ.ପ୍ର.): ବଲାଙ୍ଗୀର-ଖୋର୍ଦ୍ଧା ୫୭ନଂ. ଜାତୀୟ ରାଜପଥର ନୟାଗଡ଼ ଜିଲା ରଣପୁର ଥାନା ଅନ୍ତର୍ଗତ ରାଜସୁନାଖଳା ନିକଟ ବିନୋଦପଡ଼ା ଛକରେ ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଏକ ଅଙ୍ଗାରକାମ୍ଳ ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଫଳରେ ଟ୍ୟାଙ୍କରରୁ...

କାଳବୈଶାଖୀ ଯୋଗୁ ଅଘଟଣ, ଚିଲିକାରେ ବୁଡ଼ିଲା ଡଙ୍ଗା

ଖୋର୍ଦ୍ଧା ଅଫିସ,୫।୫: କାଳବୈଶାଖୀ ଯୋଗୁ ଗୁରୁବାର ଏକ ଅଘଟଣ ଘଟିଛି। ଚିଲିକାରେ ଡଙ୍ଗା ବୁଡି ଜଣେ ନିଖୋଜ ଥିବା ବେଳେ ୧୦ ଜଣଙ୍କୁ ଉଦ୍ଧାର କରାଯାଇଛି। କାଳବୈଶାଖୀ ପ୍ରଭାବରେ ଝଡ ତୋଫାନ ଯୋଗୁ ଏଭଳି ଘଟଣା ଘଟିଥିବା ଜଣାପଡିଛି। ସୂଚନାଯୋଗ୍ୟ,...

୨ ବର୍ଷ ପରେ ଏଥର ରଥଯାତ୍ରାରେ ସାମିଲ ହେବେ ଭକ୍ତ

ପୁରୀ ଅଫିସ,୫ା୫: ଆସନ୍ତା ଜୁଲାଇ ୧ରେ ମହାପ୍ରଭୁଙ୍କ ରଥଯାତ୍ରା ହେବ। ଏନେଇ ପ୍ରଶାସନ ପକ୍ଷରୁ ଗୁରୁବାର ଏକ ପ୍ରସ୍ତୁତି ବୈଠକ ବସିଥିଲା। ବୈଠକ ପରେ ପୁରୀ ଜିଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ କଥା କହିଛନ୍ତି। ୨ ବର୍ଷ ପରେ ବିଶ୍ୱପ୍ରସିଦ୍ଧ ମହାପ୍ରଭୁଙ୍କ...

କର୍ନାଲରୁ ୪ ଆତଙ୍କବାଦୀ ଗିରଫ, ବହୁ ଅସ୍ତ୍ରଶସ୍ତ୍ର ଜବତ…

କର୍ନାଲ, ୫।୫ : ହରିୟାଣାର କର୍ନାଲ୍‌ରୁ ୪ ଆତାଙ୍କବାଦୀଙ୍କୁ ଗିରଫ କରାଯାଇଛି। ତାଙ୍କ ପାଖରୁ ବହୁ ପରିମାଣର ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି। ଏନେଇ ହରିୟାଣା ପୋଲିସ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସମସ୍ତ ଆତଙ୍କବାଦୀଙ୍କ ବୟସ ୨୦ରୁ ୨୫ ବର୍ଷ...

ଦେଶଦ୍ରୋହ ମାମଲାରେ ଉତ୍ତର ପାଇଁ ସମୟ ଲୋଡିଲେ କେନ୍ଦ୍ର ସରକାର..

ନୂଆଦିଲ୍ଲୀ, ୫।୫ : ଦେଶଦ୍ରୋହ ଆଇନକୁ ଚ୍ୟାଲେଞ୍ଜ କରୁଥିବା ଆବେଦନର ଶୁଣାଣି ସୁପ୍ରିମକୋର୍ଟରେ ଗୁରୁବାର କରାଯାଇଛି। ଶୁଣାଣି କରାଯାଇଥିଲା। ଆଟର୍ନି ଜେନେରାଲ କେ.କେ ଭେନୁଗୋପାଲ କେନ୍ଦ୍ର ସରକାରଙ୍କ ପକ୍ଷରୁ କୋର୍ଟରେ ଉପସ୍ଥିତ ରହି ମହାରାଷ୍ଟ୍ରରେ ହନୁମାନ ଚଲିସା ପାଠ କରିବା...

ଜାପାନରେ ୧୫ ବର୍ଷରୁ କମ୍‌ ବୟସ୍କ ପିଲାଙ୍କ ସଂଖ୍ୟା କମୁଛି, ଚିନ୍ତାରେ ସରକାର…

ଟୋକିଓ, ୫।୫ : ଜାପାନରେ, ଦେଶର ମୋଟ ଜନସଂଖ୍ୟାରେ ପିଲାମାନଙ୍କର ସଂଖ୍ୟା ଗତ ୪୧ ବର୍ଷ ମଧ୍ୟରେ ସର୍ବନିମ୍ନସ୍ତରରେ ପହଞ୍ଚିଛି। ଜାପାନର ଆଭ୍ୟନ୍ତରୀଣ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ରିପୋର୍ଟ ଅନୁଯାୟୀ ବର୍ତ୍ତମାନ ଦେଶରେ ୧୫ ବର୍ଷରୁ କମ ପିଲାଙ୍କ ସଂଖ୍ୟା...

ଏସ୍‌ସିଙ୍କ ନିର୍ଦ୍ଦେଶ ସତ୍ତ୍ୱେ ପୌରପରିଷଦ ନିର୍ବାଚନରେ ୩ ମାସ ହେବ ବିଳମ୍ବ…

ମୁମ୍ବାଇ, ୫।୫ : ସୁପ୍ରିମ୍‌କୋର୍ଟ (ଏସ୍‌ସି)ଙ୍କ ନିର୍ଦ୍ଦେଶ ସତ୍ତ୍ୱେ ମହାରାଷ୍ଟ୍ରରେ ପୌରପାଳିକା ନିର୍ବାଚନରେ ବିଳମ୍ବ ହେବାର ସମ୍ଭାବନା ରହିଛି। ସେପ୍ଟେମ୍ବରରେ ମ୍ୟୁନିସିପାଲିଟି କର୍ପୋରେଶନର ନିର୍ବାଚନ ହେବାର ସମ୍ଭାବନା ରହିଛି। ଖବରରୁ ଜଣାଯାଇଛି ଯେ ଡିଭିଜନ ଗଠନ ସହିତ ଅନ୍ୟ ସମସ୍ତ...

ନ୍ୟୁ ମେକ୍ସିକୋ ଜଙ୍ଗଲରେ ନିଆଁ, ବିପର୍ଯ୍ୟୟ ଘୋଷଣା କଲେ ବାଇଡେନ

ଲସ୍‌ବେଗସ,୫ା୫: ଆମେରିକା ଇତିହାସରେ ସବୁଠାରୁ ବଡ଼ ଜଙ୍ଗଲରେ ନିଆଁ ଲାଗି ଅନେକ କ୍ଷତି ଘଟିଛି। ଏହାର ଗରମ ପବନରେ ଜୀବଜଗତ ଅସ୍ତବ୍ୟସ୍ତ ହୋଇପଡ଼ିଛି। ରାଷ୍ଟ୍ରପତି ଜୋ ବାଇଡେନ ଏହାକୁ ବିପର୍ଯ୍ୟୟ ଘୋଷଣା କରିଛନ୍ତି। ଅଗ୍ନିକାଣ୍ଡରେ ନଷ୍ଟ ହୋଇଥିବା ଉତ୍ତର ନ୍ୟୁ...

ଆଇନ ବିଶ୍ୱବିଦ୍ୟାଳୟର ୬୦ ଛାତ୍ରୀଛାତ୍ର କରୋନା ପଜିଟିଭ୍‌…

ଚଣ୍ଡିଗଡ଼, ୫।୫ : ଦେଶରେ କରୋନା ମହାମାରୀର ସଂକ୍ରମଣ ପୁଣି ଥରେ ଅଣାୟତ୍ତ ହେବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩ ହଜାର ୨୭୫ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ପଞ୍ଜାବର ପଟିଆଲାସ୍ଥିତ ରାଜୀବ ଗାନ୍ଧୀ ଜାତୀୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri