Tag Archives: Home Middle

ଗର୍ଭପାତ କଟକଣା: ଆମେରିକାରେ ଦ୍ୱନ୍ଦ୍ୱ

ଓ୍ବାଶିଂଟନ,୫ା୫: ୧୯୭୩ ମସିହାରେ ଆମେରିକା ସୁପ୍ରିମକୋର୍ଟ ‘ରୋ ବନାମ ଓ୍ବେଡ୍‌’ ମାମଲାର ବିଚାର କରି ଗର୍ଭପାତ କରାଇବା ସପକ୍ଷରେ ରାୟ ଦେଇଥିଲେ। ସର୍ବୋଚ୍ଚ ଅଦାଲତଙ୍କ ଏହି ଐତିହାସିକ ନିଷ୍ପତ୍ତି ଗର୍ଭପାତ ଅଧିକାରକୁ ଆଇନତଃ ବୈଧ କରିଥିବାବେଳେ ଦେଶରେ ଏହାକୁ ନେଇ...

ଗଣବଳାତ୍କାର ପୀଡ଼ିତାଙ୍କୁ ଥାନାରେ ବଳାତ୍କାର

ଲକ୍ଷ୍ନୌ,୫ା୫: ଉତ୍ତର ପ୍ରଦେଶରେ ମହିଳା ବିରୋଧୀ ଅପରାଧ ବଢ଼ିବାରେ ଲାଗିଥିବାବେଳେ କଳଙ୍କିତ ଅଧ୍ୟାୟରେ ନୂଆ ଫର୍ଦ ଯୋଡ଼ିଛନ୍ତି ଜଣେ ପୋଲିସ ବାବୁ। ଗଣବଳାତ୍କାରର ଶିକାର ହୋଇଥିବା ଜଣେ ନାବାଳିକା ଥାନାକୁ ଗୁହାରି କରିବାକୁ ଯାଇଥିବାବେଳେ ଲଳିତପୁରସ୍ଥିତ ପାଲି ଷ୍ଟେଶନ ହାଉସ୍‌...

ପୁରୁଷଙ୍କୁ ବଳାତ୍କାର କରୁଛନ୍ତି ରୁଷୀୟ ସୈନ୍ୟ

ବ୍ରସେଲ୍ସ, ୫ା୫: ୟୁକ୍ରେନ୍‌ ଦଖଲ ପାଇଁ ଯାଇଥିବା ରୁଷୀୟ ସୈନ୍ୟଙ୍କ ଅମାନବୀୟ ଓ ବର୍ବର କାଣ୍ଡର ତାଲିକା ଲମ୍ବିଚାଲିଛି। ସାମରିକ ଅଭିଯାନ ନାଁରେ ୨ ମାସରୁ ଉର୍ଦ୍ଧ୍ୱ ସମୟ ଧରି ୟୁକ୍ରେନ୍‌ରେ ରୁଷିଆ ଧ୍ୱଂସଲୀଳା ଜାରି ରଖିଥିବାବେଳେ ସାଧାରଣଙ୍କ ଲୋକଙ୍କ...

ଚେନ୍ନାଇକୁ ପରାସ୍ତ କଲା ଆରସିବି

ପୁଣେ,୪।୫: ଆଇପିଏଲ ୨୦୨୨ର ୪୯ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ଚାରିଥର ଚାମ୍ପିଅନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ)କୁ ୧୩ ରନରେ ପରାସ୍ତ କରିଛି। ଆଜି ପୁଣେର ମହାରାଷ୍ଟ୍ର କ୍ରିକେଟ ଆସୋସିଏସନ ଷ୍ଟାଡିୟମରେ ଚାଲିଥିବା ଏହି ମ୍ୟାଚ୍‌ରେ ୧୭୪...

ଚେନ୍ନାଇ ସୁପର୍‌ କିଙ୍ଗ୍ସକୁ ୧୭୪ ରନ୍‌ର ଟାର୍ଗେଟ୍‌

ପୁଣେ,୪।୫: ପୁଣେର ଏମସିଏ ଷ୍ଟାଡିୟମରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟରେ ୪୯ତମ ଆଇପିଏଲ୍‌ ମ୍ୟାଚ୍‌ ଖେଳାଯାଉଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ବେଙ୍ଗାଲୁରୁ ନିର୍ଦ୍ଧାରିତ ଓଭରରେ ୮ ଉଇକେଟ୍‌ ହରାଇ ୧୭୩ ରନ୍‌...

ଭୁବନେଶ୍ୱର ଡିସିପି ଭାବେ ଦାୟିତ୍ୱ ନେଲେ ପ୍ରତୀକ ସିଂ

ଭୁବନେଶ୍ୱର,୪ା୫(ବ୍ୟୁରୋ): ଭୁବନେଶ୍ୱର ଡିସିପି ଭାବେ ଦାୟିତ୍ୱ ନେଇଛନ୍ତି ଆଇପିଏସ୍‌ ପ୍ରତୀକ ସିଂ। ୨୦୧୪ ବ୍ୟାଚ୍‌ର ଆଇପିଏସ ପ୍ରତୀକ ସିଂଙ୍କୁ ଡିସିପି ଅଫିସରେ ଅତିରିକ୍ତ ଡିସିପି, ଏସିପି ଓ ଆଇଆଇସିମାନେ ସ୍ବାଗତ କରିଥିଲେ। ଭୁବନେଶ୍ୱରରେ କାମ କରିବା ତାଙ୍କ ପାଇଁ ଚ୍ୟାଲେଞ୍ଜ...

ଶହୀଦ ସହାୟତା ରାଶି ବଢ଼ିଲା

ଭୁବନେଶ୍ୱର,୪ା୫(ବ୍ୟୁରୋ): ଯୁଦ୍ଧ ତଥା ଆତଙ୍କବାଦର ମୁକାବିଲା ସମୟରେ ଶହୀଦ ହେଉଥିବା ଓଡ଼ିଆ ଯବାନମାନଙ୍କ ଆତ୍ମୀୟସ୍ବଜନଙ୍କ ନିମନ୍ତେ ସହାୟତା ରାଶି ବୃଦ୍ଧି ପାଇଛି। ଏହି ସହାୟତା ରାଶି ୫ଲକ୍ଷରୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

୨ ସପ୍ତାହ ମଧ୍ୟରେ କର ପୌର ପରିଷଦ ନିର୍ବାଚନ ଘୋଷଣା, ରାଜ୍ୟ ସରକାରଙ୍କୁ ସୁପ୍ରିମ୍‌କୋର୍ଟଙ୍କ ଛାଟ…

ନୂଆଦିଲ୍ଲୀ, ୪।୫ : ମହାରାଷ୍ଟ୍ରରେ ସ୍ଥାନୀୟ ପୌର ପରିଷଦ ନିର୍ବାଚନକୁ ନେଇ ରାଜ୍ୟ ସରକାର ଏକ ବଡ଼ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ଆସନ୍ତା ୨ ସପ୍ତାହ ମଧ୍ୟରେ ବିଏମସି ଏବଂ ଅନ୍ୟାନ୍ୟ ସଂସ୍ଥାର ନିର୍ବାଚନର ତାରିଖ ଘୋଷଣା କରିବାକୁ ସୁପ୍ରିମକୋର୍ଟ...

ଆସୁଛି ଲଘୁଚାପ: ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର,୪ା୫(ବ୍ୟୁରୋ): ଅଶାନ୍ତ ହେଉଛି ଦକ୍ଷିଣ ଆଣ୍ଡାମାନ ସାଗର। ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ବୁଧବାର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ପରେ ଏହା ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବ। ଆଜି ସୃଷ୍ଟି ହୋଇଥିବା...

ବଢ଼ିଲା ରେପୋ ରେଟ୍‌, ଷ୍ଟକ୍‌ ବଜାର ତଳମୁହାଁ…

ନୂଆଦିଲ୍ଲୀ, ୪।୫ : ଭାରତୀୟ ରିଜର୍ଭ ବ୍ୟାଙ୍କ ପକ୍ଷରୁ ବୁଧବାର ରେପୋ ରେଟ୍‌ରେ ୦.୪୦ ପ୍ରତିଶତ ବୃଦ୍ଧି ହୋଇ ଏହା ୪.୪୦ ପ୍ରତିଶତ କରାଯାଇଛି। ଗଭର୍ନର ଶକ୍ତିକାନ୍ତ ଦାସ ଏହା ଘୋଷଣା କରିଛନ୍ତି। ଏହା ସହିତ ଆରବିଆଇ କ୍ୟାସ ରିଜର୍ଭ...

ଆର୍‌ବିଆଇ ଦେଲା ବଡ଼ ଝଟ୍‌କା, ରେପୋ ରେଟ୍‌ ୪.୪୦ ପ୍ରତିଶତକୁ ବୃଦ୍ଧି…

ନୂଆଦିଲ୍ଲୀ, ୪।୫ : ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ପକ୍ଷରୁ ବଡ଼ ଝଟ୍‌କା ପ୍ରଦାନ କରାଯାଇଛି। ରେପୋ ରେଟ୍‌ରେ ୦.୪୦ ପ୍ରତିଶତ ବୃଦ୍ଧି ହୋଇ ୪.୪୦ ପ୍ରତିଶତ କରାଯାଇଛି। ଗଭର୍ନର ଶକ୍ତିକାନ୍ତ ଦାସ ବୁଧବାର ଏହା ଘୋଷଣା କରିଛନ୍ତି। ଏହା...

ନମ୍ବର-୧ ହେଲା ଭାରତ

ଦୁବାଇ,୪।୫: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ(ଆଇସିସି) ବୁଧବାର ଟି-୨୦ ଅନ୍ତର୍ଜାତୀୟ ଦଳର ବାର୍ଷିକ ମାନ୍ୟତା ପ୍ରକାଶ କରିଛି। ଆଇସିସି ଦ୍ୱାରା ପ୍ରକାଶିତ ସର୍ବଶେଷ ର଼୍ୟାଙ୍କିଙ୍ଗରେ ଭାରତୀୟ ଦଳ ଟି-୨୦ରେ ଶୀର୍ଷ ସ୍ଥାନରେ ପହଞ୍ଚିଛି। ରୋହିତ ଶର୍ମା ଅଧିନାୟକ ହେବା ପରେ ଟିମ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri