Tag Archives: Home Middle

ରୁଷିଆରେ ସାମରିକ କ୍ଷମତା ଦଖଲ ଆଶଙ୍କା, ପଦବୀ ହରାଇଲେ ପୁଟିନ୍‌ଙ୍କୁ କରାଯାଇପାରେ ହତ୍ୟା…

ଓ୍ବାଶିଂଟନ, ୪।୫ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧକୁ ୭୦ଦିନ ବିତିଗଲାଣି। କିନ୍ତୁ ଯୁଦ୍ଧର ଏପର୍ଯ୍ୟନ୍ତ କୌଣସି ସମାଧାନ ହୋଇ ପାରିନି। ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଯୁଦ୍ଧ ଜିତିବାକୁ ଚାହୁଁଛନ୍ତି। ତେବେ ପୁଟିନଙ୍କୁ ହତ୍ୟା କରାଯାଇପାରେ ବୋଲି ମଧ୍ୟ...

କଂଗ୍ରେସର ଚିନ୍ତନ ପରେ ଭାଜପା ପକ୍ଷରୁ ହେବ ମନ୍ଥନ ଶିବିର…

ଯୋଧପୁର, ୪।୫ : ରାଜସ୍ଥାନରେ ଏବେ ରାଜନୈତିକ ସ୍ଥିତି ବୃଦ୍ଧି ପାଇବାରେ ଲାଗିଛି। ମେ’ ୧୩ରୁ ୧୫ କଂଗ୍ରେସ ପକ୍ଷରୁ ଚିନ୍ତନ ଶିବିର ଆୟୋଜନ କରାଯିବାର ଯୋଜନା ରହିଛି। ଶିବିରରେ ୫ ରାଜ୍ୟରେ ହୋଇଥିବା ବିଧାନସଭା ନିର୍ବାଚନର ପରାଜୟର ସମୀକ୍ଷା...

ଡବ୍ଲ୍ୟୁଏଚ୍‌ଓ ପୂର୍ବରୁ ଭାରତ ଜାରି କଲା କରୋନା ମୃତ୍ୟୁ ସଂଖ୍ୟା ରିପୋର୍ଟ…

ନୂଆଦିଲ୍ଲୀ, ୪।୫ : ଦେଶରେ କରୋନାରେ ଆକ୍ରାନ୍ତ ହୋଇ ଘଟିଥିବା ମୃତକଙ୍କ ସଂଖ୍ୟା ରିପୋର୍ଟ ଭାରତ ପକ୍ଷରୁ ଜାରି କରାଯାଇଛି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ମୃତ୍ୟୁ ସଂଖ୍ୟା ଜାରି କରିବା ପୂର୍ବରୁ ଭାରତ ମୃତ୍ୟୁ ସଂଖ୍ୟା ସମ୍ପର୍କରେ ସୂଚନା...

ଜାତିସଂଘରେ ପହଞ୍ଚିଲା ଯୋଧପୁର ହିଂସା…

ଜେନେଭା/ନୂଆଦିଲ୍ଲୀ, ୪।୫ : ରାଜସ୍ଥାନର ଯୋଧପୁରରେ ହୋଇଥିବା ହିଂସା ଏବେ ମିଳିତ ଜାତିସଂଘରେ ପହଞ୍ଚିଛି। ଏହା ଉପରେ ଆଲୋଚନା ମଧ୍ୟ କରାଯାଉଛି। ମିଳିତ ଜାତିସଂଘ ପ୍ରବକ୍ତା ବୁଧବାର ଭାରତ ସରକାର ଏବଂ ଏଜେନ୍ସିଗୁଡ଼ିକୁ ସହରରେ ଶାନ୍ତି ଏବଂ ସୌହାର୍ଦ୍ଦ୍ୟ ରକ୍ଷା...

ତିନି ତଲାକ୍‌ ପରେ ଏବେ ’ତଲାକ୍‌-ଇ-ହସନ୍‌’କୁ ନେଇ ଚର୍ଚ୍ଚା, ଏସ୍‌ସିରେ ପିଟିଶନ ଦାଖଲ…

ନୂଆଦିଲ୍ଲୀ, ୪।୫ : ତିନି ତଲାକ୍‌ ପରେ ଏବେ ’ତଲାକ୍‌-ଇ-ହସନ୍‌’କୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ଏନେଇ ଜଣେ ମୁଓଲମାନ୍‌ ମହିଳା ସମସ୍ତଙ୍କ ପାଇଁ ଆଇନ ବ୍ୟବସ୍ଥା ହେବାର ଆବଶ୍ୟକତା ଦର୍ଶାଇ ସୁପ୍ରିମ୍‌କୋର୍ଟ(ଏସ୍‌ସି)ରେ ଏକ ପିଟିଶନ ଦାଖଲ କରିଛନ୍ତି। ’ତଲାକ୍‌-ଇ-ହସନ୍‌’...

ରୁଷିଆ-ୟୁକ୍ରେନ୍‌ ଯୁଦ୍ଧରେ ହିଟଲରଙ୍କ ଏଣ୍ଟ୍ରି…

ମସ୍କୋ/କ୍ୱିଭ୍‌, ୪।୫ : ରୁଷିଆ-ୟୁକ୍ରେନ୍‌ ଯୁଦ୍ଧରେ ଏବେ ନାଜିର ଏକଛତ୍ରବାଦୀ ଶାସକ ଆଡଲଫ ହିଟଲରଙ୍କ ଏଣ୍ଟ୍ରି ହୋଇଛି। ରୁଷିଆର ବୈଦେଶିକ ମନ୍ତ୍ରୀ ସର୍ଗେଇ ଲାଓ୍ବରୋଓ୍ବ ୟୁକ୍ରେନ ରାଷ୍ଟ୍ରପତି ଜେଲେନସ୍କିଙ୍କୁ ହିଟଲରଙ୍କ ସହ ତୁଳନା କରି ଏକ ବିବାଦ ସୃଷ୍ଟି କରିଛନ୍ତି।...

ଏକଛତ୍ରବାଦୀ ଶାସକ ପୁଣି କଲେ କ୍ଷେପଣାସ୍ତ୍ର ପରୀକ୍ଷଣ…

ସିଓଲ୍‌, ୪।୫ : ଆଣବିକ ପରୀକ୍ଷଣ କରାଯିବା ଲାଗି ବିଶ୍ୱସ୍ତରରେ ବାରଣ କରାଯାଇଛି। କିନ୍ତୁ ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ୍‌ ଉନ୍‌ ଏହି କଟକଣାକୁ ଲଗାତାର ଅଣଦେଖା କରୁଛନ୍ତି। ତାଙ୍କର ଆଣବିକ ପରୀକ୍ଷଣ ଯୋଗୁ ଆମେରିକା ସମେତ...

ଦିନେ କମିଲେ ପୁଣି ବଢୁଛି…

ନୂଆଦିଲ୍ଲୀ, ୪।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ...

୮ ସ୍ଥାନ ତଳକୁ ଖସିଲା ଭାରତ

ନୂଆଦିଲ୍ଲୀ,୪ା୫: ଓ୍ବାଲର୍‌ଡ ପ୍ରେସ୍‌ ଫ୍ରିଡମ୍‌ ଇଣ୍ଡେକ୍ସ ୨୦୨୨ରେ ଭାରତ ୮ ପାଦ ତଳକୁ ଖସିଛି। ଗତବର୍ଷ ଦେଶ ୧୪୨ତମ ସ୍ଥାନରେ ରହିଥିବାବେଳେ ଚଳିତ ବର୍ଷ ୧୫୦ତମ ସ୍ଥାନରେ ରହି ବିଶ୍ୱରେ ୪୧ ସ୍କୋର ରଖିଛି। ମେ’ ୩ରେ ବିଶ୍ୱ ପ୍ରେସ୍‌...

କଟକ, ଭୁବନେଶ୍ୱରରେ ଛେଚିଲା

ଭୁବନେଶ୍ୱର,୪ା୫(ବ୍ୟୁରୋ): ରାଜ୍ୟରେ ଗତ କିଛି ଦିନ ହେବ ଗ୍ରୀଷ୍ମ ପ୍ରବାହ ଯୋଗୁ ଲୋକେ ହନ୍ତସନ୍ତ ହେଉଥିଲେ। ତତଲା ହାୱା ସାଙ୍ଗକୁ ଅସହ୍ୟ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଇଥିଲା। ଏଭଳି ସମୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ମଙ୍ଗଳବାର କାଳବୈଶାଖୀଜନିତ ଝଡ଼ବର୍ଷା...

ପଞ୍ଜାବକୁ ୧୪୪ରନ୍‌ର ଟାର୍ଗେଟ

ମୁମ୍ବାଇ,୩।୫: ଚଳିତ ଆଇପିଏଲରେ ଚମତ୍କାର ପ୍ରଦର୍ଶନ କରି ଆସୁଥିବା ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଗୁଜରାଟ ଟିମ୍‌ ମଙ୍ଗଳବାର ଖେଳାଯାଉଥିବା ମ୍ୟାଚ୍‌ରେ ନିରାଶାଜନକ ପ୍ରଦର୍ଶନ କରିଛି। କେବଳ ସାଇ ସୁଦର୍ଶନକୁ ଛାଡ଼ିଦେଲେ ପଞ୍ଜାବ କିଙ୍ଗସର ବୋଲରଙ୍କ ଆଗରେ ତିଷ୍ଠି ପାରିନାହାନ୍ତି ଗୁଜରାଟ ଟାଇଟନ୍ସର...

୧୦ରେ ବାତ୍ୟା ସମ୍ଭାବନା

ଭୁବନେଶ୍ୱର,୩ା୫(ବ୍ୟୁରୋ)- ଦକ୍ଷିଣ ଆଣ୍ଡାମାନ ଓ ଏହାର ଆଖପାଖ ଅଞ୍ଚଳରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଆସନ୍ତା ୬ ତାରିଖରେ ଏହା ଲଘୁଚାପରେ ପରିଣତ ହେବ। ଏହାର ୨୪ ଘଣ୍ଟା ମଧ୍ୟରେ ଲଘୁଚାପ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri