Tag Archives: Home Middle

ଲ୍ୟାଣ୍ଡିଙ୍ଗ ପୂର୍ବରୁ ଝଡ ଭିତରେ ଫସିଗଲା ସ୍ପାଇସ ଜେଟ: ୪୦ ଯାତ୍ରୀ ଆହତ

କୋଲକାତା,୨ ।୫: ପଶ୍ଚିମବଙ୍ଗର ଦୁର୍ଗାପୁରରେ ରବିବାର ସ୍ପାଇସ ଜେଟର ଏକ ଯାତ୍ରୀବାହୀ ବିମାନ ଲ୍ୟାଣ୍ଡିଙ୍ଗ ସମୟରେ ଝଡ ବର୍ଷା ମଧ୍ୟରେ ଫସି ଯାଇଥିଲା । ଫଳରେ ପ୍ରାୟ ୪୦ ଜଣ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି । ସ୍ପାଇସ...

୩ ମନ୍ତ୍ରୀଙ୍କ ସମେତ ଏକ ତୃତୀୟାଂଶ ବିଧାୟକଙ୍କ ଟିକଟ କଟିବା ଆଶଙ୍କା, ରଣନୀତି ପ୍ରସ୍ତୁତ କଲା ଭାଜପା…

ଶିମ୍‌ଲା, ୨।୫ : ଗତ ଚାରିମାସ ମଧ୍ୟରେ ଦୁଇଟି ଆଭ୍ୟନ୍ତରୀଣ ସର୍ଭେର ଫଳାଫଳକୁ ନେଇ ହିମାଚଳ ପ୍ରଦେଶରେ ଭାଜପା ପକ୍ଷରୁ ଆସନ୍ତା ବିଧାନସଭା ନିର୍ବାଚନ ପୂର୍ବରୁ ରାଜ୍ୟର ତିନିଜଣ ମନ୍ତ୍ରୀଙ୍କ ସମେତ ଏକ ତୃତୀୟାଂଶ ବିଧାୟକଙ୍କ ଟିକେଟ କାଟିବ ବୋଲି...

ପୂର୍ବ ଭାଗରେ ରୁଷିଆ ଆକ୍ରମଣର କଡା ବିରୋଧ କରୁଛି ୟୁକ୍ରେନ ସେନା

କ୍ୱିଭ,୨ ।୫: ରୁଷିଆ-ୟୁକ୍ରେନ ଯୁଦ୍ଧକୁ ମାସେ ପୁରଣ ହୋଇ ସାରିଲାଣି । ରୁଷିଆର ଆକ୍ରମଣକୁ ସାମ୍ନା କରୁଥିବା ୟୁକ୍ରେନ୍ ସେନା ବେଳକୁ ବେଳ ଏହାର କଡା ଜବାବ ଦେଇ ଚାଲିଛି । ଏବେ ୟୁକ୍ରେନ୍ ସେନା ଦାବି କରିଛି ଯେ...

ସକାଳ ୬ରୁ ସ୍କୁଲ୍‌ ଗଲେ ପିଲା

ଭୁବନେଶ୍ୱର,୨ା୫(ବ୍ୟୁରୋ): ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏପ୍ରିଲ ୨୬ରୁ ୩୦ ପର୍ଯ୍ୟନ୍ତ ସ୍କୁଲ ବନ୍ଦ ନିଷ୍ପତ୍ତି ନେଇଥିଲେ ସରକାର। ତେବେ ଛୁଟି ସରିବା ପରେ ଆଜି ପୁଣି ଥରେ ରାଜ୍ୟରେ ସମସ୍ତ ସ୍କୁଲ ଖୋଲିଛି। ସକାଳ ୬ଟାରୁ ପିଲାମାନେ...

ଓସମାନିଆ ବିଶ୍ୱବିଦ୍ୟାଳୟରେ ରାହୁଲଙ୍କ ପ୍ରବେଶ ମନା…

ହାଇଦ୍ରାବାଦ୍‌, ୨।୫ : ଓସମାନିଆ ବିଶ୍ୱବିଦ୍ୟାଳୟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ପ୍ରବେଶକୁ ମନା କରାଯାଇଛି। ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ରାହୁଲଙ୍କ ଅଣ-ରାଜନୈତିକ ପରିଦର୍ଶନ ପାଇଁ ଅନୁମତି ଦିଆଯାଇନାହିଁ। ଯଦିଓ ଏହା ବିଷୟରେ ଆନୁଷ୍ଠାନିକ ଭାବେ କିଛି କୁହାଯାଇ ନାହିଁ, କିନ୍ତୁ...

ଝିଅ ପାଇଁ ଯେଉଁ ବରପାତ୍ର ଠିକ୍‌ କରିଥିଲେ ବାପା, ତାଙ୍କୁ ଚାକିରି ଅଫର ଦେଲେ ଝିଅ, ଦରମା ଜାଣିଲେ…

ବେଙ୍ଗାଲୁରୁ,୨ା୫: ପ୍ରତ୍ୟେକ ମା’-ବାପା ନିଜ ପିଲାମାନଙ୍କ ପାଇଁ ଉପଯୁକ୍ତ ବରପାତ୍ର ଖୋଜିଥାନ୍ତି। ଆଜିର ସମୟରେ ଅଧିକାଂଶ ପିଲା ନିଜ ପସନ୍ଦର ଜୀବନସାଥୀ ବାଛୁଛନ୍ତି। ଏମିତି କ୍ଷେତ୍ରରେ ଜଣେ ବାପା ଝିଅ ପାଇଁ ଏକ ବିବାହ ପ୍ରସ୍ତାବ ଆଣିଥିଲେ। ପୁଅର ପ୍ରୋଫାଇଲ...

ମୋଦିଙ୍କ ତିନି ଦିନିଆ ୟୁରୋପ ଗସ୍ତ

ନୂଆଦିଲ୍ଲୀ,୨ ।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ୩ ଦିନିଆ ୟୁରୋପ ଗସ୍ତରେ ସୋମବାର ସକାଳୁ ଜର୍ମାନୀ ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି । ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ(ପିଏମଓ) ପକ୍ଷରୁ ଟୁଇଟ କରି ଏହି ସୂଚନା ଦିଆଯାଇଛି । ପ୍ରଥମେ ମୋଦି...

ରୁଷିଆକୁ ୟୁକ୍ରେନର କଡ଼ା ଚେତାବନୀ

କ୍ୱିଭ୍‌,୨ା୫: ଆଜିକୁ ୬୮ ଦିନରେ ପହଞ୍ଚିଛି ରୁଷିଆ-ୟୁକ୍ରେନ ଯୁଦ୍ଧ। ଏହାର ଶେଷ କେବେ ହେବ ତାହା କାହାକୁ ଜଣାନାହିଁ। ଏମିତି ସମୟରେ ୟୁକ୍ରେନ ରାଷ୍ଟ୍ରପତି ଜେଲେନସ୍କିଙ୍କ ଧମକକୁ ନେଇ ସବୁଠି ଚର୍ଚ୍ଚା। ରୁଷିଆ ସେନାଙ୍କୁ କଡ଼ା ଚେତାବନୀ ଦେଇଛନ୍ତି ଜେଲେନସ୍କି...

ଶ୍ରୀମନ୍ଦିର ସିଂହଦ୍ୱାର ଗୁମୁଟ ଉପରୁ ଡେଇଁପଡ଼ିଲେ କିନ୍ନର

ପୁରୀ ଅଫିସ,୧।୫: ଶ୍ରୀମନ୍ଦିର ସିଂହଦ୍ୱାର ଗୁମୁଟ ଉପରୁ ଡେଇଁ ଜଣେ କିନ୍ନର ରବିବାର ଆତ୍ମହତ୍ୟା କରିଛନ୍ତି। ସେ ହେଲେ ବଳରାମ ରାଉତ ଓ ଘର ନିମାପଡ଼ା ଅଞ୍ଚଳରେ ବୋଲି ଜଣାପଡିଛି। ତେବେ ସେ କେଉଁ ପରିସ୍ଥିତିରେ ଗୁମୁଟ ଉପରୁ ଡେଇଁଲେ...

ଦାୟିତ୍ୱ ନେବାର ପ୍ରଥମ ଦିନରେ ଆକ୍ସନ୍‌ ମୋଡ୍‌ରେ ସ୍ଥଳସେନା ମୁଖ୍ୟ

ନୂଆଦିଲ୍ଲୀ,୧ା୫: ଭାରତର ନୂଆ ସ୍ଥଳସେନା ମୁଖ୍ୟ ଭାବେ କାର୍ଯ୍ୟରେ ଯୋଗ ଦେଇଛନ୍ତି ଲ୍ୟୁଟନାଣ୍ଟ ଜେନେରାଲ ମନୋଜ ପାଣ୍ଡେ। ଦାୟିତ୍ୱ ନେବାର ପ୍ରଥମ ଦିନରେ ସେ ଆକ୍ସନ୍‌ ମୋଡ୍‌ରେ ନଜର ଆସିଛନ୍ତି। ଭାରତ-ଚାଇନା ସୀମାରେ ଦେଶର ସାର୍ବଭୌମତ୍ୱକୁ ହରାଇବାକୁ ଦିଆଯିବ ନାହିଁ...

ପୁଟିନଙ୍କ ହେବ କ୍ୟାନସର ଅପରେଶନ

କ୍ୱିଭ୍‌,୧ା୫: ରୁଷିଆ ରାଷ୍ଟ୍ରପତି ଭାଦିମିର ପୁଟିନ କ୍ୟାନସର ଅପରେଶନ ପାଇଁ ପ୍ରସ୍ତୁତ ହେଉଛନ୍ତି। ଏଥିପାଇଁ ୟୁକ୍ରେନ ସହ ଯୁଦ୍ଧ ଛାଡ଼ିବାକୁ ବାଧ୍ୟ ହୋଇଛନ୍ତି। ଖବର ମୁତାବକ, ପୁଟିନ ଏହି ଆକ୍ରମଣକୁ ସାମୟିକ ଭାବେ ନିୟନ୍ତ୍ରଣ କରିବା ପାଇଁ ପୂର୍ବତନ ଏଫ୍‌ଏସ୍‌ବି...

ଏପ୍ରିଲ୍‌ରେ ରେକର୍ଡ ଜିଏସ୍‌ଟି ସଂଗ୍ରହ, ୧.୬୮ ଲକ୍ଷ କୋଟି ଟିକସ…

ନୂଆଦିଲ୍ଲୀ, ୧।୫ : ଏପ୍ରିଲ ୨୦୨୨ ରେ, ଦେଶରେ ଜିଏସ୍‌ଟି ଲାଗୁ ହେବା ପରଠାରୁ ସର୍ବାଧିକ ଟିକସ ସଂଗ୍ରହ କରାଯାଇଛି। ୨୦୨୨-୨୩ ଆର୍ଥିକ ବର୍ଷର ଆରମ୍ଭରେ ଜିଏସ୍‌ଟି ସଂଗ୍ରହରେ ରେକର୍ଡ ବୃଦ୍ଧି ଘଟିଛି। ଚଳିତ ମାସରେ ମୋଟ ୧,୬୭,୫୪୦ କୋଟି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri