Tag Archives: Home Middle

ପୁଣି ଫେରିବ କରୋନା କଟକଣା, ମୁଖ୍ୟମନ୍ତ୍ରୀ-ସ୍ବାସ୍ଥ୍ୟମନ୍ତ୍ରୀ ଦେଲେ ସୂଚନା…

ମୁମ୍ବାଇ, ୧।୫ : ମହାରାଷ୍ଟ୍ରରେ ପୁଣି କରୋନା କଟକଣା ଫେରିବାକୁ ଯାଉଛି। ଏଠାରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ହୋଇପାରେ। କରୋନା ସଂକ୍ରମଣ ବୃଦ୍ଦି ପାଉଥିବାରୁ ପୁଣି ମାସ୍କର ନିୟମ ଲାଗୁ ହେବ ବୋଲି ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ରାଜେଶ ଟୋପେ କହିଛନ୍ତି।...

୪ ମାସରେ ୧୫ ପାକିସ୍ତାନୀ ଆତଙ୍କବାଦୀଙ୍କ ଏନ୍‌କାଉଣ୍ଟର…

ଶ୍ରୀନଗର, ୧।୫ : ଚଳିତ ବର୍ଷ ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ବିରୋଧୀ ଅପରେଶନ୍‌ରେ ମିଳିତ ସୁରକ୍ଷା ବାହିନୀଙ୍କୁ ଏକ ବଡ଼ ସଫଳତା ମିଳିଛି। ଗତ ବର୍ଷ ସମାନ ସମୟ ତୁଳନାରେ ଚଳିତ ବର୍ଷ ୪ ମାସ ମଧ୍ୟରେ ଏପର୍ଯ୍ୟନ୍ତ କାଶ୍ମୀରରେ ଆତଙ୍କବାଦୀଙ୍କ...

ମେ’ ୨ରୁ ପ୍ରଧାନମନ୍ତ୍ରୀଙ୍କ ୬୫ ଘଣ୍ଟିଆ ବିଦେଶ ଗସ୍ତ…

ନୂଆଦିଲ୍ଲୀ, ୧।୫ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚଳିତ ବର୍ଷ ପ୍ରଥମ ବିଦେଶ ଗସ୍ତ ସୋମବାର, ମେ ୨ରୁ ଆରାମ୍ଭ ହେଉଛି। ଏହି ଅବସରରେ ସେ ଜର୍ମାନୀ, ଡେନମାର୍କ ଏବଂ ଫ୍ରାନ୍ସ ଗସ୍ତ କରିବେ। ସରକାରୀ ସୂତ୍ର ଅନୁଯାୟୀ, ଏହି...

ପୁଣି ଗୃହଯୁଦ୍ଧ ମୁହାଁ ଆଫଗାନିସ୍ତାନ…

କାବୁଲ, ୧।୫ : ପ୍ରାୟ ଦୁଇ ଦଶନ୍ଧି ପୂର୍ବରୁ ଆଫଗାନିସ୍ତାନରେ ତାଲିବାନ ୨୦୦୧ରେ ନାଟୋ ସୈନ୍ୟଙ୍କ ଉପରେ ଙ୍‌ଆକ୍ରମଣ କରିଥିଲା। ତାଲିବାନ ଆଫଗାନିସ୍ତାନରେ କ୍ଷମତା ହାସଲ କରିବାକୁ ତାଲିବାନ ଉଦ୍ୟମ କରୁଥିଲା। ମାତ୍ର ଏବେ ସମୟ ବଦଳି ଯାଇଛି। ବର୍ତ୍ତମାନ...

ସ୍କୁଲରେ ପଢୁଥିବାବେଳେ ନିଜ ପିଲାଙ୍କୁ ଦେଖିପାରିବେ ଅଭିଭାବକ…

ନୂଆଦିଲ୍ଲୀ, ୧।୫ : ରାଜଧାନୀ ଦିଲ୍ଲୀରେ, ଖୁବ୍‌ ଶୀଘ୍ର ଅଭିଭାବକମାନେ ସେମାନଙ୍କ ପିଲାମାନଙ୍କୁ ସ୍କୁଲ୍‌ରେ ପଢୁଥିବା ସମୟରେ  ମୋବାଇଲରେ  ଦେଖିପାରିବେ।  ଏହା ମେ ମାସରୁ ଆରମ୍ଭ ହେବାକୁ ଯାଉଛି । ଏହି ଯୋଜନାରେ କାର୍ଯ୍ୟ କରୁଥିବା ପବ୍ଲିକ ୱାର୍କସ ବିଭାଗ...

୬ ବର୍ଷର ରେକର୍ଡ ଭାଙ୍ଗିଲା ବିଦ୍ୟୁତ୍‌ ସଙ୍କଟ, ୬ ରାଜ୍ୟ ଅଧିକ ପ୍ରଭାବିତ…

ନୂଆଦିଲ୍ଲୀ, ୧।୫ : ଦେଶରେ ତାତି ବଢ଼ିବା ସହିତ କୋଇଲା ଅଭାବ ଯୋଗୁଁ ବିଦ୍ୟୁତ ସଙ୍କଟ ବୃଦ୍ଧି ପାଇବାରେ ଲାଗିଛି। ପାୱାର ସିଷ୍ଟମ ଅପରେଶନ କର୍ପୋରେଶନର ରିପୋର୍ଟ ଅନୁଯାୟୀ, ଗତ ୬ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଦେଶରେ...

ପୁଣି ଘନେଇଲା ସଙ୍କଟ, ସକ୍ରିୟ ମାମଲା ଉପର ମୁହାଁ…

ନୂଆଦିଲ୍ଲୀ, ୧।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ...

୯ରେ ଅଲ୍‌ଆଉଟ୍‌ ଓ୍ବାର

ଲଣ୍ଡନ/ମସ୍କୋ, ୧।୫: ଫେବୃୟାରୀ ୨୪ରେ ରୁଷିଆ ଆକ୍ରମଣ କରିବା ପରଠୁ ୟୁକ୍ରେନ୍‌ର ବିଭିନ୍ନ ସହର ଧ୍ୱସ୍ତବିଧ୍ୱସ୍ତ ହେବା ସହ ହଜାର ହଜାର ନିରୀହଙ୍କ ଜୀବନ ଗଲାଣି। ଏହାସତ୍ତ୍ୱେ ଏହି ପୂର୍ବ ୟୁରୋପୀୟ ରାଷ୍ଟ୍ରକୁ ମସ୍କୋ ଦଖଲ କରିପାରିନାହିଁ। ମାତ୍ର ୫...

ତୃତୀୟ ସାମ୍ମୁଖ୍ୟ: ସମୟ ଆସିଲେ ନିଷ୍ପତ୍ତି

ନୂଆଦିଲ୍ଲୀ,୧।୫: ଆଗାମୀ ଲୋକ ସଭା ଏବଂ ରାଷ୍ଟ୍ରପତି ନିର୍ବାଚନକୁ ନେଇ ବିଜେଡିର ଯୋଜନା ସମ୍ପର୍କରେ ଦଳ ସଭାପତି ତଥା ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାପିଚୁପି ମତ ରଖିଛନ୍ତି। ପ୍ରସ୍ତାବିତ ତୃତୀୟ ସାମ୍ମୁଖ୍ୟ ନେଇ ପ୍ରଶ୍ନ ହେବାରୁ ନିର୍ବାଚନ ବହୁତ...

ଏମ୍‌ଆଇ ବିଜୟୀ…

ମୁମ୍ବାଇ, ୩୦।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୪୪ ତମ ମ୍ୟାଚ୍‌ରେ ଶନିବାର ରାଜସ୍ଥାନ ରୟାଲର୍‌ସ (ଆର୍‌ଆର୍‌) ବିପକ୍ଷରେ ମୁମ୍ବାଇ ଇଣ୍ଡିଆନ୍ସ୍‌ (ଏମ୍‌ଆଇ) ବିଜୟ ହାସଲ କରିଛି ।  ଧାର୍ଯ୍ୟ ୧୫୯ ରନ୍ ଲକ୍ଷ୍ୟର ପିଛା କରି  ଏମ୍...

ଅଭିଯୁକ୍ତଙ୍କ ଯେ କୌଣସି ସମ୍ପର୍କୀୟଙ୍କ ବ୍ୟାଙ୍କ ଖାତା ଜବତ କରାଯାଇ ପାରିବ…

ଶ୍ରୀନଗର, ୩୦।୪ : ଆବଶ୍ୟକସ୍ଥଳେ ଅଭିଯୁକ୍ତଙ୍କ ଯେ କୌଣସି ସମ୍ପର୍କୀୟଙ୍କ ବ୍ୟାଙ୍କ ଖାତା ଜବତ କରାଯାଇ ପାରିବ। ଜମ୍ମୁ-କଶ୍ମୀର ଏବଂ ଲଦ୍ଦାଖ ହାଇକୋର୍ଟ ଏକ ମାମଲାର ବିଚାର କରି ଏଭଳି କହିଛନ୍ତି। ସିଆର୍‌ପିସି ଧାରା ୧୦୨ ଅନ୍ତର୍ଗତ ଏହା ହେବ...

ଅଭିଯୁକ୍ତଙ୍କ ସହିତ ପୀଡ଼ିତାଙ୍କ ପ୍ରତି ନ୍ୟାୟ କରାଯିବା ଜରୁରୀ ଦର୍ଶାଇ ମାମଲା ସ୍ଥାନାନ୍ତରଣ ଆବେଦନ ଖାରଜ କଲେ ହାଇକୋର୍ଟ…

ଆହ୍ଲାବାଦ, ୩୦।୪ : ନ୍ୟାୟ କେବଳ ଅଭିଯୁକ୍ତଙ୍କ ପାଇଁ ନୁହେଁ, ପୀଡ଼ିତାଙ୍କ ଲାଗି ମଧ୍ୟ ଏହା ଅପରିହାର୍ଯ୍ୟ। ଏକ ସାମୁହିକ ବଳାତ୍କାର ମାମଲାରେ ଆହ୍ଲାବାଦ ହାଇକୋର୍ଟ ଏଭଳି କହିଛନ୍ତି। ଏହି ମାମଲାର ସ୍ଥାନାନ୍ତରଣ ଅନ୍ୟ କୋର୍ଟକୁ କରାଯିବା ଲାଗି ଅଭିଯୁକ୍ତମାନଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri