Tag Archives: Home Middle

ଟସ୍‌ ଜିତିଲା ପଞ୍ଜାବ: ଆରମ୍ଭରୁ ଲକ୍ଷ୍ନୌକୁ ଝଟ୍‌କା

ପୁଣେ,୨୯।୪: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୨ରେ ଶନିବାର ପଞ୍ଜାବ କିଙ୍ଗ୍ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟ୍ସ ମଧ୍ୟରେ ମୁକାବିଲା ଆରମ୍ଭ ହୋଇଛି। ପୁଣେର ମହାରାଷ୍ଟ୍ର କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ଅନୁଷ୍ଠିତ ଏହି ମୁକାବିଲାରେ ପଞ୍ଜାବ ଅଧିନାୟକ ମୟଙ୍କ ଅଗ୍ରଓ୍ବାଲ ଟସ୍‌...

ଲେଫ୍ଟନାଣ୍ଟ ଜେନେରାଲ ବିଏସ୍‌ ରାଜୁ ହେଲେ ସ୍ଥଳସେନା ଉପମୁଖ୍ୟ

ନୂଆଦିଲ୍ଲୀ,୨୯।୪: ଲେଫ୍ଟନାଣ୍ଟ ଜେନେରାଲ ବିଏସ ରାଜୁଙ୍କୁ ସ୍ଥଳସେନାର ଉପ ମୁଖ୍ୟ ଭାବେ ନିଯୁକ୍ତ କରାଯାଇଛି। ସେ ମେ’ ୧ରୁ ଦାୟିତ୍ୱ ନେବେ। ଶୁକ୍ରବାର ତାଙ୍କ ନିଯୁକ୍ତି ଉପରେ ମୋହର ବାଜିଥିବା ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ବିଜାପୁର ସୈନିକ ସ୍କୁଲ...

ବଦଳିଲେ କଟକ, ଭୁବନେଶ୍ୱର ଡିସିପି

ଭୁବନେଶ୍ୱର,୨୯।୪(ବ୍ୟୁରୋ): ଆଇପିଏସ୍‌ ସ୍ତରରେ ବଡ଼ ଅଦଳବଦଳ ହୋଇଛି। ଶୁକ୍ରବାର ରାଜ୍ୟ ସରକାର ଏଭଳି ଅଦଳବଦଳ କରିଛନ୍ତି। କଟକ ଓ ଭୁବନେଶ୍ୱର ଡିସିପିଙ୍କୁ ବଦଳି କରାଯାଇଛି। କଟକର ନୂଆ ଡିସିପି ଭାବେ ପିନାକ ମିଶ୍ରଙ୍କୁ ନିଯୁକ୍ତି କରାଯାଇଥିବା ବେଳେ ଭୁବନେଶ୍ୱର ନୂଆ...

ତାତିରୁ ମିଳିବ ମୁକ୍ତି: ୪ରେ ଲଘୁଚାପ

ଭୁବନେଶ୍ୱର,୨୯।୪(ବ୍ୟୁରୋ): ଡହଡ଼ହ ଖରାରେ ସିଝୁଛି ସାରା ସହର । ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବା ବେଳେ ତାତିରେ ଅସ୍ତବ୍ୟସ୍ତ ହୋଇପଡ଼ୁଛି ଜନଜୀବନ। ଆଗାମୀ ୨ ଦିନ ଯାଏ ତାତିରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ହେଲେ...

୫୮ ବର୍ଷରେ ମାଟ୍ରିକ ପରୀକ୍ଷା ଦେଲେ ବିଧାୟକ

ଫୁଲବାଣୀ ଅଫିସ,୨୯ା୪: ମନରେ ପାଠ ପଢ଼ିବାର ଇଚ୍ଛା ଥିଲେ ବୟସ କେବେ ବି ବାଧକ ସାଜେନା। ଏହାର ଏକ ଉଦାହରଣ ପାଲଟିଛନ୍ତି ଫୁଲବାଣୀ ବିଧାୟକ ଅଙ୍ଗଦ କହଁର। ୫୮ ବର୍ଷ ବୟସରେ ସେ ମାଟ୍ରିକ ପରୀକ୍ଷା ଦେଇଛନ୍ତି। ଯାହାକୁ ନେଇ...

ଭାରତ ପାଇଁ ଆମ ଦ୍ୱାର ଖୋଲା: ଆମେରିକା

ଓ୍ବାଶିଂଟନ,୨୯ା୪: ଆମେରିକା କହିଛି ୫୫ରୁ ଅଧିକ ଦେଶ ଇଣ୍ଟରନେଟର ଭବିଷ୍ୟତ ବିଷୟରେ ଏକ ଘୋଷଣାପତ୍ର ଜାରି କରିଛନ୍ତି। ଭାରତ ଭଳି ଦେଶ ପାଇଁ ଏହାର ଦ୍ୱାର ଏବେ ବି ଖୋଲା ଅଛି, ଯିଏ କି ଏଥିରେ ଯୋଗ ଦେଇପାରିବ। ଆମେରିକା...

‘ମୁଁ ଏବେ ବି ଟୁଇଟରରେ ଅଛି’

ନ୍ୟୁୟର୍କ,୨୯ା୪: ଏଲୋନ ମସ୍କଙ୍କ ଦ୍ୱାରା ଟୁଇଟର ଅଧିଗ୍ରହଣ ପରେ ସିଇଓ ପରାଗ ଅଗ୍ରଓ୍ବାଲଙ୍କୁ ବାହାର କରାଯାଇପାରେ ବୋଲି କଳ୍ପନାଜଳ୍ପନା କରାଯାଇଥିଲା। ଏହାର ମୁଖ୍ୟ କାରଣ ହେଉଛି ମୁକ୍ତ ଭାଷଣ ଉପରେ ମସ୍କଙ୍କ ସହିତ ତାଙ୍କର ମତପାର୍ଥକ୍ୟ। ପରାଗ ଟୁଇଟରକୁ ଏକ...

୪୪ ବ୍ଲକ୍‌କୁ ଭୂତଳ ଜଳ ବିପଦ

ଭୁବନେଶ୍ୱର,୨୯ା୪(ବ୍ୟୁରୋ): ରାଜ୍ୟରେ ଗ୍ରୀଷ୍ମର ପ୍ରକୋପ ବଢ଼ି ଚାଲିଛି। ପ୍ରବଳ ଖରା ଯୋଗୁ ରାଜ୍ୟର ଜଳ ଉତ୍ସ ଉପରେ ଗଭୀର ପ୍ରଭାବ ପଡ଼ିବାରେ ଲାଗିଛି। ଆବଶ୍ୟକ ବର୍ଷା ହେଉ ନ ଥିବାରୁ ନଦୀ, ପୋଖରୀ ଓ ହ୍ରଦ ବର୍ଷାଦିନର ବହୁ ପୂର୍ବରୁ...

ଆଜିଠୁ ମାଟ୍ରିକ ପରୀକ୍ଷା

ଭୁବନେଶ୍ୱର,୨୯/୪(ବ୍ୟୁରୋ): ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ଶୁକ୍ରବାରଠାରୁ ମାଟ୍ରିକ ପରୀକ୍ଷା(ସମେଟିଭ ଆସେସମେଣ୍ଟ-୨) ଆରମ୍ଭ ହେବ। ୩ ହଜାର ୫୪୦ ପରୀକ୍ଷା କେନ୍ଦ୍ରରେ ମୋଟ ୫ଲକ୍ଷ ୮୫ ହଜାର ୭୩୦ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେବେ। ସେଥିରୁ ୨୧୫ଟି କେନ୍ଦ୍ରରେ ରାଜ୍ୟ...

୭ ବିଲିୟନ ଡଲାରରୁ ଅଧିକ ଅର୍ଥ ମାଗିପାରନ୍ତି ଶାହାବାଜ

ଇସଲାମାବାଦ,୨୮ା୪: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନଙ୍କ ଅଧୀନରେ ପାକିସ୍ତାନ ଦାରିଦ୍ର୍ୟ ଅବସ୍ଥାକୁ ଚାଲିଯାଇଛି। ବର୍ତ୍ତମାନ ତଥା ନୂଆ ପ୍ରଧାନମନ୍ତ୍ରୀ ଶାହାବାଜ ଶରିଫଙ୍କ ହାତରେ ପାକିସ୍ତାନ ରହିଛି। ଦେଶକୁ ଦାରିଦ୍ର୍ୟ ମୁକ୍ତ କରିବା ପାଇଁ ଶାହାବାଜ ପୂର୍ବରୁ ଚେଷ୍ଟିତ ଅଛନ୍ତି। ପ୍ରଧାନମନ୍ତ୍ରୀ...

ଛାତ୍ରୀଙ୍କ ଡ୍ରେସ୍‌କୋଡ୍‌ ଉପରେ ଲାଗିଲା ପ୍ରତିବନ୍ଧକ

କାବୁଲ,୨୮ା୪: ତାଲିବାନ ମହିଳା ବିରୋଧୀ ସଂଗଠନ ଭାବରେ ଜଣାଶୁଣା। ତାଲିବାନ ଗତବର୍ଷ ଅଗଷ୍ଟ ମାସରେ ଆଫଗାନିସ୍ତାନକୁ କାବୁ କରିଥିଲା ଏବଂ ସେବେଠାରୁ ଆଫଗାନିସ୍ତାନର ଅବସ୍ଥା ଅତ୍ୟନ୍ତ ଖରାପ । ସବୁଠୁ ଖରାପ ଅବସ୍ଥାରେ ସେଠାକାର ବାଳିକା ଏବଂ ମହିଳାମାନେ ଅଛନ୍ତି।...

ୟୁକ୍ରେନ୍‌ ଯୁଦ୍ଧ ଯୋଗୁ ପୃଥିବୀର ଖାଦ୍ୟ ସୁରକ୍ଷା ଉପରେ ଦୋହରା ମାଡ଼,ଆଫ୍ରିକୀୟ ଦେଶ ସର୍ବାଧିକ ପ୍ରଭାବିତ …

ଜେନେଭା, ୨୮।୪ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧରେ ସିଧାସଳଖ ପ୍ରଭାବ ପୃଥିବୀର ଖାଦ୍ୟ ସୁରକ୍ଷା ଉପରେ ପଡ଼ିଛି। ଯୁଦ୍ଧ ଯୋଗୂ ପୃଥିବୀର ଖାଦ୍ୟ ସୁାକ୍ଷାରେ ସଙ୍କଟ ଦେଖାଦେଇଛି। ଯୁଦ୍ଧରେ ଏହି ଦୁଇ ଦେଶ ଗୁରୁତର ଭାବରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri