Tag Archives: Home Middle

ପାକିସ୍ତାନ ସୈନ୍ୟ ବିଭାଗ ହେବାରେ ଲାଗିଛି ମେଡ୍‌ ଇନ୍‌ ଚାଇନା…

ଇସଲାମାବାଦ, ୨୭।୪ : ପାକିସ୍ତାନ ସୈନ୍ୟ ବାହିନୀ ମେଡ୍‌ ଇନ୍‌ ଚାଇନା ହେବାରେ ଲାଗିଛି। ୨୦୧୭ରୁ ୨୦୨୧ ମଧ୍ୟରେ ଯୁଦ୍ଧ ବିମାନ, ଯୁଦ୍ଧ ଜାହାଜ, ବୁଡ଼ାଜାହାଜ ଏବଂ କ୍ଷେପଣାସ୍ତ୍ର ସମେତ ପାକିସ୍ତାନର ପ୍ରମୁଖ ଅସ୍ତ୍ରଶସ୍ତ୍ର ଯୋଗାଣକାରୀ ଦେଶ ଭାବରେ ଚାଇନା...

ମଣିଷଙ୍କଠାରେ ବାର୍ଡ ଫ୍ଲୁ ଭୂତାଣୁ, ଜଣେ ଶିଶୁ ଆକ୍ରାନ୍ତ…

ବେଜିଂ, ୨୭।୪ : ବର୍ତ୍ତମାନ ପର୍ଯ୍ୟନ୍ତ କେବଳ ପକ୍ଷୀ, କୁକୁଡ଼ା ଏବଂ ପଶୁମାନଙ୍କଠାରେ ବାର୍ଡ ଫ୍ଲୁ ସଂକ୍ରମଣ ହେଉଥିଲା। ମାତ୍ର ଏବେ ପ୍ରଥମ ଥର ପାଇଁ ବାର୍ଡ ଫ୍ଲୁ ମଣିଷଙ୍କୁ ଆକ୍ରାନ୍ତ କରିବା ଆରମ୍ଭ କରିଛି। ଚାଇନାରେ ଏହି ସଂକ୍ରମଣର...

ଦୈନିକ ସଂକ୍ରମଣ ପୁଣି ବଢ଼ିଲା…

ନୂଆଦିଲ୍ଲୀ, ୨୭।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୨ ହଜାର ୯୨୭ ରେ ପହଞ୍ଚିଛି।...

ଆର୍‌ଆର୍‌ ବିଜୟୀ…

ମୁମ୍ବାଇ, ୨୬।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣରେ ମଙ୍ଗଳବାର ରାଜସ୍ଥାନ ରୟାଲର୍‌ସ(ଆର୍‌ଆର୍‌) ରୟାଲ ଚ୍ୟାଲେଞ୍ଜର ବାଙ୍ଗାଲୋର୍‌(ଆର୍‌ସିବି) ବିପକ୍ଷରେ  ବିଜୟ ହାସଲ କରିଛି ।  ଧାର୍ଯ୍ୟ ୧୪୫ ରନ୍ ଲକ୍ଷ୍ୟର ପିଛା କରି  ଆର୍‌ସିବି ୧୯.୩  ଓଭରରେ   ୧୦ ୱିକେଟ...

ଦକ୍ଷିଣ ଏସିଆରେ ଆତଙ୍କବାଦ, ୨୨ ବର୍ଷରେ ଲକ୍ଷେ ୪୦ ହଜାରରୁ ଅଧିକ ଆକ୍ରମଣ…

ନୂଆଦିଲ୍ଲୀ/କାବୁଲ/ଇସଲାମାବାଦ, ୨୬।୪ : ଭାରତ ସମେତ ଦକ୍ଷିଣ ଏସିଆରେ ଆତଙ୍କବାଦୀ ଆକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଗତ ୨୨ ବର୍ଷ ମଧ୍ୟରେ ଦକ୍ଷିଣ ଏସିଆର ଆଫଗାନିସ୍ତାନ, ପାକିସ୍ତାନ, ଭାରତ, ଶ୍ରୀଲଙ୍କା, ନେପାଳ, ବାଂଲାଦେଶ, ମାଳଦ୍ୱୀପ ଏବଂ ଭୁଟାନ ଆଦି...

ପୃଥିବୀର ସାମରିକ ଖର୍ଚ୍ଚ ୨,୧୧୩ ଶହ କୋଟି ଡଲାର, ତୃତୀୟ ସ୍ଥାନରେ ଭାରତ…

ଷ୍ଟକହୋମ୍‌, ୨୬।୪ : ପୃଥିବୀର ବିଭିନ୍ନ ଦେଶର ସାମରିକ ଖର୍ଚ୍ଚରେ ବୃଦ୍ଧି ଘଟିଛି। ମଙ୍ଗଳବାର ସ୍ବିଡେନର ଷ୍ଟକହୋମ୍‌ ଇଣ୍ଟରନ୍ୟାଶନାଲ ପିସ୍‌ ରିସର୍ଚ୍ଚ ଇନଷ୍ଟିଚ୍ୟୁଟ୍‌ (ଏସଆଇପିଆର୍‌ଆଇ) ଦ୍ୱାରା ପ୍ରକାଶିତ ଏକ ରିପୋର୍ଟରେ ଏହା ଉଲ୍ଲେଖ କରାଯାଇଛି। ରିପୋର୍ଟ ଅନୁସାରେ ୨୦୨୧ରେ ପୃଥିବୀର...

ଆର୍‌ସିବି ପାଇଁ ବିଜୟ ଲକ୍ଷ୍ୟ ୧୪୫ …

ମୁମ୍ବାଇ, ୨୬।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣରେ ମଙ୍ଗଳବାର ରାଜସ୍ଥାନ ରୟାଲର୍‌ସ(ଆର୍‌ଆର୍‌) ବିପକ୍ଷରେ ରୟାଲ ଚ୍ୟାଲେଞ୍ଜର ବାଙ୍ଗାଲୋର୍‌(ଆର୍‌ସିବି) ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ମହାରାଷ୍ଟ୍ର ପୁୁଣେର କ୍ରିକେଟ ଆସୋସିଏଶନ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ...

ଉପର ମୁହାଁ କରୋନା, ବୁଧବାର ମୁଖ୍ୟମନ୍ତ୍ରୀଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ସମୀକ୍ଷା ବୈଠକ…

ନୂଆଦିଲ୍ଲୀ, ୨୬।୪ : ଦେଶରେ କରୋନା ସଂକ୍ରମଣ ପୁଣି ଉପର ମୁହାଁ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଏକ ବୈଠକ  କାର୍ଯ୍ୟକ୍ରମ ରହିଛି। ଭିଡିଓ କନଫରେନ୍ସିଂ ମାଧ୍ୟମରେ...

ଟସ୍‌ ଜିତିଲା ଆର୍‌ସିବି, ବୋଲିଂ ନିଷ୍ପତ୍ତି…

ମୁମ୍ବାଇ, ୨୬।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣରେ ୩୯ ତମ ମ୍ୟାଚ୍‌ରେ ମଙ୍ଗଳବାର ରାଜସ୍ଥାନ ରୟାଲର୍‌ସ(ଆର୍‌ଆର୍‌) ବିପକ୍ଷରେ ରୟାଲ ଚ୍ୟାଲେଞ୍ଜର ବାଙ୍ଗାଲୋର୍‌(ଆର୍‌ସିବି) ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ମହାରାଷ୍ଟ୍ର ପୁୁଣେର କ୍ରିକେଟ ଆସୋସିଏଶନ ଷ୍ଟାଡିୟମ୍‌ରେ...

ଚତୁର୍ଥ ଲହରରୁ ଦୂରେଇ ରହିବାର ୩ ଉପାୟ ସମ୍ପର୍କରେ ବିଶ୍ୱସ୍ବାସ୍ଥ୍ୟ ସଂଗଠନର ସତର୍କ ସୂଚନା…

ନୂଆଦିଲ୍ଲୀ/ଜେନେଭା, ୨୬।୪ : ଦିଲ୍ଲୀ-ଏନସିଆରରେ କରୋନା ମହାମାରୀ ସଂକ୍ରମଣ ବଢ଼ିବାରେ ଲାଗିଛି। ଏଥର ଛୋଟ ପିଲାମାନେ ମଧ୍ୟ ବହୁ ସଂଖ୍ୟାରେ କରୋନା ସଂକ୍ରମିତ ହେଉଛନ୍ତି। ନୋଏଡା ଏବଂ ଗାଜିଆବାଦରେ ହାରାହାରି ୧୦ ଜଣ ପିଲା ପ୍ରତିଦିନ କରୋନାରେ ଆକ୍ରାନ୍ତ ହେଉଛନ୍ତି।...

ରାଜ୍ୟପାଳ କେବଳ ପୋଷ୍ଟମ୍ୟାନ୍‌, ଚିଠି ଖୋଲିବାର ଅଧିକାର ତାଙ୍କର ନାହିଁ, ଷ୍ଟାଲିନ୍‌ଙ୍କ ବିବାଦୀୟ ମନ୍ତବ୍ୟ…

ଚେନ୍ନାଇ, ୨୬।୪ : ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ. ଷ୍ଟାଲିନ୍‌ ରାଜ୍ୟପାଳଙ୍କ ଉପରେ ବିବାଦୀୟ ମନ୍ତବ୍ୟ ପ୍ରଦାନ କରିଛନ୍ତି। ସେ କହିଛନ୍ତି ଯେ ରାଜ୍ୟପାଳ ଜଣେ ପୋଷ୍ଟମ୍ୟାନ୍‌ ଭଳି। ତାଙ୍କର ଚିଠି ଖୋଲିବାର ଅଧିକାର ମଧ୍ୟ ନାହିଁ। ଗୋଟିଏ ଦିନ ପୂର୍ବରୁ...

ଏଏପି ସରକାର ଗଠନ ପରେ ପଞ୍ଜାବରେ ୧୪ ଚାଷୀ କଲେଣି ଆତ୍ମହତ୍ୟା…

ଚଣ୍ଡିଗଡ଼, ୨୬।୪ : ପଞ୍ଜାବରେ ଆମ ଆଦମୀ ପାର୍ଟି (ଏଏପି) ସରକାର ଗଠନ ପରେ କୃଷକ ଆତ୍ମହତ୍ୟା ଜାରି ରହିଛି। ୧ ଏପ୍ରିଲରୁ ୨୩ ଏପ୍ରିଲ୍‌ ମଧ୍ୟରେ ଫସଲହାନୀ ଯୋଗୁ ୧୪ ଜଣ ଚାଷୀ ଆତ୍ମହତ୍ୟା କରିଛନ୍ତି । ଫଳରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri