Tag Archives: Home Middle

ନବୀନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ଦିନ ହିଁ ହେବ ବିଜୁଳି ବିଲ୍‌ ଛାଡ଼

ସୋର,୩୦ା୫: ରାଜ୍ୟରେ ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଗୁରୁବାର ସରୁଛି ପ୍ରଚାର। ଶେଷ ମୁହୂର୍ତ୍ତରେ ଭୋଟରଙ୍କ ପାଖରେ ପହଞ୍ଚିବାକୁ ଯଥା ସମ୍ଭବ ଚେଷ୍ଟା କରୁଛନ୍ତି ବିଭିନ୍ନ ଦଳର ପ୍ରାର୍ଥୀ। ଏହି ପରିପ୍ରେକ୍ଷୀରେ ଆଜି ବାଲେଶ୍ୱର ଜିଲାର ସୋରକୁ ନିର୍ବାଚନୀ ପ୍ରଚାରରେ...

ମୋଦିଙ୍କ ଭୋଜପୁରୀ ଅନ୍ଦାଜ, କାଶୀବାସୀଙ୍କୁ ସ୍ପେଶାଲ ମେସେଜ

ନୂଆଦିଲ୍ଲୀ,୩୦।୫: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ସପ୍ତମ ତଥା ଶେଷ ପର୍ଯ୍ୟାୟ ଭୋଟ ଗ୍ରହଣ ଗୋଟିଏ ଦିନ ପରେ ଅର୍ଥାତ ଜୁନ ୧ରେ ହେବ। ଏହି କ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକ ସଭା ନିର୍ବାଚନମଣ୍ଡଳୀ ବାରାଣାସୀରେ ମଧ୍ୟ...

ଆଜମ ଖାନ୍‌ଙ୍କୁ ୧୦ ବର୍ଷ ଜେଲ୍‌ ଦଣ୍ଡାଦେଶ

ଲକ୍ଷ୍ନୌ,୩୦ା୫: ଲୋକ ସଭା ନିର୍ବାଚନ ସମୟରେ ବଡ଼ ସମସ୍ୟାର ସମ୍ମୁଖୀନ ହୋଇଛନ୍ତି ସମାଜବାଦୀ ପାର୍ଟିର ନେତା ଆଜମ୍‌ ଖାନ୍‌। ନିର୍ବାଚନର ଶେଷ ପର୍ଯ୍ୟାୟ ଜୁନ ୧ରେ ଅନୁଷ୍ଠିତ ହେବ। ଏହାପୂର୍ବରୁ ଭେଟେରାନ ନେତା ଆଜମ୍‌ଙ୍କୁ ଏକ ମାମଲାରେ ଦଣ୍ଡିତ କରାଯାଇଛି।...

ପାଣ୍ଡିଆନ ନିୟନ୍ତ୍ରଣ କରିବା ପ୍ରସଙ୍ଗରେ ମୁହଁ ଖୋଲିଲେ ମୁଖ୍ୟମନ୍ତ୍ରୀ: କହିଲେ- ହାସ୍ୟାସ୍ପଦ, କଥାର ଓଜନ ନାହିଁ…

ଭୁବନେଶ୍ୱର,୩୦।୫: ଗୋଟିଏ ପଟେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଭାଜପା ପକ୍ଷରୁ ଲଗାତର ଭାବେ ପ୍ରସଙ୍ଗ କରାଯାଉଥିବା ବେଳେ ବିଜେଡି ସୁପ୍ରିମୋ ଏହାକୁ କାଉଣ୍ଟର ମଧ୍ୟ କରୁଛନ୍ତି। କେବଳ ଏତିକି ନୁହେଁ ଭାଜପା ପକ୍ଷରୁ କିଛି ଭିଡିଓ ଭାଇରାଲ...

ବାଣ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦ା୫: ପୁରୀ ବାଣ ଦୁର୍ଘଟଣାରେ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ୪ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବୁଧବାର ପୁରୀ ବାଣ ଦୁର୍ଘଟଣାରେ ଆହତମାନଙ୍କ ଚିକିତ୍ସା ଖର୍ଚ୍ଚ ମୁଖ୍ୟମନ୍ତ୍ରୀଙ୍କ ରିଲିଫ...

ଚତୁର୍ଥ ପର୍ଯ୍ୟାୟରେ ମତଦାନ ସାବ୍ୟସ୍ତ କରିବେ ୯୯.୬୧ ଲକ୍ଷ ଭୋଟର୍‌,ବୁଥ୍‌କୁ ମୋବାଇଲ ମନା

ଭୁବନେଶ୍ବର,୩୦।୫: ଆସନ୍ତା ଜୁନ୍‌ ୧ ତାରିଖରେ ରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ୬ଟି ସଂସଦୀୟ କ୍ଷେତ୍ର ସହ ଏହା ଅଧିନସ୍ଥ ୪୨ ବିଧାନସଭା କ୍ଷେତ୍ରରେ ମଧ୍ୟ ନିର୍ବାଚନ ହେବ। ଚତୁର୍ଥ ପର୍ଯ୍ୟାୟରେ ରାଜ୍ୟରେ ସବୁଠାରୁ ଅଧିକ ଭୋଟର...

କେଜ୍‌ରିଓ୍ବାଲଙ୍କ ଜାମିନ ଉପରେ ଏହି ପଦକ୍ଷେପ ନେଲେ କୋର୍ଟ

ନୂଆଦିଲ୍ଲୀ,୩୦ା୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ୍‌ ଆଦମୀ ପାର୍ଟି (ଏଏପି) ରାଷ୍ଟ୍ରୀୟ ସଂଯୋଜକ ଅରବିନ୍ଦ କେଜ୍‌ରିଓ୍ବାଲ ଗୁରୁବାର ରାଉସ ଆଭେନ୍ୟୁ କୋର୍ଟରେ ଜାମିନ ଆବେଦନ କରିଛନ୍ତି। ଏହା ସହିତ ସେ ସ୍ବାସ୍ଥ୍ୟଗତ କାରଣରୁ ୭ ଦିନର ମଧ୍ୟବର୍ତ୍ତୀକାଳୀନ ଜାମିନ ପାଇଁ...

ନିମ୍ନମାନର ଭାଷା, ଘୃଣ୍ୟ ଭାଷଣ ଦେଉଛନ୍ତି ମୋଦି ଜୀ, ଚିଠି ଲେଖିଲେ ମନମୋହନ ସିଂ

ନୂଆଦିଲ୍ଲୀ,୩୦ା୫: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଡକ୍ଟର ମନମୋହନ ସିଂ ଲୋକ ସଭା ନିର୍ବାଚନ ୨୦୨୪ର ଶେଷ ପର୍ଯ୍ୟାୟ ଭୋଟ୍‌ ପୂର୍ବରୁ ଭୋଟରଙ୍କୁ ଏକ ବିଶେଷ ଆବେଦନ କରିଛନ୍ତି। ଅନ୍ୟ ପଟେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ...

ବିଧାନସଭାରେ ବହୁତ ଭଲ କରିବୁ: ନବୀନ

ଭୁବନେଶ୍ୱର,୩୦ା୫: ଚଳିତ ସାଧାରଣ ନିର୍ବାଚନରେ ଭାଜପା ଓଡ଼ିଶାରେ ସରକାର ଗଢ଼ିବ ବୋଲି କହୁଥିବା ବେଳେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ସାକ୍ଷାତକାରରେ କିଛି ଗୁରୁତ୍ୱପୂର୍ଣ୍ଣ କଥା କହିଛନ୍ତି। ଏହି ସମୟରେ ମୁଖ୍ୟମନ୍ତ୍ରୀ ଏକ ପ୍ରଶ୍ନର ଉତ୍ତର...

କାଲି ଜାଳିଥିଲା, ଆଜି ବି ଜାଳୁଛି

ଭୁବନେଶ୍ୱର,୩୦ା୫: ରାଜ୍ୟରେ ଗୁରୁବାର ଅନୁଭୂତ ହେଉଛି ଅସହ୍ୟ ତାତି। ପଶ୍ଚିମ ଓଡ଼ିଶାରେ ଅଗ୍ନିବର୍ଷା ହେଉଥିବା ବେଳେ ଉପକୂଳରେ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆଜି ସକାଳ ସାଢ଼େ ୮ଟାରେ ତାପମାତ୍ରା ୩୯ ଡିଗ୍ରୀ...

‘ମୋ ଉତ୍ତରାଧିକାରୀ ଭିକେ ପାଣ୍ଡିଆନ ନୁହନ୍ତି’: ନବୀନ ପଟ୍ଟନାୟକ

ଭୁବନେଶ୍ୱର,୩୦।୫: ବିଜେଡିରେ କିଏ ତାଙ୍କ ଉତ୍ତରାଧିକାରୀ ହେବ, ଏହାଙ୍କ ନେଇ ଆଲୋଚନା ଚାଲିଥିବା ବେଳେ ବଡ ବୟାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଖବର ସରବରାହ ସଂସ୍ଥାକୁ ସାକ୍ଷାତକାର ଦେଇ ନବୀନ କହିଛନ୍ତି ”ମୋ ଉତ୍ତରାଧିକାରୀ ଭିକେ ପାଣ୍ଡିଆନ ନୁହନ୍ତି,...

ବିଜେଡି-ଭାଜପା ମିଶିକି ଅଛନ୍ତି, ଚିନ୍ତାଧାରା ବି ଗୋଟିଏ: ରାହୁଲ

ସିମୁଳିଆ,୩୦ା୫: ରାଜ୍ୟରେ ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଗୁରୁବାର ସରୁଛି ପ୍ରଚାର। ଶେଷ ମୁହୂର୍ତ୍ତରେ ଭୋଟରଙ୍କ ପାଖରେ ପହଞ୍ଚିବାକୁ ଯଥା ସମ୍ଭବ ଚେଷ୍ଟା କରୁଛନ୍ତି ବିଭିନ୍ନ ଦଳର ପ୍ରାର୍ଥୀ। ଏହି ପରିପ୍ରେକ୍ଷୀରେ ଆଜି ଓଡ଼ିଶା ଆସିଛନ୍ତି କଂଗ୍ରେସ ଏମ୍‌ପି ରାହୁଲ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri