Tag Archives: Home Middle

କେରଳ ଛୁଇଁଲା ମୌସୁମୀ

ଥିରୁଭାନନ୍ତପୁରମ୍‌,୩୦ା୫: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଗୁରୁବାର କେରଳ ଛୁଇଁଛି। ଏନେଇ ସୋସିଆଲ ମିଡିଆ ‘ଏକ୍ସ’ ଜରିଆରେ ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି।  ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, କେରଳରେ ସ୍ବାଭାବିକଠାରୁ ୬ ପ୍ରତିଶତ ବୃଷ୍ଟିପାତ ହେବ। ମୌସୁମୀ ପ୍ରଭାବରେ...

ଆମେଠିରୁ ହାରିଯିବେ ସ୍ମୃତି ଇରାନୀ! ବଡ଼ ଭବିଷ୍ୟବାଣୀ କଲେ ରଣନୀତିଜ୍ଞ ଯୋଗେନ୍ଦ୍ର ଯାଦବ

ନୂଆଦିଲ୍ଲୀ,୩୦।୫: ନିର୍ବାଚନ ୨୦୨୪ ଶେଷ ପର୍ଯ୍ୟାୟରେ ଥିବାବେଳେ ଏହାର ଫଳାଫଳକୁ ନେଇ ବିଭିନ୍ନ ଆକଳନ କରାଯାଉଛି। ଏହାରି ଭିତରେ ପ୍ରଶାନ୍ତ କିଶୋର, ଯୋଗେନ୍ଦ୍ର ଯାଦବଙ୍କ ଭଳି ବଡ଼ ବଡ଼ ରାଜନୈତିକ ବିଭିନ୍ନ ଭବିଷ୍ୟବାଣୀ କରିଛନ୍ତି। ଏହିକ୍ରମରେ ରଣନୀତିଜ୍ଞ ଯୋଗେନ୍ଦ୍ର ଯାଦବ...

ପୁରୀରେ ଚାପଖେଳବେଳେ ବାଣ ବିସ୍ଫୋରଣ: ମୃତ୍ୟୁସଂଖ୍ୟା ୨କୁ ବୃଦ୍ଧି

ପୁରୀ,୩୦।୫: ପୁରୀ ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ଚାପଖେଳବେଳେ ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏପର୍ଯ୍ୟନ୍ତ ଏହି ଘଟଣାରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଘଟଣାରେ ୩୦ରୁ ଉର୍ଦ୍ଧ ଆହତ ହୋଇଥିବାବେଳେ ସମସ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।...

ମୋଦିଙ୍କ ବିବାଦୀୟ ମନ୍ତବ୍ୟ: ଫିଲ୍ମ ପୂର୍ବରୁ ଗାନ୍ଧୀଙ୍କୁ କେହି ଜାଣି ନ ଥିଲେ…

ନୂଆଦିଲ୍ଲୀ,୩0ା୫: ଲୋକ ସଭା ନିର୍ବାଚନ ଶେଷ ହେବାକୁ ବସିଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାକ୍ଷାତ୍‌କାରରେ ପୂର୍ବର କଂଗ୍ରେସ ସରକାରଗୁଡ଼ିକୁ ସମାଲୋଚନା କରିବାକୁ ଯାଇ କହିଛନ୍ତି, ଗାନ୍ଧିଜୀ ଜଣେ ମହାନ୍‌ ଆତ୍ମା ଥିଲେ। ଗତ ୭୫ ବର୍ଷ ମଧ୍ୟରେ ତାଙ୍କୁ ସେଭଳି...

ବିଜେଡି ପାଇଁ କାମ କରିବା କୁଟ୍ଟେ, ଆଶିଷ ସିଂଙ୍କ ପୁରୁଣା ଅଭ୍ୟାସ: ଭାଜପା

ଭୁବନେଶ୍ୱର, ୩୦।୫(ସୁନିତ୍‌ ମିଶ୍ର)ପୋଲିସ ବିଭାଗରେ ଉଚ୍ଚପଦସ୍ଥ ଅଧିକାରୀଭାବେ ଅବସ୍ଥାପିତ ଡି.ଏସ୍‌. କୁଟ୍ଟେ ଓ ଆଶିଷ ସିଂ ବିଜେଡିର ଚାମଚାଗିରି କରୁଛନ୍ତି ବୋଲି ଭାଜପା ବାରମ୍ବାର ଓଡ଼ିଶାବାସୀଙ୍କୁ ଅବଗତ କରାଇଛି। ଏହା ହେଉଛି ଏହି ୨ ପୋଲିସ ଅଧିକାରୀଙ୍କ ପୁରୁଣା ଅଭ୍ୟାସ।...

ଏଠି ଗୁମାସ୍ତାଗିରି ଶାସନ ଚାଲିଛି: ଧର୍ମେନ୍ଦ୍ର

ଅସ୍ତରଙ୍ଗ,୩୦ା୫(ମମତା ଜେନା)ପୁରୀ ଜିଲା ଅସ୍ତରଙ୍ଗ ବ୍ଲକ ପଡ଼ିଆରେ ବୁଧବାର ଆୟୋଜିତ ଭାଜପାର ବିଜୟ ସଂକଳ୍ପ ସମାବେଶରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶାସକ ଦଳ ଉପରେ ଗର୍ଜିଛନ୍ତି। ସେ କହିଛନ୍ତି, କାକଟପୁର ନିର୍ବାଚନମଣ୍ଡଳୀ ସ୍ବାଭିମାନର ମାଟି,...

ସୁଜାତା କାର୍ତ୍ତିକେୟନ୍‌ଙ୍କୁ ରାଜ୍ୟରୁ ଅପସାରଣ କରିବାକୁ ଭାଜପାର ଦାବି

ଭୁବନେଶ୍ୱର, ୩୦।୫(ସୁନିତ୍‌ ମିଶ୍ର)ଆଇଏଏସ୍‌ ଅଫିସର ସୁଜାତା କାର୍ତ୍ତିକେୟନ୍‌ଙ୍କ ବିରୋଧରେ ମୁଖ୍ୟ ନିର୍ବାଚନ କମିଶନର(ସିଇସି)ଙ୍କ ନିକଟରେ ଭାଜପାର ଏକ ପ୍ରତିନିଧି ଦଳ ଫେରାଦ ହୋଇଛି। ମୁକ୍ତ ଅବାଧ ନିର୍ବାଚନ ପ୍ରକ୍ରିୟାରେ ସୁଜାତା ହସ୍ତକ୍ଷେପ କରିବା ଓ ରାଜ୍ୟରେ ନିର୍ବାଚନୀ ହିଂସାକୁ ଉସୁକାଇବା...

ଆଜିଠୁ ଧ୍ୟାନରେ ବସିବେ ମୋଦି

ନୂଆଦିଲ୍ଲୀ,୩୦ା୫(ପି.ଟି.)ଜୁନ୍‌ ୧ରେ ଅନ୍ତିମ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ହେବାକୁ ଥିବାବେଳେ ମେ’ ୩୦ରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାମିଲନାଡୁର କନ୍ୟାକୁମାରୀସ୍ଥିତ ବିବେକାନନ୍ଦ ରକ୍‌ରେ ୪୮ ଘଣ୍ଟିଆ ଧ୍ୟାନରେ ବସିବେ। ମୋଦିଙ୍କ ଧ୍ୟାନମୁଦ୍ରାର ଦୃଶ୍ୟ ଟିଭି ଚ୍ୟାନେଲଗୁଡ଼ିକରେ ଯେପରି ପ୍ରସାରଣ...

ନିର୍ବାଚନ ପରେ ଭାଜପା-ବିଜେଡି ପୁଣି ଏକାଠି ହୋଇଯିବେ: ଖାର୍ଗେ

ବାଲେଶ୍ୱର, ୩୦।୫(ମାନସ ବିଶ୍ୱାଳ)ଭାଜପା ଯାହା ଚାହୁଁଛି ବିଜେଡି ତାକୁ ସମର୍ଥନ କରୁଛି। ଏବେ ପରସ୍ପର ଅଲଗା ଅଲଗା ଅଛନ୍ତି। ମାତ୍ର ନିର୍ବାଚନ ପରେ ପୁଣି ଭାଜପା-ବିଜେଡି ଏକାଠି ହୋଇଯିବେ ବୋଲି ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ଅଧ୍ୟକ୍ଷ ମଲ୍ଲିକାର୍ଜ୍ଜୁନ...

ନବୀନଙ୍କ ସ୍ବାସ୍ଥ୍ୟହାନିରେ ଷଡ଼ଯନ୍ତ୍ର, ଯାଞ୍ଚ ହେବ: ମୋଦି

ବାରିପଦା/ ବାଲେଶ୍ୱର/ କେନ୍ଦ୍ରାପଡ଼ା, ୩୦ା୫(ନୀଳାଦ୍ରି ବିହାରୀ ଦଣ୍ଡପାଟ/ମାନସ ବିଶ୍ୱାଳ/ ଜଗନ୍ନାଥ ଧଳ)ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିଯାଇଛି। ଏହା ପଛରେ ଷଡ଼ଯନ୍ତ୍ର ହୋଇଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ବାରିପଦା ଏବଂ କେନ୍ଦ୍ରାପଡ଼ାରେ ଆୟୋଜିତ ନିର୍ବାଚନୀ ସଭାରେ କହିଛନ୍ତି।...

ମୁଁ ସୁସ୍ଥ, ମିଛ ପ୍ରଚାରର ଯାଞ୍ଚ ପାଇଁ କମିଟି ହେଉ: ନବୀନ

ଭୁବନେଶ୍ୱର,୩୦ା୫(ଅନିଲ ଦାସ)ବାରିପଦାର ଏକ ନିର୍ବାଚନୀ ସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ବାସ୍ଥ୍ୟାବସ୍ଥା ନେଇ ଏକ ଯାଞ୍ଚ କମିଟି ଗଠନ କରିବାକୁ କହିଛନ୍ତି। ତେବେ ପ୍ରଧାନମନ୍ତ୍ରୀଙ୍କ ଏଭଳି ମନ୍ତବ୍ୟର କଡ଼ା ଜବାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ନବୀନ କହିଛନ୍ତି...

ଆଜି ପ୍ରଚାର କରିବେ ରାହୁଲ ଗାନ୍ଧୀ, ସ୍ମୃତି ଇରାନୀ

ଖଇରା/ସିମୁଳିଆ, ୩୦।୫ (ଉତ୍କଳବନ୍ଧୁ ପଣ୍ଡା/ସନ୍ତୋଷ ନାୟକ)ବାଲେଶ୍ୱର ଜିଲା ସିମୁଳିଆ ନିର୍ବାଚନମଣ୍ଡଳୀରେ ଗୁରୁବାର ପ୍ରଚାର ଶେଷ ଦିନ ଥିବା ବେଳେ କଂଗ୍ରେସ, ଭଜପା ଓ ବିଜେଡିର ହେଭିୱେଟମାନେ ପ୍ରଚାରକୁ ଓହ୍ଲାଉଥିବା ସୂଚନା ମିଳିଛି। କଂଗ୍ରେସ ପାଇଁ ରାହୁଲ ଗାନ୍ଧୀ ସିମୁଳିଆ ବ୍ଲକର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri