Tag Archives: Home Middle

କାମରେ ଆସୁନି ଜଳ ଯୋଗାଣ ପ୍ରକଳ୍ପ

ଧାମନଗର, ୧୮।୪: ପ୍ରତ୍ୟେକ ଘରକୁ ପାନୀୟଜଳ ଯୋଗାଇ ଦେବା ଲାଗି ଭଦ୍ରକ ଜିଲା ଧାମନଗର ବ୍ଲକରେ ଗ୍ରାମୀଣ ଜଳ ଯୋଗାଣ ବିଭାଗ ପକ୍ଷରୁ ପ୍ରକଳ୍ପ ନିର୍ମାଣ କରାଯାଉଛି। କେନ୍ଦ୍ର ସରକାରଙ୍କ ସ୍ବଜଳ ଧାରା ଏବଂ ରାଜ୍ୟ ସରକାରଙ୍କ ବସୁଧା ଯୋଜନାରେ ଗ୍ରାମାଞ୍ଚଳରେ...

ଓଏସ୍‌ଏପି ବାଟାଲିୟନ ଅଫିସ ଏବେ ଭୂତକୋଠି

କେନ୍ଦୁଝର, ୧୮।୪ (ସ୍ବ.ପ୍ର.): କେନ୍ଦୁଝର ପୁରୁଣା ସହରରେ ଥିବା ପୋଲିସ ବିଭାଗର ଓଏସ୍‌ଏପି ୨ୟ ବାଟାଲିୟନ ଅଫିସ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ଏକଦା ଜିଲାର ସୁରକ୍ଷା ପାଇଁ ଏଠାରେ ବହୁ ସଂଖ୍ୟାରେ ସୁରକ୍ଷାବଳ ରହୁଥିଲେ। ଦୀର୍ଘ ବହୁ ବର୍ଷ ହେଲା...

ଅଜାନ୍‌ ସମୟରେ ବାଜି ପାରିବନି ହନୁମାନ ଚାଳିଶା

ନାଶିକ,୧୮।୪: ଅଜାନ୍‌ ସମୟରେ ହନୁମାନ ଚଲିଶା ସହରରେ ବାଜିବାକୁ ଦିଆଯିବ ନାହିଁ ବୋଲି ମହାରାଷ୍ଟ୍ରର ନାଶିକ ପ୍ରଶାସନ ନିର୍ଦ୍ଦେଶ ଦେଇଛନ୍ତି। ନିର୍ଦ୍ଦେଶ ଅନୁଯାୟୀ, ହନୁମାନ ଚାଳିଶା ଅଜାନର ୧୫ ମିନିଟ ପୂର୍ବରୁ ଏବଂ ୧୫ ମିନିଟ ପରେ ମଧ୍ୟ ବଜାଯାଇପାରିବ...

ପୁଣି ଆହ୍ଲାବାଦ ହାଇକୋର୍ଟକୁ ଫେରିଲା ଲଖିମପୁର ଖେରୀ ମାମଲା,…

ନୂଆଦିଲ୍ଲୀ, ୧୮।୪ : ଲଖିମପୁର ଖେରୀ ମାମଲାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରଙ୍କ ଜାମିନକୁ ସୁପ୍ରିମକୋର୍ଟ ଖାରଜ କରିଛନ୍ତି। ଏହା ସହ ଶୀର୍ଷ ଅଦାଲତ ପୁନର୍ବାର ହାଇକୋର୍ଟରେ ମାମଲା ପଠାଇଛନ୍ତି। ଅଦାଲତ କହିଛନ୍ତି ଯେ ଯଦି ଏହି ପ୍ରସଙ୍ଗରେ କୌଣସି...

ଯବାନଙ୍କ କ୍ୟାମ୍ପ୍‌ ଉପରେ ମାଓବାଦୀଙ୍କ ଗୁଳିବର୍ଷଣ: ୪ ଯବାନ ଆହତ

ମାଲକାନଗିରି,୧୮ା୪(ଡି.ଏନ୍‌.ଏ.): ମାଲକାନଗିରି-ଛତିଶଗଡ଼ ସୀମାନ୍ତ ବିଜାପୁର ଜିଲାରେ ପୋଲିସ କ୍ୟାମ୍ପ୍‌ ଉପରେ ମାଓବାଦୀ ହମଲା କରିଛନ୍ତି। କୁଟରୁ ଥାନା ଅନ୍ତର୍ଗତ ଦରଭା ପୋଲିସ କ୍ୟାମ୍ପ୍‌ ଉପରେ ରବିବାର ରାତିରେ ଶତାଧିକ ମାଓବାଦୀ ଆକ୍ରମଣ କରିଥିଲେ। ମାଓବାଦୀଙ୍କ ପକ୍ଷରୁ ଗୁଳି ଚାଳନା କରାଯିବା...

ଇନଫୋସିସକୁ ଝଟ୍‌କା, ପାଣିରେ ପଡ଼ିଲା ନିବେଶକଙ୍କର ୪୦ ହଜାର କୋଟି…

ମୁମ୍ବାଇ, ୧୮।୪ : ଇନଫୋସିସର ନିବେଶକମାନେ ସଙ୍କଟର ସମ୍ମୁଖୀନ ହୋଇଛନ୍ତି। ସୋମବାର ଇନଫୋସିସ ଶେୟାରର ମୂଲ୍ୟ ହ୍ରାସ ପାଇବାରେ ଲାଗିଛି। ବମ୍ବେ ଷ୍ଟକ ଏକ୍ସଚେଞ୍ଜରେ ୬.୮୯ ପ୍ରତିଶତ ହ୍ରାସ ସହିତ ଇନଫୋସିସ ଶେୟାର ୧୬୨୮.୧୦ଟଙ୍କାସ୍ତରରେ କାରବାର କରୁଛି। ଫଳରେ କମ୍ପାନୀର...

ଶାଶୁ-ବୋହୂ କଳି ଘରୋଇ ହିଂସା ମାମଲାରେ ଭିଡ଼ିଓ-ଫଟୋର ପ୍ରାମାଣିକତା ଜରୁରୀ, କହିଲେ କୋର୍ଟ…

ନୂଆଦିଲ୍ଲୀ, ୧୮।୪ : ଶାଶୁ ବୋହୂ କଳି ଭଳି ପାରିବାରିକ ହିଂସା ମାମଲାରେ ଭିଡ଼ିଓ ଏବଂ ଫଟୋର ପ୍ରମାଣ ଜରୁରୀ ବୋଲି ଦିଲ୍ଲୀର ଏକ କୋର୍ଟ କହିଛନ୍ତି। ବୃଦ୍ଧ ଶାଶୁ ତାଙ୍କ ବୋହୂଙ୍କ ବିରୋଧରେ ଘରୋଇ ହିଂସା ଅଭିଯୋଗ କରିଛନ୍ତି।...

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ହେବ ଶେଷକୃତ୍ୟ

ଭୁବନେଶ୍ୱର,୧୮ା୪(ବ୍ୟୁରୋ): ଓଡ଼ିଶା ସଙ୍ଗୀତ ଜଗତର ସୁନାମଧନ୍ୟ ସଙ୍ଗୀତ ନିର୍ଦ୍ଦେଶକ, ଗାୟକ, ଗୀତିକାର ପ୍ରଫୁଲ୍ଲ କରଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଅନୁଷ୍ଠିତ ହେବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ସ୍ବର୍ଗତ କରଙ୍କ ଶେଷକୃତ୍ୟ ସମୟରେ ରାଜ୍ୟ ସରକାରଙ୍କ...

ବଢୁଛି ଏଚ୍‌ଆଇଭି ଆକ୍ରାନ୍ତଙ୍କ ସଂଖ୍ୟା, ମହାରାଷ୍ଟ୍ର ଶୀର୍ଷରେ…

ନୂଆଦିଲ୍ଲୀ, ୧୮।୪ : ଦେଶରେ ଏଚ୍‌ଆଇଭି ଏଡ୍‌ସ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଆକ୍ରାନ୍ତଙ୍କ ସଂଖ୍ୟାରେ ମହାରାଷ୍ଟ୍ର ଶୀର୍ଷରେ ରହିଛି। ଏହାପଛକୁ ଦ୍ୱିତୀୟ ସ୍ଥାନରେ ଉତ୍ତରପ୍ରଦେଶ ରହିଛି। ସେହିପରି ତୃତୀୟ ସ୍ଥାନରେ ବିହାର ରହିଛି। ବିହାରରେ ଏଡ୍‌ସ ଆକ୍ରାନ୍ତଙକ୍କ ସଂଖ୍ୟା...

ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ, ୧୮।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୨ ହଜାର ୧୮୩ ରେ ପହଞ୍ଚିଛି। ଫଳରେ...

ଦକ୍ଷିଣ ଆଫ୍ରିକାରେ ହାହାକାର, ୪୪୩ ମୃତ-୪୦ ହଜାରରୁ ଅଧିକ ବେଘର…

କେପ୍‌ ଟାଉନ୍‌, ୧୮।୪ : ଦକ୍ଷିଣ ଆଫ୍ରିକା କରୋନା  ବିପର୍ଯ୍ୟୟରୁ ମୁକୁଳିବାକୁ ପ୍ରୟାସ କରୁଥିବାବେଳେ ପୁଣି ଏକ ବିପଦ ଯୋଗୁ ସଙ୍କଟରେ ପଡ଼ିଛି। ବର୍ତ୍ତମାନ ଦକ୍ଷିଣ ଆଫ୍ରିକା ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୱାଜୁଲୁ-ନାଟାଲ ପ୍ରଦେଶ ଏବଂ ଡର୍ବାନରେ ବନ୍ୟାରେ...

ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୮ା୪(ବ୍ୟୁରୋ): ଯଶସ୍ବୀ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ସ୍ବର୍ଗତ କରଙ୍କୁ ଜଣେ ଯଶସ୍ବୀ କଳାକାର ଭାବରେ ବର୍ଣ୍ଣନା କରିଛନ୍ତି। ଜଣେ ଗୀତିକାର ସଂଗୀତଜ୍ଞ ତଥା ସଙ୍ଗୀତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri