Tag Archives: Home Middle

ଯୁଦ୍ଧରେ ରୁଷିଆର ପୁଣି ଜଣେ ଜେନେରାଲଙ୍କ ମୃତ୍ୟୁ, ୮ ଜେନେରାଲ-୩୪ କର୍ନେଲଙ୍କ ଜୀବନ ଗଲାଣି…

ମସ୍କୋ/କ୍ୱିଭ୍‌, ୧୮।୪ : ୟୁକ୍ରେନ ଯୁଦ୍ଧ ରୁଷିଆ ପାଇଁ ଏବେ ଗଳାର କଣ୍ଟା ପାଲଟିଛି। ଯୁଦ୍ଧ ଯୋଗୁ ରୁଷିଆ ସବୁଆଡୁ ପ୍ରତିରୋଧର ସମ୍ମୁଖୀନ ହେବାରେ ଲାଗିଛି। ରୁଷିଆ କେବେ ବି ଭାବି ନ ଥିଲା ଯେ ୟୁକ୍ରେନ ଏପରି ଚ୍ୟାଲେଞ୍ଜ...

୧୭୦ କୋଟି ଲୋକ ଭୋକିଲା ରହିବା ଆଶଙ୍କା, ରୁଷିଆ-ୟୁକ୍ରେନ୍‌ ଯୁଦ୍ଧର ପ୍ରଭାବ…

ଜେନେଭା, ୧୮।୪ : ୟୁକ୍ରେନ ସଙ୍କଟ ସମ୍ପର୍କରେ ଜାତିସଂଘର ସେକ୍ରେଟେରୀ ଜେନେରାଲ ଆଣ୍ଟୋନିଓ ଗୁଟେରସ ଏକ ଗୁରୁତ୍ତ୍ୱପୂର୍ଣ୍ଣ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି ରୁଷିଆ ଏବଂ ୟୁକେନ୍‌ ଯୁଦ୍ଧ ଯୋଗୁ ପୃଥିବୀର ଏକ ପଞ୍ଚମାଂଶ ଅନାହାରରେ ଅଛନ୍ତି। ସେ କହିଛନ୍ତି...

କରୋନା ସ୍ଥିତି ନେଇ ପୁଣି ଘନେଇଲା ସଙ୍କଟ, ସାପ୍ତାହିକ ବୃଦ୍ଧି ହାର ୩୫ ପ୍ରତିଶତ…

ନୂଆଦିଲ୍ଲୀ, ୧୮।୪ : କ୍ରମାଗତ ୧୧ ସପ୍ତାହ ହ୍ରାସ ପରେ, ଭାରତରେ ପୁଣିଥରେ ଚଳିତ ସପ୍ତାହରେ କରୋନା ସଂକ୍ରମଣ ମାମଲାରେ ବୃଦ୍ଧି ଘଟିଛି। ଦିଲ୍ଲୀ, ହରିୟାଣା, ଉତ୍ତରପ୍ରଦେଶ ଏବଂ ଏହାର ଆଖପାଖ ରାଜ୍ୟରେ ଗତ ସାତ ଦିନ ମଧ୍ୟରେ ସଂକ୍ରମଣରେ...

ମୁମ୍ବାଇରେ ହେବ ଅଣଭାଜପା ମୁଖ୍ୟମନ୍ତ୍ରୀ ସମ୍ମିଳନୀ

ମୁମ୍ବାଇ,୧୮।୪ : ଦେଶର ସାମ୍ପ୍ରତିକ ରାଜନୈତିକ ସ୍ଥିତି ସମ୍ପର୍କରେ ଆଲୋଚନା ଲାଗି ଖୁବ୍‌ଶୀଘ୍ର ମୁମ୍ବାଇରେ ଅଣଭାଜପା ମୁଖ୍ୟମନ୍ତ୍ରୀମାନଙ୍କ ସମ୍ମିଳନୀ ଅନୁଷ୍ଠିତ ହୋଇପାରେ। ଶିବସେନା ଏମ୍‌ପି ସଞ୍ଜୟ ରାଉତ ରବିବାର ଏହି ସୂଚନା ଦେଇଛନ୍ତି। ଏନେଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ...

ଭାରତରେ କୋଭିଡ୍‌ ମୃତ୍ୟୁ ୪୦ ଲକ୍ଷ

ନୂଆଦିଲ୍ଲୀ,୧୮।୪ : ବିଶ୍ୱବ୍ୟାପୀ କୋଭିଡ୍‌ ମହାମାରୀଜନିତ ମୃତ୍ୟୁସଂଖ୍ୟାକୁ ସାର୍ବଜନିନ କରିବା ପାଇଁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ଉଦ୍ୟମ କରୁଥିବାବେଳେ ଏହାକୁ ଭାରତ ଅଟକାଇଥିବା ଖବର ପ୍ରକାଶ ପାଇଛି। ନ୍ୟୁୟର୍କ ଟାଇମ୍ସରେ ପ୍ରକାଶିତ ରିପୋର୍ଟ ଅନୁଯାୟୀ ଡବ୍ଲ୍ୟୁଏଚ୍‌ଓର କୋଭିଡ୍‌ ମୃତ୍ୟୁ...

ବିକିରଣ ନିରୋଧୀ ଔଷଧ ମହଜୁଦ ରଖ

କିଭ୍‌, ୧୮ା୪: ୟୁକ୍ରେନ୍‌ ଯୁଦ୍ଧର ବିନାଶକାରୀ ଅନ୍ତ ଘଟାଇବାକୁ ରୁଷିଆ ନ୍ୟୁକ୍ଲିୟର ଆକ୍ରମଣ କରିବାକୁ ପ୍ରସ୍ତୁତ ହେଉଛି। ସାରା ବିଶ୍ୱକୁ ଏଥିପାଇଁ ପ୍ରସ୍ତୁତ ହେବାକୁ ପଡ଼ିବ। ବିପୁଳ ମାତ୍ରାରେ ଆଣ୍ଟାଇ-ରେଡିଏଶନ ବା ବିକିରଣ ନିରୋଧୀ ଔଷଧ ରଖିବା ସହ ଏୟାର...

ରାଜ୍ୟ ସରକାରଙ୍କ ଅଧିକାର ସୁରକ୍ଷା କରନ୍ତୁ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮।୪ (ଆଇଏଏନ୍‌ଏସ୍‌): ସୁପ୍ରିମକୋର୍ଟ ବିଭିନ୍ନ ରାୟରେ ଭାରତୀୟ ୟୁନିୟନର ବିଶେଷତ୍ୱ ସମ୍ପର୍କରେ ମନ୍ତବ୍ୟ ଦେବା ସହ ସଂଘୀୟ ବ୍ୟବସ୍ଥାର ପ୍ରତିଷ୍ଠା ଓ ବିକାଶରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇ ଆସିଛନ୍ତି। କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ନେଇ ଭାରତୀୟ ୟୁନିୟନ ଗଠିତ।...

କମଳ ଦେଶର ରାଜକୁମାର

କଳାକାର ଜୀବନର ପ୍ରାରମ୍ଭରେ ପ୍ରଫୁଲ୍ଲ କର ଗାଇଥିଲେ ‘କମଳ ଦେଶର ରାଜକୁମାର ମୁଁ, ହାତରେ ପୁଷ୍ପ ଧନୁ..’। ଏହି ଗୀତଟି ତାଙ୍କୁ ବେଶ୍‌ ଲୋକପ୍ରିୟ କରାଇଥିଲା। ଏହାପରେ ସେ କମଳ ଦେଶର ରାଜକୁମାର ଭାବେ ଘରେ ଘରେ ପରିଚିତ ହୋଇଯାଇଥିଲେ।...

ଘରେ ଆଣ୍ଠୁଏ ପାଣି

ନୂଆଦିଲ୍ଲୀ,୧୮ା୪: ପଡ଼ୋଶୀ ଶ୍ରୀଲଙ୍କା, ପାକିସ୍ତାନ ଓ ନେପାଳ ଭଳି ଭାରତରେ ମଧ୍ୟ ଆର୍ଥିକ ସଙ୍କଟ ମୁଣ୍ଡ ଟେକିଲାଣି। ଦେଶରେ ପେଟ୍ରୋଲ, ଡିଜେଲଠାରୁ ନେଇ ଖାଇବା ତେଲ, ଔଷଧ ଓ ଅନ୍ୟ ଅତ୍ୟାବଶ୍ୟକ ସାମଗ୍ରୀଗୁଡ଼ିକର ଦରଦାମ ଆକାଶଛୁଅଁା ହୋଇଛି। ଡଲାର ତୁଳନାରେ...

ଆଜିଠୁ ଲୋକସେବା ଭବନ ଯାଇପାରିବେ ସାଧାରଣ ଜନତା, ଖବରଦାତା

ଭୁବନେଶ୍ୱର,୧୮ା୪(ବ୍ୟୁରୋ): ସାଧାରଣ ଲୋକମାନେ ସୋମବାର ଠାରୁ ଲୋକସେବା ଭବନ, ରାଜୀବ ଭବନ ଏବଂ ଖାରବେଳ ଭବନରେ ନିଜର ଅଭିଯୋଗ ରଖିପାରିବେ। କରୋନା ଲାଗି ଦୀର୍ଘ ୨ ବର୍ଷ ଧରି ରହିଥିବା କଟକଣାକୁ ରାଜ୍ୟ ସରକାର ମଙ୍ଗଳବାର ଉଠାଇ ଦେଇଛନ୍ତି। ବର୍ତ୍ତମାନ...

ଅଚଳାବସ୍ଥାରେ ଇ-ଟଏଲେଟ୍‌

ଭୁବନେଶ୍ୱର,୧୮।୪ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରକୁ ସ୍ବଚ୍ଛ, ସବୁଜ, ସୁନ୍ଦର କରି ଗଢିତୋଳିବା ପାଇଁ ବିଏମ୍‌ସି ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ସ୍ମାର୍ଟ ସିଟିକୁ ଯେପରି ବାହ୍ୟ ମଳମୁକ୍ତ ଅଞ୍ଚଳ କରାଯାଇ ପାରିବ ସେଥିପାଇଁ ଇ-ଟଏଲେଟ୍‌ର ବ୍ୟବସ୍ଥା ରହିଛି। ଏଥିସହ ବାହାରେ...

ଆଉନାହାନ୍ତି ସୁନାମଧନ୍ୟ ସଂଗୀତଜ୍ଞ ପ୍ରଫୁଲ୍ଲ କର

ଭୁବନେଶ୍ବର,୧୭୲୪( ବ୍ୟୁରୋ):ଓଡ଼ିଆ ସଙ୍ଗୀତ ଜଗତର ସୁନାମଧନ୍ୟ ସଙ୍ଗୀତ ନିର୍ଦ୍ଦେଶକ, କଣ୍ଠଶିଳ୍ପୀ ତଥା ଗୀତିକାର ପ୍ରଫୁଲ୍ଲ କରଙ୍କ ପରଲୋକ ଘଟିଛି। ରବିବାର ଭୁବନେଶ୍ବରର ସତ୍ୟ ନଗରସ୍ଥିତ ବାସଭବନରେ ସେ ଶେଷନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ହୋଇଥିଲା।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri