Tag Archives: Home Middle

ଚାପଖେଳ ବେଳେ ବାଣ ବିସ୍ଫୋରଣ: ୩୦ ଆହତ, ଜଣେ ନାବାଳକର ମୃତ୍ୟୁ

ପୁରୀ/କଟକ,୩୦।୫(ଅଜିତ୍‌ ମହାନ୍ତି/ଶିଳ୍ପୀ ପ୍ରିୟଦର୍ଶିନୀ)ଭଉଁରୀ ଅବସରରେ ବୁଧବାର ରାତିରେ ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ଚାପଖେଳ ଚାଲିଥିବାବେଳେ ଅଭାବନୀୟ ଘଟଣା ଘଟିଛି। ବାଣ ବିସ୍ଫୋରଣ ହେବାରୁ ନିଆଁ ପଡ଼ି ୩୦ରୁ ଅଧିକ ଭକ୍ତ ଆହତ ହୋଇଛନ୍ତି। ଆହତମାନଙ୍କୁ ପ୍ରଥମେ ପୁରୀ ସଦର ମୁଖ୍ୟ...

ଚନ୍ଦନ ଯାତ୍ରା ସମୟରେ ନରେନ୍ଦ୍ର ପୋଖରୀରେ ବାଣ ବିସ୍ଫୋରଣ ଘଟଣା : ଉଦ୍‌ବେଗ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୯l୫: ଚନ୍ଦନ ଯାତ୍ରା ସମୟରେ ନରେନ୍ଦ୍ର ପୋଖରୀ ଦେବୀଘାଟରେ ଘଟିଥିବା ଦୁର୍ଭାଗ୍ୟଜନକ ବାଣ ଦୁର୍ଘଟଣାରେ ବହୁ ଲୋକ ଆହତ ହୋଇଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି। ଆହତମାନଙ୍କ ଉଦ୍ଧାର କାର୍ଯ୍ୟ ତ୍ୱରାନ୍ୱିତ କରି...

ନରେନ୍ଦ୍ର ପୁଷ୍କରିଣୀରେ ଚାପ ଖେଳ ବେଳେ ଅଘଟଣ, ବାଣ ନିଆଁ ପଡ଼ି ୨୦ରୁ ଉର୍ଦ୍ଧ ଆହତ

ପୁରୀ,୨୯।୫: ନରେନ୍ଦ୍ର ପୁଷ୍କରିଣୀରେ ଚାପ ଖେଳ ବେଳେ ଏକ ବଡଧରଣର ଅଘଟଣ ଘଟିଛି। ବାଣ ନିଆଁ ପଡ଼ି ୨୦ରୁ ଉର୍ଦ୍ଧ ଗୁରୁତର ଆହତ ହୋଇଛନ୍ତି। ମହାପ୍ରଭୁ ଚାପ ଖେଳିବା ସମୟରେ ବାଣ ଫୁଟାଯାଇଥିଲା, ଏତିକି ବେଳେ ନରେନ୍ଦ୍ର ପୁଷ୍କରିଣୀ ନିକଟରେ...

ଥରିଲା ମ୍ୟାନ୍‌ମାର, ରିକ୍ଟର ସ୍କେଲ୍‌ରେ ତୀବ୍ରତା ଥିଲା…

ମ୍ୟାନ୍‌ମାର,୨୯ା୫: ବୁଧବାର ମ୍ୟାନ୍‌ମାରରେ ପ୍ରବଳ ଭୂକମ୍ପ ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପ୍ରକାଶ ଯେ, ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲ୍‌ରେ ୫.୬ ମାପ କରାଯାଇଛି। ଜାତୀୟ ଭୂକମ୍ପ କେନ୍ଦ୍ର ଅନୁଯାୟୀ, ବୁଧବାର ସନ୍ଧ୍ୟାରେ ମ୍ୟାନ୍‌ମାରରେ ଏହି...

ୟୁପି ଏବେ ମାଫିଆମୁକ୍ତ, ଯାହା ବି ଅଛି ତାହା ପୂରା ସଫା ହୋଇଯିବ

ଲକ୍ଷ୍ନୌ,୨୯ା୫: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗୋରଖପୁର ଲୋକ ସଭା ନିର୍ବାନମଣ୍ଡଳୀରୁ ଭାଜପା ପ୍ରାର୍ଥୀ ରବି କିଶନଙ୍କ ସମର୍ଥନରେ ଏକ ରୋଡ୍‌ ଶୋ’ କରିଥିଲେ। ଏହି ସମୟରେ ସେ ଏକ ସ୍ବତନ୍ତ୍ର ସାକ୍ଷାତକାରରେ ଏକ ବଡ଼ ବିବୃତ୍ତି ଦେଇଛନ୍ତି। କହିଛନ୍ତି,...

ହସରେ ଉଡାଇ ଦେଲେ ନବୀନ, କହିଲେ-ମୋଦିଙ୍କୁ ମୋ ଚିନ୍ତା ନୁହେଁ ବରଂ ଭୋଟ୍‌ ଚିନ୍ତା…

ଭୁବନେଶ୍ୱର,୨୯।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କମିଟି ଗଠନ କରାଯିବ ବୋଲି କହିଥିଲେ। କଡ଼ା ଭାଷାରେ ଏହା ଜବାବ ଦେବା ସହ ସ୍ବାସ୍ଥ୍ୟାବସ୍ଥା ପ୍ରସଙ୍ଗକୁ ହସରେ ଉଡାଇ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ମୋଦିଙ୍କୁ ମୋ ସ୍ବାସ୍ଥ୍ୟାବସ୍ଥା...

ଇଣ୍ଡିଆ ମେଣ୍ଟ-ଭାଜପାକୁ କେତେ ସିଟ୍‌ ମିଳିବ ସ୍ପଷ୍ଟ କଲେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୯ା୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଏକ ସାକ୍ଷାତକାରରେ ଭାଜପାକୁ ଖୋଲା ଚ୍ୟାଲେଞ୍ଜ୍‌ କରିଛନ୍ତି। କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଟାର୍ଗେଟ କରି ସେ କହିଛନ୍ତି, ପଞ୍ଜାବର ୩କୋଟି ଲୋକଙ୍କୁ ଶାହା ଖୋଲାଖୋଲି ଭାବେ ଧମକ ଦେଇଛନ୍ତି। ଏନେଇ କେଜ୍‌ରିଓ୍ବାଲ...

ପ୍ରେସ୍‌ମିଟ୍‌ କରି କଡ଼ା ଭାଷାରେ ମୋଦିଙ୍କୁ ଜବାବ ଦେଲେ ମୁଖ୍ୟମନ୍ତ୍ରୀ, ଯଦି ମୋର ଶୁଭଚିନ୍ତକ ତେବେ…

ଭୁବନେଶ୍ୱର,୨୯।୫: ପ୍ରଧାନମନ୍ତ୍ରୀ ମୋଦିଙ୍କ ମନ୍ତବ୍ୟର କଡ଼ା ଭାଷାରେ ଜବାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବୁଧବାର ସନ୍ଧ୍ୟାରେ ଏକ ପ୍ରେସ୍‌ମିଟ୍‌ କରି ସେ କହିଛନ୍ତି ଯେ, ଯଦି ନରେନ୍ଦ୍ର ମୋଦି ମୋର ଶୁଭଚିନ୍ତକ ତାହେଲେ ମୋତେ ଫୋନ କରିପାରିଥାନ୍ତେ। ମୋର...

ପାକିସ୍ତାନର ପ୍ରତିଟି ବ୍ୟକ୍ତି ଚାହାନ୍ତି ମୋଦି ନିର୍ବାଚନରେ ପରାଜିତ ହୁଅନ୍ତୁ, ରାହୁଲ-କେଜ୍‌ରିଓ୍ବାଲଙ୍କୁ ଆଗୁଆ ଶୁଭକାମନା ଦେଲେ…

ଇସଲାମାବାଦ,୨୯।୫: ପାକିସ୍ତାନର ପ୍ରତିଟି ବ୍ୟକ୍ତି ନରେନ୍ଦ୍ର ମୋଦି ନିର୍ବାଚନ ହାରି ଯାଆନ୍ତୁ ବୋଲି ଚାହାନ୍ତି। ସେମାନେ ମୋଦିଙ୍କୁ ହରାଇବା ଲାଗି ରାହୁଲ ଗାନ୍ଧୀ, ଅରବିନ୍ଦ କେଜ୍‌ରିଓ୍ବାଲ ଏବଂ ମମତା ବାନାର୍ଜୀଙ୍କୁ ଶୁଭକାମନା ଜଣାଇଛନ୍ତି। କିଛି ଏଭଳି ବୟାନ ଦେଇ ଚର୍ଚ୍ଚାରେ...

ଓଡ଼ିଶା ମାଟିର ଝିଅ କିମ୍ବା ପୁଅ ହେବେ ଭାଜପା ମୁଖ୍ୟମନ୍ତ୍ରୀ, ଖୋଲି କହିଦେଲେ ମୋଦି

କେନ୍ଦ୍ରାପଡ଼ା,୨୯ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର କେନ୍ଦ୍ରାପଡ଼ାରେ ଆୟୋଜିତ ଏକ ସଂକଳ୍ପ ସମାବେଶରେ ଯୋଗ ଦେଇଛନ୍ତି। ଏହି ସମାବେଶକୁ ଉଦ୍‌ବୋଧନ ଦେଇ ମୋଦି କହିଛନ୍ତି, ଆଗାମୀ ୬ ମାସ ମଧ୍ୟରେ ବିଜେଡିରେ ବଡ଼ଧରଣର ବିସ୍ଫୋରଣ ହେବ। ଓଡ଼ିଶା ଏଥର ଡବଲ...

ଦିଲ୍ଲୀରେ ୫୨.୩ ଡ଼ିଗ୍ରୀ ଛୁଇଁଲା ତାତି, ରେକର୍ଡ ହେଲା ଭାରତର ସର୍ବକାଳୀନ ସର୍ବାଧିକ ତାପମାତ୍ରା

ନୂଆଦିଲ୍ଲୀ,୨୯।୫: ରାଜଧାନୀ ଦିଲ୍ଲୀରେ ବୁଧବାର ନିଆଁ ବର୍ଷା କରିଛନ୍ତି ସୂର୍ଯ୍ୟ ଦେବ। ଏଥିସହିତ ଦିଲ୍ଲୀରେ ରେକର୍ଡ ହୋଇଛି ଭାରତର ସର୍ବକାଳୀନ ସର୍ବାଧିକ ତାପମାତ୍ରା। ଅପରାହ୍ନ ୨ଟା ୩୦ ସୁଦ୍ଧା ୫୨.୩ ଡିଗ୍ରୀ ସେଲସିୟସରେ ରେକର୍ଡ ହୋଇଥିଲା। ପ୍ରବଳ ଗରମ ସାଙ୍ଗକୁ...

ମଣିଶଙ୍କରଙ୍କ ବିବୃତ୍ତିକୁ ନେଇ ରାଗିଲା ଭାଜପା, କହିଲା…

ନୂଆଦିଲ୍ଲୀ,୨୯ା୫ କଂଗ୍ରେସ ନେତା ମଣିଶଙ୍କର ଆୟାର ୧୯୬୨ରେ ହୋଇଥିବା ଚାଇନା ଆକ୍ରମଣ ପାଇଁ କିଛି ଶବ୍ଦ ବ୍ୟବହାର କରିଥିବା ଅଭିଯୋଗରେ ଭାଜପା ମଣିଶଙ୍କରଙ୍କୁ ଟାର୍ଗେଟ କରିଛି। କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଏବଂ ରାହୁଲ ଗାନ୍ଧୀଙ୍କ ନିରବତା ଉପରେ ଭାଜପା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri