Tag Archives: Home Middle

ଏନ୍‌ଏଚ୍‌-୩୭ ପ୍ରଶସ୍ତିକରଣ, କଟାଯିବ ୨,୫୦୦ ଗଛ…

ଗୁଆହାଟି, ୪।୪ : ଜାତୀୟ ରାଜପଥ (ଏନ୍‌ଏଚ୍‌)-୩୭ର ପ୍ରଶସ୍ତିକରଣ ପ୍ରକଳ୍ପ ପାଇଁ ଆସାମର ରାଜଧାନୀ ଗୁଆହାଟିରେ ପ୍ରାୟ ୨,୫୦୦ ଗଛ କଟାଯାଉଛି। ଜାତୀୟ ରାଜପଥ ୩୭ରେରେ ଜାଲୁକବାରୀ ଠାରୁ ଓ୍ବଶିଷ୍ଠ ପର୍ଯ୍ୟନ୍ତ ୧୬.୫ କିଲୋମିଟର ପର୍ଯ୍ୟନ୍ତ କାର୍ଯ୍ୟ ଗତ ସପ୍ତାହରେ...

୧୦ ରାଜ୍ୟର ୧୮ ସ୍କୁଲରେ ଡ୍ରୋନ୍‌ ପାଇଲଟ୍‌ ଟ୍ରେନିଂ…

ନୂଆଦିଲ୍ଲୀ, ୪।୪ : ଡ୍ରୋନର ବ୍ୟବହାରକୁ ପ୍ରୋତ୍ସାହିତ କରିବା ପାଇଁ କେନ୍ଦ୍ର ସରକାର ନୂଆ ଯୋଜନା ଆଣିବାକୁ ଯାଉଛନ୍ତି। ଅନେକ କ୍ଷେତ୍ରରେ ଡ୍ରୋନ ବ୍ୟବହାରକୁ ମଧ୍ୟ ଅନୁମୋଦନ କରାଯାଇଛି। ୨୦୨୨ ବଜେଟ ଉପସ୍ଥାପନ କରିବାବେଳେ କେନ୍ଦ୍ର ସରକାର ଡ୍ରୋନ ସହ...

ରୁଷିଆରେ ଔଷଧ ମିଳୁନି

ମସ୍କୋ,୪ା୪: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧର ପରିଣାମ ସାଧାରଣ ଲୋକଙ୍କୁ ଭୋଗିବାକୁ ପଡୁଛି। ଏହି ଯୁଦ୍ଧ ଯୋଗୁ ମସ୍କୋରେ ବର୍ତ୍ତମାନ ଔଷଧର ଅଭାବ ପରିଲକ୍ଷିତ ହୋଇଛି। ଲୋକମାନେ ସୋସିଆଲ ମିଡିଆ ମାଧ୍ୟମରେ କ୍ରମାଗତ ଭାବରେ ଏହି ଅଭାବ...

ଆଶିଷଙ୍କ ଜାମିନ ମାମଲା, କ’ଣ କରାଯିବ ଆମକୁ ଜଣାଅଛି, କହିଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ, ୪।୪ : ଲଖୀମପୁର ଖେରୀ ମାମଲାରେ ଆଶିଷ ମିଶ୍ରଙ୍କ ଉପରେ ପୁଣି ଖଣ୍ଡା ଝୁଲିବାରେ ଲାଗିଛି। ଆଶିଷ ମିଶ୍ରଙ୍କ ଜାମିନ ଖାରଜ ପାଇଁ କରାଯାଇଥିବା ଆବେଦନର ବିଚାର ସୁପ୍ରିମକୋର୍ଟ ସୋମବାର କରି କହିଛନ୍ତି ଯେ, ଏହି ମାମଲାରେ ଆମକୁ...

କରୋନା ମୁକାବିଲା ଲାଗି ସୈନ୍ୟ ବିଭାଗ ସହାୟତା, ୨.୬ କୋଟି ଲୋକଙ୍କର ହେବ ନମୁନା ପରୀକ୍ଷା…

ବେଜିଂ, ୪।୪ : ଚାଇନାରେ କରୋନା ସଙ୍କଟ ଅଣାୟତ୍ତ ହେବାରେ ଲାଗିଛି। ଦେଶର ସବୁଠୁ ବଡ ସହର ସାଂଘାଇରେ ସ୍ଥିତି କ୍ରମଶଃ ସଙ୍କଟ ଜନକ ହେବାରେ ଲାଗିଛି। ଲକଡାଉନ ଯୋଗୁଁ ଲକ୍ଷ ଲକ୍ଷ ଲୋକ ନିଜ ଘରୁ ବାହାରକୁ ଯାଉନାହାଁନ୍ତି।...

କରୋନା ସଙ୍କଟରେ ନିପା ଭାଇରସ୍‌ ଆତଙ୍କ ଘନେଇଲା…

ନୂଆଦିଲ୍ଲୀ, ୪।୪ : କରୋନା ମହାମାରୀରୁ ମୁକ୍ତି ପାଇବାକୁ ଚେଷ୍ଟା ଜାରି ରହିଛି। ଏପରିସ୍ଥଳେ ଦେଶରେ ଆଗାମୀ ଦିନରେ ନିପା ଭାଇରସ ଏକ ବଡ଼ ବିପଦ ସୃଷ୍ଟି କରିବାର ଆଶଙ୍କ ଘନେଇବାରେ ଲାଗିଛି। ପୁଣେ ସ୍ଥିତ ନ୍ୟାଶନାଲ ଇନଷ୍ଟିଚ୍ୟୁଟ ଅଫ...

ଅଭିଶପ୍ତ ପ୍ରଧାନମନ୍ତ୍ରୀ ସିଂହାସନ, କାହାର ବି ନାହିଁ ୫ ବର୍ଷ କାର୍ଯ୍ୟକାଳ…

ଇସଲାମାବାଦ୍‌, ୪।୪ : ପାକିସ୍ତାନର ପ୍ରଧାନମନ୍ତ୍ରୀ ଆସନ ଆଜି ପର୍ଯ୍ୟନ୍ତ ଅଭିଶପ୍ତ ରହିଛି। ଦେଶର କୌଣସି ପ୍ରଧାନମନ୍ତ୍ରୀ ନିଜର ୫ ବର୍ଷ କାର୍ଯ୍ୟକାଳ ପୂରଣ କରି ପାରି ନାହାନ୍ତି। ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ପାଇଁ ମଧ୍ୟ ସମାନ ସ୍ଥିତି ସୃଷ୍ଟି...

ଭାରତରେ ଶ୍ରୀଲଙ୍କା ସ୍ଥିତି ଆଶଙ୍କା ! ସଚିବଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ବୈଠକ ନେଇ ନାନା ପ୍ରଶ୍ନ…

ନୂଆଦିଲ୍ଲୀ, ୪।୪ : ଭାରତ ମଧ୍ୟ ଶ୍ରୀଲଙ୍କା ପରି ଆର୍ଥିକ ସଙ୍କଟର ସମ୍ମୁଖୀନ ହେବ କି ? ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସଚିବମାନଙ୍କର ଏକ ବୈଠକ ନେଇ ଏବେ ନାନା ପ୍ରଶ୍ନ ଉଠିବାରେ ଲାଗିଛି। ବୈଠକରେ ବରିଷ୍ଠ ଅଧିକାରୀମାନେ...

ଦୈନିକ ସଂକ୍ରମଣ ହଜାରେ ତଳେ-ମୃତ୍ୟୁ ସଂଖ୍ୟା ୧୩ …

ନୂଆଦିଲ୍ଲୀ, ୪।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ହଜାରେ ତଳେ ରହିଛି। ଏହା ୯୧୩ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧୫ ତଳେ ରହିଛି। ଦୈନିକ ମୃତ୍ୟୁ ସଂଖ୍ୟା...

ରାତି ଅଧାରେ କ୍ୟାବିନେଟ୍‌ ଇସ୍ତଫା…

ନୂଆଦିଲ୍ଲୀ, ୪।୪ : ଅର୍ଥନୈତିକ ସଙ୍କଟ ଦେଇ ଗତି କରୁଥିବା ଶ୍ରୀଲଙ୍କାର ସମସ୍ତ କ୍ୟାବିନେଟ ସଦସ୍ୟ ରାତି ଅଧାରେ ଇସ୍ତଫା ଦେଇଛନ୍ତି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଶ୍ରୀଲଙ୍କା ସରକାରଙ୍କ ସମସ୍ତ ମନ୍ତ୍ରୀ ଇସ୍ତଫା ଦେଇଛନ୍ତି, କିନ୍ତୁ ପ୍ରଧାନମନ୍ତ୍ରୀ ମହିନ୍ଦା ରାଜପକ୍ଷେ...

ଆନ୍ଧ୍ରପ୍ରଦେଶ ଜିଲା ସଂଖ୍ୟା ଦୁଇଗୁଣା, ୧୩ ରୁ୨୬ କୁ ବୃଦ୍ଧି…

ହାଇଦ୍ରାବାଦ୍‌, ୪।୪ : ଆନ୍ଧ୍ରପ୍ରଦେଶର ଜିଲ୍ଲା ସଂଖ୍ୟା ସୋମବାରଠାରୁ ଦୁଇଗୁଣା ହୋଇ ୧୩ ରୁ ୨୬କୁ ବୃଦ୍ଧି ପାଇବ। ରାଜ୍ୟରେ ନୂତନ ଜିଲା ଗଠନ ପ୍ରକ୍ରିୟା ଶେଷ ହୋଇଛି। ସୋମବାର ଏହି ୧୩ ଟି ନୂଆ ଜିଲାକୁ ମୁଖ୍ୟମନ୍ତ୍ରୀ ଓ୍ବାଇଏସ୍‌...

ମାସ୍କ ସମ୍ପୂର୍ଣ୍ଣ ହଟାଇବା ଉଚିତ ନୁହେଁ: ସ୍ବାସ୍ଥ୍ୟ ବିଶେଷଜ୍ଞ

ଭୁବନେଶ୍ୱର, ୪।୪(ବ୍ୟୁରୋ): ବ୍ରିଟେନରେ ଦେଖା ଦେଇଥିବା କରୋନାର ନୂଆ ଭାରିଆଣ୍ଟ ‘ଏକ୍ସଇ’ ଅଧିକ ଲୋକଙ୍କୁ ଆକ୍ରାନ୍ତ କରିପାରେ। ଏହା ଓମିକ୍ରନର ସବ୍‌ ଭାରିଆଣ୍ଟ ଓ ଅତି ଶୀଘ୍ର ବ୍ୟାପିବାର ସମ୍ଭାବନା ରହିଛି। କିନ୍ତୁ ଡେଲ୍‌ଟା ପରି ଏହା ଏତେ ମାରାତ୍ମକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri