Tag Archives: Home Middle

୨୦୨୪ ଯାଏ ବଢ଼ିବ ‘କାଳିଆ’ ଅବଧି

ଭୁବନେଶ୍ୱର, ୨୮।୩(ବ୍ୟୁରୋ): ଚାଷୀ ଓ ଚାଷକୁ ପ୍ରୋତ୍ସାହିତ କରିବାକୁ ଓଡ଼ିଶା ସରକାର ୨୦୧୯ରେ ଆରମ୍ଭ କରିଥିଲେ ‘କାଳିଆ’ ଯୋଜନା। ୨୦୨୧-୨୨ ଆର୍ଥିକ ବର୍ଷର ମାର୍ଚ୍ଚ ୩୧ରେ ଏହାର ଅବଧି ଶେଷ ହେଉଥିବାବେଳେ ରବିବାର ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ରାଜ୍ୟ ସରକାର...

୪ ମାସ ପାଇଁ ୧.୦୪ ଲକ୍ଷ କୋଟିର ବଜେଟ

ଭୁବନେଶ୍ୱର,୨୮ା୩(ବ୍ୟୁରୋ): ଆସନ୍ତା ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ରାଜ୍ୟ ସରକାର ୨ ଲକ୍ଷ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ବଜେଟ ପ୍ରସ୍ତୁତ କରିଛନ୍ତି। ତେବେ ଆସନ୍ତା ୪ ମାସ ପାଇଁ ୧ ଲକ୍ଷ ୪ ହଜାର କୋଟି ଟଙ୍କାର କାମଚଳା ବଜେଟ...

ଭୋଟ ହାରରେ ବିଜେଡି ଆଗରେ

ଭୁବନେଶ୍ୱର,୨୮ା୩(ବ୍ୟୁରୋ): ରାଜ୍ୟରେ ପୌର ନିର୍ବାଚନର ଫଳାଫଳ ଆସିବା ପରେ ସହରାଞ୍ଚଳ ବାସିନ୍ଦା ମଧ୍ୟ ଅଧିକ ମାତ୍ରାରେ ବିଜେଡି ସପକ୍ଷରେ ରହିଥିବା ସ୍ପଷ୍ଟ ହୋଇଯାଇଛି। କାଉନ୍‌ସିଲର ନିର୍ବାଚନ ଫଳାଫଳ ଅନୁଯାୟୀ ବିଜେଡି ଭୋଟ ହାର ତୁଳନାରେ ଭାଜପା, କଂଗ୍ରେସ ଏବଂ ସ୍ବାଧୀନ...

ଆଜିଠୁ ୨ ଦିନିଆ ଭାରତ ବନ୍ଦ: ସ୍ଥିତି ଦେଖି ନିଷ୍ପତ୍ତି

ଭୁବନେଶ୍ୱର, ୨୮।୩(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ଏକପାଖିଆ ନିଷ୍ପତ୍ତି ସାଙ୍ଗକୁ ଅନେକ ଜନବିରୋଧୀ ଆଇନ ଓ ଦରବୃଦ୍ଧିକୁ ନେଇ କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ ପକ୍ଷରୁ ସୋମବାରଠାରୁ ୨ଦିନିଆ ଭାରତ ବନ୍ଦର ଡାକରା ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ବିଭିନ୍ନ ସଂଘ ଓ ଆସୋସିଏଶନ...

‘୫ ବର୍ଷ ପୂରଣ କରିବି, ଇସ୍ତଫା ଦେବିନି’

ଇସଲାମାବାଦ୍‌,୨୭।୩: ପାକିସ୍ତାନରେ ଏବେ ରାଜନୈତି ସଙ୍କଟ ଚାଲିଛି। ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଗାଦିରୁ ହଟାଇବା ପାଇଁ ବିରୋଧୀ ଲାଗିପଡିଛନ୍ତି। ମାର୍ଚ୍ଚ ୨୮ରେ ସଂସଦରେ ଇମ୍ରାନ ସରକାରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଗତ ହେବ। ଏହାର ଗୋଟିଏ ଦିନ ପୂର୍ବରୁ ଅର୍ଥାତ୍‌...

ନାବାଳିକା ପୀଡ଼ିତା ସ୍ତ୍ରୀ ଭାବେ ଅଭିଯୁକ୍ତଙ୍କ ସହିତ ବାସ କରି ସନ୍ତାନଙ୍କୁ ଜନ୍ମ ଦେଇଛନ୍ତି, ପୋକ୍ସୋ ମାମଲାକୁ ଖାରଜ କଲେ କୋର୍ଟ …

ଶିଲଂ, ୨୭।୩ : ନିକଟରେ ମେଘାଳୟ ହାଇକୋର୍ଟ ଜଣେ ବ୍ୟକ୍ତିଙ୍କ ବିରୋଧରେ ପଞ୍ଜିକୃତ ହୋଇଥିବା ଯୌନ ନିର୍ଯାତନା ଆଇନ ୨୦୧୨ ଶିଶୁଙ୍କ ସୁରକ୍ଷା ଏବଂ ଅପରାଧିକ ପ୍ରକ୍ରିୟା(ପୋକ୍ସୋ) ମାମଲାକୁ ଖାରଜ କରିଛନ୍ତି। କୋର୍ଟ ଉଲ୍ଲେଖ କରିଛନ୍ତି ଯେ ଅଭିଯୁକ୍ତ ବ୍ୟକ୍ତି...

୨୦ ହଜାର ବସ୍ତି ପିଲା ଚିହ୍ନଟ, ଥଇଥାନ ପାଇଁ ଚାଲିଛି ଯୋଜନା

ନୂଆଦିଲ୍ଲୀ,୨୭ା୩: ବର୍ତ୍ତମାନ ସାରା ଦେଶରେ ପ୍ରାୟ ୨୦ ହଜାର ବସ୍ତି ପିଲାଙ୍କୁ ଚିହ୍ନଟ କରାଯାଇଛି। ଏମାନଙ୍କୁ ଥଇଥାନ ପାଇଁ ପ୍ରକ୍ରିୟା ଜାରି ରହିଥିବା ଏନ୍‌ସିପିସିଆର ଅଧ୍ୟକ୍ଷା ପ୍ରିୟଙ୍କା କାନୁନ୍‌ଗୋ କହିଛନ୍ତି। ସେ କହିଛନ୍ତି, ଭାରତର ରାସ୍ତାଘାଟର ପିଲାମାନଙ୍କ ପାଇଁ ଏକ...

ଆୟୁର୍ବେଦିକ ଡାକ୍ତର ଏଲୋପାଥିକ ପ୍ରତିପକ୍ଷଙ୍କ ଭଳି ଦରମା ପାଇବାକୁ ଯୋଗ୍ୟ…

ନୂଆଦିଲ୍ଲୀ, ୨୭।୩ : ଏନଆରଏଚଏମ୍‌/ଏନଏଚଏମ୍‌ ଯୋଜନା ଅନୁଯାୟୀ ଆୟୁର୍ବେଦିକ ଡାକ୍ତରମାନେ ଏଲୋପାଥିକ ମେଡିକାଲ ଅଫିସର ଏବଂ ଦନ୍ତ ଚିକିତ୍ସା ଅଧିକାରୀଙ୍କ ସହିତ ସମାନ ଦରମା ସମାନତା ପାଇବାକୁ ଯୋଗ୍ୟ ବୋଲି ସୁପ୍ରିମକୋର୍ଟ ଉତ୍ତରାଖଣ୍ଡ ହାଇକୋର୍ଟଙ୍କ ଆଦେଶକୁ ସମର୍ଥନ କରିଛନ୍ତି। ଜଷ୍ଟିସ...

ନୋ’ ବଲ୍‌ ସବୁ ବିଗାଡି ଦେଲା: ଭାରତ ବିଶ୍ୱକପ୍‌ରୁ ବିଦା

ଖ୍ରୀଷ୍ଟଚର୍ଚ୍ଚ,୨୭।୩: ମହିଳା ବିଶ୍ୱକପ୍‌ରୁ ବାଦ୍‌ ପଡିଛି ଭାରତୀୟ ମହିଳା ଦଳ। ଭାରତୀୟ ଦଳର ସେମିଫାଇନାଲରେ ପ୍ରବେଶ କରିବାର ସ୍ବପ୍ନ ଭାଙ୍ଗି ଯାଇଛି। ମିତାଲି ରାଜଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ଶେଷ ଲିଗ ମ୍ୟାଚରେ ଦକ୍ଷିଣ ଆଫ୍ରିକା ହାତରୁ ତିନି ଉଇକେଟରେ...

ବ୍ରିଟେନ୍‌ ଲୋକେ ୟୁକ୍ରେନ୍‌ ଶରଣାର୍ଥୀଙ୍କୁ ଘରେ ଦେବେ ଆଶ୍ରୟ, ସରକାର ଆରମ୍ଭ କଲେ ଯୋଜନା…

ଲଣ୍ଡନ, ୨୭।୩ : ରୁଷିଆ ୟୁକ୍ରେନ ଉପରେ ଆକ୍ରମଣ କରିବାଠାରୁ ଏପର୍ଯ୍ୟନ୍ତ ପ୍ରାୟ ୩୦ ଲକ୍ଷରୁ ଅଧିକ ଲୋକ ଜୀବନ ଭୟରେ ଭିଟ।ମାଟି ଛାଡ଼ି ପଳାୟନ କରିଛନ୍ତି। ୟୁକ୍ରେନ୍‌ ଶରାଣାର୍ଥୀଙ୍କୁ ଆଶ୍ରୟ ଦେବା ପାଇଁ ବ୍ରିଟେନ ସରକାରଙ୍କ ପକ୍ଷରୁ ‘ହୋମ...

କ୍ଷେପଣାସ୍ତ୍ର ଏସ୍‌ଆର୍‌ଏସ୍‌ଏଏମ୍‌ର ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ,୨୭ା୩: ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରରୁ ସ୍ଥଳଭାଗରୁ ଆକାଶକୁ ଲକ୍ଷ୍ୟଭେଦ କରିପାରୁଥିବା ପେକ୍ଷଣାସ୍ତ୍ର ଏସ୍‌ଆରଏସ୍‌ଏମ୍‌ ସଫଳ ଉତ୍‌କ୍ଷେପଣ ହୋଇଛି। ରବିବାର ପୂର୍ବାହ୍ନରେ ଚାନ୍ଦିପୁର କ୍ଷେପଣାସ୍ତ୍ର କେନ୍ଦ୍ରର ୩ ନମ୍ବର ଲଞ୍ଚପ୍ୟାଡରୁ ଏହି ପରୀକ୍ଷଣ ହୋଇଛି। ତେବେ ସୁରକ୍ଷା ଦୃଷ୍ଟିରୁ...

ସରୁନି ସାବେରି ବ୍ରିଜ୍‌ ନିର୍ମାଣ

ଏମ୍‌ଭି-୭୯,୨୭ା୩(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ମୋଟୁଠାରେ ସାବେରୀ ନଦୀ ଉପରେ ଚାଲିଥିବା ବ୍ରିଜ୍‌ ନିର୍ମାଣ କାର୍ଯ୍ୟ ସରୁନାହିଁ। ନଦୀର ଉପର ମୁଣ୍ଡରେ ଚାଲିଥିବା ଏହି ବ୍ରିଜ୍‌ ନିର୍ମାଣକୁ ଇତିମଧ୍ୟରେ ୫ବର୍ଷ ବିତିଯାଇଛି। ବିଭାଗୀୟ ଅଧିକାରୀଙ୍କ ଅବହେଳା ଏବଂ ଠିକା କମ୍ପାନୀର ମନମୁଖି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri