Tag Archives: Home Middle

କେକେଆର୍‌ ପାଇଁ ବିଜୟ ଲକ୍ଷ୍ୟ ୧୩୨…

ମୁମ୍ବାଇ, ୨୬।୩ : ଆଇପିଏଲ୍‌ ସିଜିନ୍‌ ୧୫ର ପ୍ରଥମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ) ଏବଂ କୋଲକାତା ନାଇଟ ରାଇଡର୍ସ(କେକେଆର୍‌) ମୁମ୍ବାଇର ଓ୍ବାଙ୍ଖେଡ୍‌ ଷ୍ଟାଡିୟମ୍‌ରେ ମୁହାଁମୁହିଁ ହୋଇଛନ୍ତି। ଟସ୍‌ ଜିତି କେକେଆର୍‌ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିବାବେଳେ ସିଏସ୍‌କେ...

ଭୁବନେଶ୍ୱରରେ ସୁଲୋଚନା, କଟକରେ ସୁବାସ; ବ୍ରହ୍ମପୁରରେ ସଂଘମିତ୍ରା

ଭୁବନେଶ୍ୱର,୨୬ା୩(ବ୍ୟୁରୋ): ପୌର ନିର୍ବାଚନର ଫଳାଫଳ ଶନିବାର ପ୍ରକାଶ ପାଇଥିବା ବେଳେ ୩ ମହାନଗର ନିଗମର ମେୟର ପଦବୀ ବିଜେଡି ହାତକୁ ଯାଇଛି। ଭୁବନେଶ୍ୱରରୁ ବିଜେଡିର ସୁଲୋଚନା ଦାସ ବିଜୟୀ ହୋଇଥିବା ବେଳେ କଟକର ସୁବାସ ସିଂ ଏବଂ ବ୍ରହ୍ମପୁରର ସଂଘମିତ୍ରା...

ଓଡ଼ିଶାବାସୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୨୬।୩(ବ୍ୟୁରୋ): ପୌର ନିର୍ବାଚନରେ ବିଜେଡିର ସଫଳତାକୁ ନେଇ ରାଜ୍ୟବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶନିବାର ନିର୍ବାଚନ ଫଳାଫଳ ଆସିବା ପରେ ଟୁଇଟ୍‌ କରି ରାଜ୍ୟର ବିକାଶଧାରାରେ ସେ ସାମିଲ ହେବାକୁ ଆହ୍ବାନ ଦେଇଛନ୍ତି। ‘ପୌର ନିର୍ବାଚନରେ...

ସୁଲୋଚନା ହେଲେ ଭୁବନେଶ୍ୱର ମେୟର

ଭୁବନେଶ୍ୱର,୨୬ା୩(ବ୍ୟୁରୋ): ବିଜେଡି ହାତକୁ ଯାଇଛି ଭୁବନେଶ୍ୱର ମେୟର ପଦବୀ। ବିଜେଡିର ସୁଲୋଚନା ଦାସ ୬୧ ହଜାରରୁ ଅଧିକ ଭୋଟ ପାଇ ବିଜୟ ଲାଭ କରିଛନ୍ତି। ସୁଲୋଚନା ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପା ପ୍ରାର୍ଥିନୀ ସୁନୀତି ମୁଣ୍ଡ୍‌ଙ୍କୁ ପରାଜିତ କରିଛନ୍ତି।

ମେ‘ ୯ ସୁଦ୍ଧା ଯୁଦ୍ଧ ଶେଷ ଲାଗି ଯୋଜନା !…

ମସ୍କୋ/କ୍ୱିଭ୍‌, ୨୬।୩ : ରୁଷିଆ ଏବଂ ୟୁକ୍ରେନ୍‌ ମଧ୍ୟରେ ଜାରି ରହିଥିବା ଯୁଦ୍ଧ ମେ‘ ୯ ସୁଦ୍ଧା ଶେଷ ହେବା ସମ୍ଭାବନା ରହିଛି। ଏନେଇ ୟୁକ୍ରେନ୍‌ ଜେନେରାଲ ଷ୍ଟାଫ୍‌ ମିଳିଥିବା ଗୁପ୍ତଚର ସୂଚନା ଆଧାରରେ ଏନେଇ ଖବର କାଗଜ ଦ...

ମାର୍ଚ୍ଚ ୩୧ରେ ‘ମହଙ୍ଗା ମୁକ୍ତ ଭାରତ’ ଅଭିଯାନ…

ନୂଆଦିଲ୍ଲୀ, ୨୬।୩ : କଂଗ୍ରେସ ପକ୍ଷରୁ ମାର୍ଚ୍ଚ ୩୧ରେ ‘ମହଙ୍ଗା ମୁକ୍ତ ଭାରତ’ ଅଭିଯାନ ଆରମ୍ଭ କରାଯିବାର ଯୋଜନା ପ୍ରସ୍ତୁତ କରାଯାଇଛି। କଂଗ୍ରେସର ମହାସଚିବ ଏବଂ ପ୍ରଦେଶ ମୁଖ୍ୟଙ୍କ ବୈଠକରେ ଶନିବାର ଏହି ନିଷ୍ପତ୍ତି ଗ୍ରହଣ କରାଯାଇଛି। ଦରଦାମ ବୃଦ୍ଧି...

ଯୁଦ୍ଧରେ ୧୬,୪୦୦ ରୁଷୀୟ ସୈନିକଙ୍କ ମୃତ୍ୟୁ…

କ୍ୱିଭ୍‌, ୨୬।୩ : ୟୁକ୍ରେନରେ ଏକ ମାସରୁ ଅଧିକ ସମୟ ଧରି ଚାଲିଥିବା ଯୁଦ୍ଧରେ ୧୬,୪୦୦ ରୁଷୀୟ ସୈନିକଙ୍କ ମୃତ୍ୟୁ ଘଟିଛି। ଖବର କାଗଜ ଦ କ୍ୱିଭ୍‌ ଇଣ୍ଡିପେଣ୍ଡେଣ୍ଟ୍‌ ପକ୍ଷରୁ ଏହି ଦାବି କରାଯାଇଛି। ୨୪ ଫେବୃଆରୀରେ ରୁଷିଆ ୟୁକ୍ରେନ...

କଂଗ୍ରେସରେ ବିବାଦ-ଦଳ ଛାଡ଼ିବା-ପରାଜୟ ସଙ୍କଟ…

ନୂଆଦିଲ୍ଲୀ, ୨୬।୩ : ଦେଶର ୫ ରାଜ୍ୟର ବିଧାନସଭା ନିର୍ବାଚନ ଫଳାଫଳ ପରେ କଂଗ୍ରେସରେ ସଙ୍କଟ ବଢ଼ିବାରେ ଲାଗିଛି। ଦଳରେ ବିବାଦ, ଦଳ ଛାଡ଼ିବା ଏବଂ ପରାଜୟକୁ ନେଇ ସ୍ଥିତି ଖରାପ ହେବାରେ ଲାଗିଛି। ଆସନ୍ତା ୧୫ ଦିନ ମଧ୍ୟରେ...

ପୃଥିବୀ ପାଇଁ ପୁଣି ସଙ୍କଟ,ଭାଙ୍ଗିଲା ବିରାଟକାୟ ହିମ ପାହାଡ଼…

ଓ୍ବାଶିଂଟନ, ୨୬।୩ : ପୃଥିବୀ ପାଇଁ ପୁଣି ଏକ ନୂଆ ସଙ୍କଟ ସୃଷ୍ଟି ହୋଇଛି ଆଣ୍ଟାର୍କଟିକାରେ ଏକ ବିରାଟ ହିମ ପାହାଡ଼ ଭାଙ୍ଗି ପଡ଼ିଛି। ଏହାର ଆକାର ୧୨୦୦ ବର୍ଗ କିଲାମିଟରରୁ ଅଧିକ ହେବ ବୋଲି ଅନୁମାନ କରାଯାଉଛି। ଏହି...

ଆଣବିକ ଯୁଦ୍ଧର ଆଶଙ୍କା ବଢ଼ିଲା, ବୁଡ଼ାଜାହାଜ ପ୍ରସ୍ତୁତ କଲେ ପୁଟିନ୍‌…

ମସ୍କୋ, ୨୬।୩ : ରୁଷିଆ ୟୁକ୍ରେନ ଉପରେ ଆକ୍ରମଣ କରିବା ଏକ ମାସରୁ ଅଧିକ ସମୟ ବିତିଛି। ମସ୍କୋର ଆକ୍ରମଣ ବନ୍ଦ ହେବା ପରି ମନେ ହେଉନାହିଁ। ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ନିଜର ପରମାଣୁ ଶକ୍ତିକୁ ବିଶେଷ ସତର୍କ...

ଟିକାକରଣ ପ୍ରମାଣପତ୍ରରେ ପୁଣି ରହିବ ପ୍ରଧାନମନ୍ତ୍ରୀଙ୍କ ଫଟୋ…

ନୂଆଦିଲ୍ଲୀ, ୨୬।୩ : ଉତ୍ତରପ୍ରଦେଶ ସମେତ ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ସମାପ୍ତ ହେବା ସହିତ କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫଟୋ ପୁଣି କରୋନା ଟିକାକରଣ ପ୍ରମାଣପତ୍ରରେ ରଖିବାକୁ ଯୋଜନା କରୁଛନ୍ତି। ନିର୍ବାଚନ ତାରିଖ ଘୋଷଣା ହେବା...

ପାରମ୍ପରିକ ଔଷଧର ଗ୍ଲୋବାଲ ସେଣ୍ଟର ଗୁଜରାଟରେ…

ଅହମଦାବାଦ,୨୬।୩ : ଗୁଜରାଟକୁ ବିଶ୍ୱ ମାନଚିତ୍ରରେ ଉଜ୍ଜ୍ୱଳ କରିବା ପାଇଁ ସରକାର ଆଉ ଏକ ଉପହାର ଦେବାକୁ ଯାଉଛନ୍ତି । ପାରମ୍ପରିକ ଔଷଧ ଉପରେ ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ)ର ବିଶ୍ୱସ୍ତରୀୟ କେନ୍ଦ୍ର ରାଜ୍ୟର ଜାମନଗରରେ ପ୍ରତିଷ୍ଠା ହେବ। ଏଥିପାଇଁ ଜେନେଭାରେ ଭାରତର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri