Tag Archives: Home Middle

ମୋଦି କହିଲେ ମନର କଥା: ୟୁପି ନୁହେଁ ଏହି ରାଜ୍ୟରେ ଭାଜପାକୁ ମିଳିବ ସବୁଠାରୁ ଅଧିକ ଆସନ

ନୂଆଦିଲ୍ଲୀ,୨୮।୫: ଲୋକ ସଭା ନିର୍ବାଚନ ୨୦୨୪ ବର୍ତ୍ତମାନ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଜୁନ ୧ରେ ସପ୍ତମ ପର୍ଯ୍ୟାୟ ଭୋଟ ସହିତ ଭୋଟ ପ୍ରକ୍ରିୟା ଶେଷ ହେବ। ଏହା ପରେ ଜୁନ ୪ରେ ଫଳାଫଳ ଘୋଷଣା କରାଯିବ। ଏହି ସମୟରେ...

ଏତିକି ଆସନ ଜିତି ଓଡ଼ିଶାରେ ସରକାର ଗଢିବ ଭାଜପା: ଶାହାଙ୍କ ଭବିଷ୍ୟବାଣୀ

ଚାନ୍ଦବାଲି,୨୮।୫: ୨୦୨୪ ନିର୍ବାଚନ ଲାଗି କେନ୍ଦ୍ରୀୟ ନେତାମାନେ ଭାଜପା ପାଇଁ ପ୍ରଚାର କରିବାକୁ ଘନଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି କ୍ରମରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଙ୍ଗଳବାର ଚାନ୍ଦବାଲିଠାରେ ଏକ ଜନସଭା କରି ବିଜେଡି ସରକାର ଉପରେ ବର୍ଷିଛନ୍ତି।...

ବିଜେଡି ନେତାଙ୍କୁ ହତ୍ୟା: ରାଜନୈତିକ ଶତ୍ରୁତାରୁ ହତ୍ୟା କରାଯାଇଥିବା ପରିବାର ଲୋକଙ୍କ ଅଭିଯୋଗ

ଛେଣ୍ଡିପଦା,୨୮।୫: ଅନୁଗୋଳ ଜିଲା ଜରପଡା ଥାନା ଜେରେଙ୍ଗ ଦେହୁରୀ ସାହିର ପୂର୍ବତନ ସରପଞ୍ଚ ତଥା ବିଜେଡି ନେତା ବିଭୁତି ଗଡ଼ନାୟକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ରାଜନୈତିକ ଘଟଣାକୁ ନେଇ ତାଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକଙ୍କ ଅଭିଯୋଗ କରିଛନ୍ତି। ସୂଚନାଯୋଗ୍ୟ...

ବ୍ୟାଟେଲ ଅଫ ବାରାଣସୀ: କେନ୍ଦ୍ରୀୟ ମନ୍ତ୍ରୀଙ୍କ ଫୌଜ, ମୁଖ୍ୟମନ୍ତ୍ରୀଙ୍କଠାରୁ ଷ୍ଟାର ପ୍ରଚାରକଙ୍କ ପର୍ଯ୍ୟନ୍ତ ଅସମ୍ଭବ ଭିଡ

ବାରାଣସୀ,୨୮।୫: ଏବେ ମହାଦେବଙ୍କ ସହର କାଶୀ (ବାରାଣାସୀ) ରେ ଅସମ୍ଭବ ଭିଡ଼ ଦେଖିବାକୁ ମିଳୁଛି। ଆପଣ ଭାରତୀୟ ଜନତା ପାର୍ଟି (ଭାଜପା) ର ନେତାମାନଙ୍କୁ ଏଠାରେ ରାଜ୍ୟ ସ୍ତରରୁ ଜାତୀୟ ସ୍ତର ପର୍ଯ୍ୟନ୍ତ ଦେଖିବେ। ପ୍ରତ୍ୟେକ ନେତା ସମାନ ଉଦ୍ଦେଶ୍ୟରେ...

ନବୀନ ପଟ୍ଟନାୟକଙ୍କ ସହ ଭଲ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୮।୫: ଲୋକ ସଭା ନିର୍ବାଚନର ଶେଷ ପର୍ଯ୍ୟାୟ ମତଦାନ ପାଇଁ ଜୋରଦାର ପ୍ରଚାର ଚାଲିଛି। ଆସନ୍ତ ଜୁନ୍‌ ୧ ଭୋଟ ଅନୁଷ୍ଠିତ ହେବ। ଏହା ପୂର୍ବରୁ ଏକ ଗଣମାଧ୍ୟମକୁ ମୋଦି ସାକ୍ଷାତକାର ଦେଇ ଓଡ଼ିଶା ରାଜନୀତି ବିଷୟରେ ଅନେକ କିଛି...

ଜୁନ ୪ ନବୀନ ସରକାରଙ୍କ ଏକ୍ସପାଏରୀ ଡେଟ୍‌: ମୋଦି

ଭୁବନେଶ୍ୱର/ନୂଆଦିଲ୍ଲୀ,୨୮।୪: ଓଡ଼ିଶାରେ ସରକାର ପରିବର୍ତ୍ତନ ହେବାକୁ ଯାଉଛି ବୋଲି ପ୍ରଧାନମନ୍ତ୍ରୀ ଏକ ସାକ୍ଷାତକାରରେ ଦୃଢୋକ୍ତି ପ୍ରକାଶ କରିଛନ୍ତି। ୨୫ ବର୍ଷରେ ଓଡ଼ିଶାରେ କୌଣସି ପ୍ରଗତି ହୋଇନି। ସବୁଠୁ ଚିନ୍ତାର ବିଷୟ, ଓଡ଼ିଶାର ପୂରା ବ୍ୟବସ୍ଥାକୁ ବନ୍ଧକ ରଖାଯାଇଛି। ଓଡ଼ିଶା ସେହି...

ଦଳିତ ବିପକ୍ଷରେ ବିରୋଧୀ, ଓବିସିଙ୍କ ହକ୍‌ ଛଡାଇ ନେଲେ: ମୋଦି

ନୂଆଦିଲ୍ଲୀ,୨୮।୫: ଲୋକ ସଭା ନିର୍ବାଚନରେ ଶେଷ ପର୍ଯ୍ୟାୟ ଭୋଟ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି ଏକ ସାକ୍ଷାତକାର ଦେଇଛନ୍ତି। ନ୍ୟୁଜ ଏଜେନ୍ସି ଏଏନଆଇକୁ ଦିଆଯାଇଥିବା ଏକ ସାକ୍ଷାତକାରରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ ବିରୋଧୀ ଭୋଟ ବ୍ୟାଙ୍କ ରାଜନୀତି କରୁଛନ୍ତି। ଜୁନ...

ଆଜି ଆସୁଛନ୍ତି ଶାହା:୩ ସ୍ଥାନରେ କରିବେ ରାଲି

ଭୁବନେଶ୍ୱର, ୨୮।୫(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନ ଲାଗି କେନ୍ଦ୍ରୀୟ ନେତାମାନେ ଭାଜପା ପାଇଁ ପ୍ରଚାର କରିବାକୁ ଘନଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି କ୍ରମରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଙ୍ଗଳବାର ମଧ୍ୟାହ୍ନ ୧୨ଟା ୪୫ରେ ଚାନ୍ଦବାଲିଠାରେ, ଅପରାହ୍ନ ୨ଟା ୨୫ରେ...

ତେଲଙ୍ଗାନାରେ ବାତ୍ୟା ପ୍ରଭାବ: ବର୍ଷା ବିତ୍ପାତରେ ୧୩ ମୃତ

ହାଇଦ୍ରାବାଦ,୨୮ା୫: ବଙ୍ଗୋପସାଗରରେ ବାତ୍ୟା ରେମାଲ ଅତିକ୍ରମ କଲାବେଳେ ଏହାର ପ୍ରଭାବରେ ରବିବାର ତେଲଙ୍ଗାନାରେ ପ୍ରବଳ ବର୍ଷା ପବନ ହୋଇଥିଲା। ଫଳରେ ବିଭିନ୍ନ ସ୍ଥାନରେ ଗଛ ଓ ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ୧୩ ଜଣଙ୍କ ମୃତ୍ୟୁ ଘଟିଛି। ବାତ୍ୟା ପ୍ରଭାବ ତେଲଙ୍ଗାନାବାସୀଙ୍କୁ ବିପଦରେ...

ଭୂସ୍ଖଳନରେ ୨,୦୦୦ ଲୋକ ପୋତିହୋଇଛନ୍ତି: ଅନ୍ତର୍ଜାତୀୟ ସହାୟତା ଲୋଡ଼ିଲା ପପୁଆ ନ୍ୟୁଗିନି

ମେଲ୍‌ବର୍ନ,୨୮ା୫: ପପୁଆ ନୂ୍ୟଗିନିରେ ଗତ ଶୁକ୍ରବାର ଘଟିଥିବା ଭୂସ୍ଖଳନରେ ୨,୦୦୦ରୁ ଊର୍ଦ୍ଧ୍ୱ ଲୋକ ମାଟିତଳେ ପୋତିହୋଇପଡ଼ିଛନ୍ତି। ବର୍ତ୍ତମାନ ସୁଦ୍ଧା ଭୂସ୍ଖଳନଜନିତ ମୃତ୍ୟୁସଂଖ୍ୟା ୬୭୦ ଦର୍ଶାଯାଇଥିବାବେଳେ ପ୍ରକୃତ ମୃତ୍ୟୁ ଏହାର ୩ ଗୁଣ ହେବ ବୋଲି ପପୁଆ ନ୍ୟୁଗିନି ସରକାର ଜାତିସଂଘକୁ ଜଣାଇବା...

ଗେମିଂ ଜୋନ୍‌ ଅଗ୍ନିକାଣ୍ଡ ମାମଲା: ୨ ପୋଲିସ ସମେତ ୭ ନିଲମ୍ବିତ

ରାଜକୋଟ,୨୮ା୫(ପି.ଟି.): ରାଜକୋଟ ଗେମିଂ ଜୋନ୍‌ ଅଗ୍ନିକାଣ୍ଡ ଘଟଣାରେ ଗୁଜରାଟ ସରକାର ସୋମବାର ୨ ଜଣ ପୋଲିସ ଅଫିସରଙ୍କ ସମେତ ୭ ଜଣଙ୍କୁ ନିଲମ୍ବନ କରିଛନ୍ତି। ଏହି ଅଫିସରମାନଙ୍କ ଦାୟିତ୍ୱହୀନତା ଯୋଗୁ ଆବଶ୍ୟକ ଅନୁମୋଦନ ନ ଥାଇ ଗେମିଂ ଜୋନ୍‌ ଚାଲୁଥିଲା ବୋଲି...

ଇଣ୍ଡିଗୋ ବିମାନରେ ବୋମା ଆତଙ୍କ

ନୂଆଦିଲ୍ଲୀ,୨୮।୫: ଦିଲ୍ଲୀରୁ ବାରାଣସୀ ଅଭିମୁଖେ ଯାଉଥିବା ଏକ ଇଣ୍ଡିଗୋ ବିମାନରେ ବୋମା ଧମକ ଆସିଛି। ଏହା ପରେ ତୁରନ୍ତ ବିମାନଟି ରନୱେରେ ଅଟକ ରଖାଯାଇ ସମସ୍ତ ଯାତ୍ରୀଙ୍କୁ ତୁରନ୍ତ ନିରାପଦରେ ସ୍ଥାନାନ୍ତର କରାଯାଇଥିଲା। ବିମାନଟି ଦିଲ୍ଲୀର ଟି୨ ଟର୍ମିନାଲରୁ ସକାଳ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri