Tag Archives: Home Middle

ପୁଣିଥରେ ଦୂରେଇ ରହିଲା ଭାରତ

ନୂଆଦିଲ୍ଲୀ,୨୪ ।୩: ୟୁକ୍ରେନ୍ ଉପରେ ରୁଷିଆର ଆକ୍ରମଣ ପରେ ସୃଷ୍ଟି ହୋଇଥିବା ମାନବୀୟ ସଙ୍କଟକୁ ନେଇ ସୁରକ୍ଷା ପରିଷଦ ଦ୍ୱାରା ବୁଧବାର ହୋଇଥିବା ମତଦାନରେ ଭାରତ ସମେତ ୧୩ ଦେଶ ଭାଗ ନେଇ ନାହାନ୍ତି । ପ୍ରସ୍ତାବରେ ରୁଷିଆ ଓ...

କାଲି ସକାଳ ୮ରୁ ପୌର ଭୋଟ୍‌

ଭୁବନେଶ୍ୱର,୨୩ା୩(ବ୍ୟୁରୋ): ଗୁରୁବାର ରାଜ୍ୟରେ ପୌର ନିର୍ବାଚନ। ଏଥିପାଇଁ ଏନ୍‌ଏସି, ପୌର ଏବଂ ମହାନଗର ନିଗମର ୧୭ ଶହ ୩୭ ଓ୍ବାର୍ଡରେ ନିର୍ବାଚନ ଅନୁଷ୍ଠିତ ହେବ। ୪ ହଜାର ୩ ଶହ ୭୩ ବୁଥ୍‌ରେ ମୋଟ୍‌ ୪୦ ଲକ୍ଷ ୫୫ ହଜାର...

ଆଉ ୬ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର,୨୩ା୩(ବ୍ୟୁରୋ): ଆଉ ୬ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଜଣେ ମୁଖ୍ୟଯନ୍ତ୍ରୀ, ୩ ନିର୍ବାହୀ ଯନ୍ତ୍ରୀ ଏବଂ ୨ ବିଇଓଙ୍କୁ ଚାକିରିରୁ ବିଦା କରାଯାଇଛି। ଏ ପର୍ଯ୍ୟନ୍ତ ୧୬୪ ଅଧିକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ ସରିଲାଣି। ସମ୍ବଲପୁର ଇଲେକ୍ଟ୍ରିକାଲ...

୨୮ରୁ ଖୋଲିବ ଅଙ୍ଗନଓ୍ବାଡ଼ି କେନ୍ଦ୍ର

ଭୁବନେଶ୍ୱର,୨୩ା୩(ବ୍ୟୁରୋ): ଆସନ୍ତା ୨୮ରୁ ରାଜ୍ୟରେ ସମସ୍ତ ଅଙ୍ଗନଓ୍ବାଡ଼ି କେନ୍ଦ୍ର ଖୋଲିବ। ଏନେଇ ମହିଳା ଓ ଶିଶୁବିକାଶ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଭାଗୀୟ ସଚିବ ସମସ୍ତ ଜିଲାପାଳଙ୍କୁ ଏନେଇ ଚିଠି ଲେଖିଛନ୍ତି। ଅଙ୍ଗନଓ୍ବାଡ଼ି ଖୋଲିବା ନେଇ ସ୍ବତନ୍ତ୍ର ମାର୍ଗଦର୍ଶିକା...

ଶହେ ପ୍ରଦୂଷିତ ସହର ମଧ୍ୟରେ ଭାରତର ୬୩

ନୂଆଦିଲ୍ଲୀ, ୨୩ା୩: ଦେଶରେ ତିନି ବର୍ଷ ଧରି ବାୟୁ ଗୁଣବତ୍ତା ବୃଦ୍ଧିରେ ବ୍ରେକ୍‌ ଲାଗିଛି। ଭାରତରେ ପ୍ରଦୂଷଣ ଚିନ୍ତାଜନକ ଭାବେ ବୃଦ୍ଧି ପାଇଛି। ୨୦୨୧ରେ ଦିଲ୍ଲୀ ବିଶ୍ୱର ସର୍ବାଧିକ ପ୍ରଦୂଷିତ ରାଜଧାନୀ ହୋଇଛି। ଏହାବାଦ୍‌ ଦୁନିଆର ସବୁଠାରୁ ପ୍ରଦୂଷିତ ସହର...

୨୪ରେ ଭାଗ୍ୟ ପରୀକ୍ଷା

ଭୁବନେଶ୍ୱର,୨୨ା୩(ବ୍ୟୁରୋ)-ରାଜ୍ୟର ୧୦୬ ପୌର ସଂସ୍ଥା ଓ ୩ ମହାନଗର ନିଗମରେ ମଙ୍ଗଳବାର ନିର୍ବାଚନ ପ୍ରଚାର କାର୍ଯ୍ୟ ଶେଷ ହୋଇଛି। ଏହି ନିର୍ବାଚନରେ ମେୟର ଓ ଅଧ୍ୟକ୍ଷ ପଦବୀ ପାଇଁ ୫୬୯, କର୍ପୋରେଟର ଓ କାଉନସିଲର ପଦବୀ ପାଇଁ ୫୮୪୨ ଜଣ...

ଶେଷରେ ଗିରଫ ହେଲେ ଚିଲିକା ବିଧାୟକ

ଖୋର୍ଦ୍ଧା ଅଫିସ/ଭୁବନେଶ୍ୱର(ବ୍ୟୁରୋ),୨୨।୩: ଗିରଫ ହେଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ। ବାଣପୁର ବ୍ଲକ କାର୍ଯ୍ୟାଳୟ ବାହାରେ ଲୋକଙ୍କୁ ଗାଡ଼ି ମଡ଼ାଇବା ଘଟଣାରେ ତାଙ୍କୁ ଗିରଫ କରାଯାଇଛି। ମଙ୍ଗଳବାର ହସ୍ପିଟାଲରୁ ବାହାରିବା ପରେ ତାଙ୍କୁ ବାଣପୁର ପୋଲିସ ଗିରଫ କରିଥିବା ନେଇ...

ବଢିଲା ଗ୍ୟାସ ଦର

ନୂଆଦିଲ୍ଲୀ,୨୨।୩: ଦେଶବାସୀଙ୍କ ଉପରେ ପୁଣି ମହଙ୍ଗା ମାଡ଼। ୧୪.୨ କେଜି ଘରୋଇ ସିଲିଣ୍ଡର ଦାମ  ୫୦ ଟଙ୍କା ବୃଦ୍ଧି ପାଇଛି। ସୋମବାର ମଧ୍ୟ ରାତିରୁ ଏହି ନୂଆ ଦର ଲାଗୁ ହୋଇଛି। ଶେଷ ଥର ପାଇଁ ଅକ୍ଟୋବର ୬ରେ ଘରୋଇ...

ବଢୁଛି ତୃତୀୟ ବିଶ୍ୱଯୁଦ୍ଧ ଆଶଙ୍କା

ମସ୍କୋ/ୱାଶିଂଟନ,୨୨ ।୩: ୟୁକ୍ରେନ୍ ଉପରେ ରୁଷିଆ ଲଗାତାର ଭାବେ ଆକ୍ରମଣ କରି ଚାଲିଛି । ଏଥିରେ ହଜାର ହଜାର ୟୁକ୍ରେନ୍ ନାଗରିକଙ୍କ ମୃତ୍ୟୁ ହେବା ସହ ବଡ ବଡ ସହର ସବୁ ଧ୍ୱଂସ ପାଇ ଗଲାଣି । ରୁଷିଆର ଏହି...

ନାଟୋ ଆମକୁ ଗ୍ରହଣ କରିବ କି ନା ଖୋଲାଖୋଲି ଭାବେ କହୁ: ଜେଲେନ୍‌ସ୍କି

କ୍ୱିଭ୍‌,୨୨ ।୩: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ଏକ ମାସ ପୂରଣ ହେବାକୁ ଯାଉଛି । ଏବେ ୟୁକ୍ରେନ୍ ରାଷ୍ଟ୍ରପତି ଭୋଲୋଡେମିର ଜେଲେନସ୍କିଙ୍କ ଏକ ବୟାନ ଚର୍ଚ୍ଚାକୁ ଆସିଛି । ସେ କହିଛନ୍ତି ନାଟୋ ଖୋଲାଖୋଲି ଭାବେ କହୁ ସେ ୟୁକ୍ରେନକୁ ଗ୍ରହଣ...

ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ହେବେ ପୁଷ୍କର ସିଂହ ଧାମି

ଡେରାଡୁନ,୨୧।୩: ବିଧାନସଭା ନିର୍ବାଚନର ଫଳାଫଳ ପରେ ଉତ୍ତରାଖଣ୍ଡରେ ନୂଆ ମୁଖ୍ୟମନ୍ତ୍ରୀଙ୍କ ଚେହେରାକୁ ନେଇ ଲାଗିରହିଥିବା ସବୁ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ଶେଷରେ ପୁଷ୍କର ସିଂହ ଧାମି ଦ୍ୱିତୀୟ ଥର ପାଇଁ ରାଜ୍ୟର ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି। ମୁଖ୍ୟମନ୍ତ୍ରୀ ପଦ ପାଇଁ...

ଚାଇନାରେ ବଡ଼ ଧରଣର ବିମାନ ଦୁର୍ଘଟଣା

ବେଜିଂ,୨୧।୩: ଚାଇନାରେ ସୋମବାର ଏକ ବଡ଼ ଧରଣର ବିମାନ ଦୁର୍ଘଟଣା ଘଟିଛି। ୧୩୨ ଯାତ୍ରୀଙ୍କୁ ନେଇ ଯାଉଥିବା ଚାଇନାର ଇଷ୍ଟର୍ନ ପାସେଞ୍ଜର ଜେଟ ବିମାନ ଚାଇନାର ଦକ୍ଷିଣପଞ୍ଚିମ ଅଞ୍ଚଳରେ ଖସି ପଡ଼ିଛି। କିନ୍ତୁ ଏପର୍ଯ୍ୟନ୍ତ ମୃତାହତଙ୍କ ସଂଖ୍ୟା ଜଣା ପଡ଼ିନାହିଁ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri