Tag Archives: Home Middle

ଇସ୍ତଫା ଦେବେ କି ନିରଞ୍ଜନ!

ଭୁବନେଶ୍ୱର,୧୬ା୩(ବ୍ୟୁରୋ): କଂଗ୍ରେସ ୫ ରାଜ୍ୟର ବିଧାନସଭା ନିର୍ବାଚନରେ ଅମାନତ ହାରିବା ପରେ ଆକ୍ସନ ମୋଡ୍‌କୁ ଆସିଛି ଏଆଇସିସି। ଏହି ରାଜ୍ୟଗୁଡ଼ିକର ସଭାପତିମାନେ ଇସ୍ତଫା ଦେବାକୁ ଏଆଇସିସି ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ପଞ୍ଜାବ ପିସିସି ସଭାପତି ନବଜ୍ୟୋତି ସିଂ ସିଦ୍ଧୁ ଇସ୍ତଫା...

କଶ୍ମୀର ଫାଇଲ ସହିତ ଜମ୍ମୁ-କଶ୍ମୀରରେ ନିର୍ବାଚନ ଯୋଜନା…

ନୂଆଦିଲ୍ଲୀ, ୧୬।୩ : ଦେଶରେ ” ଦ କାଶ୍ମୀର ଫାଇଲ୍ସ” ର ତୀବ୍ର ପ୍ରସଙ୍ଗ ମଧ୍ୟରେ ପରିସିମନ୍‌ ଆୟୋଗ ଜମ୍ମୁ-କଶ୍ମୀର ପାଇଁ ଲୋକ ସଭା ଏବଂ ବିଧାନ ସଭା ଆସନ ପାଇଁ ଏକ ପ୍ରସ୍ତାବ ଦେଇଛନ୍ତି। ଲୋକ ସଭା ଏବଂ...

ହାସ୍ୟ ଅଭିନେତାରୁ ମୁଖ୍ୟମନ୍ତ୍ରୀ…

ଚଣ୍ଡିଗଡ଼, ୧୬।୩ : ଭାଗଓ୍ବନ୍ତ ମାନ୍‌ ହାସ୍ୟ ଅଭିନେତାରୁ ଆରମ୍ଭ କରି ମୁଖ୍ୟମନ୍ତ୍ରୀ ପର୍ଯ୍ୟନ୍ତ ଯାତ୍ରା ଶେଷ କରିଛନ୍ତି। ବୁଧବାର ସେ ପଞ୍ଜାବର ୧୭ ତମ ମୁଖ୍ୟମନ୍ତ୍ରୀ ଭାବେ ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି। ସେ ୨୦୧୧ ରେ...

ଲୋକ ସଭା ନିର୍ବାଚନ ପର୍ଯ୍ୟନ୍ତ ମାଗଣା ରାଶନ, ଯୋଗୀ ସରକାରଙ୍କ ଯୋଜନା…

ଲକ୍ଷ୍ନୌ, ୧୬।୩ : ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ ବିଜୟରେ ଆନନ୍ଦିତ ଭାଜପା ସରକାର ରାଜ୍ୟର ୧୫ କୋଟି ଗରିବ ଲୋକଙ୍କୁ ଖୁସି ଖବର ଦେବାକୁ ପ୍ରସ୍ତୁତ ହେଉଛନ୍ତି। ଖବର ମୁତାବକ, ନୂଆ ଭାଜପା ସରକାର ୨୦୨୪ ଲୋକ ସଭା ନିର୍ବାଚନ...

ସୋସିଆଲ ମିଡ଼ିଆ ଶାସକ ଦଳର ମେଣ୍ଟ ଯୋଗୁ ଦେଶର ସାମାଜିକ ସ୍ଥିତି ସଙ୍କଟ ମୁହାଁ ହେଉଛି, କହିଲେ ସୋନିଆ…

ନୂଆଦିଲ୍ଲୀ, ୧୬।୩ : ସୋସିଆଲ ମିଡିଆ ଯୋଗୁ ଦେଶର ସାମାଜିକ ସ୍ଥିତି ସଙ୍କଟ ମୁହାଁ ହେଉଥିବା ଅଭିଯୋଗ ଆଣିଛନ୍ତିି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ। ବୁଧବାର ଲୋକ ସଭାରେ ସରକାରଙ୍କୁ ଏନେଇ ସେ ଟାର୍ଗେଟ୍‌ କରିଛନ୍ତି। ସୋନିଆ କହିଛନ୍ତି ଯେ...

ଓମିକ୍ରନ୍‌ର ଷ୍ଟିଲ୍‌ଥ ଭାରିଆଣ୍ଟ୍‌, ଭାରତ ଉପରେ କେତେ ବିପଦ ?…

ନୂଆଦିଲ୍ଲୀ, ୧୬।୩ : ତିନିବର୍ଷ ପରେ ମଧ୍ୟ କରୋନାର ଭୟ ମନରୁ ଯାଇନି। ଏବେ ପୁଣିଥରେ କରୋନା ଆତଙ୍କ ବଢ଼ିବାରେ ଆରମ୍ଭ ହୋଇଛି। ଓମିକ୍ରନ୍‌ର ନୂଆ ଭାରିଆଣ୍ଟ୍‌ ଷ୍ଟିଲ୍‌ଥ ଓମିକ୍ରନ୍‌ର ଯୋଗୁ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାକୁ ବିଏ.୨...

ପଞ୍ଜାବର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଭାଗଓ୍ବନ୍ତ ମାନ

ଚଣ୍ଡିଗଡ,୧୬।୩: ପଞ୍ଜାବର ୧୮ତମ ମୁଖ୍ୟମନ୍ତ୍ରୀ ଭାବରେ ଆମ ଆଦମୀ ଦଳର ନେତା ଭାଗଓ୍ବନ୍ତ ମାନ ବୁଧବାର ଶପଥ ନେଇଛନ୍ତି। ଶହୀଦ ଭଗତ ସିଂଙ୍କ ଜନ୍ମସ୍ଥାନ ଖଟକର କାଲାନରେ ରାଜ୍ୟପାଳ ବନୱାରୀ ଲାଲ ପୁରୋହିତ ତାଙ୍କୁ ଶପଥ ଗ୍ରହଣ କରିଥିଲେ। ଏହି...

କରୋନା ପୁଣି ଫେରିଲା, ୫ କୋଟି ଲୋକ ଘରେ ବନ୍ଦ…

ବେଜିଂ, ୧୬।୩ : କରୋନା ମହାମାରୀ ପୁଣି ଚାଇନାକୁ ଫେରିଛି। ଗତ ତିନି ଦିନ ଧରି ଚାଇନାରେ ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫,୨୮୦ ନୂତନ ମାମଲା ପଞ୍ଜିକୃତ ହୋଇଛି। ସେଥିମଧ୍ୟରୁ...

କାହିଁକି ଆଶିଷଙ୍କ ଜାମିନ ଖାରଜ ନହେବ, ଉତ୍ତରପ୍ରଦେଶ ସରକାରଙ୍କୁ ସୁପ୍ରିମ୍‌କୋର୍ଟଙ୍କ ପ୍ରଶ୍ନ…

ନୂଆଦିଲ୍ଲୀ, ୧୬।୩ : ଉତ୍ତରପ୍ରଦେଶର ଲକ୍ଷ୍ମୀପୁର ଖେରୀ ହିଂସା ମାମଲାରେ କେନ୍ଦ୍ରୀୟ ମନ୍ତ୍ରୀ ଅଜୟ ମିଶ୍ରଙ୍କ ପୁଅ ଆଶିଷ ମିଶ୍ରଙ୍କ ଜାମିନ ବିରୋଧରେ ପୀଡ଼ିତ ଚାଷୀ ପରିବାରଙ୍କ ପକ୍ଷରୁ ସୁପ୍ରିମକୋର୍ଟ ଏକ ଆବେଦନ କରାଯାଇଛି। ଏହାର ଶୁଣାଣି କରି ପ୍ରଧାନ...

ଗୋଟିଏ ପଦବୀ ଗୋଟିଏ ପେନସନ୍‌ ନୀତିକୁ ସମର୍ଥନ କଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ, ୧୬।୩ : ଅବସରପ୍ରାପ୍ତ ସାମରିକ କର୍ମଚାରୀଙ୍କ କ୍ଷେତ୍ରରେ ବର୍ତ୍ତମାନ ପ୍ରଚଳିତ ଗୋଟିଏ ପଦବୀ ଗୋଟିଏ ପେନସନ୍‌ (ୱାନ ର଼୍ୟାଙ୍କ ୱାନ ପେନସନ୍‌) ନୀତିକୁ ସୁପ୍ରିମକୋର୍ଟ ସମର୍ଥନ କରିଛନ୍ତି। ଏହି ନୀତିରେ କୌଣସି ସାମ୍ବିଧାନିକ ତ୍ରୁଟି ନାହିଁ ବୋଲି ସୁପ୍ରିମକୋର୍ଟ...

ଜେଲେନସ୍କି ଏକୁଟିଆ ନୁହନ୍ତି, ଆମେ ସାଙ୍ଗରେ ଅଛୁ, କହିଲେ ୩ ଦେଶର ପ୍ରଧାନମନ୍ତ୍ରୀ…

କ୍ୱିଭ୍‌, ୧୬।୩ : ଚେକ ରିପବ୍ଲିକ, ପୋଲାଣ୍ଡ ଏବଂ ସ୍ଲୋଭେନିଆର ପ୍ରଧାନମନ୍ତ୍ରୀଙ୍କ ସହ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କିଙ୍କ ସାକ୍ଷାତ ସମାପ୍ତ ହୋଇଛି। ସମସ୍ତ ଦେଶ ଜେଲେନସ୍କିଙ୍କୁ ସମର୍ଥନ କରିଛନ୍ତି। ସ୍ଲୋଭେନିଆର ପ୍ରଧାନମନ୍ତ୍ରୀ ଜାନେଜ ଜାନସା, ପୋଲାଣ୍ଡର ପ୍ରଧାନମନ୍ତ୍ରୀ ମାଟେଜ...

ଶସ୍ତା ତୈଳ ପାଇଁ ଭାରତ ରୁଷିଆକୁ ସମର୍ଥନ ନ କରୁ, ଆମେରିକାର ବିବୃତି…

ଓ୍ବାଶିଂଟନ, ୧୬।୩ : ରୁଷିଆ ଭାରତକୁ ରିହାତି ମୂଲ୍ୟରେ ଅଶୋଧିତ ତୈଳ ଦେବାକୁ କହିବା ପରେ ଅନ୍ତର୍ଜାତୀୟସ୍ତରରେ ଏବେ ସମସ୍ତଙ୍କର ଦୃଷ୍ଟି ଭାରତ ଉପରେ ରହିଛି। ଆମେରିକା କହିଛି ଯେ, ଶସ୍ତା ତୈଳ ପାଇଁ ଭାରତ ରୁଷିଆକୁ ସମର୍ଥନ ନକରୁ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri