Tag Archives: Home Middle

ଭୁବନେଶ୍ୱର ବିମାନବନ୍ଦରରେ ଜରୁରୀ ଅବତରଣ କଲା ବିମାନ

ଭୁବନେଶ୍ୱର,୧୩ା୩(ବ୍ୟୁରୋ): ଭୁବନେଶ୍ୱର ବିମାନବନ୍ଦରରେ ରବିବାର ବେଙ୍ଗାଲୁରୁରୁ କୋଲକାତା ଯାଉଥିବା ଏୟାର ଏସିଆ ବିମାନ- ୨୪୭୨ ଜରୁରୀ ଅବତରଣ କରିଛି। ତୈମୁର ଅଲ୍ଲୀ ଖାନ୍‌(୩୨) ନାମକ ଜଣେ ଯାତ୍ରୀ ବିମାନରେ ହଠାତ୍‌ ଅସୁସ୍ଥ ହୋଇପଡ଼ିବାରୁ ବିମାନଟି ଜରୁରୀ ଅବତରଣ କରିଥିଲା। ତୈମୁରଙ୍କୁ...

ବଜେଟ୍‌ ଅଧିବେଶନର ଦ୍ୱିତୀୟ ପାଳି ମାର୍ଚ୍ଚ ୧୪ରୁ …

ନୂଆଦିଲ୍ଲୀ, ୧୩।୩ : ପାର୍ଲାମେଣ୍ଟର ବଜେଟ ଅଧିବେଶନର ଦ୍ୱିତୀୟ ପାଳି ମାର୍ଚ୍ଚ ୧୪ରୁ ଆରମ୍ଭ ହେବାକୁ ଯାଉଛି। ଦ୍ୱିତୀୟ ପାଳିରେ ସାଧାରଣ ବଜେଟ ଏବଂ ଫାଇନାନ୍ସ ବିଲ ପାରିତ ହେବା ସରକାରଙ୍କର ସବୁଠାରୁ ବଡ ପ୍ରାଥମିକତା। ଅଧିବେଶନର ପ୍ରଥମ ପାଳିରେ,...

ପେଟିଏମ୍‌ ସିଇଓ ଗିରଫ, ପରେ ଜାମିନ୍‌ …

ନୂଆଦିଲ୍ଲୀ, ୧୩।୩ : ପେଟିଏମ୍‌ ସିଇଓଙ୍କୁ ଗିରଫ କରାଯାଇଛି। ଏହାର କିଛି ସମୟ ପରେ ତାଙ୍କୁ ଜାମିନ୍‌ ମଧ୍ୟ ମିଳିଛି। ଦିଲ୍ଲୀର ମାଲବ୍ୟ ନଗର ଅଞ୍ଚଳର ମଦର ଇଣ୍ଟରନ୍ୟାସନାଲ ସ୍କୁଲ ନିକଟରେ ପେଟିଏମ ପ୍ରତିଷ୍ଠାତା ବିଜୟ ଶେଖର ଶର୍ମାଙ୍କ କାର...

ପୁଣି ବିପଦ ଘନେଇଲା, ଚାଇନାକୁ କରୋନା ଫେରିଲା, ଗୋଟିଏ ଦିନରେ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ…

ବେଜିଂ, ୧୩।୩ : ଚାଇନାରେ କରୋନା ମହାମାରୀ ପୁଣି ଥରେ ବ୍ୟାପିବା ଆରମ୍ଭ କରିଛି। ଫଳରେ ପୁଣି ବିପଦ ଘନେଇବାରେ ଲାଗିଛି। ଚାଇନାକୁ କରୋନା ଫେରିଛି। ବହୁ ସହରରେ କରୋନା ସଂକ୍ରମଣର ବୃଦ୍ଧି ପଞ୍ଜିକୃତ ହୋଇଛି। ରବିବାର ଦିନ, ଚାଇନାରେ...

ବାଇଡେନ୍‌ଙ୍କୁ ପୁଟିନ୍‌ଙ୍କ ଧମକ, ୟୁକ୍ରେନ୍‌କୁ ଅସ୍ତ୍ରଶସ୍ତ୍ର ଦେଲେ ପରିଣତି ହେବ ଭୟଙ୍କର…

ମସ୍କୋ/ଓ୍ବାଶିଂଟନ, ୧୩।୩ : ରୁଷିଆ ରାଷ୍ଟ୍ରପତି ବ୍ଲାଡିମୀର ପୁଟିନ୍‌ ଆମେରିକା ପ୍ରତିପକ୍ଷ ଜୋ ବାଇଡେନ୍‌ଙ୍କ ପ୍ରଶାସନକୁ ଧମକ ଦେଇଛନ୍ତି। ୟୁକ୍ରେନ୍‌କ ଅସ୍ତ୍ରଶସ୍ତ୍ର ଯୋଗାଇଲେ ପରିଣତି ଭୟଙ୍କର ହେବ ବୋଲି ସେ ଚେତାବନୀ ଦେଇଛନ୍ତି। ରୁଷିଆ ଡେପୁଟି ବୈଦେଶିକ ମନ୍ତ୍ରୀ ସର୍ଗେଇ...

ମାଲଗାଡ଼ି ଲାଇନଚ୍ୟୁତ, ୬୦ରୁ ଅଧିକ ମୃତ…

କିନ୍‌ଶାସା, ୧୩।୩ : ଆଫ୍ରିକୀୟ ଦେଶ ଡେମୋକ୍ରାଟିକ ରିପବ୍ଲିକ ଅଫ କଙ୍ଗୋରେ ଏକ ମାଲଗାଡ଼ି ଲାଇନଚ୍ୟୁତ ହେବାରୁ ୬୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ୧୦୦ରୁ ଅଧିକ ଲୋକ ଆହତ ହୋଇଥିବା କୁହାଯାଉଛି । ଲୁଆଲାବା ପ୍ରଦେଶର...

ହଟିପାରେ କରୋନା ଜରୁରୀକାଳୀନ ପରିସ୍ଥିତି, ଡବ୍ଲୁଏଚଓର ପ୍ରସ୍ତୁତି ଆରମ୍ଭ…

ଜେନେଭା, ୧୩।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। କରୋନା ମହାମାରୀର ଦୁଇ ବର୍ଷ ପରେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲୁଏଚଓ) ଏହି ସଙ୍କଟକୁ ସମାପ୍ତ କରିବାର ମାନଦଣ୍ଡ ଉପରେ ବିଚାର କରିବା ଆରମ୍ଭ କରିଛି। ୨୦୨୦...

ଯୁଦ୍ଧ ଏବେ ସରିବନି, ୟୁକ୍ରେନ୍‌କୁ ଅସ୍ତ୍ରଶସ୍ତ୍ର ପାଇଁ ଆମେରିକା ଦେଲା ୨୦ କୋଟି ଡଲାର…

ଓ୍ବାଶିଂଟନ/କ୍ୱିଭ୍‌,୧୩।୩ : ଆମେରିକା ୟୁକ୍ରେନକୁ ୨୦ କୋଟି ଡଲାର ସାମରିକ ସହାୟତା ଦେବାକୁ ଯାଉଛି। ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଶନିବାର ଏନେଇ ଏକ ସ୍ମାରକପତ୍ର ସ୍ବାକ୍ଷର କରିଛନ୍ତି। ଏହା ଅନ୍ତର୍ଗତ, ୟୁକ୍ରେନ ପାଇଁ ସାମରିକ ତାଲିମ ସମେତ ପ୍ରତିରକ୍ଷା...

ସକ୍ରିୟ ମାମଲା ୪୦ ହଜାର ତଳେ…

ନୂଆଦିଲ୍ଲୀ, ୧୩।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗିଛି। ଦୈନିକ ସଂକ୍ରମଣ ୪ ହଜାର ତଳେ ରହିଛି। ଦୈନିକ ସଂକ୍ରମଣ ୩ ହଜାର...

ବଢ଼ୁଛି ରାସାୟନିକ ବିପଦ

କ୍ୱିଭ୍‌/ମସ୍କୋ, ୧୩ା୩: ଟ୍ୟାଙ୍କ, ମିଶାଇଲ, ବୋମା, ଏୟାରକ୍ରାଫ୍ଟରେ ଲଢ଼େଇ ପରେ ଏବେ ଯୁଦ୍ଧ ପ୍ରଭାବିତ ୟୁକ୍ରେନ୍‌ ଉପରେ ରାସାୟନିକ ଏବଂ ଜୈବିକ ଅସ୍ତ୍ରର ବିପଦ ଘନେଇଛି। ୟୁକ୍ରେନ୍‌ରେ ଆମେରିକା ବାୟୋଲୋଜିକାଲ ଓ କେମିକାଲ ଅସ୍ତ୍ର ପ୍ରସ୍ତୁତ କରୁଥିବା ରୁଷିଆ ଅଭିଯୋଗ...

ଚାଇନାର ବିସ୍ତାରବାଦୀ ନୀତି, ନେପାଳରେ ଅତିକ୍ରମଣ ଜାରି…

କାଠମାଣ୍ଡୁ, ୧୨।୩ : ଚାଇନା ଏହାର ବିସ୍ତାରବାଦୀ ନୀତି ପାଇଁ ପୁଣିଥରେ ଚର୍ଚ୍ଚାରେ ରହିଛି। ବର୍ତ୍ତମାନ ନେପାଳ ସରକାରଙ୍କ ପକ୍ଷରୁ ଏକ ରିପୋର୍ଟରେ ଚାଇନା ଉପରେ ଗୁରୁତର ଅଭିଯୋଗ ଅଣାଯାଇଛି। ନେପାଳ ସରକାରଙ୍କ ଏକ ରିପୋର୍ଟରେ ୨୦୨୧ ସେପ୍ଟେମ୍ବରରେ ଚାଇନା...

ଜୀବନ ଭୟରେ ଶରଣାର୍ଥୀ ହେଲେଣି ୨୫ ଲକ୍ଷରୁ ଅଧିକ ଲୋକ,ଜାତିସଂଘ ରିପୋର୍ଟ…

ଜେନେଭା, ୧୨।୩ : ୟୁକ୍ରେନ ଉପରେ ରୁଷିଆ ଆକ୍ରମଣ ଯୋଗୁ ଇତିମଧ୍ୟରେ ୨୫ ଲକ୍ଷରୁ ଅଧିକ ଲୋକ ଭିଟାମାଟି ଛାଡ଼ିଛନ୍ତି। ଜୀବନ ଭୟରେ ସେମାନେ ଏବେ ପଡୋଶୀ ଦେଶରେ ଶରଣାର୍ଥୀ ପାଲଟିଛନ୍ତି। ଜାତିସଂଘ ଶରଣାର୍ଥୀ ଏଜେନ୍ସି ଅନୁସାରେ ଶରଣ ନେଉଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri