Tag Archives: Home Middle

ଜୀବନ ଭୟରେ ଶରଣାର୍ଥୀ ହେଲେଣି ୨୫ ଲକ୍ଷରୁ ଅଧିକ ଲୋକ,ଜାତିସଂଘ ରିପୋର୍ଟ…

ଜେନେଭା, ୧୨।୩ : ୟୁକ୍ରେନ ଉପରେ ରୁଷିଆ ଆକ୍ରମଣ ଯୋଗୁ ଇତିମଧ୍ୟରେ ୨୫ ଲକ୍ଷରୁ ଅଧିକ ଲୋକ ଭିଟାମାଟି ଛାଡ଼ିଛନ୍ତି। ଜୀବନ ଭୟରେ ସେମାନେ ଏବେ ପଡୋଶୀ ଦେଶରେ ଶରଣାର୍ଥୀ ପାଲଟିଛନ୍ତି। ଜାତିସଂଘ ଶରଣାର୍ଥୀ ଏଜେନ୍ସି ଅନୁସାରେ ଶରଣ ନେଉଥିବା...

ଭାଜପାକୁ ସମର୍ଥନ ଜଣାଇଲେ ୬ ଜେଡିୟୁ ବିଧାୟକ

ନୂଆଦିଲ୍ଲୀ,୧୨।୩: ମଣିପୁର ବିଧାନସଭା ନିର୍ବାଚନରେ ଭାଜପା ସଂଖ୍ୟାଗରିଷ୍ଠତା ହାସଲ କରି ଦ୍ୱିତୀୟ ଥର ସରକାର ଗଢ଼ିବାକୁ ଯାଉଥିବାବେଳେ ଶନିବାର ସଂଯୁକ୍ତ ଜନତା ଦଳ (ଜେଡିୟୁ)ର ୬ ବିଧାୟକ ଏହାକୁ ସମର୍ଥନ ଜଣାଇଛନ୍ତି। ମଣିପୁର ଜନସାଧାରଣଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଭାଜପା...

ଇସ୍ତଫା ଦେବେନି ସୋନିଆ-ରାହୁଲ…

ନୂଆଦିଲ୍ଲୀ, ୧୨।୩ : ପାଞ୍ଚ ରାଜ୍ୟର ନିର୍ବାଚନ ଫଳାଫଳ ପରେ କଂଗ୍ରେସ ପକ୍ଷରୁ ରବିବାର ଦଳର ଓ୍ବାର୍କିଂ କମିଟି ବୈଠକ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ରବିବାର ଅପରାହ୍ନ ୪ଟାରେ ଦିଲ୍ଲୀସ୍ଥିତି ଅଲ ଇଣ୍ଡିଆ କଂଗ୍ରେସ କମିଟି କାର୍ଯ୍ୟାଳୟରେ ଏହି...

ଇସ୍ତଫା ଦେଲେ ପ୍ରମୋଦ ସାଓ୍ବନ୍ତ

ପଣଜୀ,୧୨।୩: ଗୋଆ ବିଧାନସଭା ନିର୍ବାଚନରେ ଭାଜପା ସଂଖ୍ୟାଗରିଷ୍ଠତା ହାସଲ କରି କ୍ରମାଗତ ତୃତୀୟ ଥର ପାଇଁ ସରକାର ଗଢ଼ିବାକୁ ଯାଉଥିବାବେଳେ ଶନିବାର ପ୍ରମୋଦ ସାଓ୍ବନ୍ତ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ଫଳରେ ସେଠାରେ କିଏ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ ତାକୁ...

ଶେଫାଳୀ ହେବେ ନେଦରଲାଣ୍ଡସ୍‌ରେ ଆମେରିକା ରାଷ୍ଟ୍ରଦୂତ

ଓ୍ବାଶିଂଟନ,୧୨।୩: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ଭାରତରେ ଜନ୍ମିତ ରାଜନୈତିକ କର୍ମୀ ଶେଫାଳୀ ରାଜଦାନ ଡୁଗ୍ଗଲଙ୍କୁ ନେଦରଲାଣ୍ଡସ୍‌ ପାଇଁ ରାଷ୍ଟ୍ରଦୂତ ଭାବେ ମନୋନୀତ କରିଛନ୍ତି। ୫୦ ବର୍ଷୀୟା ଶେଫାଳୀଙ୍କ ଜନ୍ମ ଜମ୍ମୁ-କଶ୍ମୀରରେ। ସେ ଆମେରିକାର ସିନ୍‌ସିନାଟି, ଶିକାଗୋ, ନ୍ୟୁୟର୍କ ଏବଂ...

ଉପନିର୍ବାଚନ ତାରିଖ ଘୋଷଣା, ୪ ରାଜ୍ୟର ୪ ବିଧାନସଭା-୧ ଲୋକ ସଭା ପାଇଁ ମତଦାନ ଏପ୍ରିଲ୍‌ ୧୨ରେ…

ନୂଆଦିଲ୍ଲୀ, ୧୨।୩ : ନିର୍ବାଚନ କମିଶନଙ୍କ ପକ୍ଷରୁ ୪ ରାଜ୍ୟର ୪ ବିଧାନସଭା ଏବଂ ୧ ଲୋକ ସଭା ଆସନ ପାଇଁ ଉପନିର୍ବାଚନ ତାରିଖ ଶନିବାର ଘୋଷଣା ହୋଇଛି। ଏନେଇ ମତଦାନ ଏପ୍ରିଲ୍‌ ୧୨ରେ ହେବ ବୋଲି ନିର୍ବାଚନ କମିଶନ...

ଆରମ୍ଭରୁ ବିପର୍ଯ୍ୟୟର ସମ୍ମୁଖୀନ ଶ୍ରୀଲଙ୍କା, ୫୦ ରନ୍‌ରେ ୫ ଓ୍ବିକେଟ…

ବେଙ୍ଗାଲୁରୁ,୧୨।୩ : ଭାରତ ଶ୍ରୀଲଙ୍କା ମଧ୍ୟରେ ବେଙ୍ଗଲୁରୁର ଚିନ୍ନାସ୍ବାମୀ ଷ୍ଟାଡ଼ିୟମ୍‌ରେ ଚାଲିଥିବା ଦିବାରାତ୍ର ଟେଷ୍ଟ୍‌ କ୍ରିକେଟ୍‌ ମ୍ୟାଚ୍‌ର ପ୍ରଥମ ଇନିଂସ୍‌ରେ ଭାରତ ଅଲଆଉଟ୍‌ ହେବା ସହିତ ୨୫୨ ରନ୍‌ କରିଥିବାବେଳେ ଶ୍ରୀଲଙ୍କା ବ୍ୟାଟିଂ ଆରମ୍ଭ କରି ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି।...

ଦିନକରେ ୮୧ ଜଣଙ୍କୁ ଫାଶୀ…

ରିୟାଦ, ୧୨।୩ : ସୌଦି ଆରବରେ ଗୋଟିଏ ଦିନରେ ୮୧ ଜଣଙ୍କୁ ଫାଶୀ ଦିଆଯାଇଛି। ସ୍ଥାନୀୟ ମିଡ଼ିଆ ଅନୁସାରେ ଏସମସ୍ତଙ୍କ ବିରୋଧରେ ଆତଙ୍କବାଦୀ କାର୍ଯ୍ୟକଳାପରେ ଲିପ୍ତ ହେବାର ଅଭିଯୋଗ ଥିଲା। ଦୋଷ ସାବ୍ୟସ୍ତ ହେବା ପରେ ସେମାନଙ୍କୁ ଫାଶୀ ଦଣ୍ଡରେ...

ଭାରତ ନ ଥକି ଆଗେଇ ଚାଲିବ…

ଅହମଦାବାଦ, ୧୨।୩ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁଜରାଟର ଅହମଦାବାଦଠାରେ ୧୧ ତମ ଖେଳ ମହାକୁମ୍ଭର ଶୁଭାରମ୍ଭ ସର୍ଦ୍ଦାର ପଟେଲ ଷ୍ଟାଡିୟମ୍‌ରେ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି ଭାରତକୁ ରୋକିବା ଅସମ୍ଭବ। ଭାରତ ଏବେ ନ ଥକି ଆଗେଇ...

ସୀମାରେ ସୁରକ୍ଷା-ସ୍ଥିରତା ପାଇଁ ଭାରତ-ଚାଇନା ସହମତି…

ଲଦାଖ, ୧୨।୩ : ପୂର୍ବ ଲଦାଖରେ ଭାରତ ଏବଂ ଚାଇନା ମଧ୍ୟରେ ଚାଲିଥିବା ବିବାଦର ସମାଧାନ ପାଇଁ ମାର୍ଚ୍ଚ ୧୧ରେ ଦୁଇ ଦେଶର ମଧ୍ୟରେ ହୋଇଥିବା ୧୫ ତମ ରାଉଣ୍ଡ ସାମରିକ କମାଣ୍ଡରସ୍ତରୀୟ ବୈଠକରେ ସୀମାରେ ସୁରକ୍ଷା ଏବଂ ସ୍ଥିରତା...

ଶ୍ରୀମନ୍ଦିରରୁ ହଟିଲା ରବିବାର କଟକଣା

ପୁରୀ ଅଫିସ,୧୨ା୩: ଶ୍ରୀମନ୍ଦିରରୁ ରବିବାର କଟକଣା ହଟିଛି। ମାର୍ଚ୍ଚ ୨୦ରୁ ଏଣିକି ରବିବାର ବି ଖୋଲା ରହିବ ଶ୍ରୀମନ୍ଦିର। ସବୁଦିନ ଭଳି ଭକ୍ତମାନେ ରବିବାର ସାଧାରଣ ଦର୍ଶନ କରିପାରିବେ। ଛତିଶା ନିଯୋଗ ବୈଠକ ପରେ ପୁରୀ ଜିଲାପାଳ ସମର୍ଥ ବର୍ମା...

ଉତ୍ତର କୋରିଆ ଉପରେ ପ୍ରତିବନ୍ଧକ ଲଗାଇଲା ଆମେରିକା

ଓ୍ବାଶିଂଟନ,୧୨ା୩: ଉତ୍ତର କୋରିଆ ଦ୍ୱାରା କରାଯାଇଥିବା ବାଲିଷ୍ଟିକ୍‌ କ୍ଷେପଣାସ୍ତ୍ର ପରୀକ୍ଷଣର କଡ଼ା ଜବାବ ଦେଇଛି ଆମେରିକା। ଏହାର ଅର୍ଥ ମନ୍ତ୍ରଣାଳୟ ଅଧିକ ପ୍ରତିବନ୍ଧକ ଘୋଷଣା କରିଛି। ୪ ମାର୍ଚ୍ଚରେ ବାଲିଷ୍ଟିକ୍‌ କ୍ଷେପଣାସ୍ତ୍ର ପରୀକ୍ଷଣ ବିଷୟରେ ଉଲ୍ଲେଖ କରି ଅର୍ଥ ମନ୍ତ୍ରଣାଳୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri