Tag Archives: Home Middle

ରନ୍‌ଓ୍ବେ ବାହାରକୁ ପଳାଇଲା ବିମାନ, ସମସ୍ତ ଯାତ୍ରୀ ସୁରକ୍ଷିତ…

ଜବଲପୁର, ୧୨।୩ : ମଧ୍ୟପ୍ରଦେଶର ଜବଲପୁର ବିମାନବନ୍ଦରରେ ଏୟାର ଇଣ୍ଡିଆର ବିମାନ ଅବତରଣ କରିବା ସମୟରେ ନିୟନ୍ତ୍ରଣ ହରାଇ ବସିଥିଲା। ଫଳରେ ବିମାନଟି ରନ୍‌ଓ୍ବେ ବାହାରକୁ ଚାଲି ଯାଇଥିଲା। ତେବେ ବିମାନର କୌଣସି କ୍ଷତି ହୋଇ ନଥିବାବେଳେ ସମସ୍ତ ଯାତ୍ରୀ...

ବିଜୟରେ ବିଳମ୍ବ , ୮ କମାଣ୍ଡରଙ୍କୁ ବରଖାସ୍ତ କଲେ ପୁଟିନ୍‌…

ମସ୍କୋ, ୧୨।୩ : ୟୁକ୍ରେନ ଯୁଦ୍ଧରେ ବିଜୟରେ ବିଳମ୍ବ ପାଇଁ ରୁଷିଆ ରାଷ୍ଟ୍ରପତି ବ୍ଲାଡିମୀର ପୁଟିନଙ୍କ କ୍ରୋଧ ବଢ଼ିବାରେ ଲାଗିଛି। ଇତିମଧ୍ୟରେ ସେ ଏଥିପାଇଁ ନିଜର ୮ ଜଣ କମାଣ୍ଡରଙ୍କୁ ବରଖାସ୍ତ କରିଛନ୍ତି। ଏହା ସହିତ ପୁଟିନ୍‌ ୟୁକ୍ରେନରେ ଆମେରିକା...

ଖାଦ୍ୟ ସଙ୍କଟ ସୃଷ୍ଟି ପାଇଁ ରୁଷିଆର ଷଡ଼ଯନ୍ତ୍ର, ଗୋଦାମରେ ବୋମାମାଡ଼…

କ୍ୱିଭ୍‌, ୧୨।୩ : ୟୁକ୍ରେନ୍‌ରେ ଖାଦ୍ୟ ସଙ୍କଟ ସୃଷ୍ଟି ପାଇଁ ରୁଷିଆ ସୈନ୍ୟଙ୍କ ପକ୍ଷରୁ ଷଡ଼ଯନ୍ତ୍ର ହୋଇଛି। ତେଣୁ କେତେକ ଖାଦ୍ୟଶସ୍ୟ ଗୋଦାମରେ ରୁଷିଆ ସୈନ୍ୟ ନିଆଁ ଲଗାଇବା ସହିତ ବୋମାମାଡ଼ ମଧ୍ୟ କରାଯାଇଛି ବ୍ରୋଓ୍ବରି ଜିଲାରେ ଥିବା କେତେକ...

କଂଗ୍ରେସର ୯୭ ପ୍ରତିଶତ-ବିଏସ୍‌ପିର ୭୨ ପ୍ରତିଶତ ପ୍ରାର୍ଥୀ ଅମାନତ ହରାଇଲେ…

ଲକ୍ଷ୍ନୌ, ୧୨।୩ : ଉତ୍ତରପ୍ରଦେଶରେ ଅନୁଷ୍ଠିତ ନିର୍ବାଚନରେ ଭାରତୀୟ ଜନତା ପାର୍ଟି ବହୁମତ ହାସଲ କରିଛି, ସମାଜବାଦୀ ପାର୍ଟି ଏହାକୁ ପ୍ରତ୍ୟେକ ଆସନରେ କଡ଼ା ମୁକାବିଲା କରିଛି। କିନ୍ତୁ ଦୀର୍ଘ ଦିନ ଧରି ଉତ୍ତରପ୍ରଦେଶର ରାଜନୀତିକୁ ଫେରିବାକୁ ଚେଷ୍ଟା କରୁଥିବା...

ୟୁକ୍ରେନ୍‌ ଯୁଦ୍ଧରେ ସ୍ନାଇପର ‘ଓ୍ବାଲି’ଙ୍କ ଏଣ୍ଟ୍ରି…

କ୍ୱିଭ୍‌, ୧୨।୩: ରୁଷିଆ ବିରୋଧରେ ୟୁକ୍ରେନର ସହିତ ମିଶି ଲଢ଼ିବା ପାଇଁ ପୃଥିବୀର ସର୍ବଶ୍ରେଷ୍ଠ ସ୍ନାଇପର ‘ଓ୍ବାଲି’ ଏବେ ଯୁଦ୍ଧରେ ଏଣ୍ଟ୍ରି କରିଛନ୍ତି। ବର୍ତ୍ତମାନ ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ବନ୍ଦ ହେବା ଭଳି ମନେ ହେଉନାହିଁ। ବିଶ୍ୱର...

୨୦୨୪ ନିର୍ବାଚନ ପାଇଁ ଭାଜପାର ନୂଆ ଭୋଟ ବ୍ୟାଙ୍କ…

ନୂଆଦିଲ୍ଲୀ, ୧୨।୩ : ଦେଶର ପାଞ୍ଚଟି ରାଜ୍ୟରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ଭାଜପା ପୁଣି ୪ ଟି ରାଜ୍ୟରେ କ୍ଷମତାକୁ ଫେରିଛି। ଚଳିତ ନିର୍ବାଚନରେ ମୁଦ୍ରାସ୍ଫୀତି, ବେକାରୀ ଏବଂ ଅଥନୈତିକ ବିଫଳତାକୁ ଘେରି ରହିଥିବା ଭାଜପାକୁ ସିଂହାସନକୁ ଫେରାଇ ଆଣିବା...

୬ କୋଟି କର୍ମଚାରୀଙ୍କୁ ବଡ଼ ଝଟ୍‌କା, ଇପିଏଫ୍‌ ସୁଧ ହାର କହିଲା…

ନୂଆଦିଲ୍ଲୀ, ୧୨।୩ : ଇପିଏଫ୍‌ ଆକାଉଣ୍ଟ ଧାରକମାନଙ୍କୁ ଏକ ବଡ଼ ଝଟ୍‌କା ଲାଗିଛି। ଇପିଏଫ୍‌ ପାଇଁ ଜମା ହେଉଥିବା ଟଙ୍କା ଉପରେ ମିଳୁଥିବା ସୁଧ ହାର ହ୍ରାସ ପାଇଛି। ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ, ଇପିଏଫ୍‌ଓରେ ଜମା ହୋଇଥିବା ପାଣ୍ଠି...

ନ୍ୟାୟିକ ବ୍ୟବସ୍ଥା ସଶକ୍ତ ହେବା ଅପରିହାର୍ଯ୍ୟ…

ଗାନ୍ଧିନଗର,୧୨।୩ : ପାଞ୍ଚ ରାଜ୍ୟରେ ନିର୍ବାଚନ ଫଳାଫଳ ଘୋଷଣା ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ ଗୁଜୁରାଟ ଗସ୍ତରେ ଯାଇଛନ୍ତି। ଶନିବାର ପ୍ରଧାନମନ୍ତ୍ରୀ ମୋଦିଙ୍କ ଗୁଜୁରାଟ ଗସ୍ତର ଦ୍ୱିତୀୟ ଦିନ। ଶନିବାର ଗାନ୍ଧିନଗରରେ ଜାତୀୟ ପ୍ରତିରକ୍ଷା ବିଶ୍ୱବିଦ୍ୟାଳୟର...

୪ ହଜାର ତଳେ ଦୈନିକ ସଂକ୍ରମଣ, ମୃତ୍ୟୁ ସଂଖ୍ୟା ଶହେରୁ କମ୍‌…

ନୂଆଦିଲ୍ଲୀ, ୧୨।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗିଛି। ଦୈନିକ ସଂକ୍ରମଣ ୪ ହଜାର ତଳେ ରହିଛି। ଦୈନିକ ସଂକ୍ରମଣ ୩ ହଜାର...

ହୋଲି ପରେ ଶପଥ ଗ୍ରହଣ

ଲକ୍ଷ୍ନୌ,୧୨ ।୩: ଚଳିତ ବର୍ଷ ବିଧାନସଭା ନିର୍ବାଚନରେ ଉତ୍ତର ପ୍ରଦେଶରେ ଭାରତୀୟ ଜନତା ପାର୍ଟି(ଭାଜପା) ବହୁମତରେ ବିଜୟ ଲାଭ କରିଛି । ଏହାସହ ମୁଖ୍ୟମନ୍ତ୍ରୀ ଥିବା ଯୋଗୀ ଆଦିତ୍ୟନାଥ ଏହାକୁ ନେଇ କିଛି ରେକର୍ଡ କରିଛନ୍ତି । ୩୭ ବର୍ଷ...

୧୭ ଦିନରେ ରୁଷିଆ-ୟୁକ୍ରେନ୍ ଯୁଦ୍ଧ: ଖାଦ୍ୟ ପାନୀୟ ପାଇଁ ଡହଳ ବିକଳ ଲୋକେ

କ୍ୱିଭ,୧୨ ।୩: ରୁଷିଆ-ୟୁକ୍ରେନ୍ ଯୁଦ୍ଧ ୧୭ ଦିନରେ ପହଞ୍ଚିଛି । ରୁଷିଆ ସେନା ଲଗାତାର ଭାବେ ୟୁକ୍ରେନର ବିଭିନ୍ନ ସହର ଉପରେ ଆକ୍ରମଣ କରି ଚାଲିଛନ୍ତି । ଏମାନେ ୟୁକ୍ରେନର ରାଜଧାନୀ କ୍ୱିଭ ଦଖଲ ଲକ୍ଷ୍ୟର ଥିବା ବେଳେ କ୍ୱିଭ୍...

ଘାତକ ଜୀବାଣୁକୁ ନଷ୍ଟ କରିବାକୁ ୟୁକ୍ରେନକୁ ଦିଆଯାଇଥିଲା ପରାମର୍ଶ, ବୋମା ମାଡରେ ଉପୁଜିପାରେ ଭୟଙ୍କର ପରିସ୍ଥିତି: ଡବ୍ଲୁଏଚଓ

ଘାତକ ଜୀବାଣୁକୁ ନଷ୍ଟ କରିବାକୁ ୟୁକ୍ରେନକୁ ଦିଆଯାଇଥିଲା ପରାମର୍ଶ, ବୋମା ମାଡରେ ଉପୁଜିପାରେ ଭୟଙ୍କର ପରିସ୍ଥିତି: ଡବ୍ଲୁଏଚଓ ଜେନେଭା,୧୨ ।୩: ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚଓ) ୟୁକ୍ରେନକୁ ଏହାର ଜନସ୍ୱାସ୍ଥ୍ୟ ଲାବୋରୋଟୋରୀରେ ଗଚ୍ଛିତ ଥିବା ମାରାତ୍ମକ ଜୀବାଣୁକୁ ନଷ୍ଟ କରିବାକୁ ପରାମର୍ଶ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri