Tag Archives: Home Middle

ରୁଷିଆ ପାଇଁ ଲଢ଼ିବେ ବିଦେଶୀ ଯୋଦ୍ଧା

ମସ୍କୋ/କ୍ୱିଭ୍‌/ଓ୍ବାଶିଂଟନ,୧୨ା୩: ରୁଷିଆର ୟୁକ୍ରେନ୍‌ ଆକ୍ରମଣକୁ ୧୬ ଦିନ ବିତିଛି। ରୁଷୀୟ ସୈନ୍ୟଙ୍କ ଘନ ଘନ ରକେଟ ମାଡ଼ରେ ରାଜଧାନୀ କ୍ୱିଭ୍‌ ସମେତ ଅନେକ ସହର ଛିନ୍‌ଛତ୍ର ହୋଇଯାଇଥିବାବେଳେ ୟୁକ୍ରେନୀୟ ସୈନ୍ୟ ମଧ୍ୟ ଆମତ୍ରକ୍ଷା ପାଇଁ ମୁହଁତୋଡ଼ ଜବାବ ଦେଉଛନ୍ତି। ୟୁକ୍ରେନ୍‌...

ଦିବ୍ୟାଙ୍ଗ କେନ୍ଦ୍ର ଉପରେ ରୁଷିଆର ମିଶାଇଲ ମାଡ, ଦବିଗଲେ ୨୬୭ ଲୋକ

ଖାର୍କିବ,୧୨ ।୩: ୟୁକ୍ରେନ୍ ଉପରେ ରୁଷିଆର ଆକ୍ରମଣ ଏପର୍ଯ୍ୟନ୍ତ ଜାରି ରହିଥିବା ବେଳେ ବେଳକୁ ବେଳ ବଢି ଚାଲିଛି ନିରିହ ଜନତାଙ୍କ ମୃତ୍ୟୁ ସଂଖ୍ୟା । ଶୁକ୍ରବାର ରୁଷିଆ ସେନା ୟୁକ୍ରେନର ଏକ ଦିବ୍ୟାଙ୍କ କେନ୍ଦ୍ର ଉପରେ ମିଶାଇଲ ମାଡ...

ଦଳମତରୁ ଊର୍ଦ୍ଧ୍ୱରେ ରହି ଲୋକଙ୍କ ସେବା କର : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୧।୩(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଅପରାହ୍ନରେ ନବ ନିର୍ବାଚିତ ପଞ୍ଚାୟତ ପ୍ରତିନିଧିଙ୍କ ସହ କଥା ହୋଇଛନ୍ତି। ସେ ହିଞ୍ଜିଳି ଓ ଶେରଗଡ଼ ବ୍ଲକର ନବ ନିର୍ବାଚିତ ପଞ୍ଚାୟତ ପ୍ରତିନିଧି ମାନଙ୍କ ସହିତ ଆଲୋଚନା କରିଛନ୍ତି। ସେମାନଙ୍କୁ ଅଭିନନ୍ଦନ ଜଣାଇବା...

ମାର୍ଚ୍ଚ ୧୬ରେ ଶପଥ ନେବେ ଭଗଓ୍ବନ୍ତ

ଚଣ୍ଡିଗଡ଼,୧୧।୩: ପଞ୍ଜାବରେ ଆମ ଆଦମୀ ପାର୍ଟି(ଏଏପି)ର ବିପୁଳ ପରିମାଣରେ ବିଜୟ ପରେ ଏବେ ଭଗଓ୍ବନ୍ତ ମାନ ମୁଖ୍ୟମନ୍ତ୍ରୀ ପଦ ପାଇଁ ଶପଥ ନେବେ। ପଞ୍ଜାବର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଭଗଓ୍ବନ୍ତ ମାନ ମାର୍ଚ୍ଚ ୧୬ରେ ଶପଥ ଗ୍ରହଣ କରିବେ ବୋଲି ସୂଚନା...

ଏପ୍ରିଲ ୨୯ରୁ ମାଟ୍ରିକ ପରୀକ୍ଷା

ଭୁବନେଶ୍ୱର,୧୧ା୩(ବ୍ୟୁରୋ): ମାଟ୍ରିକ ପରୀକ୍ଷା ନେଇ ଶୁକ୍ରବାର ରାଜ୍ୟ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି। ଏପ୍ରିଲ ୨୯ରୁ ଏହି ପରୀକ୍ଷା ଆରମ୍ଭ ହୋଇ ମେ’ ୬ ପର୍ଯ୍ୟନ୍ତ ଚାଲିବ। ୩ଟି ପଦ୍ଧତିରେ ଏହି ପରୀକ୍ଷା...

ପୋଲିସ ଗୁଳିରେ ହାଡକୋର ମାଓବାଦୀ ନିହତ

ମାଲକାନଗିରି,୧୧ା୩(ଡି.ଏନ୍‌.ଏ.): ମାଲକାନଗିରି-ଛତିଶଗଡ଼ ସୀମାନ୍ତ ବିଜାପୁର ଜିଲାରେ ଗୁଳିବିନିମୟ ହୋଇଛି। ପୋଲିସ ଗୁଳିରେ ଜଣେ ହାଡକୋର ମାଓବାଦୀ ନିହତ ହୋଇଛନ୍ତି। ମୃତ ମାଓବାଦୀ ହେଉଛନ୍ତି ବିଜାପୁର ମାଓବାଦୀ ସଂଗଠନର ଡେପୁଟି କମାଣ୍ଡର ରିତେଶ ପୁନମ। ତାଙ୍କ ମୁଣ୍ଡ ଉପରେ ପୂର୍ବରୁ ଛତିଶଗଡ଼...

୧୫ରେ ଯୋଗୀ ନେବେ ଶପଥ

ଲକ୍ଷ୍ନୌ,୧୧।୩: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ ବହୁମତରେ ସଂଖ୍ୟାଗରିଷ୍ଠତାରେ ଭାଜପା ବିଜୟୀ ହେବା ପରେ ଏବେ ମନ୍ତ୍ରିମଣ୍ଡଳର ଶପଥ ଉତ୍ସବକୁ ନେଇ ଚର୍ଚ୍ଚା ଜୋର ଧରିଛି। ହୋଲି ପୂର୍ବରୁ କ୍ଷମତାକୁ ଫେରିଥିବା ନୂତନ ଭାଜପା ସରକାର ଶପଥ ଗ୍ରହଣ କରିପାରନ୍ତି। ଯୋଗୀ...

ଯୁଦ୍ଧର ପ୍ରଭାବ: ପ୍ରାଣୀ ଉଦ୍ୟାନରେ ୪୦୦୦ ପ୍ରାଣୀ ଭୋକିଲା

କ୍ୱିଭ୍‌,୧୧ା୩: ରୁଷିଆ-ୟୁକ୍ରେନ ଯୁଦ୍ଧ ବିଭୀଷିକାରେ ଖାଦ୍ୟ ସଙ୍କଟରେ ଛଟପଟ ହେଉଛନ୍ତି ହଜାର ହଜାର ପଶୁପକ୍ଷୀ। ଏଠାକାର ପ୍ରାଣୀ ଉଦ୍ୟାନର ଜୀବଜନ୍ତୁ ଖାଇବାକୁ ଖାଦ୍ୟ ପାଉନାହାନ୍ତି। ଉଦ୍ୟାନର କର୍ମଚାରୀମାନେ ପ୍ରାଣୀମାନଙ୍କର ବିଶେଷ ଭାବେ ଯତ୍ନ ନେଇଥାନ୍ତି। ମାତ୍ର ଯୁଦ୍ଧ ଯୋଗୁ ଜୀବଜନ୍ତୁ...

୩୭ ବର୍ଷ ପରେ ଭାଜପାକୁ ଦ୍ୱିତୀୟ ଥର ବିଜୟୀ କରି ଇତିହାସ ରଚିଲେ ଯୋଗୀ

ଲକ୍ଷ୍ନୌ,୧୧ ।୩: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏକ ନୂଆ ଇତିହାସ ଲେଖିଛନ୍ତି । ଦୀର୍ଘ ୩୭ ବର୍ଷ ପରେ ଭାରତୀୟ ଜନତା ପାର୍ଟି(ଭାଜପା)କୁ ଉତ୍ତର ପ୍ରଦେଶରେ ଲଗାତାର ଦ୍ୱିତୀୟ ଥର ଶାସନ କ୍ଷମତା ଦେଇ ଇତିହାସ ସୃଷ୍ଟି...

୪ ରାଜ୍ୟର ଫଳାଫଳ ନେଇ କୃତଜ୍ଞତା ଜଣାଇଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୧୧ା୩(ବ୍ୟୁରୋ): ଦେଶର ୪ ରାଜ୍ୟ ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ମଣିପୁର ଏବଂ ଗୋଆରେ ଭାଜପା ପ୍ରତି ଅଭୂତପୂର୍ବ ଜନାଦେଶ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱ ଉପରେ ଥିବା ପ୍ରଗାଢ଼ ବିଶ୍ୱାସର ପ୍ରମାଣ ବୋଲି ଟୁଇଟ୍‌୍‌ କରି ଉତ୍ତରପ୍ରଦେଶ ନିର୍ବାଚନ ପ୍ରଭାରୀ ଧର୍ମେନ୍ଦ୍ର...

୪ ରାଜ୍ୟରେ ବିଜୟ ପରେ ଏବେ ଗୁଜରାଟ ବିଧାନସଭା ନିର୍ବାଚନ ପାଇଁ ପ୍ରସ୍ତୁତ ହେଲେଣି ମୋଦି

ନୂଆଦିଲ୍ଲୀ,୧୧ ।୩: ଗୋଟିଏ ଦିନ ପୂର୍ବରୁ ୪ ରାଜ୍ୟର ବିଧାନସଭା ନିର୍ବାଚନରେ ବମ୍ପର ବିଜୟ ପରେ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନଜର ଗୁଜରାଟ ବିଧାନସଭା ଉପରେ । ଏବେଠାରୁ ପ୍ରଧାନମନ୍ତ୍ରୀ ଗୁଜରାଟ ବିଧାନସଭା ନିର୍ବାଚନ ପାଇଁ ପ୍ରସ୍ତୁତ ହେଲେଣି...

୨୦୨୪ ନିର୍ବାଚନ ପୂର୍ବରୁ ତୃତୀୟ ଶକ୍ତି ହୋଇଛି ଏଏପି, ୮ ବର୍ଷରେ ଜିତିଛି ଦ୍ୱିତୀୟ ରାଜ୍ୟ

ନୂଆଦିଲ୍ଲୀ,୧୧ ।୩: ପାଖାପାଖି ୮ ବର୍ଷ ପୂର୍ବେ ରାଜଧାନୀ ଦିଲ୍ଲୀରେ କଂଗ୍ରେସ ଓ ଭାରତୀୟ ଜନତା ପାର୍ଟି(ଭାଜପା)କୁ ଚକମା ଦେଇଥିବା ଆମ ଆଦମୀ ପାର୍ଟି(ଏଏପି) ଏବେ ପଞ୍ଜାବରେ ଦଶକ ଦଶକ ଧରି ଶାସନ କରୁଥିବା ବଡ ବଡ ଦଳଙ୍କୁ ଧୂଳି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri