Tag Archives: Home Middle

ଓଡ଼ିଶାକୁ ୨୨୪୯ କୋଟି ଅନୁମୋଦନ

ଭୁବନେଶ୍ୱର,୧୧ା୩(ବ୍ୟୁରୋ): ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ କେନ୍ଦ୍ର ସରକାର ଜଳ ଜୀବନ ମିଶନ (ଜେଜେଏମ୍‌) ଓ ସ୍ବଚ୍ଛ ଭାରତ ମିଶନ( ଏସ୍‌ବିଏମ୍‌)ରେ ଓଡ଼ିଶାକୁ ୨୨୪୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି । ସେଥିରୁ ୨୦୩୬ କୋଟି ଜଳ ଜୀବନ ମିଶନ...

୨୭ରେ ଓଜେଏସ୍‌ ପ୍ରିଲିମିନାରି ପରୀକ୍ଷା

କଟକ ଅଫିସ,୧୧ା୩: ଆସନ୍ତା ୨୭ ତାରିଖରେ ଓଡ଼ିଶା ଜୁଡିସିଆଲ ସର୍ଭିସ(ଓଜେଏସ୍‌) ୨୦୨୧ର ପ୍ରିଲିମିନାରି ପରୀକ୍ଷା ଅନୁଷ୍ଠିତ ହେବ। ୫ଟି ଜୋନ୍‌ର ୧୦ଟି ପରୀକ୍ଷା କେନ୍ଦ୍ରରେ ମୋଟ୍‌ ୩୨୦୨ ଜଣ ପରୀକ୍ଷାର୍ଥୀ ଏହି ପରୀକ୍ଷା ଦେବେ। ପୂର୍ବାହ୍ନ ୧୦ଟାରୁ ୧୧ଟା ୩୦...

ଆଜି ନାଏବ ସରପଞ୍ଚ ନିର୍ବାଚନ: ୧୨ରେ ପଞ୍ଚାୟତ ସମିତି ଅଧ୍ୟକ୍ଷ, ୧୩ରେ ଜିଲା ପରିଷଦ ସଭାପତି ନିର୍ବାଚନ

ଭୁବନେଶ୍ୱର,୧୧ା୩(ବ୍ୟୁରୋ): ନାଏବ ସରପଞ୍ଚ ପଦବୀ ପାଇଁ ଶୁକ୍ରବାର ପରୋକ୍ଷ ନିର୍ବାଚନ ଅନୁଷ୍ଠିତ ହେବ। ଏଥିଲାଗି ନିର୍ବାଚନ ଅଧିକାରୀମାନେ ପ୍ରାର୍ଥୀମାନଙ୍କୁ ପୂର୍ବାହ୍ନ ୧୦ରୁ ୧୧ଟା ମଧ୍ୟରେ ନାମାଙ୍କନପତ୍ର ପ୍ରଦାନ କରିବେ। ୧୧ଟାରୁ ୧୧ଟା ୩୦ ମିନିଟ ମଧ୍ୟରେ ନାମାଙ୍କନପତ୍ର ଯାଞ୍ଚ କରାଯିବ।...

ରୁଷିଆ-ୟୁକ୍ରେନ୍ ଯୁଦ୍ଧ: ମୈରିୟୁପୋଲରେ ଦିଆଯାଉଛି ସାମୁହିକ କବର, ଶୋକ କରିବାକୁ କେହି ନାହିଁ

କ୍ୱିଭ/ ମୈରିୟୁପୋଲ,୧୧ ।୩: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ୧୫ ଦିନ ପୂରଣ ହୋଇଯାଇଛି । ୧୫ ଦିନ ପରେ ୟୁକ୍ରେନର ଅଧିକାରୀମାନେ ଏହି ଯୁଦ୍ଧରେ ମୃତ୍ୟୁ ହୋଇଥିବା ଲୋକଙ୍କୁ ସାମୁହିକ କବର ଦେବା ଆରମ୍ଭ କରିଛନ୍ତି । ଦକ୍ଷିଣ ୟୁକ୍ରେନର ମୈରିୟୁପୋଲରେ...

୨୦୨୨ ୟୁପି ଫଳାଫଳ ୨୦୨୪କୁ ଆମନ୍ତ୍ରଣ କରୁଛି

ନୂଆଦିଲ୍ଲୀ,୧୦।୩: ୨୦୨୨ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନର ଐତିହାସିକ ଫଳାଫଳ ୨୦୨୪ ଲୋକ ସଭା ନିର୍ବାଚନର ଫଳାଫଳକୁ ଆମନ୍ତ୍ରଣ କରୁଛି। ଦିଲ୍ଲୀ ସ୍ଥିତ ଭାଜପା କାର୍ଯ୍ୟାଳୟରେ ଉଦ୍‌ବୋଧନ ଦେବା ବେଳେ ଏଭଳି ପ୍ରତିକ୍ରିୟା ରଖିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଉତ୍ତରପ୍ରଦେଶ, ଗୋଆ,...

ଉପମୁଖ୍ୟମନ୍ତ୍ରୀ ପଛରେ: ବନ୍ଦ ରହିଛି ଗଣନା

ଲକ୍ଷ୍ନୌ,୧୦।୩: ଉତ୍ତରପ୍ରଦେଶରେ ହୋଇଥିବା ବିଧାନସଭା ନିର୍ବାଚନର ଫଳାଫଳ ଗୁରୁବାର ସାମ୍ନାକୁ ଆସିଛି। ବହୁମତରେ ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ବିଜୟୀ ହୋଇଥିବା ବେଳେ ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ ପଛରେ ପଡ଼ିଯାଇଛନ୍ତି। ସିରାଥୁରେ କେଶବ ପ୍ରସାଦ ୬ହଜାର ଭୋଟ ପଛରେ...

ବିକାଶ, ସୁଶାସନକୁ ମିଳିଲା ଜନାଦେଶ

ଲକ୍ଷ୍ନୌ,୧୦।୩: ଉତ୍ତରପ୍ରଦେଶ ପଞ୍ଜାବ ସମେତ ୫ଟି ରାଜ୍ୟରେ ହୋଇଥିବା ବିଧାନସଭା ନିର୍ବାଚନର ଫଳାଫଳ ଗୁରୁବାର ସାମ୍ନାକୁ ଆସିଛି। ଉତ୍ତରପ୍ରଦେଶରେ ବିପୁଳ ଭୋଟରେ ଭାଜପା ବାଜି ମାରିଥିବା ବେଳେ ଦ୍ୱିତୀୟ ଥର ପୁଣି ଯୋଗୀ ଆଦିତ୍ୟନାଥ ବହୁମତରେ ସରକାର ଗଢ଼ିବାକୁ ଯାଉଛନ୍ତି।...

ଉତ୍ତରାଖଣ୍ଡରେ କେଉଁ ହେଭିଓ୍ବେଟ୍‌ ନେତା ହାରିଲେ ଆଉ କିଏ ଜିତିଲେ ଜାଣନ୍ତୁ

ଡେରାଡୁନ,୧୦ା୩: ଉତ୍ତରପ୍ରଦେଶ ନିର୍ବାଚନ ଫଳାଫଳ ଆଜି ଅର୍ଥାତ୍‌ ମାର୍ଚ୍ଚ ୧୦ରେ ଗଣନା ଚାଲିଛି। ଏ ପର୍ଯ୍ୟନ୍ତ ଆସିଥିବା ଫଳାଫଳ ଏବଂ ଟ୍ରେଣ୍ଡରେ ପୁଣିଥରେ ଭାଜପା ସରକାର ଗଠନ କରିବ ବୋଲି ସ୍ପଷ୍ଟ ହୋଇଗଲାଣି।  ନିର୍ବାଚନ ଫଳାଫଳରେ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ...

ତୁର୍କୀରେ ରୁଷିଆ-ୟୁକ୍ରେନ ପତାକା

ଆଙ୍କ୍‌ରା,୧୦ା୩: ଚାଇନା ପରେ ତୁର୍କୀ ମଧ୍ୟ ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧର ଆପୋଷ ବୁଝାମଣା ପାଇଁ ନିଜର ନାଁ କରିବାକୁ ଚେଷ୍ଟା କରୁଛି। ଏଥିପାଇଁ ତୁର୍କୀ ନାଟୋରେ ସାମିଲ ହୋଇ ବି ରୁଷିଆ ଉପରେ ଅନ୍ୟ ଦେଶମାନଙ୍କ...

‘ମୁଁ ଆତଙ୍କବାଦୀ ନୁହେଁ, ଜନତା ଦେଲେ ପ୍ରମାଣ’

ଚଣ୍ଡିଗଡ,୧୦।୩: ଆଜି ୫ ରାଜ୍ୟର ବିଧାନସଭା ନିର୍ବାଚନ ଫଳାଫଳ ବାହାରିଛି। ଆମ ଆଦମୀ ପାର୍ଟି ପଞ୍ଜାବରେ ଇତିହାସ ସୃଷ୍ଟି କରିଛି। ଦଳ ରାଜ୍ୟରେ ୯୧ଟି ଆସନ ଜିତି ସରକାର ଗଢିବାକୁ ଯାଉଛି। ପଞ୍ଜାବରେ ବିପୁଳ ବିଜୟ ପରେ ଏଏପି ସଭାପତି...

କେଜ୍ରିଓ୍ବାଲ ମଡେଲ୍‌ ଅଫ୍‌ ଗଭର୍ନାସ୍‌ ପଞ୍ଜାବରେ ଅନୁମୋଦିତ, କହିଲେ ସିସୋଦିଆ..

ନୂଆଦିଲ୍ଲୀ,୧୦।୩ : ପଞ୍ଜାବ ବିଧାନସଭା ନିର୍ବାଚନରେ ଆମ୍‌ ଆଦ୍‌ମୀ ପାର୍ଟିର ସଫଳତା ପରେ ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ମନିଷ ସିସୋଦିଆ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ଅରବିନ୍ଦ କ୍ରେଜିଓ୍ବାଲ ମଡେଲ୍‌ ଅଫ୍‌ ଗଭର୍ନାସ୍‌ ପଞ୍ଜାବରେ ଅନୁମୋଦିତ ହୋଇଛି। ରାଜ୍ୟବାସୀ ଆମ୍‌ ଆଦ୍‌ମୀ ପାର୍ଟିର...

ଭାରତ-ଆମେରିକା ରୁଟ୍‌ରେ ହ୍ରାସ ପାଇଛି ୫୦୦ ବିମାନ ସିଟ୍‌

ନୂଆଦିଲ୍ଲୀ,୧୦ା୩: ରୁଷିଆ-ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ସମଗ୍ର ବିଶ୍ୱରେ ପ୍ରଭାବ ପକାଇଛି। ଯୁଦ୍ଧର ଭୟାବହତା ଶୀଘ୍ର ହେଉ କିମ୍ବା ବିଳମ୍ବରେ ସମସ୍ତ ଦେଶକୁ ପ୍ରଭାବିତ କରିବ। ବର୍ତ୍ତମାନ ଏହାର ପ୍ରତ୍ୟକ୍ଷ ପ୍ରଭାବ ଭାରତ-ଆମେରିକା ବିମାନ ମାର୍ଗରେ ଦେଖାଯାଇଛି। ପ୍ରତିଦିନ ଏହି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri