Tag Archives: Home Middle

କଂଗ୍ରେସର ପରାଜୟ ସ୍ବୀକାର କଲେ ସିଦ୍ଧୁ…

ଚଣ୍ଡିଗଡ଼,୧୦।୩ : ପଞ୍ଜାବରେ ଆମ୍‌ ଆଦ୍‌ମୀ ପାର୍ଟିର ସଫଳତା ପରେ କଂଗ୍ରେସ ପକ୍ଷରୁ ନଭଜୋତ ସିଂ ସିଦ୍ଧୁ ଦଳର ପରାଜୟ ସ୍ବୀକାର କରିଛନ୍ତି। ରାଜ୍ୟର ଜନତା ଯେଉଁ ନିଷ୍ପତ୍ତି ନେଇଛନ୍ତି ତାହାକୁ କଂଗ୍ରେସ ଗ୍ରହଣ କରୁଛି ବୋଲି ସେ କହିଛନ୍ତି।...

ବିସ୍ଫୋରଣ ସମୟରେ କ୍ୱିଭ୍‌ ମୁଖ୍ୟ ଛକରେ ଘଟିଲା ଏମିତି, ଯାହା କଳ୍ପନା କରିବା ଅସମ୍ଭବ

କ୍ୱିଭ୍‌,୧୦ା୩: ୟୁକ୍ରେନର ରାଜଧାନୀ କ୍ୱିଭ୍‌ ସୀମାରେ ଘମାଘୋଟ ଯୁଦ୍ଧ ଚାଲିଛି। ରୁଷିଆ କ୍ରମାଗତ ଭାବେ ୟୁକ୍ରେନ ଉପରେ ବୋମାମାଡ଼ କରୁଛି। ଏହା ମଧ୍ୟରେ ବୁଧବାର କ୍ୱିଭ୍‌ରେ ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଥିଲା, ଯାହା କଳ୍ପନା କରାଯାଇପାରିବ ନାହିଁ। କ୍ୱିଭ୍‌ର...

ଭାରତ-ଚାଇନା କମାଣ୍ଡରସ୍ତରୀୟ ବୈଠକ ମାର୍ଚ୍ଚ ୧୧ରେ…

ଲଦାଖ,୧୦।୩ : ପୂର୍ବ ଲଦାଖରେ ଭାରତ ଏବଂ ଚାଇନା ମଧ୍ୟରେ ଚାଲିଥିବା ବିବାଦର ସମାଧାନ ପାଇଁ ମାର୍ଚ୍ଚ ୧୧ରେ ଦୁଇ ଦେଶର ୧୫ ତମ ରାଉଣ୍ଡ ସାମରିକ କମାଣ୍ଡରସ୍ତରୀୟ ବୈଠକ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଏପର୍ଯ୍ୟନ୍ତ ଦୁଇ ଦେଶ...

ରାଷ୍ଟ୍ରପତି ନିର୍ବାଚନ ପାଇଁ ଗୁରୁତ୍ୱପୂର୍ଣ୍ଣ ବିଧାନସଭା ଫଳାଫଳ…

ନୂଆଦିଲ୍ଲୀ,୧୦।୩ : ଉତ୍ତରପ୍ରଦେଶ, ମଣିପୁର, ଗୋଆ ମଣିପୁର ଏବଂ ଉତ୍ତରାଖଣ୍ଡ ଆଦି ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନର ଫଳାଫଳ କେବଳ ଲୋକ ସଭା ନିର୍ବାଚନ ପାଇଁ ରାଜନୈତିକ ଦଳର ଦିଗ ନିର୍ଣ୍ଣୟ କରିବ ନାହିଁ, ବରଂ ରାଷ୍ଟ୍ରପତି ନିର୍ବାଚନ ଦୃଷ୍ଟିରୁ...

ଯୋଗୀଙ୍କ ହାତରେ ପୁଣି ଉତ୍ତରପ୍ରଦେଶ ଡୋର…

ଲକ୍ଷ୍ନୌ,୧୦।୩ : ଉତ୍ତରପ୍ରଦେଶରେ ଭାଜପା ଆଗୁଆ ରହିଛି। ଉତ୍ତରପ୍ରଦେଶରେ ୨୬୩ ଆସନରେ ଭାଜପା ଆଗୁଆ ଥିବାବେଳେ ଏସ୍‌ପି ୧୨୫ ରେ ଆଗୁଆ ରହିଛି। ୪୦୩ ଆସନ ବିଶିଷ୍ଟ ଉତ୍ତରପ୍ରଦେଶ ବିଧାନସଭା ଆସନ ମଧ୍ୟରୁ କଂଗ୍ରେସ ୬ ରେ ଆଗୁଆ ଥିବାବେଳେ...

ୟୁପିରେ ଭାଜପା ୨୬୦ ପ୍ଲସ

ନୂଆଦିଲ୍ଲୀ,୧୦।୩: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଭାଜପା ସରକାରକୁ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ ସ୍ପଷ୍ଟ ବହୁମତ ମିଳିବାକୁ ଯାଉଛି। ଭୋଟ ଗଣତିର ଚତୁର୍ଥ ରାଉଣ୍ଡ ସୁଦ୍ଧା ୨୬୦ରୁ ଅଧିକ ଆସନରେ ଆଗୁଆ ଅଛି ଭାଜପା। ଆଶାନୁଯାୟୀ, ଭାଜପାକୁ କଡ଼ା ଟକ୍କର ଦେଇଛି...

ଭାଜପାର ସ୍କୋର୍‌ ୪-୧, ୟୁପି-ଉତ୍ତରାଖଣ୍ଡ-ମଣିପୁର-ଗୋଆରେ ବହୁମତ ମୁହାଁ…

ଲକ୍ଷ୍ନୌ/ଡେରାଡୁନ୍‌/ପଣଜୀ/ଇମ୍ଫାଲ,୧୦।୩ : ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନର ଭୋଟ ଗଣତି ଗୁରୁବାର ଆରମ୍ଭ ହୋଇଛି। ୫ ରାଜ୍ୟ ମଧ୍ୟରେ ଭାଜପାର ସ୍କୋର ୪-୧ ରହିଛି। ଉତ୍ତରପ୍ରଦେଶ, ମଣିପୁର, ଗୋଆ ଏବଂ ଉତ୍ତରାଖଣ୍ଡରେ ଭାଜପା ଆଗୁଆ ରହି ବହୁମତ ମୁହାଁ ହୋଇଛି।...

ଶେଷ ମୁହାଁ ତୃତୀୟ ଲହର…

ନୂଆଦିଲ୍ଲୀ, ୧୦।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗିଛି। ଦୈନିକ ସଂକ୍ରମଣ ୫ ହଜାର ତଳେ ରହିଛି। ଦୈନିକ ସଂକ୍ରମଣ ୪ ହଜାର...

ବିଜୟ ମୁହାଁ ଏଏପି …

ଚଣ୍ଡିଗଡ଼,୧୦।୩ : ପଞ୍ଜାବରେ କଂଗ୍ରେସକୁ ପଛରେ ପକାଇ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ବିଜୟ ମୁହାଁ ହୋଇଛି। ୧୧୭ ଆସନ ବିଶିଷ୍ଟ ପଞ୍ଜାବ ବିଧାନସଭା ଆସନ ମଧ୍ୟରୁ ଏଏପି ୮୪ ଆସନରେ ଆଗୁଆ ଥିବାବେଳେ କଂଗ୍ରେସ ୧୮ ଆସନରେ ଆଗୁଆ ରହିଛି।...

ଭାରତକୁ ୨୬୧ ରନ୍‌ର ବିଜୟ ଲକ୍ଷ୍ୟ

ଖ୍ରୀଷ୍ଟଚର୍ଚ୍ଚ,୧୦।୩: ଆଇସିସି ମହିଳା ବିଶ୍ୱକପ ୨୦୨୨ର ଏକ ମ୍ୟାଚ୍‌ରେ ଗୁରୁବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଛି। ଭାରତୀୟ ଅଧିନାୟିକା ମିତାଲି ରାଜ ଟସ ଜିତି ଆୟୋଜକ ନ୍ୟୁଜିଲାଣ୍ଡକୁ ପ୍ରଥମେ ବ୍ୟାଟିଂ କରିବାକୁ ଆମନ୍ତ୍ରଣ କରିଥିଲେ। ନ୍ୟୁଜିଲାଣ୍ଡ ଭାରତକୁ ୨୬୧...

ଗୋଆରେ ଭାଜପା-କଂଗ୍ରେସ ମୁହାଁମୁହିଁ…

ପଣଜୀ,୧୦।୩ : ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନର ଭୋଟ ଗଣତି ଗୁରୁବାର ଆରମ୍ଭ ହୋଇଛି। ଗାଆରେ ଭାଜପା ଏବଂ କଂଗ୍ରେସ ମଧ୍ୟରେ ମୁହାଁମୁହିଁ ସ୍ଥିତି ସୃଷ୍ଟି ହୋଇଛି। ୪୦ ଆସନ ବିଶିଷ୍ଟ ଗୋଆ ବିଧାନସଭାରେ ଭାଜପା ୧୫ ଆସନରେ ଆଗୁଆ...

ଉତ୍ତରାଖଣ୍ଡରେ ଭାଜପା-କଂଗ୍ରସ କଡ଼ା ମୁକାବିଲା…

ଡେରାଡୁନ୍‌,୧୦।୩ : ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନର ଭୋଟ ଗଣତି ଗୁରୁବାର ଆରମ୍ଭ ହୋଇଛି। ଉତ୍ତରାଖଣ୍ଡରେ ଭାଜପା ଏବଂ କଂଗ୍ରେସ ମଧ୍ୟରେ କଡ଼ା ମୁକାବିଲା ଦେଖିବାକୁ ମିଳୁଛି। ୭୦ ଆସନ ବିଶିଷ୍ଟ ଉତ୍ତରାଖଣ୍ଡ ବିଧାନସଭାରେ ଭାଜପା ୩୪ ଆସନରେ ଆଗୁଆ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri