Tag Archives: Home Middle

‘ଦେଶର ପ୍ରତିଷ୍ଠା ବିପଦରେ, ଚାଇନା ଯିବେ ନିବେଶକ’

ନୂଆଦିଲ୍ଲୀ, ୧୦ା୩: ୨୦୧୮ ମସିହାର ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ୍‌(ଏନ୍‌ଏସ୍‌ଇ)ର କୋ-ଲୋକେଶନ ଘଟଣାର ତଦନ୍ତରେ ମନ୍ଥରଗତିକୁ ନେଇ କେନ୍ଦ୍ରୀୟ ତଦନ୍ତକାରୀ ବ୍ୟୁରୋ (ସିବିଆଇ) ଉପରେ କ୍ଷୁବ୍ଧ ହୋଇଛନ୍ତି ଦିଲ୍ଲୀର ଏକ କୋର୍ଟ। ଏହା ଏକ ବଡ଼ ଧରଣର ଦୁର୍ନୀତି। ଏହା ଦ୍ୱାରା...

ବାରାଣସୀ ଏଡିଏମ୍‌ ନିଲମ୍ବିତ

ଲକ୍ଷ୍ନୌ,୧୦।୩ (ପି.ଟି.): ଉତ୍ତରପ୍ରଦେଶରେ ଇଭିଏମ୍‌ରେ ଜାଲିଆତି କରାଯାଇଥିବା ସମାଜବାଦୀ ପାର୍ଟି (ଏସ୍‌ପି) ଅଧ୍ୟକ୍ଷ ଅଖିଳେଶ ଯାଦବ ଅଭିଯୋଗ ଆଣିବାର ଦିନକ ପରେ ବାରାଣସୀ ଏଡିଏମ୍‌ଙ୍କୁ ଚାକିରିରୁ ନିଲମ୍ବନ କରାଯାଇଛି। ଇଭିଏମ୍‌ ସ୍ଥାନାନ୍ତର ବେଳେ ନିୟମ ଉଲ୍ଲଂଘନ କାରଣରୁ ଏଡିଏମ୍‌ ନଳିନୀକାନ୍ତ...

ଆଜି ୫ ରାଜ୍ୟର ବିଧାନସଭା ନିର୍ବାଚନର ଫଳାଫଳ, ୬୯୦ ଆସନ ପାଇଁ ହେବ ମତଗଣନା

ନୂଆଦିଲ୍ଲୀ,୧୦ ।୩: ଶେଷ ହେଲ ଅପେକ୍ଷା । ଦେଶର ୫ ରାଜ୍ୟରେ ହୋଇଥିବା ବିଧାନସଭା ନିର୍ବାଚନର ଫଳାଫଳ ଗୁରୁବାର ଆସିବାକୁ ଯାଉଛି । ଆଉ ମାତ୍ର କିଛି ସମୟ ପରେ ମତଗଣନା ଆରମ୍ଭ ହେବାକୁ ଯାଉଥିବା ବେଳେ ସମସ୍ତ ରାଜନୈତିକ...

ଛତ୍ରବଜାର ପୋଲ ଗାର୍ଡ ୱାଲ ଭୁଶୁଡ଼ିବା ଘଟଣା: ୨ ଜଣଙ୍କ ଜୀବନ ଗଲା

କଟକ ଅଫିସ,୯ା୩: ଛତ୍ରବଜାରରୁ ମାଲ୍‌ଗୋଦାମକୁ ସଂଯୋଗ କରୁଥିବା ପୋଲର ମରାମତି କାର୍ଯ୍ୟ ଚାଲିଥିବାବେଳେ ବୁଧବାର ସନ୍ଧ୍ୟାରେ ଘଟିଛି ଅଘଟଣ। ପୋଲ ମରାମତି ବେଳେ ଗାର୍ଡ ୱାଲ ଭୁଶୁଡ଼ି ଯିବାରୁ ୨ ଜଣଙ୍କ ଜୀବନ ଯାଇଛି। ଜଣେ ଗୁରୁତର ହୋଇ ଡାକ୍ତରଖାନାରେ...

ଛତ୍ରବଜାର ପୋଲ ଭୁଶୁଡ଼ିଲା, ଚାପି ହୋଇଗଲେ କିଛି ଲୋକ

କଟକ ଅଫିସ,୯ା୩: ଛତ୍ରବଜାରରୁ ମାଲ୍‌ଗୋଦାମକୁ ସଂଯୋଗ କରୁଥିବା ପୋଲର ମରାମତି କାର୍ଯ୍ୟ ଚାଲିଥିବାବେଳେ ବୁଧବାର ସନ୍ଧ୍ୟାରେ ଘଟିଛି ଅଘଟଣ। ପୋଲ ମରାମତି ବେଳେ ସାଇଡ୍‌ ଓ୍ବାଲ୍‌ ଭୁଶୁଡ଼ି ଯିବାରୁ ସେଠାରେ କାମ କରୁଥିବା କିଛି ଲୋକ ମାଟି ତଳେ ଚାପି...

ଦେଶ ଛାଡ଼ିଲେ ପୂର୍ବତନ ମିସ୍‌ ୟୁକ୍ରେନ, ବଖାଣିଲେ ଯନ୍ତ୍ରଣା

କ୍ୱିଭ୍‌,୯ା୩: ରୁଷିଆ ଆକ୍ରମଣରୁ ରକ୍ଷା ପାଇବା ପାଇଁ ଲୋକମାନେ ୟୁକ୍ରେନ ଛାଡ଼ି ଚାଲି ଆସୁଛନ୍ତି। ଏପର୍ଯ୍ୟନ୍ତ ୨ ଲକ୍ଷରୁ ଅଧିକ ଲୋକ ବାସହୀନ ହୋଇପଡ଼ିଛନ୍ତି। ଲକ୍ଷ ଲକ୍ଷ ଲୋକ ଅନ୍ୟ ଦେଶରେ ଶରଣାର୍ଥୀ ହୋଇଛନ୍ତି। ଏହି ସମୟରେ, ପୂର୍ବତନ ମିସ୍‌...

ପୁଟିନ୍‌ଙ୍କ ଲଜ୍ଜାଜନକ ରେକର୍ଡ, କଟକଣା ଜାରି କରିଥିବା କମ୍ପାନୀ ସଂଖ୍ୟା ୫୫୩୦ ଟପିଲା…

ଓ୍ବାଶିଂଟନ/ମସ୍କୋ,୯।୩ : ୟୁକ୍ରେନ ଆକ୍ରମଣ ପରେ ରୁଷିଆ ଉପରେ ଆର୍ଥିକ କଟକଣା ଜାରି ହୋଇଛି। ଆର୍ଥିକ କଟକଣା ଜାରି କରିଥିବା କମ୍ପାନୀଗୁଡ଼ିକର ସଂଖ୍ୟା ଅନୁସାରେ ରାଷ୍ଟ୍ରପତି ବ୍‌ଲାଡିମୀର ପୁଟିନ ଏକ ବଡ଼ ଧରଣର ଲଜ୍ଜାଜନକ ରେକର୍ଡ କରିଛନ୍ତି। ୟୁକ୍ରେନ ଉପରେ...

ସରକାରୀ କମ୍ପାନୀର ଜମି ବିକିବେ ସରକାର…

ନୂଆଦିଲ୍ଲୀ,୯।୩ : ସେଣ୍ଟ୍ରାଲ ପବ୍ଲିକ ସେକ୍ଟର ଏଣ୍ଟରପ୍ରାଇଜେସ (ସିପିଏସଏସ) କିମ୍ବା ସରକାରୀ ଏଜେନ୍ସି ହେଉ, ସରକାର ସେମାନଙ୍କ ଖାଲି ଜମି, କୋଠା କିମ୍ବା ସମ୍ପତ୍ତି ବିକ୍ରୟ କରି ପାଣ୍ଠି ସଂଗ୍ରହ କରିବାର ଯୋଜନା କରିଛନ୍ତି। ଏହି କାର୍ଯ୍ୟ ପାଇଁ କେନ୍ଦ୍ର...

ପ୍ରତିରକ୍ଷା କ୍ଷେତ୍ରରେ ଆତ୍ମନିର୍ଭର ହେବା ପାଇଁ ସରକାରଙ୍କ ନୂତନ ଯୋଜନା…

ନୂଆଦିଲ୍ଲୀ,୯।୩ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ଭାରତକୁ ପ୍ରତିରକ୍ଷା କ୍ଷେତ୍ରରେ ଆତ୍ମନିର୍ଭର କରିବା ଲାଗି ଯୋଜନା ପ୍ରସ୍ତୁତ କରାଯାଇଛି। ଅସ୍ତ୍ରଶସ୍ତ୍ର ଉତ୍ପାଦନ ଏବଂ ପରୀକ୍ଷଣ କ୍ଷେତ୍ରରେ ପ୍ରତିରକ୍ଷା ମନ୍ତ୍ରଣାଳୟ ଏକ ବଡ ପଦକ୍ଷେପ ନେଇଛି। ଅସ୍ତ୍ରଶସ୍ତ୍ରର ପରୀକ୍ଷଣ...

୨୦ ଲକ୍ଷ ଛାଡ଼ିଲେ ଭିଟାମାଟି, ୮ ଲକ୍ଷ ଶିଶୁ ବି ସାମିଲ…

କ୍ୱିଭ୍‌/ମସ୍କୋ,୯।୩ : ୟୁକ୍ରେନଉପରେ ରୁଷିଆ ଆକ୍ରମଣ ଯୋଗୁ ଇତିମଧ୍ୟରେ ୨୦ ଲକ୍ଷ ଲୋକ ଭିଟାମାଟି ଛାଡ଼ିଛନ୍ତି। ସେମାନଙ୍କ ମଧ୍ୟରେ ୮ ଲକ୍ଷ ଶିଶୁ ମଧ୍ୟ ରହିଛନ୍ତି ବୋଲି ଜାତିସଂଘ ପକ୍ଷରୁ ପ୍ରକାଶିତ ରିପୋର୍ଟରେ ଦର୍ଶାଯାଇଛି। ରୁଷିଆ ବୋମାମାଡ଼ରେ ୟୁକ୍ରେନ୍‌ର ୮୧...

ୟୁକ୍ରେନ୍‌ ଯୁଦ୍ଧ ଯୋଗୁ ପୁଟିନ୍‌ଙ୍କ ଲୋକପ୍ରିୟତା ନିଜ ଦେଶରେ ୭୧ ପ୍ରତିଶତ ବଢ଼ିଲା…

ମସ୍କୋ,୯।୩ : ୟୁକ୍ରେନ ଉପରେ ଆକ୍ରମଣ ପରେ ରୁଷିଆରେ ରାଷ୍ଟ୍ରପତି ବ୍ଲାଡିମୀର ପୁଟିନ୍‌ଙ୍କ ଲୋକପ୍ରିୟତା ୭୧ ପ୍ରତିଶତ ବୃଦ୍ଧି ପାଇଛି। ଯୁଦ୍ଧକୁ ନେଇ ବିରୋଧ ପ୍ରଦର୍ଶନ ମଧ୍ୟରେ, ରୁଷିଆର ୬୫ ପ୍ରତିଶତ ଜନସାଧାରଣ ଏକ ସରକାରୀ ଏଜେନ୍ସି ଦ୍ୱାରା କରାଯାଇଥିବା...

ବୁଲ୍ଲି ବାଈ-ସୁଲ୍ଲି ଡିଲ୍‌ ମାମଲାର ଚାର୍ଜଶିଟ୍‌ ଦାଖଲ…

ନୂଆଦିଲ୍ଲୀ,୯।୩ : ବୁଲ୍ଲି ବାଈ ଏବଂ ସୁଲ୍ଲି ଡିଲ୍‌ ମାମଲାର ଚାର୍ଜଶିଟ୍‌ ଦାଖଲ କରାଯାଇଛି। ଦିଲ୍ଲୀ ପୋଲିସର ସ୍ପେଶାଲ ସେଲର ଇଣ୍ଟେଲିଜେନ୍ସ ଫ୍ୟୁଜନ ଏବଂ ଷ୍ଟ୍ରାଟେଜିକ ଅପରେଶନ ୟୁନିଟ ପକ୍ଷରୁ ସମସ୍ତ ଚାର୍ଜଶିଟ୍‌ ପ୍ରଦାନ କରାଯାଇଛି। ଦିଲ୍ଲୀର ଏକ ସ୍ଥାନୀୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri