Tag Archives: Home Middle

ଜାତିସଂଘର ସୁରକ୍ଷା ପ୍ରତିଶ୍ରୁତି ଉପରେ ପ୍ରଶ୍ନଚିହ୍ନ !…

ଜେନେଭା,୮।୩ : ଜାତିସଂଘର ନିରାପତ୍ତା ପରିଷଦ ପୃଥିବୀର ସମସ୍ତ ସଦସ୍ୟ ରାଷ୍ଟ୍ରଙ୍କ ସୁରକ୍ଷା ପାଇଁ ପ୍ରତିଶ୍ରୁତି ଦେଇଥାଏ। ସୁରକ୍ଷାର ଦାୟିତ୍ୱବୋଧ(ଆର୍‌ଟୁପି) ଅନ୍ତର୍ଗତ କୌଣସି ରାଷ୍ଟ୍ର ଉପରେ ଅନ୍ୟ ରାଷ୍ଟ୍ର ଆକ୍ରମଣ କଲେ ଏଥିରେ ସୁରକ୍ଷା ପରିଷଦ ହସ୍ତକ୍ଷେପ କରିଥାଏ। ମାତ୍ର...

ଆମେରିକା-ବ୍ରିଟେନ୍‌ ଉପରେ ବର୍ଷିଲେ ଜେଲେନସ୍କି, ୧୩ ଦିନ ଧରି ପାଶ୍ଚାତ୍ୟ ଦେଶ ଦେଉଛନ୍ତି ମିଥ୍ୟା ପ୍ରତିଶ୍ରୁତି…

କ୍ୱିଭ୍‌,୮।୩ : ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ମଙ୍ଗଳବାର ଆମେରିକା, ବ୍ରିଟେନ୍‌ ସମେତ ସମସ୍ତ ପାଶ୍ଚାତ୍ୟ ଦେଶଙ୍କ ଉପରେ ବର୍ଷିଛନ୍ତି। ଗତ ୧୩ ଦିନ ଧରି ପାଶ୍ଚାତ୍ୟ ଦେଶଗୁଡ଼ିକ କେବଳ ମିଥ୍ୟା ପ୍ରତିଶ୍ରୁତି ଦେଇ ଚାଲିଛନ୍ତି ବୋଲି ସେ ଅଭିଯୋଗ...

୩ ଲକ୍ଷ ନାଗରିକଙ୍କୁ ବନ୍ଧକ ରଖିଛି ରୁଷିଆ, ୟୁକ୍ରେନ୍‌ର ଅଭିଯୋଗ…

କ୍ୱିଭ୍‌,୮।୩ : ରୁଷିଆ ବିରୋଧରେ ୟୁକ୍ରେନ୍‌ ଗୁରୁତର ଅଭିଯୋଗ ଆଣିଛି। ରୁଷିଆ ୩ ଲକ୍ଷ ନାଗରିକଙ୍କୁ ମାରିୟୁପୋଲ୍‌ଠାରେ ବନ୍ଧକ ରଖିଥିବା ୟୁକ୍ରେନ୍‌ ବିଦେଶ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ୟୁକ୍ରେନ୍‌ ବୈଦେଶିକମନ୍ତ୍ରୀ ଦିମିତ୍ରୋ କୁଲେବା କହିଛନ୍ତି ଯେ, ଆଇସିଆର୍‌ସି ମଧ୍ୟସ୍ଥତା ପରେ...

ବଜେଟ୍‌ ଅଧିବେଶନର ଦ୍ୱିତୀୟ ପାଳି ମାର୍ଚ୍ଚ ୧୪ରୁ ଆରମ୍ଭ ସମ୍ଭାବନା…

ନୂଆଦିଲ୍ଲୀ,୮।୩ : ବଜେଟ୍‌ ଅଧିବେଶନର ଦ୍ୱିତୀୟ ପାଳି ମାର୍ଚ୍ଚ ୧୪ରୁ ଆରମ୍ଭ ସମ୍ଭାବନା ରହିଛି। ଏନେଇ ରାଜ୍ୟ ସଭା ଅଧ୍ୟକ୍ଷ ଏମ୍‌.ଭେଙ୍କିୟା ନାଇଡୁ ଏବଂ ଲୋକ ସଭା ଅଧ୍ୟକ୍ଷ ଓମ୍‌. ବିରଳାଙ୍କ ମଧ୍ୟରେ ଆଲୋଚନା ହୋଇଛି। ଏହା ସହିତ ଦେଶରେ...

୨ ବର୍ଷ ପରେ ଅନ୍ତର୍ଜାତୀୟ ଉଡ଼ାଣ ଉପରୁ କଟକଣା ହଟିଲା, ମାର୍ଚ୍ଚ ୨୭ରୁ ପୁଣି ଆରମ୍ଭ…

ନୂଆଦିଲ୍ଲୀ,୮।୩ : କରୋନା ମହାମାରୀ ଯୋଗୁ ଗତ ୨ ବର୍ଷ ଧରି ଅନ୍ତର୍ଜାତୀୟ ବିମାନ ଉଡ଼ାଣ ଉପରେ କଟକଣା ଜାରି ହୋଇଥିଲା। ତେବେ ୨୦୨୨ ମାର୍ଚ୍ଚ ୨୭ରେ ପୁଣି ଏହି ସେବା ଆରମ୍ଭ ହେବ। ଏନେଇ ମଙ୍ଗଳବାର କେନ୍ଦ୍ରୀୟ ବେସାମରିକ...

ଆସିବନି ଚତୁର୍ଥ ଲହର, ଭାରତରେ କରୋନା ଶେଷ ମୁହାଁ, ବିଶେଷଜ୍ଞଙ୍କ ରିପୋର୍ଟ…

ନୂଆଦିଲ୍ଲୀ,୮।୩ : ଭାରତରେ କରୋନାର ତୃତୀୟ ଲହର କ୍ରମାଗତ ଭାବରେ ଦୁର୍ବଳ ହେଉଛି। ବର୍ତ୍ତମାନ ସାରା ଦେଶରେ କରୋନା ସକ୍ରିୟ ମାମଲା ମଧ୍ୟ ୫୦ ହଜାରକୁ ଖସି ଆସିଛି। ଏଭଳି ପରିସ୍ଥିତିରେ କରୋନା ସମ୍ବନ୍ଧରେ ସ୍ବାସ୍ଥ୍ୟ ବିଶେଷଜ୍ଞମାନଙ୍କ ପକ୍ଷରୁ ଜାରି...

ଅଜ୍ଞାତ ସ୍ଥାନରେ ଲୁଚିଛନ୍ତି ଜେଲେନସ୍କି…

କ୍ୱିଭ୍‌,୮।୩ : ୟୁକ୍ରେନ୍‌ର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଅଜ୍ଞାତ ସ୍ଥାନରେ ଲୁଚି ରହିଛନ୍ତି। ତାଙ୍କୁ ସୁରକ୍ଷା ଦେବା ପାଇଁ ଆମେରିକାର ନୌସେନା ସିଲ ଏବଂ ବ୍ରିଟିଶ ଏସ୍‌ଏଏସ୍‌ କମାଣ୍ଡୋ ନିୟୋଜିତ କରାଯାଇଛି। ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଜେଲେନସ୍କିଙ୍କ ନିକଟକୁ...

ତାଲିବାନ୍‌ ଶାସନରେ ୪୦୦ ନାଗରିକଙ୍କୁ ହତ୍ୟା…

କାବୁଲ,୮।୩ : ଆଫଗାନିସ୍ତାନରେ ତାଲିବାନ୍‌ ଶାସନ ଆରମ୍ଭ ହେବାଠାରୁ ଇତିମଧ୍ୟରେ ୪୦୦ ନାଗରିକଙ୍କୁ ହତ୍ୟା କରାଯାଇଛି। ଏସମ୍ପର୍କରେ ଜାତିସଂଘ ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ରିପୋର୍ଟରେ ଉଲ୍ଲେଖ କରାଯାଇଛି ଯେ, ମୃତ ନାଗରିକଙ୍କ ମଧ୍ୟରୁ ୮୦ ପ୍ରତିଶତ ଅଧିକ...

ପେଟ୍ରୋଲ-ଡିଜେଲ ଦାମ ଦୁଇଗୁଣା ହେବା ଆଶଙ୍କା ଘନେଇଲା…

ନୂଆଦିଲ୍ଲୀ/ଓ୍ବାଶିଂଟନ/ମସ୍କୋ,୮।୩ : ରୁଷିଆ ଏବଂ ୟୁକ୍ରେନ ଯୁଦ୍ଧ ଯୋଗୁ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ସୋମବାରରେକର୍ଡ ସ୍ତରରେ ପହଞ୍ଚିଛି। ୨୦୦୮ ଗତ ୧୪ ବର୍ଷ ପରେ ଏହା ସର୍ବୋଚ୍ଚ ସ୍ତର ଛୁଇଁଛି। ବ୍ରେଣ୍ଟ ଅଶୋଧିତ ତୈଳ ଦର ବ୍ୟାରେଲ...

ମାର୍ଚ୍ଚ ୧୧ରେ ଭାରତ-ଚାଇନା କମାଣ୍ଡରସ୍ତରୀୟ ବୈଠକ…

ଲଦାଖ,୮।୩ : ପୂର୍ବ ଲଦାଖରେ ଭାରତ ଏବଂ ଚାଇନା ମଧ୍ୟରେ ଚାଲିଥିବା ବିବାଦର ସମାଧାନ ପାଇଁ ମାର୍ଚ୍ଚ ୧୧ରେ ଦୁଇ ଦେଶର ୧୫ ତମ ରାଉଣ୍ଡ ସାମରିକ କମାଣ୍ଡରସ୍ତରୀୟ ବୈଠକ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଭାରତ ଏବଂ ଚାଇନା...

ଯୁଦ୍ଧର ବିଭୀଷିକା, ରାସ୍ତାରେ ମଣିଷ ମୃତଦେହ ଖାଉଛନ୍ତି କୁକୁର,୧୨ ହଜାର ରୁଷିଆ ସୈନ୍ୟ ମୃତ…

କ୍ୱିଭ୍‌/ମସ୍କୋ, ୮।୩ : ରୁଷିଆ ୟୁକ୍ରେନ୍‌ ମଧ୍ୟରେ ୧୩ ଦିନ ଧରି ଜାରି ରହିଛି। ଯୁଦ୍ଧର ବିଭୀଷିକା ସମଗ୍ର ମାନବ ଜାତିଙ୍କୁ ପୁଣିଥରେ ମର୍ମାହତ କରିଛି। ୟୁକ୍ରେନ୍‌ ରାସ୍ତାରେ ମୃତ ଦେଶ ଗୁଡ଼ିକ ଏଣେତେଣେ ପଡ଼ି ରହିଛି। ମୃତଦେହଗୁଡ଼ିକୁ କୁକୁର...

ଯୁଦ୍ଧ ଶେଷ କରିବାକୁ ୟୁକ୍ରେନ୍ ସାମ୍ନାରେ ୪ଟି ସର୍ତ୍ତ ରଖିଲା ରୁଷିଆ

ମସ୍କୋ,୮ ।୩: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ୧୨ ଦିନ ପୂରଣ ହୋଇ ସାରିଛି । ଏହାରି ଭିତରେ ଯୁଦ୍ଧ ଶେଷ କରିବାକୁ ଦୁଇ ଦେଶ ମଧ୍ୟରେ କଥାବାର୍ତ୍ତା ହୋଇଥିଲେ ବି ଏହାର କୌଣସି ସମାଧାନ ବାହାରି ପାରି ନାହିଁ । ତେବେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri