Tag Archives: Home Middle

ଜୀବନ ବଞ୍ଚାଇବା ପାଇଁ ଶେଷ ଚେଷ୍ଟା, ପ୍ଲାଟଫର୍ମରେ ପାଦ ଥୋଇବାକୁ ସ୍ଥାନ ନାହିଁ…

କ୍ୱିଭ୍‌,୭।୩ : ୟୁକ୍ରେନର ଖାର୍କିଭ ସହର ଉପରେ ରୁଷିଆର ଆକ୍ରମଣ ଜାରି ରହିଛି। ଏଠାରେ ରୁଷିଆ କ୍ରମାଗତ ଭାବରେ ବୋମା ଏବଂ କ୍ଷେପଣାସ୍ତ୍ର ମାଡ଼ କରୁଛି। ଲୋକମାନେ ଭୟରେ ଜୀବନ ବଞ୍ଚାଇବା ପାଇଁ ଭିଟାମାଟି ଛାଡୁଛନ୍ତି। ଫଳରେ ଖାର୍କିଭ ଷ୍ଟେଶନରେ...

ଯୁଦ୍ଧର ପ୍ରଭାବ, ଭାରତୀୟ ଶେୟାର ବଜାରରେ ସଙ୍କଟ…

ମୁମ୍ବାଇ,୭।୩ : ରୁଷିଆ ୟୁକ୍ରେନ ଯୁଦ୍ଧ ଯୋଗୁ ସୋମବାର ସପ୍ତାହର ପ୍ରଥମ ବାଣିଜ୍ୟ ଦିବସରେ ଭାରତୀୟ ଷ୍ଟକ ବଜାରରେ ହ୍ରାସ ସହ କାରବାର ଆରମ୍ଭ ହୋଇଛି। ମୁମ୍ବାଇ ଷ୍ଟକ ଏକ୍ସଚେଞ୍ଜର ଇଣ୍ଡେକ୍ସ ସେନସେକ୍ସ ଏବଂ ନ୍ୟାଶନାଲ ଷ୍ଟକ ଏକ୍ସଚେଞ୍ଜର ନିଫ୍ଟି...

୫ ହଜାର ତଳେ ଦୈନିକ ସଂକ୍ରମଣ, ମୃତ୍ୟୁ ସଂଖ୍ୟା ଶହେରୁ କମ୍‌…

ନୂଆଦିଲ୍ଲୀ, ୭।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗିଛି। ଦୈନିକ ସଂକ୍ରମଣ ୫ ହଜାର ତଳେ ରହିଛି। ଦୈନିକ ସଂକ୍ରମଣ ୪ ହଜାର...

ଦୂତାବାସ ଭିତରେ ଭାରତୀୟ ରାଷ୍ଟ୍ରଦୂତଙ୍କ ମୃତଦେହ…

ନୂଆଦିଲ୍ଲୀ,୭।୩ : ଭାରତ ପାଇଁ ପାଲେଷ୍ଟାଇନରୁ ଦୁଃଖଦ ଖବର ଆସିଛି। ବହିର୍ବ୍ୟାପାର ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ପାଲେଷ୍ଟାଇନରେ ଅବସ୍ଥାପିତ ଭାରତର ରାଷ୍ଟ୍ରଦୂତ ମୁକୁଲ ଆର୍ଯ୍ୟଙ୍କ ମୃତ୍ୟୁ ଘଟିଛି। ଏ ସମ୍ପର୍କରେ ସୂଚନା ଦେଇ ବହିର୍ବ୍ୟାପାର ମନ୍ତ୍ରଣାଳୟ କହିଛି ଯେ ପାଲେଷ୍ଟାଇନରେ...

ପ୍ରିନ୍ସପାଲଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଭୁବନେଶ୍ୱର/ଲାଞ୍ଜିଗଡ଼,୭ା୩(ବ୍ୟୁରୋ/ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବିଶ୍ୱନାଥପୁର ହୀରାନୀଳା କଲେଜର ପ୍ରିନ୍ସପାଲଙ୍କ ଘରେ ସୋମବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପ୍ରିନ୍ସପାଲ ରମେଶ ଚନ୍ଦ୍ର ସାହୁଙ୍କ ଘରେ ଏହି ଚଢ଼ାଉ କରାଯାଇଥିବା ଜଣାପଡ଼ିଛି।...

ୟୁକ୍ରେନ୍ ରାଷ୍ଟ୍ରପତିଙ୍କ ସହ ପ୍ରଥମଥର କଥା ହେବେ ମୋଦି

ନୂଆଦିଲ୍ଲୀ,୭ ।୩: ରୁଷିଆ-ୟୁକ୍ରେନ୍ ଯୁଦ୍ଧ ୧୨ ଦିନରେ ପହଞ୍ଚିଛି । ହେଲେ ଏହାର କୌଣସି ସମାଧାନର ବାଟ ଏପର୍ଯ୍ୟନ୍ତ ବାହାରି ପାରିନାହିଁ । ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଥମଥର ଲାଗି ୟୁକ୍ରେନ୍ ରାଷ୍ଟ୍ରପତି...

ପୋଲାଣ୍ଡ ସୀମାକୁ ଫେରିଲେ ୟୁକ୍ରେନ୍ ଗୁଳିମାଡରେ ଆହତ ଭାରତୀୟ ଛାତ୍ର

କ୍ୱିଭ/ନୂଆଦିଲ୍ଲୀ,୭ ।୩: ରୁଷିଆ-ୟୁକ୍ରେନ ଯୁଦ୍ଧରେ ଫସି ରହିଥିବା ଭାରତୀୟଙ୍କୁ ଉଦ୍ଧାର କରିବା କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ ଜାରି ରହିଛି । ତେବେ କିଛିଦିନ ପୂର୍ବରୁ ଭାରତ ଫେରିବାକୁ ଅପେକ୍ଷା ରଖିଥିବା ଜଣେ ମେଡିକାଲ ଛାତ୍ର ୟୁକ୍ରେନରେ ଗୁଳିମାଡର ଶିକାର ହେବା...

ଅଶୋଧିତ ତୈଳ ଦର ୧୪ ବର୍ଷ ପରେ ରେକର୍ଡସ୍ତରରେ…

ଓ୍ବାଶିଂଟନ,୭।୩ : ରୁଷିଆ ଏବଂ ୟୁକ୍ରେନ ଯୁଦ୍ଧ ଯୋଗୁ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ରେକର୍ଡ ସ୍ତରରେ ପହଞ୍ଚିଛି। ୨୦୦୮ ଗତ ୧୪ ବର୍ଷ ପରେ ଏହା ସର୍ବୋଚ୍ଚ ସ୍ତର ଛୁଇଁଛି। ବ୍ରେଣ୍ଟ ଅଶୋଧିତ ତୈଳ ଦର ବ୍ୟାରେଲ...

୯ ଜିଲାର ୫୪ ବିଧାନସଭା ଆସନରେ ମତଦାନ ଜାରି…

ଲକ୍ଷ୍ନୌ,୭।୩ : ଉତ୍ତରପ୍ରଦେଶରେ ସପ୍ତମ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ପାଇଁ ମତଦାନ ଜାରି ରହିଛି। ୯ ଟି ଜିଲ୍ଲାର ୫୪ ଟି ଆସନରେ ମତଦାନ ଆରମ୍ଭ ହୋଇଛି। ଚାନ୍ଦୁଲିର ଚାକିଆ ବିଧାନସଭା, ସୋନଭଦ୍ରର ରୋବର୍ଟସଗଞ୍ଜ ଏବଂ ମାଓବାଦୀ ପ୍ରଭାବିତ ଅଞ୍ଚଳ...

ଦୁର୍ନୀତି ସବୁ ସମସ୍ୟାର ମୂଳ

ଲକ୍ଷ୍ନୌ,୭।୩(ଆଇଏଏନ୍‌ଏସ୍‌): ଆଲ୍ଲାହାବାଦ ହାଇକୋର୍ଟର ଲକ୍ଷ୍ନୌ ବେଞ୍ଚ୍‌ ଜଣେ ସରକାରୀ ଡାକ୍ତରଙ୍କୁ ଆଗୁଆ ଜାମିନ ପ୍ରଦାନ କରିବାକୁ ମନା କରିଦେଇଛନ୍ତି। ପ୍ରତ୍ୟେକ ବ୍ୟବସ୍ଥାରେ ଦୁର୍ନୀତି ଉଇ ଭଳି, ଏହା ଥରେ ବ୍ୟବସ୍ଥା ମଧ୍ୟରେ ପ୍ରବେଶ କରିବା ପରେ ବଢ଼ିଚାଲେ ବୋଲି ଏହି...

ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ

ଭୁବନେଶ୍ୱର,୭ା୩(ବ୍ୟୁରୋ): ଯୁଦ୍ଧ ଲାଗି ୟୁକ୍ରେନରୁ ଅଧାରୁ ପାଠପଢ଼ା ଛାଡ଼ି ଭାରତ ଫେରି ଆସିଥିବା ଡାକ୍ତରୀ ଛାତ୍ରୀଛାତ୍ରଙ୍କ କ୍ୟାରିୟର ପାଇଁ ଚିନ୍ତା ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏବେ ୟୁକ୍ରେନ୍‌ରେ ସଂକଟ ପରିସ୍ଥିତି ଉପୁଜିଛି। ଓଡ଼ିଶା ସମେତ ଭାରତର ହଜାର...

୬୦ ଲକ୍ଷ ଟପିଲା କୋଭିଡ୍‌ ମୃତ୍ୟୁ

ବ୍ୟାଙ୍କକ୍‌,୭।୩ : କୋଭିଡ୍‌ ମହାମାରୀ ତୃତୀୟ ବର୍ଷରେ ପହଞ୍ଚତ୍ଥିବାବେଳେ ରବିବାର ରାତି ସୁଦ୍ଧା ବିଶ୍ୱରେ ମୃତ୍ୟୁସଂଖ୍ୟା ୬୦ ଲକ୍ଷ ଅତିକ୍ରମ କରିଛି। ଆମେରିକାରେ କୋଭିଡ୍‌ ମୃତ୍ୟୁସଂଖ୍ୟା ୧୦ ଲକ୍ଷ ନିକଟବର୍ତ୍ତୀ ହୋଇଛି। ଓ୍ବାଲେର୍‌ଡାମିଟର ଅନୁଯାୟୀ ରବିବାର ରାତି ସୁଦ୍ଧା ବିଶ୍ୱରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri