Tag Archives: Home Middle

କୃଷ୍ଣସାଗର ଉପରେ ରୁଷିଆ ନଜର

କ୍ୱିଭ୍‌, ୭ା୩: ୟୁକ୍ରେନ ଉପରେ ରୁଷିଆର ଆକ୍ରମଣକୁ ରବିବାର ୧୧ ଦିନ ପୂରିଥିବାବେଳେ ଦକ୍ଷିଣ-ପୂର୍ବ ବନ୍ଦର ସହର ମାରିୟୁପୋଲରେ ଦ୍ୱିତୀୟ ଥର ସାମୟିକ ଭାବେ ଅସ୍ତ୍ରବିରତି ଘୋଷଣା କରାଯାଇଛି। ସାଧାରଣ ନାଗରିକ ସେଠାରୁ ସୁରକ୍ଷିତ ଭାବେ ବାହାରିବା ନିମନ୍ତେ ମାନବୀୟ...

ଜରୁରୀଭିତ୍ତିରେ ଫର୍ମ ପୂରଣ କର

ନୂଆଦିଲ୍ଲୀ,୭।୩ : ୟୁକ୍ରେନ୍‌ରୁ ଭାରତୀୟମାନଙ୍କୁ ଉଦ୍ଧାର କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ସେଠାରେ ଆହୁରି ଅନେକ ରହିଯାଇଥିବାବେଳେ ଭାରତୀୟ ଦୂତାବାସ ପକ୍ଷରୁ ସେମାନଙ୍କ ପାଇଁ ରବିବାର ନୂଆ ଆଡଭାଇଜରି ଜାରି କରାଯାଇଛି। ୟୁକ୍ରେନ୍‌ ଓ ହଙ୍ଗେରିରେ ଥିବା ଦୂତାବାସ ସେମାନଙ୍କ...

‘ଗଙ୍ଗା’ ଅପରେଟ୍‌ କରୁଛନ୍ତି ସୁପର ୩୦

କ୍ୱିଭ୍‌,୭।୩: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧ ଭିତରେ ସେଠାରେ ଫସି ରହିଥିବା ଭାରତୀୟ ଛାତ୍ରୀଛାତ୍ରମାନଙ୍କୁ ନିଜ ଦେଶକୁ ଫେରାଇ ଆଣିବା ବର୍ତ୍ତମାନ କେନ୍ଦ୍ର ସରକାରଙ୍କ ମୁଖ୍ୟ ଉଦ୍ଦେଶ୍ୟ। ଏହାର ସଫଳ ରୂପାୟନ ପାଇଁ ଭାରତ ସରକାର ବିଭିନ୍ନ ପନ୍ଥା ଆପଣାଉଥିବାବେଳେ ଉଦ୍ଧାର କାର୍ଯ୍ୟରେ...

ବିଶ୍ୱ ଅର୍ଥନୀତି ପ୍ରଭାବିତ

ମସ୍କୋ/ଓ୍ବାଶିଂଟନ/ଲଣ୍ଡନ,୭ା୩: ଆମେରିକା ଓ ପାଶ୍ଚାତ୍ୟ ରାଷ୍ଟ୍ରଗୁଡ଼ିକ ୟୁକ୍ରେନ୍‌ ଆକ୍ରମଣକୁ ନେଇ ରୁଷିଆ ଉପରେ ଗୋଟିଏ ପରେ ଗୋଟିଏ ଆର୍ଥିକ କଟକଣା ଜାରି କରିବାରେ ଲାଗିଛନ୍ତି। ଆଧୁନିକ ବିଶ୍ୱର ଇତିହାସରେ ଅଦ୍ୟାବଧି କୌଣସି ବୃହତ୍‌ ଅର୍ଥନୀତି ବିରୋଧରେ ଏତେ କଠୋର କଟକଣା...

ଭାରତରେ ଅତ୍ୟାବଶ୍ୟକ ସାମଗ୍ରୀ ଆହୁରି ମହଙ୍ଗା ହେବ

ନୂଆଦିଲ୍ଲୀ, ୭ା୩ : ସୋମବାର ସପ୍ତମ ପର୍ଯ୍ୟାୟ ଉତ୍ତର ପ୍ରଦେଶ ନିର୍ବାଚନ ଶେଷ ହେବା ପରେ ଭାରତରେ ତୈଳ ଓ ଗ୍ୟାସ୍‌ ଦର ବୃଦ୍ଧି ପାଇବ। ତଦନୁସାରେ ପରିବହନଜନିତ ଖର୍ଚ୍ଚ ଏବଂ ମୁଦ୍ରାସ୍ଫୀତି ମଧ୍ୟ ବଢ଼ିବ। ଫଳରେ ଅତ୍ୟାବଶ୍ୟକ ସାମଗ୍ରୀଗୁଡ଼ିକ...

ଅପରେଶନ ଗଙ୍ଗା: ଆଜି ୮ଟି ବିମାନରେ ସ୍ୱଦେଶ ଫେରିବେ ୧୫୦୦ ଭାରତୀୟ

ନୂଆଦିଲ୍ଲୀ,୭ ।୩: ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ସୋମବାର ଯୁଦ୍ଧଗ୍ରସ୍ତ ୟୁକ୍ରେନର ପଡୋଶୀ ଦେଶରୁୁ ୧୫୦୦ ଭାରତୀୟଙ୍କୁ ସ୍ୱଦେଶ ଫେରାଇ ଆଣିବାର ବ୍ୟବସ୍ଥା କରାଯାଇଛି । ମୋଟ ୮ଟି ବିମାନରେ ଏମାନେ ସ୍ୱଦେଶ ଫେରିବେ । ଏଥିମଧ୍ୟରୁ...

ଭୋଟ ଗ୍ରହଣ ପରେ ସୁରକ୍ଷିତ ରହିବ ଇଭିଏମ୍‌

ଭୁବନେଶ୍ୱର,୭ା୩(ବ୍ୟୁରୋ): ରାଜ୍ୟର ପୌର ସଂସ୍ଥାଗୁଡ଼ିକରେ ହେବାକୁ ଥିବା ନିର୍ବାଚନର ଭୋଟଗ୍ରହଣ ପରେ ଇଭିଏମ୍‌ଗୁଡ଼ିକୁ ସୁରକ୍ଷିତ ରଖାଯିବ। ଏଥିଲାଗି ଷ୍ଟ୍ରଙ୍ଗରୁମ୍‌ ସ୍ଥାପନ, ନିର୍ବାଚନ ସମୟରେ ଓ ଭୋଟଗ୍ରହଣ ପରେ ଗଣତି ପାଇଁ ଷ୍ଟ୍ରଙ୍ଗରୁମ୍‌ ଖୋଲିବା ଏବଂ ବନ୍ଦ କରିବାକୁ ରାଜ୍ୟ ନିର୍ବାଚନ...

ଆଜି ନାମାଙ୍କନ ପତ୍ର ଦାଖଲ ଶେଷ

ଭୁବନେଶ୍ୱର,୭ା୩(ବ୍ୟୁରୋ): ଆସନ୍ତା ୨୪ ତାରିଖରେ ରାଜ୍ୟରେ ୧୦୬ ମ୍ୟୁନିସିପାଲିଟି, ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି) ଏବଂ ୩ ମହାନଗର ନିଗମରେ ନିର୍ବାଚନ ଅନୁଷ୍ଠିତ ହେବ। ସୋମବାର ଅପରାହ୍ନ ୫ଟା ସୁଦ୍ଧା ନାମାଙ୍କନ ପତ୍ର ଦାଖଲ ଶେଷ ହେବ। ଏ ନେଇ...

ସ୍ପାଇ ପରୀକ୍ଷଣ କଲା ଉତ୍ତର କୋରିଆ, ପଡ଼ୋଶୀ ଦେଶ ଭୟଭୀତ

ପ୍ୟୋଙ୍ଗ୍‌ୟାଙ୍ଗ,୬ା୩: ଉତ୍ତର କୋରିଆ ଶନିବାର ଏକ ବାଲାଷ୍ଟିକ କ୍ଷେପଣାସ୍ତ୍ର ପରୀକ୍ଷା ପରେ ରବିବାର ପୁଣି ଏକ ଗୁରୁତ୍ୱପୂର୍ଣ୍ଣ ସ୍ପାଇ ସାଟେଲାଇଟ୍‌ ପରୀକ୍ଷା କରିଛି। ଏନେଇ ଏହାର ପଡ଼ୋଶୀ ଦେଶ ପୁଣି ଥରେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଉତ୍ତର କୋରିଆ କହିଛି,...

ବିଧାନସଭାର ୟୁଟ୍ୟୁବ୍‌ ଚ୍ୟାନେଲ ଆରମ୍ଭ, ଟିଭି ପାଇଁ ଚାଲିଛି ପ୍ରସ୍ତୁତି

ଭୁବନେଶ୍ୱର,୬ା୩(ବ୍ୟୁରୋ): ଓଡିଶା ବିଧାନସଭାର ୟୁଟ୍ୟୁବ୍‌ ଚ୍ୟାନେଲ ଆରମ୍ଭ ହୋଇଛି। ଶନିବାରଠାରୁ ଏହା ଆରମ୍ଭ ହୋଇଛି। ପରବର୍ତ୍ତୀ ସମୟରେ ବିଧାନସଭା ଟିଭି ମଧ୍ୟ ଆରମ୍ଭ ହେବ ବୋଲି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି। ବିଧାନସଭା ପତ୍ରିକା ନାମକ ମାସିକ...

ମାର୍ଚ୍ଚ ୨୨ରୁ ଆଇପିଏଲ୍‌: ଏହି ଦୁଇ ଦଳ ମଧ୍ୟରେ ଖେଳାଯିବ ପ୍ରଥମ ମ୍ୟାଚ୍‌

ନୂଆଦିଲ୍ଲୀ,୬।୩: ଇଣ୍ଡିଆନ୍‌ ପ୍ରିମିୟମ୍‌ ଲିଗ୍‌ ୨୦୨୨ କାର୍ଯ୍ୟସୂଚୀ ରବିବାର ପ୍ରକାଶ ପାଇଛି। ମାର୍ଚ୍ଚ ୨୬ରେ ମୁମ୍ବାଇର ଓ୍ବାଙ୍ଖେଡେ ଷ୍ଟାଡିୟମରେ ପ୍ରଥମ ମ୍ୟାଚ୍‌ ଚେନ୍ନାଇ ସୁପର୍‌ କିଙ୍ଗ୍ସ ଏବଂ କୋଲକତା ନାଇଟ୍‌ ରାଇଡର୍ସ ମଧ୍ୟରେ ଖେଳାଯିବ। ଏହି ମ୍ୟାଚ୍‌ ସନ୍ଧ୍ୟା ୭.୩୦ରେ...

ରୁଷିଆରେ ଜାରା-ପେପଲ୍‌-ସାମସଙ୍ଗ୍‌ କାରବାର ବନ୍ଦ…

ଓ୍ବାଶିଂଟନ, ୬।୩ : ୟୁକ୍ରେନ୍‌ ଉପରେ ରୁଷିଆର ଆକ୍ରମଣ ଜାରି ରହିଛି। ଏହାକୁ ବିରୋଧ କରି ରୁଷିଆରେ ଜାରା, ପେପଲ୍‌ ଏବଂ ସାମସଙ୍ଗ୍‌ ନିଜ ନିଜ କାରବାର ବନ୍ଦ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଅନ୍‌ ଲାଇନ୍‌ ପେମେଣ୍ଟ କମ୍ପାନୀ ପେପଲ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri