Tag Archives: Home Middle

ନୂଆ ପିଢ଼ିଙ୍କୁ ପୁଟିନ୍‌ଙ୍କ ପାଠପଢ଼ା, ‘ୟୁକ୍ରେନ୍‌ ମୁକ୍ତି ମିଶନ’ ଉପରେ କାମ କରୁଛି ରୁଷିଆ…

ମସ୍କୋ, ୬।୩ : ୟୁକ୍ରେନ ବିରୋଧରେ ଯୁଦ୍ଧ କରିବା ପରେ ରୁଷିଆ ରାଷ୍ଟ୍ରପତି ବ୍ଲାଡିମୀର ପୁଟିନ ନିଜ ଦେଶରେ ମଧ୍ୟ କଡ଼ା ବିରୋଧର ସମ୍ମୁଖୀନ ହୋଇଛନ୍ତି। ଏପରିକି ଅନେକ ଛୋଟ ପିଲା ପୁଟିନଙ୍କ ବିରୋଧରେ ପ୍ରଦର୍ଶନ କରୁଛନ୍ତି। ଏପରିସ୍ଥଳେ, ନୂଆ...

ବାଇଡେନ୍‌ଙ୍କ ପ୍ଲାନ୍‌-ବି, ରୁଷିଆ ସହିତ ଲଢ଼େଇ ପାଇଁ ପୋଲାଣ୍ଡକୁ ଉସୁକାଉଛି ଆମେରିକା ?…

ଓ୍ବାଶିଂଟନ, ୬।୩ : ରୁଷିଆ ୟୁକ୍ରେନରେ ଆତଙ୍କ ସୃଷ୍ଟି କରିଛି। ଏହାର ଉନ୍ନତ କ୍ଷେପଣାସ୍ତ୍ର, ଆର୍ଟିଲିରି ଏବଂ ଅସ୍ତ୍ରଶସ୍ତ୍ର ୟୁକ୍ରେନର ବହୁ କ୍ଷତି କରିବାରେ ଲାଗିଛି। ତେବେ ପାଶ୍ଚାତ୍ୟ ଅସ୍ତ୍ରଶସ୍ତ୍ର ମାଧ୍ୟମରେ ୟୁକ୍ରେନ ରୁଷିଆକୁ ଟକ୍କର ଦେବାରେ ଲାଗିଛି। ଆମେରିକା...

ପୁଟିନ୍‌ଙ୍କ ରାସ୍ତା ଆପଣେଇବାକୁ ଚାହୁଁଛନ୍ତି ଜିନ୍‌ପିଙ୍ଗ୍‌, ଭିଏତ୍‌ନାମ ସୀମାରେ ଚାଇନା ଯୁଦ୍ଧପୋତ…

ବେଜିଂ, ୬।୩ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଜାରି ରହିଛି। ଏପରିସ୍ଥଳେ ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ୍‌ ରୁଷିଆ ପ୍ରତିପକ୍ଷ ବ୍ଲାଡିମୀର ପୁଟିନ୍‌ଙ୍କ ରାସ୍ତା ଆପଣେଇବାକୁ ଚାହୁଁଛନ୍ତି। ଚାଇନା ଦକ୍ଷିଣ ଚୀନ ସାଗରରେ ଏହାର ଦକ୍ଷିଣ ହେନାନ...

ରୁଷିଆକୁ ଝଟ୍‌କା, ମାଷ୍ଟରକାର୍ଡ-ଭିସା ପକ୍ଷରୁ ବଡ ପଦକ୍ଷେପ…

ନ୍ୟୁୟର୍କ,୬।୩ : ୟୁକ୍ରେନ୍‌ ଉପରେ ରୁଷିଆର ଆକ୍ରମଣ ଜାରି ରହିଛି। ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କିଙ୍କ ଅନୁରୋଧ କ୍ରମେ ମାଷ୍ଟରକାର୍ଡ ଏବଂ ଭିସା ପକ୍ଷରୁ ଏକ ବଡ ପଦକ୍ଷେପ ଗ୍ରହଣ କରାଯାଇଛି। ରୁଷିଆ ଉପରେ ଲାଗିଥିବା କଟକଣାକୁ ଦୃଷ୍ଟିରେ ରଖି...

୩ ହଜାର ଆମେରିକାବାସୀ ରୁଷିଆ ବିରୋଧରେ ଉଠାଇବେ ବନ୍ଧୁକ…

କ୍ୱିଭ୍‌, ୬।୩ : ୟୁକ୍ରେନ ଉପରେ ରୁଷିଆ ଆକ୍ରମଣକୁ ଇତିମଧ୍ୟରେ ୧୧ ଦିନ ବିତିଛି। ୟୁକ୍ରେନ୍‌ର ଗୋଟିଏ ପରେ ଗୋଟିଏ ସହର ରୁଷିଆ ସୈନ୍ୟ ଦଖଲ କରୁଛନ୍ତି। ତେବେ ୟୁକ୍ରେନବାସୀଙ୍କ ଲଢୁଆ ମନୋଭାବ ରୁଷିଆ ସୈନ୍ୟଙ୍କ ପାଇଁ ବଡ଼ ସମସ୍ୟା...

ପୁଣି ସ୍ପାଏ ସାଟେଲାଇଟ୍‌ ସିଷ୍ଟମ୍‌ର ପରୀକ୍ଷା କଲେ କିମ୍‌…

ସିଓଲ/ଟୋକିଓ,୬।୩ : ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ ଜୋଙ୍ଗ ଉନଙ୍କ ଉପରେ ବିଶ୍ୱସ୍ତରୀୟ ଚାପର କୌଣସି ପ୍ରଭାବ ପଡୁନାହିଁ। କିମ ତାଙ୍କ ସାମରିକ ଅସ୍ତ୍ରଶସ୍ତ୍ର ଏବଂ ଏହା ସହ ଜଡିତ ଉପକରଣକୁ ଆଧୁନିକୀକରଣ କରିବାରେ ବ୍ୟସ୍ତ ଅଛନ୍ତି। ସ୍ପାଏ...

ସକ୍ରିୟ ମାମଲା ୬୦ ହଜାର ତଳେ…

ନୂଆଦିଲ୍ଲୀ, ୬।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗିଛି। ଦୈନିକ ସଂକ୍ରମଣ ୬ ହଜାର ତଳେ ରହିଛି। ଦୈନିକ ସଂକ୍ରମଣ ୫ ହଜାର...

ଅପରେଶନ ଗଙ୍ଗା: ମାର୍ଚ୍ଚ ୧୧ସୁଦ୍ଧା ୧୦୦ ବିମାନରେ ସ୍ୱଦେଶ ଫେରିବେ ଭାରତୀୟ, ଏବେବି ସୁମିରେ ଫସି ରହିଛନ୍ତି କେତେଜଣ ଛାତ୍ର

ନୂଆଦିଲ୍ଲୀ,୬ ।୩: ରୁଷିଆ-ୟୁକ୍ରେନ୍ ଯୁଦ୍ଧ ମଧ୍ୟରେ ଭାରତ ସରକାରଙ୍କ ଅପରେଶନ ଗଙ୍ଗାକୁ ଜୋରଦାର କରାଯାଇଛି । ୟୁକ୍ରେନରେ ଫସି ରହିଥିବା ଭାରତୀୟଙ୍କୁ ଉଦ୍ଧାର କରାଯିବାର ପ୍ରକ୍ରିୟା ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି । ତେବେ ୟକ୍ରେନରେ ଫସି ରହିଥିବା ପ୍ରାୟ ୨୦...

ପିସୋଚିନ ପହଞ୍ଚିଲା ଭାରତ ସରକାରଙ୍କ ବସ

କ୍ୱିଭ,୬ ।୩: ରୁଷିଆ-ୟୁକ୍ରେନ୍ ଯୁଦ୍ଧ ମଧ୍ୟରେ ୟୁକ୍ରେନର ପିସୋଚିନରେ ଫସି ରହିଥିବା ପ୍ରାୟ ୨୯୮ ଭାରତୀୟ ଛାତ୍ରଙ୍କୁ ସେଠାରୁ ଉଦ୍ଧାର କରାଯାଇଛି । ୟୁକ୍ରେନରେ ଥିବା ଭାରତୀୟ ଦୂତାବାସ ପକ୍ଷରୁ ଏହି ସୂଚନା ଦିଆଯାଇଛି । ପିସୋଚିନରୁ ଭାରତୀୟ ଛାତ୍ରଙ୍କୁ...

ଅପରେଶନ ଗଙ୍ଗା: ୨୨୦୦ ଭାରତୀୟଙ୍କୁ ନେଇ ଆଜି ସ୍ୱଦେଶ ଫେରିବ ୧୧ ବିମାନ

ନୂଆଦିଲ୍ଲୀ,୬ ।୩: ୟୁକ୍ରେନ୍ ଯୁଦ୍ଧରେ ଫସି ରହିଥିବା ପ୍ରାୟ ୨୨୦୦ ଭାରତୀୟଙ୍କୁ ନେଇ ଶନିବାର ୧୧ଟି ବିମାନ ସ୍ୱଦେଶ ଫେରିବ ବୋଲି ଜଣାପଡିଛି । ଅପରେଶନ ଗଙ୍ଗା ମାଧ୍ୟମରେ ଭାରତୀୟମାନେ ସ୍ୱଦେଶ ପ୍ରତ୍ୟାବର୍ତ୍ତନ କରୁଛନ୍ତି । ଶନିବାର ୧୫ଟି ବିମାନରେ...

ଜାଣିଶୁଣି ବଡ଼ ଭୁଲ୍‌…

କ୍ୱିଭ୍‌/ଓ୍ବାଶିଂଟନ/ମସ୍କୋ, ୫।୩ : ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଜାଣିଶୁଣି ବଡ଼ ଭୁଲ୍‌ କରିଦେଇଥିବା ନେଇ ଏବେ ଚର୍ଚ୍ଚା ହେଉଛି। ନାଟୋ ଏବଂ ରୁଷିଆ ମଧ୍ୟରେ ୟୁକ୍ରେନ୍‌ କେବଳ ବଳିର ଛେଳି ହୋଇ ରହି ଯାଇଛି। ନାଟୋର ସହାୟତା ମିଳିବା...

ବୁଲା କୁକୁରଙ୍କୁ ଖାଇବାକୁ ଦେବା ନାଗରିକଙ୍କ ଅଧିକାର, ହାଇକୋର୍ଟଙ୍କ ରାୟ ଉପରେ ରୋକ ଲଗାଇଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ, ୫।୩ : ରାସ୍ତାରେ ବୁଲୁଥିବା ବୁଲା କୁକୁରଙ୍କୁ ଖାଇବାକୁ ଦେବା ନାଗରିକଙ୍କ ଅଧିକାର। ଦିଲ୍ଲୀ ହାଇକୋର୍ଟ ଏଭଳି ରାୟ ପ୍ରଦାନ କରିଥିଲେ। ତେବେ ଏହାର ଶୁଣାଣି କରି ସୁପ୍ରିମ୍‌କୋର୍ଟ ହାଇକୋର୍ଟଙ୍କ ରାୟ ଉପରେ ରୋକ ଲଗାଇଛନ୍ତି। ଏନେଇ ଶୀର୍ଷକୋର୍ଟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri