Tag Archives: Home Middle

ପାପୁଆ ନିଉ ଗିନି ଭୟଙ୍କର ଭୂସ୍ଖଳନ, ୬୭୦ରୁ ଅଧିକ ଲୋକ ମୃତ

ନୂଆଦିଲ୍ଲୀ,୨୬।୫: ପାପୁଆ ନ୍ୟୁ ଗିନିରେ ଏକ ବଡ଼ ଧରଣର ଭୂସ୍ଖଳନ ପରେ ୬୭୦ ରୁ ଅଧିକ ଲୋକଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ଜାତିସଂଘର ଏଜେନ୍ସିର ଅଧିକାରୀ ସେରହାନ ଆପ୍ଟୋପ୍ରାକ୍ କହିଛନ୍ତି ଯେ ବର୍ତ୍ତମାନ ପ୍ରାୟ ୧୫୦ରୁ ଉର୍ଦ୍ଧ ଘର ପୋତି...

ପ୍ରକାଶ ପାଇଲା +୨ ପରୀକ୍ଷା ଫଳ, ଛାତ୍ରଙ୍କୁ ପଛରେ ପକାଇଲେ ଛାତ୍ରୀ

ଭୁବନେଶ୍ୱର,୨୬।୫: ରାଜ୍ୟରେ +୨ ପରୀକ୍ଷାଫଳ ପ୍ରକାଶ ପାଇଛି। ରବିବାର ଭୁବନେଶ୍ୱରସ୍ଥିତ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) କାର୍ଯ୍ୟାଳୟରେ ଏକାସାଙ୍ଗରେ କଳା, ବିଜ୍ଞାନ, ବାଣିଜ୍ୟ ଏବଂ ଧନ୍ଦାମୂଳକ ପରୀକ୍ଷାର ଫଳାଫଳ ପ୍ରକାଶ କରାଯାଇଛି। ଏଥିରେ ଛାତ୍ରଙ୍କୁ ପଛରେ ପକାଇ ଛାତ୍ରୀମାନେ ଭଲ...

ସ୍ମୃତି ଇରାନୀଙ୍କୁ ପାଣ୍ଡିଆନଙ୍କ କଡ଼ା ଜବାବ, କହିଲେ ସାହସ ଅଛି…

ଭୁବନେଶ୍ୱର,୨୬।୫: ଏକ ସାଧାରଣ ସଭାରେ ଯୋଗ ଦେଇ ସ୍ମୃତି ଇରାନୀଙ୍କୁ କଡ଼ା ଜବାବ ଦେଇଛନ୍ତି ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ। ଶନିବାର ସ୍ମୃତି ଓଡ଼ିଶା ଆସି ସରକାରଙ୍କୁ ନିନ୍ଦା କରିବା ଦୋଷ ଗଣାଇଥିଲେ। ଯାହାକୁ ସମାଲୋଚନା କରିଛନ୍ତି ପାଣ୍ଡିଆନ।...

ପୁଣି ଓଡ଼ିଶା ଆସୁଛନ୍ତି ମୋଦି-ଶାହା, କରିବେ ମାରାଥନ ପ୍ରଚାର

ଭୁବନେଶ୍ୱର,୨୬।୫: ପୁଣି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଗୃହମନ୍ତ୍ରୀ ଅମିତ ଶାହା। ୨୮ ତାରିଖରେ ଶାହା ଆସୁଥିବାବେଳେ ୨୯ରେ ପ୍ରଧାନମନ୍ତ୍ରୀ ମୋଦି ଆସୁଛନ୍ତି। ମଙ୍ଗଳବାର ଶାହା ୩ଟି ସଭା କରିବେ। ଦିନ ୧୦ଟାରେ ଚାନ୍ଦବାଲିରେ ପ୍ରଥମ ସଭା...

୬ ଟ୍ରେନ୍‌ ବାତିଲ, ଜାଣନ୍ତୁ କେଉଁ ଟ୍ରେନ୍‌ ହୋଇଛି ବାତିଲ

କୋଲକାତା,୨୬ା୫: ବାତ୍ୟା ‘ରେମାଲ’ ପାଇଁ ୬ଟି ଟ୍ରେନ୍‌ ବାତିଲ ହୋଇଛି। ରବିବାର ଓ ସୋମବାର ପାଇଁ ଏହି ଟ୍ରେନ୍‌କୁ ବାତିଲ କରିଛି ଦକ୍ଷିଣ ପୂର୍ବ ରେଳତଟ। ହାଓ୍ବଡା-ଦୀଘା-ହାଓ୍ବଡା ଏକ୍ସପ୍ରେସ୍‌ ରବିବାର ପାଇଁ ବାତିଲ ହୋଇଥିବା ବେଳେ କାଲି ପାଇଁ ଦୀଘା-ପଂଶକୁରା...

ଗେମିଂ ଜୋନ୍‌ ଅଗ୍ନିକାଣ୍ଡ ମନୁଷ୍ୟକୃତ: ହାଇକୋର୍ଟ

ନୂଆଦିଲ୍ଲୀ,୨୬ା୫: ଗୁଜରାଟର ରାଜକୋଟରେ ଟିଆରପି ଗେମିଂ ଜୋନ୍‌ ଅଗ୍ନିକାଣ୍ଡରେ ୨୭ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ଆହତ ହୋଇଥିବା ଲୋକଙ୍କୁ ରାଜକୋଟ ଏମ୍ସରେ ଭର୍ତ୍ତି କରାଯାଇଛି। ଏହି ଦୁର୍ଘଟଣାରେ ହାଇକୋର୍ଟ ବର୍ତ୍ତମାନ ଅଗ୍ନି ନିରାପତ୍ତା ସମ୍ପର୍କରେ ମ୍ୟୁନିସିପାଲିଟି କର୍ପୋରେଶନଠାରୁ...

ଇଣ୍ଡିଆ ମେଣ୍ଟର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ କିଏ ହେବ ବଡ଼ ଭବିଷ୍ୟବାଣୀ କଲେ ମୋଦି, ଜାଣି ତାଜୁବ ହେବେ

ନୂଆଦିଲ୍ଲୀ,୨୬।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣିଥରେ ଇଣ୍ଡିଆ ମହାମେଣ୍ଟ ଉପରେ ଜୋରଦାର ବର୍ଷିଛନ୍ତି । ବିରୋଧୀଙ୍କୁ ଟାର୍ଗେଟ କରିବା ସହ ସେମାନେ ଭୋଟବ୍ୟାଙ୍କକୁ ଖୁସି କରିବା ପାଇଁ ଏଥର ପ୍ଲାନିଂ କରୁଛନ୍ତି ବୋଲି ମୋଦି କହିଛନ୍ତି। ଏଥିସହ ଇଣ୍ଡିଆ ମେଣ୍ଟର...

ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ, ବାଜିମାରିଲେ ଛାତ୍ରୀ

କଟକ,୨୬ା୫(କାର୍ତ୍ତିକ ସାହୁ): ରବିବାର ପୂର୍ବାହ୍ନରେ ପ୍ରକାଶ ପାଇଛି ମାଟ୍ରିକ ରେଜଲ୍ଟ।  ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ମିଳିଛି। ଚଳିତବର୍ଷ ପାସ୍‌ ହାର ୯୬.୦୭% ରହିଛି। ଛାତ୍ରୀଙ୍କ ପାସ୍‌ ହାର ୯୬.୭୩% ରହିଥିବା ବେଳେ ଛାତ୍ରଙ୍କ ପାସ୍‌ ହାର...

ୟୁପି, ଦିଲ୍ଲୀରେ କମ୍‌ ଭୋଟିଂ ଭାଜପାକୁ କ୍ଷତି

ନୂଆଦିଲ୍ଲୀ,୨୬ା୫ଲୋକ ସଭା ନିର୍ବାଚନ ଶେଷହେବାକୁ ଆଉ ମାତ୍ର ଗୋଟିଏ ପର୍ଯ୍ୟାୟ ବାକି ଥିବାବେଳେ ସବୁଠୁ ବଡ଼ ରାଜ୍ୟ ଉତ୍ତରପ୍ରଦେଶ ଏବଂ ଜାତୀୟ ରାଜଧାନୀ ନୂଆଦିଲ୍ଲୀରେ ମତଦାନ ହାର କମିଥିବାରୁ ଏହା ଶାସକ ଦଳ ଭାଜପା ପାଇଁ ଚିନ୍ତାର ବିଷୟ ହୋଇଛି।...

ଭିଷଣ ବାତ୍ୟାରେ ପରିଣତ ହେଲା ରେମାଲ, ୧୧୦-୧୨୦ ବେଗରେ ଛୁଇଁବ ଉପକୂଳ

ଭୁବନେଶ୍ୱର,୨୫ା୫: ବଙ୍ଗୋପସାଗରର ଉତ୍ତର ଉପକୂଳରେ ଥିବା ବାତ୍ୟା ରେମାଲ ଭିଷଣ ବାତ୍ୟାରେ ପରିଣତ ହୋଇଛି। ଏହା ସାଗର ଦ୍ୱୀପପୁଞ୍ଜରୁ ପ୍ରାୟ ୨୭୦ କିଲୋମିଟର ଦୁରରେ ରହିଛି। ବାତ୍ୟା ରେମାଲ ଉତ୍ତର ଦିଗକୁ ଗତି କରି, ଆହୁରି ତୀବ୍ର ହେବା ସହ...

ଆଇପିଏଲ୍‌ ୨୦୨୪: ଆଜି କୋଲକାତା-ସନରାଇଜର୍ସ ଫାଇନାଲ

ଚେନ୍ନାଇ,୨୫ା୫(ପି.ଟି): ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୭ ତମ ସଂସ୍କରଣର ଫାଇନାଲ ରବିବାର ଚେନ୍ନାଇର ଚେପକ୍‌ ଷ୍ଟାଡିୟମରେ କୋଲକାତା ନାଇଟ୍‌ ରାଇଡର୍ସ ଓ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଖେଳାଯିବ। ଏହି ମ୍ୟାଚ୍‌କୁ ଫ୍ୟାନ୍‌ମାନେ କୋଲକାତାର ମେଣ୍ଟର ଗୌତମ ଗମ୍ଭୀର ଓ...

ଶିଶୁ ଡାକ୍ତରଖାନାରେ ଭୟଙ୍କର ଅଗ୍ନିକାଣ୍ଡ; ଆଖି ବୁଜିଲେ ୭ ନବଜାତକ, ଅନେକ ଗୁରୁତର

ନୂଆଦିଲ୍ଲୀ,୨୬।୫: ଦିଲ୍ଲୀର ବିବେକ ବିହାର ଅଞ୍ଚଳରେ ଥିବା ଏକ ଶିଶୁ ଡାକ୍ତରଖାନାରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୭ଜଣ ନବଜାତ ଶିଶୁ ଆଖି ବୁଜିଛନ୍ତି। ସେହିଭଳି ଅନେକଙ୍କ ଅବସ୍ଥା ଗୁରୁତର ରହିଛି। ସୂଚନାନୁଯାୟୀ, ଶନିବାର ରାତି ସାଢ଼େ ୧୧ଟାରେ ବିବେକ ବିହାରରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri