Tag Archives: Home Middle

ରୋମାନିଆ ମେୟର-ବିମାନ ଚଳାଚଳ ମନ୍ତ୍ରୀ ମୁହାଁମୁହିଁ

ରୋମାନିଆ,୪ା୩: ଭାରତର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଓ ରୋମାନିଆର ମେୟର ମୁହାଁମୁହିଁ ହୋଇଛନ୍ତି। ୟୁକ୍ରେନରେ ଫସିଥିବା ଭାରତୀୟ ଛାତ୍ରୀଛାତ୍ରଙ୍କୁ ଉଦ୍ଧାର ପାଇଁ ‘ଅପରେଶନ ଗଙ୍ଗା’କୁ ଜୋର୍‌ଦାର କରାଯାଇଛି। ଏହି ପ୍ରକ୍ରିୟାରେ ୟୁକ୍ରେନରୁ ଆସି ରୋମାନିଆରେ ପହଞ୍ଚିଥିବା...

ଟସ୍‌ ଜିତିଲା ଭାରତ

ମୋହାଲି,୪।୩: ଶ୍ରୀଲଙ୍କା ବିପକ୍ଷ ୨ ମ୍ୟାଚ ବିଶିଷ୍ଟ ସିରିଜର ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଭାରତୀୟ ଖେଳୁଥିବା ଏକାଦଶରେ ଶ୍ରେୟସ ଆୟର ଏବଂ ହନୁମା ବିହାରୀଙ୍କୁ ଅନ୍ତର୍ଭୁକ୍ତ...

ନ୍ୟୁକ୍ଲିୟର ପାୱାର ପ୍ଲାଣ୍ଟରେ ନିଆଁ ଘଟଣାକୁ ନେଇ ଜେଲେନସ୍କିଙ୍କ ସହ କଥା ହେଲେ ବାଇଡେନ

ୱାଶିଂଟନ,୪ ।୩: ୟୁକ୍ରେନର ଏନରହୋଦର ସହରରେ ଥିବା ୟୁରୋପର ସବୁଠାରୁ ବଡ ନ୍ୟୁକ୍ଲିୟର ପାୱାର ପ୍ଲାଣ୍ଟ ଜାପୋରଝିଆରେ ରୁଷିଆ ପକ୍ଷରୁ ବିସ୍ଫୋରଣ କରାଯିବା ପରେ ଶୁକ୍ରବାର ଏଥିରେ ଅଚାନକ ନିଆଁ ଲାଗିଯାଇଛି । ଯଦି ଏଥିରେ ବିସ୍ଫୋରଣ ହୁଏ ତେବେ...

କ୍ୱିଭରେ ଗୁଳିମାଡରେ ଜଣେ ଭାରତୀୟ ଛାତ୍ର ଆହତ

କ୍ୱିଭ,୪ ।୩: ରୁଷିଆ-ୟୁକ୍ରେନ୍ ଯୁଦ୍ଧ ଘନଘଟା ମଧ୍ୟରେ ନବମ ଦିନରେ ବି ଗର୍ଜୁଛି ମିଶାଇଲ, ଜଳୁଛି ସହର ପରେ ସହର । ତେବେ ୟୁକ୍ରେନରେ ଥିବା ଭାରତୀୟଙ୍କୁ ଉଦ୍ଧାର କାର୍ଯ୍ୟ ଚାଲିଥିବା ବେଳେ ଶୁକ୍ରବାର ସକାଳୁ ଗୁଳି ଫୁଟିିବାରୁ ଜଣେ...

ୟୁରୋପର ସର୍ବବୃହତ୍ତ ନ୍ୟୁକ୍ଲିୟର ପାୱାର ପ୍ଲାଣ୍ଟରେ ନିଆଁ ଘଟଣାକୁ ନେଇ ଚେତାବନୀ ଦେଲା ଆଇଏଇଏ

ଭିଏନା,୪ ।୩: ରୁଷିଆ-ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ନବମ ଦିନରେ ପହଞ୍ଚିଥିବା ବେଳେ ବେଳକୁ ବେଳ ଏହା ଭୟଙ୍କର ରୂପ ଧାରଣ କରୁଛି । ୟୁକ୍ରେନର ପ୍ରାୟ ସବୁ ବଡ ବଡ ସହର ଏବେ ଧ୍ୱଂସ ସ୍ତୁପରେ ପରିଣତ ହୋଇଥିବା...

ପରମାଣୁ ପାଓ୍ବାର ପ୍ଲାଣ୍ଟ ଉପରେ ରୁଷିଆର ଆକ୍ରମଣ

କ୍ୱିଭ୍‌,୪।୩: ରୁଷିଆ-ୟୁକ୍ରେନ ମଧ୍ୟରେ ଯୁଦ୍ଧର ଆଜି ନବମ ଦିନ। ରୁଷିଆ ପକ୍ଷରୁ ଆକ୍ରମଣ ଜାରି ରଖିବାବେଳେ ଶୁକ୍ରବାର ୟୁକ୍ରେନର ଜାପୋରିଜିଆ ପରମାଣୁ ଶକ୍ତି କେନ୍ଦ୍ରରେ ଅଗ୍ନିକାଣ୍ଡ ଘଟିଛି। ୟୁକ୍ରେନର ବୈଦେଶିକ ମନ୍ତ୍ରୀ ଦିମିତ୍ରୋ କୁଲେବା ନିଶ୍ଚିତ କରିଛନ୍ତି। ସ୍ଥାନୀୟ ସମୟ...

ୟୁରୋପର ସର୍ବବୃହତ୍ତ ନ୍ୟୁକ୍ଲିୟର ପାୱାର ପ୍ଲାଣ୍ଟରେ ନିଆଁ, କ୍ୱିଭ-ମସ୍କୋ ମଧ୍ୟରେ ଶୀଘ୍ର ତୃତୀୟ ବୈଠକ

କ୍ୱିଭ,୪ ।୩: ରୁଷିଆ-ୟୁକ୍ରେନ୍ ବିବାଦ ବେଳକୁ ବେଳ ତୀବ୍ର ରୂପ ନେବାରେ ଲାଗିଛି । ରୁଷିଆର ଆକ୍ରମଣ ଫଳରେ ଶୁକ୍ରବାର ସକାଳେ ୟୁକ୍ରେନରେ ଥିବା ୟୁରୋପର ସର୍ବବୃହତ୍ତ ନ୍ୟୁକ୍ଲିୟର ପାୱାର ପ୍ଲାଣ୍ଟ ଜପୋରିଝିଆରେ ନିଆଁ ଲାଗିଥିବା ସୂଚନା ମିଳିଛି ।...

ଜିନ୍‌ପିଙ୍ଗ୍‌ଙ୍କ ଡ୍ରିମ୍‌ ପ୍ରୋଜେକ୍ଟରେ ପୁଟିନ୍‌ କଣ୍ଟା

ହଂକଂ,୪ା୩:ଶକ୍ତିଶାଳୀ ଚାଇନା ଯାହା ନିର୍ମାଣ କରିବାକୁ ଚାହୁଁଛି ମହତ୍ତ୍ୱାକାଂକ୍ଷୀ ରୁଷିଆ ତାକୁ ଧ୍ୱଂସ କରୁଛି। ବେଜିଂ ନିଜ ବେଲ୍ଟ ଆଣ୍ଡ ରୋଡ୍‌ ଇନିସିଏଟିଭ୍‌ (ବିଆର୍‌ଆଇ) ଅଧୀନରେ ଯେଉଁ ପୂର୍ବ ୟୁରୋପୀୟ ରାଷ୍ଟ୍ରଗୁଡ଼ିକ ସହ ବାଣିଜି୍ୟକ, ନିବେଶ ଓ କାରିଗରି ସମ୍ପର୍କ...

ପ୍ରଥମେ ପରମାଣୁ ଯୁଦ୍ଧ କରିବ ନାହିଁ ରୁଷିଆ

ମସ୍କୋ,୩ ।୩: ୟୁକ୍ରେନ ଓ ରୁଷିଆ ମଧ୍ୟରେ ଚାଲିଥିବା ଯୁଦ୍ଧ ବେଳକୁ ବେଳ ଭୟଙ୍କର ହେବାରେ ଲାଗିଛି । କାରଣ ୟୁକ୍ରେନ ଉପରେ ରୁଷିଆ ବିଜୟ ଚାହୁଁଛି । ଏମିତିକି ରୁଷିଆ ପରମାଣୁ ଯୁଦ୍ଧର ବି ଚେତାବନୀ ଦେଇ ସାରିଛି...

ନବରଙ୍ଗପୁର, କଳାହାଣ୍ଡିରେ ଭୂକମ୍ପ

ନବରଙ୍ଗପୁର,୩ା୩(ଡି.ଏନ୍‌.ଏ.): ନବରଙ୍ଗପୁର ଏବଂ କଳାହାଣ୍ଡିରେ ଗୁରୁବାର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍‌ରେ ଭୂକମ୍ପର ତୀବ୍ରତା ୩.୫ ରେକର୍ଡ କରାଯାଇଛି । ୬ ରୁ ୭ ସେକେଣ୍ଡ ଯାଏ ଏହା ଅନୁଭୂତ ହୋଇଥିଲା। ନବରଙ୍ଗପୁର ଜିଲାର ଉମରକୋଟ, ଚନ୍ଦାହାଣ୍ଡି,...

ରୁଷିଆ-ୟୁକ୍ରେନ ଯୁଦ୍ଧ ବିଷୟରେ ଟିକେ ବି ଜାଣିନାହାନ୍ତି ଏହି ୬ ବ୍ୟକ୍ତି

ମସ୍କୋ,୩ା୩: ୨୦୨୨ ଫେବୃୟାରୀରେ ତୃତୀୟ ବିଶ୍ୱଯୁଦ୍ଧର ଝଲକ ଦେଖାଇଛି ରୁଷିଆ। ୟୁକ୍ରେନ ଉପରେ ଘନଘନ ଆକ୍ରମଣ କରିଚାଲିଛି। ଏଥିରେ ୟୁକ୍ରେନର ଅନେକ ଲୋକ ପ୍ରାଣ ହରାଇ ସାରିଲେଣି। ବର୍ତ୍ତମାନ ପରିସ୍ଥିତି ଏପରି ହୋଇଛି ଯେ, ୟୁକ୍ରେନର ବାହାରେ ଥିବା ଲୋକମାନେ...

ରୁଷିଆକୁ ବଡ଼ ଝଟ୍‌କା

କ୍ୱିଭ୍‌,୩।୩: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ଅଷ୍ଟମ ଦିନରେ ପହଞ୍ଚିଛି। ୟୁକ୍ରେନରେ ରୁଷିଆ ପକ୍ଷରୁ ଆକ୍ରମଣ ଜୋରଦାର କରାଯାଇଛି। ଏହି ସମୟରେ ମିଳିତ ଜାତିସଂଘର ସାଧାରଣ ସଭାରେ ଏକ ସଂକଳ୍ପ ପାରିତ କରି ରୁଷିଆର ସୈନିକମାନଙ୍କୁ ୟୁକ୍ରେନରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri