Tag Archives: Home Middle

‘ଟ୍ରେନରେ ପଶିବାକୁ ଦେଉ ନାହାନ୍ତି, ଗୋଇଠା ମାରୁଛନ୍ତିି’

ନୂଆଦିଲ୍ଲୀ,୨।୩: ଭାରତୀୟ ସରକାର ସମସ୍ତ ନାଗରିକଙ୍କୁ ତୁରନ୍ତ ୟୁକ୍ରେନର ଦ୍ୱିତୀୟ ବୃହତ୍‌ ସହର ଖାରକିବ ଛାଡ଼ିବାକୁ ଆଡଭାଇଜରି ଜାରି କରିଥିବା ବେଳେ ସାମ୍ନାକୁ ଆସିଛି ବିଭିନ୍ନ ରେଳ ଷ୍ଟେଶନରେ ଫସିଥିବା ଭାରତୀୟ ଛାତ୍ରୀଛାତ୍ରଙ୍କ ହତାଶ ପରିସ୍ଥିତି। “ପରିସ୍ଥିତି ଖରାପ ଅଛି।...

ୟୁକ୍ରେନ୍‌ରେ ଆଖି ବୁଜିଲେ ଆଉ ଜଣେ ଭାରତୀୟ ଛାତ୍ର

କ୍ୱିଭ,୨।୩: ୟୁକ୍ରେନରେ ଆଉ ଜଣେ ଭାରତୀୟ ଛାତ୍ର ବୁଧବାର  ପ୍ରାଣ ହରାଇଛନ୍ତି। ତାଙ୍କର ମୃତ୍ୟୁ କୌଣସି ବୋମା କିମ୍ବା ମିସାଇଲ ମାଡ଼ରେ ହୋଇନାହିଁ, ବରଂ ସେ ହୃଦ୍‌ଘାତରେ ପ୍ରାଣ ହରାଇଥିବା ପ୍ରାଥମିକ ଭାବେ ସୂଚନାରୁ ଜଣାପଡ଼ିଛି। ପ୍ରାଣ ହରାଇଥିବା ଛାତ୍ର...

ବିଜେଡି ହାତରେ ସବୁ ଜିଲା ପରିଷଦ

ଭୁବନେଶ୍ୱର,୨ା୩(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଫଳାଫଳର ସମ୍ପୂର୍ଣ୍ଣ ରିପୋର୍ଟ ମଙ୍ଗଳବାର ରାଜ୍ୟ ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟ ତରଫରୁ ପ୍ରକାଶ କରାଯାଇଛି। ବିଜେଡି ଚଳିତ ନିର୍ବାଚନରେ ରେକର୍ଡ ସଂଖ୍ୟାରେ ବିଜୟୀ ହୋଇଛି। ୩ ଦିନର ଗଣତି ପରେ ୩୦ ଜିଲାର ୮୫୧ଟି...

ୟୁକ୍ରେନ୍‌ରେ ପାଠପଢ଼ି ଭାରତରେ ଡାକ୍ତର ହେବା ନୁହେଁ ସହଜ, ପାଠପଢ଼ା ଶସ୍ତା-ସ୍ବଦେଶରେ ଚାକିରି ପାଇଁ ହିନସ୍ତା…

ନୂଆଦିଲ୍ଲୀ,୧।୩ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଜାରି ରହିଛି। ଏନେଇ ୟୁକ୍ରେନରେ ଅଧ୍ୟୟନ କରୁଥିବା ୧୮ ହଜାରରୁ ଅଧିକ ଭାରତୀୟ ଛାତ୍ରୀଛାତ୍ରଙ୍କୁ ସୁରକ୍ଷିତ ଭାବେ କିଭଳି ଏୟାର ଲିଫ୍ଟ କରାଯିବ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି।...

ଏୟାର ଲିଫ୍ଟ, ୩ ଦିନରେ ୨୬ ଉଡାଣ ପାଇଁ ଯୋଜନା…

ନୂଆଦିଲ୍ଲୀ,୧।୩ : ୟୁକ୍ରେନ୍‌ରେ ଫଶି ରହିଥିବା ଛାତ୍ରୀଛାତ୍ର ତଥା ଭାରତୀୟଙ୍କୁ ଅପରେଶନ୍‌ ଗଙ୍ଗା ଅନ୍ତର୍ଗତ ସୁରକ୍ଷିତ ସ୍ବଦେଶ ଫେରାଇ ଅଣାଯିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ବୈଠକରେ ସ୍ଥିର ହୋଇଛି। ଆଗାମୀ ୩ ଦିନରେ ଭାରତୀୟଙ୍କ...

ବୋମା ବର୍ଷା ମଧ୍ୟରେ ଛାତ୍ରୀଛାତ୍ରଙ୍କୁ ଘରକୁ ଫେରାଇ ଆଣିବା କଷ୍ଟକର…

ବେଜିଂ,୧।୩ : ୟୁକ୍ରେନ୍‌ରେ ଚାଇନାର ୬ ହଜାରରୁ ଅଧିକ ଛାତ୍ରୀଛାତ୍ର ଅଟକି ରହିଛନ୍ତି। ଛାତ୍ରୀଛାତ୍ରଙ୍କୁ ସ୍ବଦେଶ ଫେରାଇ ଆଣିବା ନେଇ ଚାଇନାରେ ବିବାଦ ଆରମ୍ଭ ହୋଇଛି। ଚାଇନା ଅଧିକାରୀ କହିଛନ୍ତି ଯେ, ବୋମା, ମିଜାଇଲ୍‌ ବର୍ଷା ମଧ୍ୟରେ ଉଦ୍ଧାର କାର୍ଯ୍ୟରେ...

ହଂକଂରେ କରୋନା ଅଣାୟତ୍ତ, ପୁଣି ଲକ୍‌ଡାଉନ୍‌ ଆଶଙ୍କା, ମୃତଦେହ ରଖିବାକୁ ସ୍ଥାନର ଅଭାବ…

ହଂକଂ,୧।୩ : ହଂକଂରେ କରୋନା ମହାମାରୀ ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛି। ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟା ସଙ୍କଟ ସୃଷ୍ଟି କରିଛି। ମୃତ ଦେହଗୁଡ଼ିକୁ ରଖିବା ପାଇଁ ଶବାଗାରରେ ସ୍ଥାନର ଅଭାବ ଦେଖାଦେଇଛି। ହଂକଂର ବହୁ ଲୋକ କରୋନା...

ଟାର୍ଗେଟ୍‌ ଆକ୍ରମଣ ଯୋଜନା କରୁଛି ରୁଷିଆ, ଲୋକଙ୍କ ଘର ଉପରେ ସନ୍ଦିଗ୍ଧ ଚିହ୍ନ…

କ୍ୱିଭ୍‌,୧।୩ : ରୁଷିଆ ଏବେ ୟୁକ୍ରେନ୍‌ରେ ଟାର୍ଗେଟ୍‌ ଆକ୍ରମଣର ଯୋଜନା କରୁଥିବା ଅଭିଯୋଗ ହୋଇଛି। କ୍ୱିଭ୍‌ର ବହୁ ଲୋକଙ୍କ ଘର ଉପରେ ସନ୍ଦିଗ୍ଧ ଚିହ୍ନ ଦେଖିବାକୁ ମିଳିଛି। ତେବେ ଏଭଳି ଚିହ୍ନ କିଏ କାହିଁକି କରିଛି ତାହା ମଧ୍ୟ ସମ୍ପୃକ୍ତ...

ଆମେରିକା ହିଁ ୟୁକ୍ରେନ୍‌ ଯୁଦ୍ଧ ପାଇଁ ଦାୟୀ, ଇରାନ୍‌ ସୁପ୍ରିମ୍‌ ଲିଡରଙ୍କ ଆକ୍ଷେପ…

ତେହେରାନ,୧।୩ : ୟୁକ୍ରେନ୍‌ ଉପରେ ରୁଷିଆ ଆକ୍ରମଣ ନେଇ ଇରାନ୍‌ର ସୁପ୍ରିମ୍‌ ଲିଡର ଆୟତୁଲା ଅଲ୍ଲୀ ଖାମନେଇ ଆମେରିକା ଉପରେ ଦୋଷ ବୋଳିଛନ୍ତି। ସେ କହିଛନ୍ତି ଯେ, ଆମେରିକା ମାଫିଆ ଭଳି କାର୍ଯ୍ୟ କରୁଛି। ଆମେରିକା ଜାଣିଶୁଣି ଯୁଦ୍ଧ ସ୍ଥିତି...

ଜାତିସଂଘରେ ଏକୁଟିଆ ରୁଷିଆ,ସଦସ୍ୟ ରାଷ୍ଟ୍ର କଲେ ଗୃହତ୍ୟାଗ…

ଜେନେଭା,୧।୩ : ୟୁକ୍ରେନ୍‌ ଉପରେ ଆକ୍ରମଣ କରି ରୁଷିଆ ଏବେ ଚାରିପଟୁ ବିରୋଧର ସମ୍ମୁଖୀନ ହେବାରେ ଲାଗିଛି। ମଙ୍ଗଳବାର ଜାତିସଂଘ ମାନବାଧିକାର ପରିଷଦ ବୈଠକରେ ବିରୋଧାଭାସର ଦୃଶ୍ୟ ଦେଖିବାକୁ ମିଳିଛି। ବୈଠକରେ ରୁଷିଆ ବୈଦେଶିକ ମନ୍ତ୍ରୀ ସେରେଜ ରାଓ୍ବରୋଓ୍ବ କହିବାକୁ...

କୃଷକ ଆନ୍ଦୋଳନର ୧୭ ମାମଲା ଫେରାଇ ନେବେ ଦିଲ୍ଲୀ ସରକାର…

ନୂଆଦିଲ୍ଲୀ,୧।୩ : ଗତ ବର୍ଷ କୃଷକ ଆନ୍ଦୋଳନ ସମୟରେ ରୁଜୁ ହୋଇଥିବା ୧୭ ମାମଲାକୁ ଦିଲ୍ଲୀ ସରକାର ଫେରାଇ ନେବେ। ଦିଲ୍ଲୀ ପୋଲିସ ପକ୍ଷରୁ ରୁଜୁ ହୋଇଥିବା ଏହି ମାମଲାଗୁଡ଼ିକୁ ଫେରାଇ ନେବାକୁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କ ସରକାର ମଞ୍ଜୁରୀ...

ଭାରତୀୟ ଛାତ୍ରଙ୍କ ମୃତ୍ୟୁ, ସମନ ଜାରି କଲେ ଭାରତ ସରକାର…

ନୂଆଦିଲ୍ଲୀ,୧।୩ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଲାଗି ରହିଥିବା ମହାଯୁଦ୍ଧରେ ଭାରତୀୟ ଛାତ୍ର ନବୀନ ଶେଖରଆପ୍ପା ଜ୍ଞାନଗୌଡ଼ାଙ୍କ ମୃତ୍ୟୁ ଘଟିଛି। ସେ କର୍ନାଟକର ବାସିନ୍ଦା ବୋଲି ତାଙ୍କ ପାସପୋର୍ଟରୁ ଜଣାପଡ଼ିଛି। ଏନେଇ ଭାରତ ସରକାର ୟୁକ୍ରେନ୍‌ ଏବଂ ରୁଷିଆ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri