Tag Archives: Home Middle

୩ ଦିନରେ ୧୧୫୬ ଭାରତୀୟ ଏୟାର ଲିଫ୍ଟ…

ନୂଆଦିଲ୍ଲୀ,୨୮।୨ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ୫ ଦିନ ଧରି ରକ୍ତାକ୍ତ ଯୁଦ୍ଧ ଜାରି ରହିଛି। ଏପରିସ୍ଥଳେ ୟୁକ୍ରେନରେ ଥିବା ଭାରତୀୟଙ୍କୁ ଅପରେଶନ୍‌ ଗଙ୍ଗା ଅନ୍ତର୍ଗତ ସ୍ବଦେଶ ଫେରାଇ ଅଣାଯାଉଛି। ଗତ ୩ ଦିନରେ ମୋଟ ୧୧୫୬ ଜଣ...

ମଣିପୁର ବିଧାନସଭା ଲାଗି ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ଆରମ୍ଭ: ୧୭୩ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା

ଇମ୍ଫାଲ,୨୮ ।୨: ମଣିପୁର ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ସୋମାବାର ସକାଳୁ ଆରମ୍ଭ ହୋଇଛି । ଏହି ପର୍ଯ୍ୟାୟରେ ମୋଟ ୬୦ ବିଧାନସଭା ଆସନ ମଧ୍ୟରୁ ୩୮ ଆସନ ଲାଗି ଭୋଟ ଗ୍ରହଣ କରାଯାଉଛି । ଏଥିମଧ୍ୟରୁ...

ଆଣବିକ ଅସ୍ତ୍ର ପ୍ରସ୍ତୁତ

ମସ୍କୋ,୨୮ା୨: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ଗୋଟିଏପଟେ ୟୁକ୍ରେନ୍‌ ସହ ଆଲୋଚନା ପାଇଁ ଆଗ୍ରହ ଦେଖାଉଥିବାବେଳେ ଅନ୍ୟପକ୍ଷେ ଯୁଦ୍ଧକୁ ଆଉ ପାଦେ ଆଗେଇବା ଲାଗି ପ୍ରସ୍ତୁତି ଚଳାଇଛନ୍ତି। ଏହି କ୍ରମରେ ସେ ନିଜ ଆଣବିକ ଅସ୍ତ୍ର ଭଣ୍ଡାରଗୁଡ଼ିକୁ ହାଇଆଲର୍ଟରେ ରଖିବା...

ଯୁଦ୍ଧବିରତି ସଙ୍କେତ

କ୍ୱିଭ/ମସ୍କୋ,୨୮ା୨: ପୂର୍ବ ୟୁରୋପୀୟ ରାଷ୍ଟ୍ର ୟୁକ୍ରେନ୍‌ ଉପରେ ରୁଷିଆର ବର୍ବରତା ଜାରି ରହିଥିବାବେଳେ ପ୍ରଥମ ଥର ପାଇଁ ଯୁଦ୍ଧ ବିରତିର ସଙ୍କେତ ମିଳିଛି। ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଶକ୍ତିଶାଳୀ ସେନା ଲଗାତର ଚତୁର୍ଥ ଦିନ ଧରି ୟୁକ୍ରେନ୍‌ ଦଖଲ...

ଆଜିଠୁ ସ୍କୁଲ ଯିବେ ପ୍ରଥମରୁ ସପ୍ତମ ପିଲା

ଭୁବନେଶ୍ୱର, ୨୮।୨(ବ୍ୟୁରୋ): ରାଜ୍ୟର ପ୍ରାଥମିକ ବିଦ୍ୟାଳୟଗୁଡ଼ିକ ଗତ ୧୪ ତାରିଖରୁ ଖୋଲିଛି। ତେବେ ସୋମବାରଠାରୁ ପିଲାମାନେ ସ୍କୁଲ୍‌ ଯିବେ। ଦୀର୍ଘ ଦୁଇବର୍ଷ ପରେ ପ୍ରଥମରୁ ପଞ୍ଚମ ପିଲା ସ୍କୁଲ ଯାଉଥିବାରୁ ସେମାନଙ୍କ ମଧ୍ୟରେ ନୂଆ ଉତ୍କଣ୍ଠା ପ୍ରକାଶ ପାଇଛି। ସେହିଭଳି...

ରୁଷିଆ-ୟୁକ୍ରେନ ସଙ୍କଟକୁ ନେଇ ମିଳିତ ଜାତିସଂଘ ସୁରକ୍ଷା ପରିଷଦର ବୈଠକ: ଭୋଟିଂରୁ ବିରତ ରହିଲା ଭାରତ

ନ୍ୟୁୟର୍କ,୨୮ ।୨: ରୁଷିଆ ପକ୍ଷରୁ ୟୁକ୍ରେନ ଉପରେ ଚାଲିଥିବା ଆକ୍ରମଣକୁ ନେଇ ରବିବାର ବିଳମ୍ବିତ ରାତି ଅର୍ଥାତ୍ ରାତି ପ୍ରାୟ ୧ଟା ୩୦ ମିନିଟରେ ମିଳିତ ଜାତିସଂଘ ସୁରକ୍ଷା ପରିଷଦର ଏକ ବୈଠକ ଡକାଯାଇଥିଲା । ଏହି ବୈଠକରେ ୟୁକ୍ରେନ...

ଯୁଆଡ଼େ ଦେଖିଲେ ବିଜେଡି

ଭୁବନେଶ୍ୱର,୨୮ା୨(ବ୍ୟୁରୋ): ଉପକୂଳ, ପଶ୍ଚିମ, ଉତ୍ତର, ଦକ୍ଷିଣ ଯେଉଁଠି ଦେଖିଲେ ବିଜେଡି। ସବୁଆଡ଼େ ଶଙ୍ଖନାଦ। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜବରଦସ୍ତ କ୍ରେଜ୍‌ ସବୁଠି ଦେଖିବାକୁ ମିଳିଛି। ଦୀର୍ଘ ଦୁଇ ଦଶନ୍ଧିରୁ ଊର୍ଦ୍ଧ୍ୱ ସମୟ ଶାସନ ପରେ ମଧ୍ୟ...

ପରମାଣୁ ଧମକ ପରେ ମୁଣ୍ଡ ନୁଆଁଇଲା ୟୁକ୍ରେନ

ମସ୍କୋ,୨୭।୨: ବେଲାରୁସ ସୀମାରେ ରୁଷ ସହ ଆଲୋଚନା ପାଇଁ ରାଜି ହୋଇଛି ୟୁକ୍ରେନ। ରୁଷ ରାଷ୍ଟ୍ରପତି ଭ୍ଲାଦମିର ପୁଟିନ ପରମାଣୁ ଧମକ ଦେବା ପରେ ବାଧ୍ୟହୋଇ ପଡ଼ୋଶୀ ଦେଶ ମୁଣ୍ଡ ନୁଆଁଇଛି। “ମୁଁ ଦେଶର ପ୍ରତିରକ୍ଷା ମନ୍ତ୍ରୀ ଓ ରୁଷିଆ...

ଯୁବକଙ୍କ ବୟସ ୨୧ରୁ ଅଧିକ ନ ଥିଲେ ବି ବିବାହ ଅମାନ୍ୟ ନୁହେଁ, ସାବାଳକ ନିଜ ପସନ୍ଦର ବ୍ୟକ୍ତିଙ୍କ ସହିତ ରହିପାରିବେ…

ଆହ୍ଲାବାଦ,୨୭।୨ : ଯଦି ଯୁବକଙ୍କ ବୟସ ୨୧ ବର୍ଷରୁ ଅଧିକ ନହୁଏ ତେବେ ବିବାହ ଅମାନ୍ୟ ନୁହେଁ। ଜଣେ ସାବାଳକ ନିଜ ପସନ୍ଦର ବ୍ୟକ୍ତିଙ୍କ ସହ ରହିପାରିବେ ବୋଲି ଆହ୍ଲାବାଦ ହାଇକୋର୍ଟ ଏକ ମାମଲାର ବିଚାର କରି ଏଭଳି ରାୟ...

ଅନୁସନ୍ଧାନ ପ୍ରଭାବିତ ହେବା ଆଶଙ୍କାରେ ଅଭିଯୁକ୍ତଙ୍କ ଜାମିନ୍‌ ମଞ୍ଜୁର ନ କରିବା ଠିକ୍‌ ନୁହେଁ…

ନୂଆଦିଲ୍ଲୀ,୨୭।୨ : ଅଭିଯୁକ୍ତଙ୍କ ଜାମିନ୍‌ ଦ୍ୱାରା ଅନୁସନ୍ଧାନ ପ୍ରଭାବିତ ହେବାର ଅସ୍ପଷ୍ଟ ଆଶଙ୍କା କରି ତାଙ୍କୁ ଦୀର୍ଘ ସମୟ ପର୍ଯ୍ୟନ୍ତ ଜେଲରେ ରଖିବା ଏକ ଯୁକ୍ତିଯୁକ୍ତ କାରଣ ହୋଇପାରିବ ନାହିଁ। ଏକ ମାମଲାର ବିଚାର କରି ଦିଲ୍ଲୀ ହାଇକୋର୍ଟ ଏଭଳି...

ୟୁକ୍ରେନର ଏହି ମହିଳା ଏମ୍‌ପି ହାତରେ ଧରିଲେ ଅସ୍ତ୍ର, ଜୀବନ ଦେବାକୁ ଆସିଲେ ଆଗେଇ

କ୍ୱିଭ୍‌,୨୭ା୨: ୟୁକ୍ରେନ ଏବଂ ରୁଷିଆ ମଧ୍ୟରେ ଯୁଦ୍ଧ ଚାଲିଥିବା ସାରା ବିଶ୍ୱବାସୀଙ୍କୁ ଭୟଭୀତ କରିଛି। ରୁଷିଆ ୟୁକ୍ରେନକୁ ଧ୍ୱଂସ କରିବାକୁ ଚାହୁଁଥିବା ବେଳେ ୟୁକ୍ରେନ ମଧ୍ୟ ଛାଡ଼ିବାକୁ ପ୍ରସ୍ତୁତ ନୁହେଁ। ସେନାକୁ ଉତ୍ସାହିତ କରିବା ପାଇଁ ବର୍ତ୍ତମାନ ୟୁକ୍ରେନ ରାଜନେତାମାନେ...

ପୁଟିନ୍‌ ଖର୍ଚ୍ଚ କଲେଣି ୨୦ ଶହ କୋଟି ଡଲାର, ତଥାପି ଅଜେୟ ୟୁକ୍ରେନ୍‌…

ମସ୍କୋ/କ୍ୱିଭ୍‌,୨୭।୨ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ରକ୍ତାକ୍ତ ଯୁଦ୍ଧ ଜାରି ରହିଛି। ଏପରିସ୍ଥଳେ ରୁଷିଆ ରାଷ୍ଟ୍ରପତି ବ୍ଲାଡିମୀର ପୁଟିନ୍‌ ଯୁଦ୍ଧରେ ୨୦ ଶହ କୋଟି ଡଲାର ଖର୍ଚ୍ଚ କଲେଣି। ତଥାପି ୟୁକ୍ରେନ୍‌ ଅଜେୟ ହୋଇ ଠିଆ ହୋଇଛି। ଦେଶର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri