Tag Archives: Home Middle

ଆଲୋଚନା ପାଇଁ ପ୍ରସ୍ତାବ ଦେଲା ରୁଷିଆ, ମନା କଲା ୟୁକ୍ରେନ

କ୍ୱିଭ୍‌,୨୭।୨:ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଦିନକୁ ଦିନ ତୀବ୍ର ହେବାରେ ଲାଗିଛି। ଆଜି ଏହି ଯୁଦ୍ଧର ଚତୁର୍ଥ ଦିନ। ରବିବାର ରୁଷିଆ ୟୁକ୍ରେନକୁ ଆଲୋଚନା ପ୍ରସ୍ତାବ ଦେଇଥିଲା, କିନ୍ତୁ ଏହାକୁ ପ୍ରତ୍ୟାଖାନ କରିଛି ୟୁକ୍ରେନ୍‌। ରୁଷର ନ୍ୟୁଜ ଏଜେନ୍ସି...

କେବଳ ସୁଇସାଇଡ୍‌ ନୋଟ୍‌ରେ ନାମ ଥିଲେ ଅଭିଯୁକ୍ତଙ୍କ ଦୋଷ ସାବ୍ୟସ୍ତ ହେବ ନାହିଁ…

ଚଣ୍ଡିଗଡ଼,୨୭।୨ : ସୁଇସାଇଡ୍‌ ନୋଟ୍‌ରେ ନାମ ଉଲ୍ଲେଖ କରିବା ଦ୍ୱାରା ଅଭିଯୁକ୍ତଙ୍କର ଦୋଷ ପ୍ରମାଣିତ ହୁଏ ନାହିଁ। ଅଭିଯୁକ୍ତଙ୍କ ସହ ଆତ୍ମହତ୍ୟା କରିଥିବା ବ୍ୟକ୍ତି ଏବଂ ଏନେଇ ଉସୁକେଇ ଥିବାର ଘନିଷ୍ଠ ସମ୍ପର୍କ ରହିବା ଜରୁରୀ ବୋଲି ପଞ୍ଜାବ ଏବଂ...

ବାଲାଷ୍ଟିକ କ୍ଷେପଣାସ୍ତ୍ର ପରୀକ୍ଷା କଲେ କିମ୍‌…

ପୋଙ୍ଗୟାଙ୍ଗ,୨୭।୨ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ପ୍ରବଳ ଯୁଦ୍ଧ ଜାରି ରହିଛି। ଏହା ଯୋଗୁ ପୃଥିବୀରେ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ ଉନ୍‌ ରବିବାର ସମୁଦ୍ରରେ ଏକ ବାଲାଷ୍ଟିକ କ୍ଷେପଣାସ୍ତ୍ର...

ସୁଇଫ୍ଟ୍‌ ପେମେଣ୍ଟ୍‌ ସିଷ୍ଟମରୁ ରୁଷିଆକୁ ହଟାଇବା ଯୋଜନା…

ମସ୍କୋ,୨୭।୨ : ୟୁକ୍ରେନ ଉପରେ ଆକ୍ରମଣ ନେଇ ରୁଷିଆ ଉପରେ ସୋସାଇଟି ଫର୍‌ ଓ୍ବାଲର୍‌ଡ ଓ୍ବାଇଡ୍‌ ଇଣ୍ଟରବ୍ୟାଙ୍କ ଫାଇନାନ୍ସିଆଲ୍‌ ଟେଲିକମ୍ୟୁନିକେଶନ (ସୁଇଫ୍ଟ) କଟକଣା ଲଗା ଯିବାର ଯୋଜନା କରାଯାଉଛି। ଏହାଦ୍ୱାରା ରାଷ୍ଟ୍ରପତି ବ୍ଲାଡିମୀର ପୁଟିନ୍‌ଙ୍କ ଚିନ୍ତା ବଢ଼ିଯାଇଛି। ସୁଇଫ୍ଟ୍‌ ପେମେଣ୍ଟ୍‌...

ଜେଲ୍‌ରୁ ମୁକୁଳିବେ କଏଦୀ, କମିଟି ଗଠନ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ…

ନୂଆଦିଲ୍ଲୀ,୨୭।୨ : ଉତ୍ତରପ୍ରଦେଶର ଜେଲରେ ରହୁଥିବା କଏଦୀମାନଙ୍କ ପାଇଁ ଖୁସି ଖବର ଆସିଛି। ଯେଉଁମାନେ ୧୪ ବର୍ଷ କାରାଦଣ୍ଡ ପୂରଣ କରିଛନ୍ତି କିମ୍ବା ଯେଉଁମାନଙ୍କର ବୟସ ୬୦ ବର୍ଷ କିମ୍ବା ତା’ଠାରୁ ଅଧିକ ସେମାନଙ୍କୁ ମୁକୁଳାଇବା ଲାଗି ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ...

ରୁଷିଆ ଉପରେ ୟୁଟ୍ୟୁବ୍‌ର ସର୍ଜିକାଲ ଷ୍ଟ୍ରାଇକ୍‌…

ମସ୍କୋ,୨୭।୨ : ରୁଷିଆ -ୟୁକ୍ରେନ ମଧ୍ୟରେ ଚାଲିଥିବା ମହାଯୁଦ୍ଧ ମଧ୍ୟରେ  ୟୁଟ୍ୟୁବ ପକ୍ଷରୁ ରୁଷିଆକୁ କଡ଼ ଝଟ୍‌କା ଲାଗିଛି। ସୋସିଆଲ ମିଡିଆ ପ୍ଲାଟଫର୍ମ ୟୁଟ୍ୟୁବ୍‌ ମଧ୍ୟ ରୁଷିଆ ବିରୋଧରେ ଅଣ୍ଟା ଭିଡ଼ିଛି। ଲୋକପ୍ରିୟ ସୋସିଆଲ ମିଡିଆ ପ୍ଲାଟଫର୍ମ ୟୁଟ୍ୟୁବ୍‌ ରୁଷିଆର...

ଅପରେଶନ୍‌ ଗଙ୍ଗା, ପୁଣି ଏୟାର ଲିଫ୍ଟ ହେଲେ ୨୫୦ ଭାରତୀୟ…

ନୂଆଦିଲ୍ଲୀ,୨୭।୨ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ପ୍ରବଳ ଯୁଦ୍ଧ ଜାରି ରହିଛି। ଏପରିସ୍ଥଳେ ୟୁକ୍ରେନରେ ଫସି ରହିଥିବା ଭାରତୀୟଙ୍କୁ ଏୟାର ଲିଫ୍ଟ କରିବା ଲାଗି ଅପରେଶନ୍‌ ଗଙ୍ଗା ଆରମ୍ଭ କରାଯାଇଛି। ୨୫୦ ଜଣ ଭାରତୀୟ ନାଗରିକଙ୍କୁ ନେଇ ଏୟାର...

କରୋନାର ଚତୁର୍ଥ ଲହର ଜୁନ୍‌ ୨୨ରୁ ଆରମ୍ଭ !…

ନୂଆଦିଲ୍ଲୀ,୨୭।୨ : ଦେଶରେ କରୋନା ମହାମାରୀର ତୃତୀୟ ଲହର ବର୍ତ୍ତମାନ ସୁଦ୍ଧା ଶେଷ ହୋଇନାହିଁ। ତେବେ ବିଶେଷଜ୍ଞ ଏବେ ଚତୁର୍ଥ ଲହରର ପୂର୍ବାନୁମାନ କରିଛନ୍ତି। ଗବେଷକମାନେ କହିଛନ୍ତି ଯେ ଦେଶରେ ଚତୁର୍ଥ ଲହର ଜୁନ ୨୨ ରୁ ଆରମ୍ଭ ହେବ।...

ୟୁକ୍ରେନରେ ସାଇବର ଆକ୍ରମଣ ବୃଦ୍ଧି କଲା ରୁଷିଆ…

ମସ୍କୋ/କ୍ୱିଭ୍‌,୨୭।୨ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ପ୍ରବଳ ଯୁଦ୍ଧ ଜାରି ରହିଛି। ଏପରିସ୍ଥଳେ ରୁଷିଆ ୟୁକ୍ରେନରେ ସାଇବର ଯୁଦ୍ଧ ତୀବ୍ର କରିଛି। ୟୁକ୍ରେନର ବିଭିନ୍ନ ସଂସ୍ଥାର ସିଷ୍ଟମରେ ଥିବା ଗୁରୁତ୍ୱପୂର୍ଣ୍ଣ ତଥ୍ୟକୁ ସ୍ଥାୟୀଭାବେ ନଷ୍ଟ କରିବା ପାଇଁ ରୁଷିଆ...

ଦୈନିକ ସଂକ୍ରମଣ ୧୧ ହଜାର ତଳେ…

ନୂଆଦିଲ୍ଲୀ, ୨୭।୨ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗିଛି। ଦୈନିକ ସଂକ୍ରମଣ ୧୧ହଜାର ତଳେ ରହିଛି। ଦୈନିକ ସଂକ୍ରମଣ ୧୦ ହଜାର୨୭୩ ରେ...

ରୁଷିଆ-ୟୁକ୍ରେନ୍ ଯୁଦ୍ଧର ଚତୁର୍ଥ ଦିନ: ଖାର୍କିଭ ଗ୍ୟାସ ପାଇପ ଲାଇନକୁ ଉଡାଇଲେ ରୁଷିଆ ସେନା

ମସ୍କୋ,୨୭ ।୨: ରୁଷିଆ-ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧର ଚତୁର୍ଥ ଦିନରେ ବି ରୁଷିଆ ୟୁକ୍ରେନ ଉପରେ ଆକ୍ରମଣ କରି ଚାଲିଛି । ବେଳକୁ ବେଳ ୟୁକ୍ରେନର ସ୍ଥିତି ବିଗିଡିବାରେ ଲାଗିଛି । ଏପଟେ ରୁଷିଆ ସେନା ୟୁକ୍ରେନର ରାଜଧାନୀ କ୍ୱିଭ...

ଉତ୍ତର ପ୍ରଦେଶ ବିଧାନସଭା ପାଇଁ ପଞ୍ଚମ ପର୍ଯ୍ୟାୟ ମତଦାନ ଆରମ୍ଭ: ୬୧ ଆସନ ପାଇଁ ହେଉଛି ମତଦାନ

ଲକ୍ଷ୍ନୌ,୨୭ ।୨: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନର ପଞ୍ଚମ ପର୍ଯ୍ୟାୟ ଭୋଟ ଗ୍ରହଣ ରବିବାର ସକାଳୁ ଆରମ୍ଭ ହୋଇ ଯାଇଛି । ସକାଳ ପ୍ରାୟ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ କରାଯାଇଛି । ପଞ୍ଚମ ପର୍ଯ୍ୟାୟରେ ୧୨ ଜିଲାର ୬୧...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri