Tag Archives: Home Middle

ନବୀନଙ୍କ ମ୍ୟାଜିକ୍‌

ଭୁବନେଶ୍ୱର,୨୭।୨(ବ୍ୟୁରୋ): ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅପ୍ରତିଦ୍ୱନ୍ଦ୍ୱୀ ଜନନେତା। ଶନିବାରଠାରୁ ଆରମ୍ଭ ହୋଇଥିବା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଗଣତିରୁ ଏହା ପୁଣିଥରେ ପ୍ରମାଣିତ ହୋଇଛି। ନବୀନଙ୍କ ସ୍ବଚ୍ଛ ଭାବମୂର୍ତ୍ତି ଓ ଦୁର୍ନୀତି ବିରୋଧୀ ପଦକ୍ଷେପ ଜନମାନସରେ ଏକ...

ବିଜୟଯାତ୍ରାରେ ବିଜେଡି

ଭୁବନେଶ୍ୱର,୨୭।୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଭୋଟ ଗଣତି ଶନିବାର କଡ଼ା ସୁରକ୍ଷା ମଧ୍ୟରେ ରାଜ୍ୟର ବ୍ଲକ ମୁଖ୍ୟାଳୟଗୁଡ଼ିକରେ ଆରମ୍ଭ ହୋଇଛି। ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ଜୋନ୍‌ଓ୍ବାରି ଗଣନା ଜାରି ରହିବ। ତେବେ ଗଣନାର ପ୍ରଥମ ଦିବସରେ ବିଜେଡିକୁ ବିପୁଳ...

ୟୁକ୍ରେନକୁ ସବୁ ପଟରୁ ଆକ୍ରମଣ କରିବ ରୁଷିଆ ସେନା: ପୁଟିନଙ୍କ ନିର୍ଦ୍ଦେଶ

ମସ୍କୋ,୨୭ ।୨: ୟୁକ୍ରେନର ରାଜଧାନୀ କ୍ୱିଭ ପାଇଁ ରବିବାର ରାତି ଏକ ଐତିହାସିକ ରାତି ହୋଇପାରେ । ରୁଷିଆ ସେନାଙ୍କ ପକ୍ଷରୁ ୟୁକ୍ରେନ୍ ଉପରେ ସମସ୍ତ ଶକ୍ତି ଲଗାଇ ଲଢୁ ନ ଥିବା ରୁଷିଆ ସେନା ଏଥର ତା’ର ସମସ୍ତ...

ଦିଲ୍ଲୀ ପହଞ୍ଚିଲା ୟୁକ୍ରେନରୁ ଆସିଥିବା ଏୟାର ଇଣ୍ଡିଆର ଦ୍ୱିତୀୟ ବିମାନ, ଯାତ୍ରୀଙ୍କୁ ସ୍ୱାଗତ କଲେ ସିନ୍ଧିଆ

ନୂଆଦିଲ୍ଲୀ,୨୭ ।୨: ରୁଷିଆ-ୟୁକ୍ରେନ୍ ଯୁଦ୍ଧ ଭିତରେ ଫସି ରହିଥିବା ଭାରତୀୟଙ୍କୁ ଉଦ୍ଧାର କରିବା କାର୍ଯ୍ୟ କେନ୍ଦ୍ର ସରକାରଙ୍କ ପକ୍ଷରୁ ଜାରି ରହିଛି । ରବିବାର ଭୋର ପ୍ରାୟ ୨ଟା ୪୫ରେ ରୋମାନିଆର ବୁକାରେଷ୍ଟରୁ ବାହାରି ଏୟାର ଇଣ୍ଡିଆର ଦ୍ୱିତୀୟ ବିମାନ...

ମିଡ଼ିଆକୁ ପୁଟିନ୍‌ଙ୍କ ନାଲି ଆଖି, ଆକ୍ରମଣ-ଅନୁପ୍ରବେଶ-ଯୁଦ୍ଧ ଶବ୍ଦର ବ୍ୟବହାର କଲେ ଜେଲ ସହିତ ଜରିମାନା…

ମସ୍କୋ, ୨୬।୨ : ୟୁକ୍ରେନ୍‌ ଉପରେ ଆକ୍ରମଣ କରିବା ସହିତ ରୁଷିଆ ରାଷ୍ଟ୍ରପତି ବ୍ଲାଡିମୀର ପୁଟିନ୍‌ ମିଡ଼ିଆକୁ ନାଲି ଆଖି ଦେଖାଇଛନ୍ତିି। ପୁଟିନ୍‌ ଧମକ ଦେଇ କହିଛନ୍ତି ଯେ, ଏହି ପ୍ରସଙ୍ଗରେ ଆକ୍ରମଣ,ଅନୁପ୍ରବେଶ ଅବା ଯୁଦ୍ଧ ଶବ୍ଦର ବ୍ୟବହାର ମିଡ଼ିଆ...

ସିରିଜ୍‌ ଜିତିଲା ଟିମ୍‌ ଇଣ୍ଡିଆ

ଧର୍ମଶାଳା, ୨୬ା୨ (ପି.ଟି.)-ସ୍ଥାନୀୟ ହିମାଚଳ ପ୍ରଦେଶ କ୍ରିକେଟ ଷ୍ଟାଡିୟମରେ ଶନିବାର ଖେଳାଯାଇଥିବା ଦ୍ୱିତୀୟ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ମ୍ୟାଚରେ ଭାରତ ଶ୍ରୀଲଙ୍କାକୁ ଧୂଳି ଚଟାଇଛି। ଏଥିସହ ୩ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜ୍‌କୁ ଆଗୁଆ ୨-୦ରେ ଜିତି ନେଇଛି। ଓପନର...

ପ୍ରଥମରୁ ବିପର୍ଯ୍ୟୟ

ଧର୍ମଶାଳା, ୨୬ା୨ (ପି.ଟି.)-ସ୍ଥାନୀୟ ହିମାଚଳ ପ୍ରଦେଶ କ୍ରିକେଟ ଷ୍ଟାଡିୟମରେ ଶନିବାର ଖେଳାଯାଇଥିବା ଦ୍ୱିତୀୟ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ମ୍ୟାଚରେ ଓପନର ପାଥୁମ ନିଶାଙ୍କାଙ୍କ ୫୩ ବଲ୍‌ରୁ ଦ୍ରୁତ ୭୫ ରନ (୧୧ଚୌକା) ସହାୟତାରେ ଶ୍ରୀଲଙ୍କା ଭାରତ ପାଇଁ ୧୮୪ରନର ବିଜୟ...

ଭାରତକୁ ୧୮୪ ରନ୍‌ର ବିଜୟ ଲକ୍ଷ୍ୟ ଦେଲା ଶ୍ରୀଲଙ୍କା

ଧର୍ମଶାଳା,୨୬ା୨: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ସିରିଜର ଦ୍ୱିତୀୟ ଟି -୨୦ ମ୍ୟାଚ୍‌ ଶନିବାର ଧର୍ମଶାଳା ଷ୍ଟାଡିୟମରେ ଖେଳାଯାଉଛି। ଭାରତୀୟ ଅଧିନାୟକ ରୋହିତ ଶର୍ମା ଟସ୍‌ ଜିତି ପ୍ରଥମେ ଫିଲ୍ଡିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଶ୍ରୀଲଙ୍କା ନିର୍ଦ୍ଧାରିତ ୨୦ ଓଭରରେ...

୨୧୯ ଏୟାର ଲିଫ୍ଟ ଭାରତୀୟଙ୍କୁ ସ୍ବାଗତ…

ମୁମ୍ବାଇ, ୨୬।୨ : ରୋମାନିଆର ବୁକାରେଷ୍ଟରୁ ଏୟାରଲିଫ୍ଟ କରାଯାଇଥିବା ୨୧୯ ଭାରତୀୟ ଶନିବାର ସୁରକ୍ଷିତ ଭାରତ ପହଞ୍ଚିଛନ୍ତି। ମୁମ୍ବାଇର ବିମାନବନ୍ଦରରେ ପହଞ୍ଚିବା ପରେ ଏହି ଭାରତୀୟଙ୍କୁ ଭବ୍ୟ ସ୍ବାଗତ କରାଯାଇଛି। ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ପୀୟୁଷ ଗୋଏଲ୍‌ ସେମାନଙ୍କ...

ଯୁଦ୍ଧ ପାଇଁ ଭିଟାମାଟି ଛାଡିଲେ ଲକ୍ଷେ ୨୦ ହଜାରରୁ ଅଧିକ ଲୋକେ…

କ୍ୱିଭ୍‌, ୨୬।୨ : ରୁଷିଆର ଆକ୍ରମଣ ଯୋଗୁ ୟୁକ୍ରେନ୍‌ର ଲକ୍ଷେ ୨୦ ହଜାରରୁ ଅଧିକ ଲୋକେ ଭିଟାମାଟି ଛାଡ଼ିବାକୁ ବାଧ୍ୟ ହୋଇଛନ୍ତି। ଲୋକେ ଜୀବନ ବିକଳରେ ପଡ଼ୋଶୀ ଦେଶ ସୀମାରେ ପହଞ୍ଚିଛନ୍ତି। ଗତ ୩ ଦିନ ମଧ୍ୟରେ ଲୋକେ ନିଜର...

ରବିବାର ପଞ୍ଚମ ପର୍ଯ୍ୟାୟ ନିର୍ବାଚନ, ୬୧ ଆସନ ପାଇଁ ୬୯୩ ପ୍ରାର୍ଥୀ..

ଲକ୍ଷ୍ନୌ, ୨୬।୨ : ଉତ୍ତରପ୍ରଦେଶରେ ପଞ୍ଚମ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ରବିବାର ହେବାକୁ ଯାଉଛି। ରାଜ୍ୟର ୧୨ ଜିଲାର ୬୧ ବିଧାନସଭା ଆସନରେ ନିର୍ବାଚନ ଅନୁଷ୍ଠିତ ହେବ। ଭୋଟର ଏହି ପର୍ଯ୍ୟାୟରେ ୬୯୩ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଣ୍ଣୟ କରିବେ। ପ୍ରୟାଗରାଜ,...

ରୁଷିଆ ଏବେ ଆଉ କାରବାର କରିପାରିବ ନାହିଁ ଡଲାର, ୟୁରୋ, ପାଉଣ୍ଡ

ଓ୍ବାଶିଂଟନ: ୟୁକ୍ରେନ ଉପରେ ରୁଷିଆର ଆକ୍ରମଣ ପରେ ସମଗ୍ର ବିଶ୍ୱରେ ଉତ୍ତେଜନା ଦେଖାଦେଇଛି। ଆମେରିକା ଏପର୍ଯ୍ୟନ୍ତ କୌଣସି ସାମରିକ କାର୍ଯ୍ୟାନୁଷ୍ଠାନ ଘୋଷଣା କରିନାହିଁ। କିନ୍ତୁ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ  ରୁଷିଆ ବିରୋଧରେ ନୂତନ ଅର୍ଥନୈତିକ ପ୍ରତିବନ୍ଧକ ଘୋଷଣା କରିଛନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri