Tag Archives: Home Middle

ଏବେ ସୁଦ୍ଧା ୨୬୪ ଜୋନ୍‌ରେ ବିଜେଡି ଆଗୁଆ

ଭୁବନେଶ୍ୱର,୨୬।୨(ବ୍ୟୁରୋ): ଶନିବାର ଭୋଟ ଗଣତି ଜାରି ରହିଥିବା ବେଳେ ମଧ୍ୟାହ୍ନ ସୁଦ୍ଧା ମିଳିଥିବା ଟ୍ରେଣ୍ଡ ଅନୁସାରେ ବିଜେଡି ସମସ୍ତଙ୍କୁ ପଛରେ ପକାଇ ଆଗରେ ଚାଲିଛି। ୩୧୫ ଜୋନରେ ଭୋଟ ଗଣତି ହେଉଥିବା ବେଳେ ବର୍ତ୍ତମାନ ସୁଦ୍ଧା ସମସ୍ତ ଆସନର ପ୍ରାରମ୍ଭିକ...

୨୦୨ ଜୋନ୍‌ରେ ବିଜେଡି ଆଗରେ

ଭୁବନେଶ୍ୱର,୨୬।୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଶେଷ ହୋଇଥିବା ବେଳେ ଶନିବାର ପ୍ରଥମ ପର୍ଯ୍ୟୟ ଭୋଟ ଗଣତି ଆରମ୍ଭ । ବର୍ତ୍ତମାନ ସୁଦ୍ଧା ମିଳିଥିବା ସୂଚନା ଅନୁସାରେ ବିଜୁ ଜନତା ଦଳ ସମସ୍ତଙ୍କୁ ଛରେ ପକାଇ ଆଗରେ ରହିଛି । ଆଜି...

ଅପରେଶନ ଏୟାର ଲିପ୍ଟ: ଭାରତୀୟଙ୍କୁ ଆଣିବାକୁ ରୋମାନିୟା, ହଙ୍ଗେରୀ ଯିବାକୁ ପ୍ରସ୍ତୁତ ଏୟାର ଇଣ୍ଡିଆ ବିମାନ

ନୂଆଦିଲ୍ଲୀ,୨୬ ।୨: ରୁଷିଆ-ୟୁକ୍ରେନ୍ ଯୁଦ୍ଧ ବିବାଦ ମଧ୍ୟରେ ଫସି ରହିଥିବା ଭାରତୀୟଙ୍କୁ ଆଣିବାକୁ ଏୟାର ଇଣ୍ଡିଆର ସ୍ୱତନ୍ତ୍ର ବିମାନ ଶନିବାର ରୋମାନିୟା ଓ ହଙ୍ଗେରି ଅଭିମୁଖେ ଯାତ୍ରା କରିବ । ହଙ୍ଗେରି ଓ ରୋମାନିୟା ୟୁକ୍ରେନସୀମାକୁ ଲାଗି ରହିଥିବା ବେଳେ...

ଆରମ୍ଭ ହେଲା ପଞ୍ଚାୟତ ଭୋଟ ଗଣତି

ଭୁବନେଶ୍ୱର,୨୬।୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଭୋଟ୍‌ ଗଣତି ଶନିବାର ଆରମ୍ଭ ହୋଇଯାଇଛି। ଏହି ଭୋଟ୍‌ ଗଣତି ତିନି ଦିନ ଧରି ଚାଲିବ। ଆଜି ପ୍ରଥମ ଦିନରେ ୩୧୫ଟି ଜିଲା ପରିଷଦ ଜୋନ୍‌ରେ ଗଣତି ହେଉଛି। ରାଜ୍ୟର ସମସ୍ତ ୩୧୪ ବ୍ଲକ୍‌ରେ...

ଦୋହଲିଗଲା କ୍ୱିଭ: ୫୦ ବିସ୍ଫୋରଣ ସହ ଗର୍ଜିଲା ମେଶିନ ଗନ

କ୍ୱିଭ,୨୬ ।୨: କିଛି ସମୟର ନିରବତା ପରେ ପୁଣି ୟୁକ୍ରେନ ଉପରେ ଗର୍ଜିଛି ରୁଷିଆ । ୟୁକ୍ରେନର ରାଜଧାନୀ କ୍ୱିଭର ଶୁଲ୍ୟାବକା ଓ ବେରେଷ୍ଟିସ୍କାରେ ମେଶିନ ଗନରୁ ଗୁଳି ବର୍ଷଣ କରାଯାଇଥିବା ଖବର ଆସିଛି । ୟୁକ୍ରେନରେ ଯୁଦ୍ଧର ତୃତୀୟ...

ୟୁଏନଏସସିର ଭୋଟିଂରେ ଭାଗ ନେଲେ ନାହିଁ ଭାରତ, ଚାଇନା, ୟୁଏଇ

ନ୍ୟୁୟର୍କ,୨୬ ।୨: ରୁଷିଆ ପକ୍ଷରୁ ୟୁକ୍ରେନ ଉପରେ କରାଯାଉଥିବା ଆକ୍ରମଣକୁ ନେଇ ଅସହମତି ପ୍ରସ୍ତାବ ଉପରେ ମିଳିତ ଜାତିସଂଘ ସୁରକ୍ଷା ପରିଷଦ ପକ୍ଷରୁ ଶୁକ୍ରବାର ଭୋଟିଂ କରାଯାଇଥିଲା । ଏହି ଭୋଟିଂ ପ୍ରକ୍ରିୟାଠାରୁ ଭାରତ ଓ ଚାଇନା ନିଜକୁ ଦୂରେଇ...

ଆଜିଠୁ ପଞ୍ଚାୟତ ଭୋଟ ଗଣତି

ଭୁବନେଶ୍ୱର, ୨୬ା୨(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ଶେଷ ହୋଇଥିବାବେଳେ ଭୋଟ୍‌ ବାକ୍ସରେ ପ୍ରାର୍ଥୀଙ୍କ ଭାଗ୍ୟ ସିଲ୍‌ ହୋଇଛି। ଶନିବାରଠାରୁ ଭୋଟ ଗଣତି ଆରମ୍ଭ ହେବ। ଏଥିପାଇଁ ପ୍ରାର୍ଥୀମାନଙ୍କ ମନରେ ଭୟ ବଢ଼ିବାରେ ଲାଗିଛି। ୩୧୪ ବ୍ଲକ୍‌ ମୁଖ୍ୟାଳୟରେ ୩ ଦିନ (୨୬,୨୭,୨୮...

ରୋମାନିୟା ପହଞ୍ଚିଲେ ୟୁକ୍ରେନରେ ଫସିଥିବା ଭାରତୀୟଙ୍କ ପ୍ରଥମ ଦଳ, ଖୁବଶୀଘ୍ର ଫେରିବେ ସ୍ୱଦେଶ

ବୁଚାରେଷ୍ଟ,୨୬ ।୨: ୟୁକ୍ରେନ୍ ଓ ରୁଷିଆ ମଧ୍ୟରେ ଯୁଦ୍ଧ ଆରମ୍ଭ ହୋଇଯିବା ପରେ ସେଠାରେ ଫସି ରହିଥିବା ଭାରତୀୟଙ୍କ ପ୍ରଥମ ଦଳ ଶୁକ୍ରବାର ସୁସେବା ବର୍ଡର ଦେଇ ରୋମାନିୟା ପହଞ୍ଚିଛନ୍ତି । ଏମାନଙ୍କ ମଧ୍ୟରେ ଅଧିକାଂଶ ଛାତ୍ର ରହିଥିବା ବେଳେ...

ପରପାରିରେ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳ

ଭୁବନେଶ୍ୱର,୨୫।୨(ବ୍ୟୁରୋ): ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳଙ୍କ ଶୁକ୍ରବାର ସନ୍ଧ୍ୟାରେ ପରଲୋକ ଘଟିଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିବା ଝିଅ ସୁନୀତା ସୂଚନା ଦେଇଛନ୍ତି।  ପରଲୋକ ବେଳକୁ ତାଙ୍କୁ ୮୩...

ଆଲୋଚନା ପାଇଁ ପୁଟିନ୍‌ଙ୍କୁ ନିମନ୍ତ୍ରଣ କଲେ ୟୁକ୍ରେନ୍‌ ରାଷ୍ଟ୍ରପତି

ମସ୍କୋ/କ୍ୱିଭ୍‌,୨୫।୨: ଶେଷରେ ମୁଣ୍ଡ ନୁଆଁଇଲା ୟୁକ୍ରେନ୍‌। ଦୁଇଦିନ ଧରି ରୁଷିଆର ଆକ୍ରମଣକୁ ଯଥା ସମ୍ଭବ ଜବାବ ଦେବାକୁ ଚେଷ୍ଟା କରିବା ପରେ ଏକ ପ୍ରକାର ହାର ମାନିଛି ୟୁକ୍ରେନ୍‌। ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ସହ ଆପୋଷ ବୁଝାମଣା ପାଇଁ...

ପୌର ନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ

ଭୁବନେଶ୍ୱର, ୨୫।୨(ବ୍ୟୁରୋ): ପୌର ନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ । ମାର୍ଚ୍ଚ ୨୪ ତାରିଖରେ ହେବ ପୌର ନିର୍ବାଚନ । ଏ ନେଇ ରାଜ୍ୟ ନିର୍ବାଚନ କମିଶନ ଆଦିତ୍ୟ ପ୍ରସାଦ ପାଢୀ ସୂଚନା ଦେଇଛନ୍ତି। ଭୁବନେଶ୍ୱର, କଟକ, ବ୍ରହ୍ମପୁରରେ...

ଶାହାଙ୍କ ସହ କଥା ହେଲେ ନବୀନ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୫ା୨(ବ୍ୟୁରୋ): ୟୁକ୍ରେନରେ ଫସି ରହିଥିବା ଓଡ଼ିଆମାନଙ୍କୁ ଉଦ୍ଧାର  ପାଇଁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ସହ ଫୋନ୍‌ ଯୋଗେ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଛାତ୍ର ଓ ଶ୍ରମିକଙ୍କୁ ଉଦ୍ଧାର  ପାଇଁ ଗୃହମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି ନବୀନ। ମୁଖ୍ୟମନ୍ତ୍ରୀଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri